"ସାଲାଇନ (ଔଷଧ)" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

ଉଇକିପିଡ଼ିଆ‌ରୁ
Content deleted Content added
ସାଲାଇନ (ଔଷଧ) ବିଷୟ ଲେଖାଗଲା
(କିଛି ବଦଳିନାହିଁ)

୦୭:୪୫, ୧୮ ଅଗଷ୍ଟ ୨୦୧୭ ଅନୁସାରେ କରାଯାଇଥିବା ବଦଳ

ସାଲାଇନ
Saline solution for intravenous infusion. The white port at the base of the bag is where additives can be injected. The port with the blue cover is where the bag is spiked with an infusion set.
Clinical data
AHFS/Drugs.comFDA Professional Drug Information
Routes of
administration
intravenous, topical, subcutaneous
ATC code
Identifiers
CAS Number
PubChem CID
DrugBank
ChemSpider
UNII
KEGG
ChEBI
ChEMBL
Chemical and physical data
3D model (JSmol)
  • [Na+].[Cl-]
  • InChI=1S/ClH.Na/h1H;/q;+1/p-1
  • Key:FAPWRFPIFSIZLT-UHFFFAOYSA-M

ସାଲାଇନ (ଇଂରାଜୀ ଭାଷାରେ Saline, ଅନ୍ୟ ନାମ ସାଲାଇନ ସଲ୍ୟୁସନ/saline solution) ଏକ ଦ୍ରବଣ ଯେଉଁଥିରେ ସୋଡ଼ିଅମ କ୍ଲୋରାଇଡ (sodium chloride) ଓ ପାଣି ମିଶିଥାଏ; ଏହା ଅନେକ ଚିକିତ୍ସା କ୍ଷେତ୍ରରେ ବ୍ୟବ‌ହାର ହୁଏ ।[୧] ଏହା କ୍ଷତ ସଫା କରିବାରେ ସାହାଯ୍ୟ କରେ, କଣ୍ଟାକ୍ଟ ଲେନ୍ସ (contact lens) ବାହାର କରିବାରେ ସାହାଯ୍ୟ କରେ ଓ ଶୁଷ୍କ ଆଖିରେ (dry eyes) ପକାଯାଏ । ନିର୍ଜଳନ (dehydration) ଥିଲେ ବିଶେଷତଃ ପାକଅନ୍ତନଳୀ ପ୍ରଦାହ (gastroenteritis) ଓ ଡାଏବେଟିକ କିଟୋଏସିଡୋସିସ (diabetic ketoacidosis) ନିର୍ଜଳନରେ ଏହା ଶିରାଭ୍ୟନ୍ତର ଇନଫ୍ୟୁଜନ (injection into a vein) ଆକାରରେ ଦିଆଯାଏ । [୨] ଇଞ୍ଜେକସନ ଆକାରରେ ଦିଆଯାଉଥିବା ଅନ୍ୟ ଔଷଧମାନଙ୍କୁ ପତଳା କରିବାକୁ ଏହା ମିଶାଯାଏ । [୧]

ଆଧାର

  1. ୧.୦ ୧.୧ "Sodium Chloride Injection - FDA prescribing information, side effects and uses". www.drugs.com. Retrieved 14 January 2017.
  2. ଆଧାର ଭୁଲ: ଅଚଳ <ref> ଚିହ୍ନ; BNF69 ନାମରେ ଥିବା ଆଧାର ଭିତରେ କିଛି ଲେଖା ନାହିଁ ।