୩୭,୪୭୯
ଗୋଟି ସମ୍ପାଦନା
ଟିକେ (Bot: Automated text replacement (- ରେ +ରେ )) |
ଟିକେ (Bot: Automated text replacement (- ରେ +ରେ )) |
||
ନିଜ ଜେଲ ଗ୍ରସ୍ତ ପରିବାର ପାଇଁ ଅର୍ଥ ଅର୍ଜନ ପାଇଁ ସେ ସ୍କୁଲ ଛାଡି ଏକ ଜୋତା ରଙ୍ଗ କାରଖାନାରେ ସାମାନ୍ୟ ମଜୁରିରେ ଦୈନିକ ୧୦- ଘଣ୍ଟା କାମ କରୁଥିଲେ । ଏହି କଠିନ ସମୟର ସ୍ମୃତି ଓ ଅନୁଭୂତି ତାଙ୍କ ଉପନ୍ୟାସ ମାନଙ୍କରେ ପ୍ରତିଫଳିତ ହେଇଥିଲା । ସେହି ସମୟରେ ଅଳ୍ପ ବୟସର ଦରିଦ୍ର ବାଳକ ମାନଙ୍କୁ କିପରି ଶୋଷଣ କରାଯାଉଥିଲା ତାହା ଡିକେନ୍ସ ଙ୍କ ନିଜେ ଅଙ୍ଗେ ନିଭେଇଥିବା କଥା ହେଇଥିବାରୁ ପରବର୍ତୀ ଜୀବନରେ ତାଙ୍କ ଉପନ୍ୟାସ ମାନଙ୍କୁ ସେହି ଦରିଦ୍ର , ଅର୍ଦ୍ଧ -ପାଠୁଆ ବାଳକ ଚରିତ୍ର କୁ ସେ ଖୁବ ଜୀବନ୍ତ ଭାବରେ ଫୁଟେଇଥିଲେ ଓ ନିଜେ ସେମାନକ ଜୀବନର ଉନ୍ନତି ପାଇଁ ଅନେକ ସାମାଜିକ ସେବା କରିଥିଲେ । ( The Life of Charles Dickens):
[[ଫାଇଲ:Courtyard_of_the_former_Marshalsea_prison,_1897_(2).png|thumb|୧୮୯୭ ମସିହାରେ ମାର୍ଶାଲସି ଜୈଲ , ବନ୍ଦ ହେବା ପରେ ]]
କିଛି ମାସ
== ସମ୍ବାଦିକତା ଓ ପ୍ରାରମ୍ଭିକ ଉପନ୍ୟାସ ସବୁ ==
୧୮୩୨ ମସିହାରେ ମାତ୍ର ୨୦ ବର୍ଷ ବୟସ୍କ ଚାର୍ଲ୍ସ ଜୀବନର ଅନୁଭୂତିରେ ସମ୍ବରୁଧ ହେଇ ସାରିଥିଲେ । ଦିଗହରା ଅନୁଭବ କରୁଥ୍ଯିଲେ ମଧ୍ୟ ସେ ଉଚ୍ଛାଭିଲାଶ ରଖିଥିଲେ । ସେ ଥିଏଟରରେ ପ୍ରବେଶ କରି ସେଠାରେ ମିମିକ୍ରୀ ବା ଅନନ୍ୟ ଚରିତ୍ର ମାନଙ୍କ ହାସ୍ୟାଭିନୟର ନକଲ ପ୍ରଦର୍ଶନ କଲେ ।ତାହା ପରେ ସେ ଲେଖକ ହିସାବରେ ତାଙ୍କର ଅଧ୍ୟାୟ ଆରମ୍ଭ କରିଥିଲେ । ୧୯୩୩ ମସିହାରେ ସେ ତାଙ୍କର ପ୍ରଥମ ଗଳ୍ପ " "A Dinner at Poplar Walk",ଲଣ୍ଡନର ପତ୍ରିକା "Monthly Magazine" କୁ ପ୍ରେରଣା କଲେ । ଏହା ପରେ ତାଙ୍କର ମାମୁଁ ତାଙ୍କୁ The "Mirror of Parliament " ନାମକ ବ୍ରିଟିଶ ପାର୍ଲାମେଣ୍ଟର
[[ଫାଇଲ:Catherine_Dickens.jpg|ବାଆଁ|thumb|କାଠେରିନ ହୋଗର୍ଥ ଡିକେନ୍ସ , ୧୮୩୮ର ଅଙ୍କିତ ଚିତ୍ର ରେ ]]
ଏହା ପରେ ତାଙ୍କର ଧାରାବାହିକ ଲେଖା " The Pickwick Papers" ବହୁଳ ଭାବରେ ଆଦୃତ ହେବାରେ ଲାଗିଲା । ଅଙ୍କିତ ଚିତ୍ର ସହ ପ୍ରକାଶିତ ହଉଥିବା ଏହି ଧାରାବାହିକ ଯୋଗୁଁ ମେଗାଜିନର ବିକ୍ରୟ କ୍ରମଶଃ ୪୦,୦୦୦ ରୁ ଅଧିକ ହେଇଯାଇଥିଲା ଓ ପତ୍ରିକାର ଜନପ୍ରିୟତା ଏଥିଯୋଗୁ ବହୁଳ ଭାବରେ ବର୍ଦ୍ଧନ ହେଇଥିଲା <ref>Simon Callow, Charles Dickens and the Great theatre of the World, p.60</ref>। ୧୮୩୬ ମସିହାରେ ଡିକେନ୍ସ "Bentley's Miscellany" ନାମକ ପତ୍ରିକାର ସମ୍ପାଦକ ପଦ ଗ୍ରହଣ କରି ପରବର୍ତୀ ୩ ବର୍ଷ ଏଥିରେ ଧାରାବାହିକ ପ୍ରକାଶନ କରିଥିଲେ । ଏହା ସହ ସେ " Oliver Twist " କୁ ଧାରାବାହିକ ଭାବରେ ଆରମ୍ଭ କରିଥିଲେ । ଏକ ବାଳକର କାହାଣୀ କୁ ନେଇ ଉପନ୍ୟାସ ଭାବରେ ଏହା ଭିକ୍ଟୋରିଆ ଯୁଗର ପ୍ରଥମ ଉପନ୍ୟାସ ଥିଲା ।<ref name="Smiley12ff">{{harvnb|Smiley|2002|pp=12–14}}.</ref>
|