"ଚାର୍ଲ୍ସ ଡିକେନ୍ସ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Jump to navigation Jump to search
ଟିକେ
Bot: Automated text replacement (- ରେ +ରେ )
ଟିକେ (Bot: Automated text replacement (- ରେ +ରେ ))
ଟିକେ (Bot: Automated text replacement (- ରେ +ରେ ))
ନିଜ ଜେଲ ଗ୍ରସ୍ତ ପରିବାର ପାଇଁ ଅର୍ଥ ଅର୍ଜନ ପାଇଁ ସେ ସ୍କୁଲ ଛାଡି ଏକ ଜୋତା ରଙ୍ଗ କାରଖାନାରେ ସାମାନ୍ୟ ମଜୁରିରେ ଦୈନିକ ୧୦- ଘଣ୍ଟା କାମ କରୁଥିଲେ । ଏହି କଠିନ ସମୟର ସ୍ମୃତି ଓ ଅନୁଭୂତି ତାଙ୍କ ଉପନ୍ୟାସ ମାନଙ୍କରେ ପ୍ରତିଫଳିତ ହେଇଥିଲା । ସେହି ସମୟରେ ଅଳ୍ପ ବୟସର ଦରିଦ୍ର ବାଳକ ମାନଙ୍କୁ କିପରି ଶୋଷଣ କରାଯାଉଥିଲା ତାହା ଡିକେନ୍ସ ଙ୍କ ନିଜେ ଅଙ୍ଗେ ନିଭେଇଥିବା କଥା ହେଇଥିବାରୁ ପରବର୍ତୀ ଜୀବନରେ ତାଙ୍କ ଉପନ୍ୟାସ ମାନଙ୍କୁ ସେହି ଦରିଦ୍ର , ଅର୍ଦ୍ଧ -ପାଠୁଆ ବାଳକ ଚରିତ୍ର କୁ ସେ ଖୁବ ଜୀବନ୍ତ ଭାବରେ ଫୁଟେଇଥିଲେ ଓ ନିଜେ ସେମାନକ ଜୀବନର ଉନ୍ନତି ପାଇଁ ଅନେକ ସାମାଜିକ ସେବା କରିଥିଲେ । ( The Life of Charles Dickens):
[[ଫାଇଲ:Courtyard_of_the_former_Marshalsea_prison,_1897_(2).png|thumb|୧୮୯୭ ମସିହାରେ ମାର୍ଶାଲସି ଜୈଲ , ବନ୍ଦ ହେବା ପରେ ]]
କିଛି ମାସ ଜେଲ ରେଜେଲରେ ରହିବା ପରେ ଚାର୍ଲ୍ସ ଙ୍କ ପିତାମହୀ ଏଲିଜାବେଥ ଡିକେନ୍ସ ଙ୍କ ପରଲୋକ ଘଟିଲା ଓ ତାଙ୍କର ଦାୟାଦ ଭାବରେ ଚାର୍ଲ୍ସ ଙ୍କ ବାପା ତାଙ୍କ ସମ୍ପତ୍ତି ଉତ୍ତରାଧିକାରୀ ଭାବରେ ପାଇ ରୁଣ ସୁଝି ଜେଲ ରୁ ମୁକ୍ତ ହେଲେ ।ଓ ତାଙ୍କ ପରିବାର ମିସେସ ରୋଏଲେନ୍ସ ଙ୍କ ବାସ ଭବନ କୁ ଚାଲିଗଲେ । <ref>{{Harvard citation no brackets|Schlicke|1999|p=157}}.</ref> ତେବେ ଚାର୍ଲ୍ସ ଙ୍କ ମାତା ତାଙ୍କୁ ଜୋତା କାରଖାନା ଚାକିରି ନ ଛାଡିବାକୁ ସେଇଠି ରହିଯିବାକୁ କହିଥିଲେ । ତାଙ୍କ ମାତା ଙ୍କ ଏପରି ପକ୍ଷ୍ୟପାତ ମୂଳକ ବ୍ୟବହାର ବ୍ୟବହାର ବାଳକ ଚାର୍ଲ୍ସ ଙ୍କ ମନରେ ଗଭୀର ଆଘାତ ଦେଇଥିଲା । ପରବର୍ତୀ କାଳରେ ତାଙ୍କର ଉପନ୍ୟାସରେ ସମାଜରେ ଥିବା ସେହିପରି ମହିଳା ଙ୍କ ଚିତ୍ରଣ ସେ ନିଖୁଣ ଭାବରେ କରିଥିଲେ । ଓ ତାଙ୍କର ମହିଳା ଙ୍କ ପ୍ରତି ଆଭିମୁଖ୍ୟରେ କିଛିଟା ବିତୃଷ୍ଣା ତାଙ୍କ ଲେଖାରେ ପ୍ରତିଫଳିତ ହେଇଥିଲା ।<ref>{{harvnb|Wilson|1972|p=58}}.</ref> 
 
 
 
== ସମ୍ବାଦିକତା ଓ ପ୍ରାରମ୍ଭିକ ଉପନ୍ୟାସ ସବୁ ==
 ୧୮୩୨ ମସିହାରେ ମାତ୍ର ୨୦ ବର୍ଷ ବୟସ୍କ ଚାର୍ଲ୍ସ ଜୀବନର ଅନୁଭୂତିରେ ସମ୍ବରୁଧ ହେଇ ସାରିଥିଲେ । ଦିଗହରା ଅନୁଭବ କରୁଥ୍ଯିଲେ ମଧ୍ୟ ସେ ଉଚ୍ଛାଭିଲାଶ ରଖିଥିଲେ । ସେ ଥିଏଟରରେ ପ୍ରବେଶ କରି ସେଠାରେ ମିମିକ୍ରୀ ବା ଅନନ୍ୟ ଚରିତ୍ର ମାନଙ୍କ ହାସ୍ୟାଭିନୟର ନକଲ ପ୍ରଦର୍ଶନ କଲେ ।ତାହା ପରେ ସେ ଲେଖକ ହିସାବରେ ତାଙ୍କର ଅଧ୍ୟାୟ ଆରମ୍ଭ କରିଥିଲେ । ୧୯୩୩ ମସିହାରେ ସେ ତାଙ୍କର ପ୍ରଥମ ଗଳ୍ପ " "A Dinner at Poplar Walk",ଲଣ୍ଡନର ପତ୍ରିକା "Monthly Magazine" କୁ ପ୍ରେରଣା କଲେ । ଏହା ପରେ ତାଙ୍କର ମାମୁଁ ତାଙ୍କୁ   The "Mirror of Parliament " ନାମକ ବ୍ରିଟିଶ ପାର୍ଲାମେଣ୍ଟର ଜର୍ନାଲରେ ରେଜର୍ନାଲରେରେ ରିପୋର୍ଟର ଭାବରେ କାର୍ଯ୍ୟ ନିଯୁକ୍ତ କଲେ ।ଏଥିରେ ସେ ପାର୍ଲିଆମେଣ୍ଟର ବିତର୍କର ବିବରଣୀ ପ୍ରକାଶ କରୁଥିଲେ । ଏହି ସମୟ କାଳ ମଧ୍ୟରେ ସେ ତାଙ୍କର ପ୍ରଥମ ପ୍ରବନ୍ଧ ସଂଗ୍ରହ " : Sketches by Boz" ପ୍ରକାଶ କରିଥିଲେ । ଏଥିରେ ନିଜ କଲମ-ନାମ "Boz" ଭାବରେ ଉଲ୍ଲେଖ କରୁଥିଲେ । ୧୯୩୫ ମସିହାରେ ସେ ପ୍ରସିଦ୍ଧ ସମ୍ପାଦକ ହୋଗର୍ଥ ଙ୍କ ସଂଶର୍ଷରେ ଆସି ତାଙ୍କ ପ୍ରକାଶିତ "Morning Chronicle"ରେ ଲେଖା ମନ ଦେବା ସହ ତାଙ୍କ ପରିବାରର ନିକଟତର ହେଇଥିଲେ ଓ ହୋଗର୍ଥ ଙ୍କ ସାନ ଝିଅ କାଥେରିନ ଙ୍କ ସହ ନିବିଡତା ସୃଷ୍ଟି କରିଥିଲେ ।ସେ ତାଙ୍କୁ ୧୮୩୬ ମସିହାରେ ବିବାହ କରିଥିଲେ । <ref>{{harvnb|Ackroyd|1990|pp=201, 278–279}}.</ref> .<ref>Callow p.54</ref>
[[ଫାଇଲ:Catherine_Dickens.jpg|ବାଆଁ|thumb|କାଠେରିନ ହୋଗର୍ଥ ଡିକେନ୍ସ , ୧୮୩୮ର ଅଙ୍କିତ ଚିତ୍ର ରେ ]]
 ଏହା ପରେ ତାଙ୍କର ଧାରାବାହିକ ଲେଖା "  The Pickwick Papers" ବହୁଳ ଭାବରେ ଆଦୃତ ହେବାରେ ଲାଗିଲା । ଅଙ୍କିତ ଚିତ୍ର ସହ ପ୍ରକାଶିତ ହଉଥିବା ଏହି ଧାରାବାହିକ ଯୋଗୁଁ ମେଗାଜିନର ବିକ୍ରୟ କ୍ରମଶଃ ୪୦,୦୦୦ ରୁ ଅଧିକ ହେଇଯାଇଥିଲା ଓ ପତ୍ରିକାର ଜନପ୍ରିୟତା ଏଥିଯୋଗୁ ବହୁଳ ଭାବରେ ବର୍ଦ୍ଧନ ହେଇଥିଲା <ref>Simon Callow, Charles Dickens and the Great theatre of the World, p.60</ref>। ୧୮୩୬ ମସିହାରେ ଡିକେନ୍ସ "Bentley's Miscellany" ନାମକ ପତ୍ରିକାର ସମ୍ପାଦକ ପଦ ଗ୍ରହଣ କରି ପରବର୍ତୀ ୩ ବର୍ଷ ଏଥିରେ ଧାରାବାହିକ ପ୍ରକାଶନ କରିଥିଲେ । ଏହା ସହ ସେ " Oliver Twist " କୁ ଧାରାବାହିକ ଭାବରେ ଆରମ୍ଭ କରିଥିଲେ । ଏକ ବାଳକର କାହାଣୀ କୁ ନେଇ ଉପନ୍ୟାସ ଭାବରେ ଏହା ଭିକ୍ଟୋରିଆ ଯୁଗର ପ୍ରଥମ ଉପନ୍ୟାସ ଥିଲା ।<ref name="Smiley12ff">{{harvnb|Smiley|2002|pp=12–14}}.</ref> 
୩୫,୫୦୮

ଗୋଟି ସମ୍ପାଦନା

ଦିଗବାରେଣି ମେନୁ