"ବିଶ୍ୱନାଥ ପ୍ରତାପ ସିଂହ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

ଉଇକିପିଡ଼ିଆ‌ରୁ
Content deleted Content added
Created by translating the page "V. P. Singh"
 
୫ କ ଧାଡ଼ି: ୫ କ ଧାଡ଼ି:


୧୯୬୯ ମସିହାରେ ସିଂହ [[ଭାରତୀୟ ଜାତୀୟ କଂଗ୍ରେସ|କଂଗ୍ରେସ]] ଦଳରୁ ଉତ୍ତର ପ୍ରଦେଶ ବିଧାନସଭା ପାଇଁ ନିର୍ବାଚିତ ହେଇଥିଲେ। ୧୯୭୧ ମସିହାରେ ସିଂହ ଲୋକସଭା ଆସନ ଜିତିଥିଲେ ଓ ଇନ୍ଦିରା ଗାନ୍ଧୀଙ୍କ ସରକାରରେ ଉପ ବାଣିଜ୍ୟ ମନ୍ତ୍ରୀ ଭାବେ ଯୋଦ ଦେଇଥିଲେ। ବିଶ୍ୱନାଥ ସିଂହ ୧୯୭୬-୭୭ ଯାଏଁ ଭାରତର ବାଣିଜ୍ୟ ମନ୍ତ୍ରୀ ଥିଲେ।<ref>"V.P. Singh". </ref>
୧୯୬୯ ମସିହାରେ ସିଂହ [[ଭାରତୀୟ ଜାତୀୟ କଂଗ୍ରେସ|କଂଗ୍ରେସ]] ଦଳରୁ ଉତ୍ତର ପ୍ରଦେଶ ବିଧାନସଭା ପାଇଁ ନିର୍ବାଚିତ ହେଇଥିଲେ। ୧୯୭୧ ମସିହାରେ ସିଂହ ଲୋକସଭା ଆସନ ଜିତିଥିଲେ ଓ ଇନ୍ଦିରା ଗାନ୍ଧୀଙ୍କ ସରକାରରେ ଉପ ବାଣିଜ୍ୟ ମନ୍ତ୍ରୀ ଭାବେ ଯୋଦ ଦେଇଥିଲେ। ବିଶ୍ୱନାଥ ସିଂହ ୧୯୭୬-୭୭ ଯାଏଁ ଭାରତର ବାଣିଜ୍ୟ ମନ୍ତ୍ରୀ ଥିଲେ।<ref>"V.P. Singh". </ref>

He was appointed by Indira Gandhi as the Chief Minister of Uttar Pradesh in 1980, when Gandhi was re-elected after the Janata interlude.<ref>"V.P. Singh". </ref> As Chief Minister (1980–82), he cracked down hard on dacoitry, a problem that was particularly severe in the rural districts of the south-west Uttar Pradesh. He received much favorable national publicity when he offered to resign following a self-professed failure to stamp out the problem, and again when he personally oversaw the surrender of some of the most feared dacoits of the area in 1983.


== ପାରିବାରିକ ଜୀବନ ==
== ପାରିବାରିକ ଜୀବନ ==

୨୧:୦୭, ୨ ଅକ୍ଟୋବର ୨୦୧୬ ଅନୁସାରେ କରାଯାଇଥିବା ବଦଳ

ବିଶ୍ୱନାଥ ପ୍ରତାପ ସିଂହ (୨୫ ଜୁନ ୧୯୩୧ - ୨୭ ନଭେମ୍ବର ୨୦୦୮), ଜଣେ ଭାରତୀୟ ରାଜନେତା ଓ ଭାରତର ପ୍ରଧାନମନ୍ତ୍ରୀ ଥିଲେ(୧୯୮୯-୯୦)। ସେ ମଣ୍ଡ ଶାସନ(ରାଜ୍ୟ)ର ୪୧ତମ ଶାସକ ମଧ୍ୟ ଥଲେ।

ପ୍ରାରମ୍ଭିକ ଜୀବନ

ସିଂହ, ୧୯୩୧ ମସିହାରେ ମଣ୍ଡ ଶାସନର ଏକ ରାଜପୁତ ଜମିଦାର ପରିବାରରେ ଜନ୍ମ ଗ୍ରହଣ କରିଥିଲେ।[୧] ସେ ନିଜର ଶିକ୍ଷା ଡେହରାଡୁନ ସ୍ଥିତ କର୍ଣେଲ ବ୍ରାଉନ କ୍ୟାମ୍ବ୍ରିଜ ବିଦ୍ୟାଳୟରେ ଆରମ୍ଭ କରିଥିଲେ,ପରେ ପୁଣେ ଓ ଆଲ୍ହାବାଦ ବିଶ୍ୱବିଦ୍ୟାଳୟରେ ଉଚ୍ଚ ଶିକ୍ଷା ଗ୍ରହଣ କରିଥଲେ।[୨]

୧୯୬୯ ମସିହାରେ ସିଂହ କଂଗ୍ରେସ ଦଳରୁ ଉତ୍ତର ପ୍ରଦେଶ ବିଧାନସଭା ପାଇଁ ନିର୍ବାଚିତ ହେଇଥିଲେ। ୧୯୭୧ ମସିହାରେ ସିଂହ ଲୋକସଭା ଆସନ ଜିତିଥିଲେ ଓ ଇନ୍ଦିରା ଗାନ୍ଧୀଙ୍କ ସରକାରରେ ଉପ ବାଣିଜ୍ୟ ମନ୍ତ୍ରୀ ଭାବେ ଯୋଦ ଦେଇଥିଲେ। ବିଶ୍ୱନାଥ ସିଂହ ୧୯୭୬-୭୭ ଯାଏଁ ଭାରତର ବାଣିଜ୍ୟ ମନ୍ତ୍ରୀ ଥିଲେ।[୩]

ପାରିବାରିକ ଜୀବନ

୨୫ ମଇ ୧୯୫୫ରେ ସିଂହ ରାଜସ୍ଥାନର ଦେଉଗଡ଼ର ରାଜକୁମାରି ଶିତା କୁମାରିଙ୍କୁ ବିବାହ କରିଥିଲେ।[୪]

ଆଧାର

  1. Community Warriors: State, Peasants and Caste Armies in Bihar Ashwani Kumar Anthem Press, 2008 [୧]
  2. "V.P. Singh".
  3. "V.P. Singh".
  4. Singh, Khushwant (11 April 2013). "Plane to Pakistan". Malicious Gossip. HarperCollins Publishers India. Retrieved 26 August 2014.