"ଆଲୋକବର୍ଷ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

ଉଇକିପିଡ଼ିଆ‌ରୁ
Content deleted Content added
No edit summary
୧ କ ଧାଡ଼ି: ୧ କ ଧାଡ଼ି:
ଆଲୋକବର୍ଷ ହେଉଛି ଏକ ଦୂରତା ମପିବାର ଏକକ। ଏହା ସାହାଯ୍ୟରେ ମହାକାଶରେ ବିଭିନ୍ନ ମହାକାଶିକ ବସ୍ତୁ ମାନଙ୍କର ଦୂରତା ମପାଯାଏ। ଏହା ପ୍ରାୟ ୯ ଲକ୍ଷ କୋଟି କିଲୋମିଟର(୯୦,୦୦,୦୦,୦୦,୦୦,୦୦୦)। ଆଲୋକ ବହୁତ କ୍ଷିପ୍ର ବେଗରେ ଗତି କରିଥାଏ। ଏହ ଏକ ସେକେଣ୍ଡ ରେ ୨,୯୯,୭୯୩ କିଲୋମିଟର ଦୂରତା ଅତିକ୍ରମ କରିଥାଏ ଯାହାକି ପ୍ରାୟ ୩ ଲକ୍ଷ କିଲୋ ମିଟର ସହ ସମାନ। ଆନ୍ତର୍ଜାତିକ ମହାକାଶିୟ ଏକକ ଅନୁସାରେ ଏକ ଆଲୋକ ରଶ୍ମି ଏକ ବର୍ଷ(୩୬୫ ଦିନ ୬ ଘଣ୍ଟା) ରେ ମହାକାଶରେ ଯେତିକି ଦୂରତା ଅତିକ୍ରମ କରେ ତାହାକୁ ଏକ ଆଲୋକ ବର୍ଷ କୁହାଯାଏ।ଏହି ଦୂରତାର ଏକକକୁ ଗ୍ରହ, ନକ୍ଷେତ୍ର ଏବଂ ନିହାରୀକା ମାନଙ୍କର ଦୂରତା ମାପିବାକୁ ବ୍ୟବହାର କରାଯାଏ।
'''''ଆଲୋକବର୍ଷ''''' ହେଉଛି ଏକ ଦୂରତା ମପିବାର ଏକକ । ଏହା ସାହାଯ୍ୟରେ ମହାକାଶରେ ବିଭିନ୍ନ ମହାଜଗତିକ ବସ୍ତୁ ମାନଙ୍କର ଦୂରତା ମପାଯାଏ। ଏକ ଆଲୋକ ବର୍ଷର ମୂଲ୍ୟ ପ୍ରାୟ ୯ ଲକ୍ଷ କୋଟି କିଲୋମିଟର(୯୦,୦୦,୦୦,୦୦,୦୦,୦୦୦) । ଆଲୋକ ବହୁତ କ୍ଷିପ୍ର ବେଗରେ ଗତି କରିଥାଏ । ଏହ ଏକ ସେକେଣ୍ଡ ରେ ୨,୯୯,୭୯୩ କିଲୋମିଟର ଦୂରତା ଅତିକ୍ରମ କରିଥାଏ ଯାହାକି ପ୍ରାୟ ୩ ଲକ୍ଷ କିଲୋ ମିଟର ସହ ସମାନ । ଆନ୍ତର୍ଜାତିକ ମହାକାଶିୟ ଏକକ ଅନୁସାରେ ଏକ ଆଲୋକ ରଶ୍ମି ଏକ ବର୍ଷ(୩୬୫ ଦିନ ୬ ଘଣ୍ଟା) ରେ ମହାକାଶରେ ଯେତିକି ଦୂରତା ଅତିକ୍ରମ କରେ ତାହାକୁ ଏକ ଆଲୋକ ବର୍ଷ କୁହାଯାଏ । ଏହି ଦୂରତାର ଏକକକୁ [[ଗ୍ରହ]], ନକ୍ଷେତ୍ର ଏବଂ ନିହାରୀକା ମାନଙ୍କର ଦୂରତା ମାପିବାକୁ ବ୍ୟବହାର କରାଯାଏ।


[[ଶ୍ରେଣୀ:ମହାକାଶ ବିଜ୍ଞାନ]]
[[ଶ୍ରେଣୀ:ମହାକାଶ ବିଜ୍ଞାନ]]

୦୦:୨୫, ୧୮ ଅକ୍ଟୋବର ୨୦୧୬ ଅନୁସାରେ କରାଯାଇଥିବା ବଦଳ

ଆଲୋକବର୍ଷ ହେଉଛି ଏକ ଦୂରତା ମପିବାର ଏକକ । ଏହା ସାହାଯ୍ୟରେ ମହାକାଶରେ ବିଭିନ୍ନ ମହାଜଗତିକ ବସ୍ତୁ ମାନଙ୍କର ଦୂରତା ମପାଯାଏ। ଏକ ଆଲୋକ ବର୍ଷର ମୂଲ୍ୟ ପ୍ରାୟ ୯ ଲକ୍ଷ କୋଟି କିଲୋମିଟର(୯୦,୦୦,୦୦,୦୦,୦୦,୦୦୦) । ଆଲୋକ ବହୁତ କ୍ଷିପ୍ର ବେଗରେ ଗତି କରିଥାଏ । ଏହ ଏକ ସେକେଣ୍ଡ ରେ ୨,୯୯,୭୯୩ କିଲୋମିଟର ଦୂରତା ଅତିକ୍ରମ କରିଥାଏ ଯାହାକି ପ୍ରାୟ ୩ ଲକ୍ଷ କିଲୋ ମିଟର ସହ ସମାନ । ଆନ୍ତର୍ଜାତିକ ମହାକାଶିୟ ଏକକ ଅନୁସାରେ ଏକ ଆଲୋକ ରଶ୍ମି ଏକ ବର୍ଷ(୩୬୫ ଦିନ ୬ ଘଣ୍ଟା) ରେ ମହାକାଶରେ ଯେତିକି ଦୂରତା ଅତିକ୍ରମ କରେ ତାହାକୁ ଏକ ଆଲୋକ ବର୍ଷ କୁହାଯାଏ । ଏହି ଦୂରତାର ଏକକକୁ ଗ୍ରହ, ନକ୍ଷେତ୍ର ଏବଂ ନିହାରୀକା ମାନଙ୍କର ଦୂରତା ମାପିବାକୁ ବ୍ୟବହାର କରାଯାଏ।