"ଫୁସଫୁସ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

ଉଇକିପିଡ଼ିଆ‌ରୁ
Content deleted Content added
ଟିକେ Bot: Automated text replacement (- ରୁ +ରୁ )
୧୯ କ ଧାଡ଼ି: ୧୯ କ ଧାଡ଼ି:
}}
}}


'''ଫୁସଫୁସ''' [[ଶ୍ଵାସକ୍ରିୟା]] ନିମନ୍ତେ ଉଦ୍ଦିଷ୍ଟ ମାନବ ଶରୀରର ଏକ ଅଙ୍ଗ । ଶରୀରରେ ଦୁଇଟି ଫୁସଫୁସ ଥାଏ, ଡାହାଣ ଫୁସଫୁସ ଓ ବାମ ଫୁସଫୁସ । ଏହା ଛାତି ଭିତରେ ଥାଏ । ଡାହାଣ ଫୁସଫୁସରେ ତିନୋଟି ଭାଗ ଥାଏ ଓ ବାମ ଫୁସଫୁସରେ ଦୁଇଟି ଭାଗ ଥାଏ । ବାମ ଫୁସଫୁସରେ ଗୋଟିଏ ବକ୍ର ଅଂଶ ଥାଏ ଓ ଏହା ପାଖରେ ହୃତପିଣ୍ଡ ଥାଏ । [[ପ୍ଲୁରା]] ନାମକ ଗୋଟିଏ ପତଳା ଝିଲ୍ଲୀ ଆବରଣ ଫୁସଫୁସକୁ ଘୋଡେଇ ରଖିଥାଏ । ପ୍ରତ୍ୟେକ ଫୁସ୍ଫୁସରେ ଦୁଇ ପ୍ରକାର ଅଂଶ ଦେଖାଯାଏ, ବାୟୁ ବାହୀ ନଳୀ ଓ ଫୁସଫୁସ ପାରେନକାଇମା । [[ଟ୍ରାକିଆ]] ନାମକ ବାଯୁବାହୀ ନଳୀ ତଣ୍ଟିରୁ ଆରମ୍ଭ ହୋଇ ଆସେ ଓ ଦୁଇ ଭାଗ ହୋଇ [[ବ୍ରୋଙ୍କସ]] ନାମରେ ଫୁସଫୁସ ମଧ୍ୟକୁ ପ୍ରବେଶ କରିଥାଏ । ଏହି ବ୍ରୋଙ୍କସ ଫୁସଫୁସ ମଧ୍ୟରେ ଶାଖା ପ୍ରଶାଖା ମେଲେଇ [[ବ୍ରୋଙ୍କିଓଲ]] ନାମ ନିଏ ଓ ଅତି ସରୁ ନଳୀରେ ପରିଣତ ହୁଏ । ପରିଶେଷରେ ଏହା ଫୁସଫୁସର ଆଲଭିଓଲାଇରେ ଶେଷ ହୁଏ । ଦୁଇଟିଯାକ ଫୁସଫୁସରେ ୨୪୦୦ କି.ମି. ବାଯୁବାହୀ ନଳୀ ଅଛି ଓ ୩୦୦ ରୁ ୫୦୦ ଆଲଭିଓଲାଇ ଅଛି ଯାହାର ସରଫେସ ଏରିଆ ୧୦୦ ବର୍ଗ ମିଟର ବା ଗୋଟିଏ ଟେନିସ କୋର୍ଟ ସହ ସମାନ <ref>{{cite book |author=Notter, Robert H. |title=Lung surfactants: basic science and clinical applications |publisher=Marcel Dekker |location=New York, N.Y |year=2000 |pages=120 |isbn=0-8247-0401-0 |oclc= |url=http://books.google.com/books?id=pAuiWvNHwZcC&pg=PA120&lpg=PA120&dq=area+tennis+court+alveoli|accessdate=2008-10-11}}</ref> । <br>
'''ଫୁସଫୁସ''' [[ଶ୍ଵାସକ୍ରିୟା]] ନିମନ୍ତେ ଉଦ୍ଦିଷ୍ଟ ମାନବ ଶରୀରର ଏକ ଅଙ୍ଗ । ଶରୀରରେ ଦୁଇଟି ଫୁସଫୁସ ଥାଏ, ଡାହାଣ ଫୁସଫୁସ ଓ ବାମ ଫୁସଫୁସ । ଏହା ଛାତି ଭିତରେ ଥାଏ । ଡାହାଣ ଫୁସଫୁସରେ ତିନୋଟି ଭାଗ ଥାଏ ଓ ବାମ ଫୁସଫୁସରେ ଦୁଇଟି ଭାଗ ଥାଏ । ବାମ ଫୁସଫୁସରେ ଗୋଟିଏ ବକ୍ର ଅଂଶ ଥାଏ ଓ ଏହା ପାଖରେ ହୃତପିଣ୍ଡ ଥାଏ । [[ପ୍ଲୁରା]] ନାମକ ଗୋଟିଏ ପତଳା ଝିଲ୍ଲୀ ଆବରଣ ଫୁସଫୁସକୁ ଘୋଡେଇ ରଖିଥାଏ । ପ୍ରତ୍ୟେକ ଫୁସ୍ଫୁସରେ ଦୁଇ ପ୍ରକାର ଅଂଶ ଦେଖାଯାଏ, ବାୟୁ ବାହୀ ନଳୀ ଓ ଫୁସଫୁସ ପାରେନକାଇମା । [[ଟ୍ରାକିଆ]] ନାମକ ବାଯୁବାହୀ ନଳୀ ତଣ୍ଟିରୁ ଆରମ୍ଭ ହୋଇ ଆସେ ଓ ଦୁଇ ଭାଗ ହୋଇ [[ବ୍ରୋଙ୍କସ]] ନାମରେ ଫୁସଫୁସ ମଧ୍ୟକୁ ପ୍ରବେଶ କରିଥାଏ । ଏହି ବ୍ରୋଙ୍କସ ଫୁସଫୁସ ମଧ୍ୟରେ ଶାଖା ପ୍ରଶାଖା ମେଲେଇ [[ବ୍ରୋଙ୍କିଓଲ]] ନାମ ନିଏ ଓ ଅତି ସରୁ ନଳୀରେ ପରିଣତ ହୁଏ । ପରିଶେଷରେ ଏହା ଫୁସଫୁସର ଆଲଭିଓଲାଇରେ ଶେଷ ହୁଏ । ଦୁଇଟିଯାକ ଫୁସଫୁସରେ ୨୪୦୦ କି.ମି. ବାଯୁବାହୀ ନଳୀ ଅଛି ଓ ୩୦୦ରୁ ୫୦୦ ଆଲଭିଓଲାଇ ଅଛି ଯାହାର ସରଫେସ ଏରିଆ ୧୦୦ ବର୍ଗ ମିଟର ବା ଗୋଟିଏ ଟେନିସ କୋର୍ଟ ସହ ସମାନ <ref>{{cite book |author=Notter, Robert H. |title=Lung surfactants: basic science and clinical applications |publisher=Marcel Dekker |location=New York, N.Y |year=2000 |pages=120 |isbn=0-8247-0401-0 |oclc= |url=http://books.google.com/books?id=pAuiWvNHwZcC&pg=PA120&lpg=PA120&dq=area+tennis+court+alveoli|accessdate=2008-10-11}}</ref> । <br>
[[File:Alveolus2.PNG|200px|thumb|Gas exchange in humans - between a capillary and an alveolus]]
[[File:Alveolus2.PNG|200px|thumb|Gas exchange in humans - between a capillary and an alveolus]]
ଶ୍ଵାସ କ୍ରିୟାରେ ମାନବ ଶରୀରରେ ପ୍ରତ୍ୟେକ ଜୀବକୋଷ ରକ୍ତରୁ [[ଅମ୍ଳଜାନ]] ଗ୍ରହଣ କରେ ଓ [[ଅଙ୍ଗାରକାମ୍ଳ]] ତ୍ୟାଗ କରେ । ଏହି ଅଙ୍ଗାରକାମ୍ଳ [[ରକ୍ତ]]ର [[ପ୍ଲାଜମା]]ରେ ମିଳେଇ ଯାଇ ପ୍ରବାହିତ ହୁଏ, କିଛି ଅଂଶ ହେମୋଗ୍ଲୋବିନ ସହ ଯୋଡି ହୁଏ ଓ କିଛି ଜଳ ସହ ମିଶି [[କାର୍ବୋନିକ ଆନହାଇଡ୍ରେଜ ଏନଯାଇମ]] ଦ୍ଵାରା [[ବାଇକାର୍ବୋନେଟ]] [[ଆୟୋନ]] ତିଆରି ହୋଇ ରକ୍ତରେ ପ୍ରବାହିତ ହୁଏ <ref name="Raymond&Swenson2000">{{Cite journal| authors=Raymond H & Swenson E| title=The distribution and physiological significance of carbonic anhydrase in vertebrate gas exchange organs| journal=[[Respiration physiology]]| volume=121| year=2000| pages=1–12}}</ref> ।
ଶ୍ଵାସ କ୍ରିୟାରେ ମାନବ ଶରୀରରେ ପ୍ରତ୍ୟେକ ଜୀବକୋଷ ରକ୍ତରୁ [[ଅମ୍ଳଜାନ]] ଗ୍ରହଣ କରେ ଓ [[ଅଙ୍ଗାରକାମ୍ଳ]] ତ୍ୟାଗ କରେ । ଏହି ଅଙ୍ଗାରକାମ୍ଳ [[ରକ୍ତ]]ର [[ପ୍ଲାଜମା]]ରେ ମିଳେଇ ଯାଇ ପ୍ରବାହିତ ହୁଏ, କିଛି ଅଂଶ ହେମୋଗ୍ଲୋବିନ ସହ ଯୋଡି ହୁଏ ଓ କିଛି ଜଳ ସହ ମିଶି [[କାର୍ବୋନିକ ଆନହାଇଡ୍ରେଜ ଏନଯାଇମ]] ଦ୍ଵାରା [[ବାଇକାର୍ବୋନେଟ]] [[ଆୟୋନ]] ତିଆରି ହୋଇ ରକ୍ତରେ ପ୍ରବାହିତ ହୁଏ <ref name="Raymond&Swenson2000">{{Cite journal| authors=Raymond H & Swenson E| title=The distribution and physiological significance of carbonic anhydrase in vertebrate gas exchange organs| journal=[[Respiration physiology]]| volume=121| year=2000| pages=1–12}}</ref> ।

୦୩:୪୮, ୩୧ ଅଗଷ୍ଟ ୨୦୧୭ ଅନୁସାରେ କରାଯାଇଥିବା ବଦଳ

ଏହି ବିଷୟଟି ମାନବ ଫୁସଫୁସ ବିଷୟରେ ଲେଖାଯାଇଛି ।

ଫୁସଫୁସ
Detailed diagram of the lungs
ଲାଟିନ ଭାଷାରେ pulmo
Gray's subject #240 1093-1096
ବିଭାଗ Respiratory system
MeSH Lung

ଫୁସଫୁସ ଶ୍ଵାସକ୍ରିୟା ନିମନ୍ତେ ଉଦ୍ଦିଷ୍ଟ ମାନବ ଶରୀରର ଏକ ଅଙ୍ଗ । ଶରୀରରେ ଦୁଇଟି ଫୁସଫୁସ ଥାଏ, ଡାହାଣ ଫୁସଫୁସ ଓ ବାମ ଫୁସଫୁସ । ଏହା ଛାତି ଭିତରେ ଥାଏ । ଡାହାଣ ଫୁସଫୁସରେ ତିନୋଟି ଭାଗ ଥାଏ ଓ ବାମ ଫୁସଫୁସରେ ଦୁଇଟି ଭାଗ ଥାଏ । ବାମ ଫୁସଫୁସରେ ଗୋଟିଏ ବକ୍ର ଅଂଶ ଥାଏ ଓ ଏହା ପାଖରେ ହୃତପିଣ୍ଡ ଥାଏ । ପ୍ଲୁରା ନାମକ ଗୋଟିଏ ପତଳା ଝିଲ୍ଲୀ ଆବରଣ ଫୁସଫୁସକୁ ଘୋଡେଇ ରଖିଥାଏ । ପ୍ରତ୍ୟେକ ଫୁସ୍ଫୁସରେ ଦୁଇ ପ୍ରକାର ଅଂଶ ଦେଖାଯାଏ, ବାୟୁ ବାହୀ ନଳୀ ଓ ଫୁସଫୁସ ପାରେନକାଇମା । ଟ୍ରାକିଆ ନାମକ ବାଯୁବାହୀ ନଳୀ ତଣ୍ଟିରୁ ଆରମ୍ଭ ହୋଇ ଆସେ ଓ ଦୁଇ ଭାଗ ହୋଇ ବ୍ରୋଙ୍କସ ନାମରେ ଫୁସଫୁସ ମଧ୍ୟକୁ ପ୍ରବେଶ କରିଥାଏ । ଏହି ବ୍ରୋଙ୍କସ ଫୁସଫୁସ ମଧ୍ୟରେ ଶାଖା ପ୍ରଶାଖା ମେଲେଇ ବ୍ରୋଙ୍କିଓଲ ନାମ ନିଏ ଓ ଅତି ସରୁ ନଳୀରେ ପରିଣତ ହୁଏ । ପରିଶେଷରେ ଏହା ଫୁସଫୁସର ଆଲଭିଓଲାଇରେ ଶେଷ ହୁଏ । ଦୁଇଟିଯାକ ଫୁସଫୁସରେ ୨୪୦୦ କି.ମି. ବାଯୁବାହୀ ନଳୀ ଅଛି ଓ ୩୦୦ରୁ ୫୦୦ ଆଲଭିଓଲାଇ ଅଛି ଯାହାର ସରଫେସ ଏରିଆ ୧୦୦ ବର୍ଗ ମିଟର ବା ଗୋଟିଏ ଟେନିସ କୋର୍ଟ ସହ ସମାନ [୧]

Gas exchange in humans - between a capillary and an alveolus

ଶ୍ଵାସ କ୍ରିୟାରେ ମାନବ ଶରୀରରେ ପ୍ରତ୍ୟେକ ଜୀବକୋଷ ରକ୍ତରୁ ଅମ୍ଳଜାନ ଗ୍ରହଣ କରେ ଓ ଅଙ୍ଗାରକାମ୍ଳ ତ୍ୟାଗ କରେ । ଏହି ଅଙ୍ଗାରକାମ୍ଳ ରକ୍ତର ପ୍ଲାଜମାରେ ମିଳେଇ ଯାଇ ପ୍ରବାହିତ ହୁଏ, କିଛି ଅଂଶ ହେମୋଗ୍ଲୋବିନ ସହ ଯୋଡି ହୁଏ ଓ କିଛି ଜଳ ସହ ମିଶି କାର୍ବୋନିକ ଆନହାଇଡ୍ରେଜ ଏନଯାଇମ ଦ୍ଵାରା ବାଇକାର୍ବୋନେଟ ଆୟୋନ ତିଆରି ହୋଇ ରକ୍ତରେ ପ୍ରବାହିତ ହୁଏ [୨]

  • CO2 + H2O → H2CO3
  • H2CO3 → H+ + HCO
    3

ଆଲଭିଓଲାଇହିଁ ଶ୍ଵାସକ୍ରିୟାର ମୂଖ୍ୟ ଅଙ୍ଗ ଯେଉଁଠି ଗ୍ୟାସ ବିନିମୟ ହୁଏ [୩] । ଏହାର କାନ୍ଥରେ ମାତ୍ର ଗୋଟିଏ ଧାଡି ଜୀବକୋଷ ଥାଏ ଓ ଏହା କାପିଲାରି ରକ୍ତନାଳୀ ସହ ଲାଗି ହୋଇ ଥାଏ । କାପିଲାରି କାନ୍ଥ ମଧ୍ୟ ବହୁତ ପତଳା । ସୁତରାଂ ଆଲଭିଓଲାଇ ଓ କାପିଲାରି ମଧ୍ୟରେ କେବଳ ଦୁଇଟି ସ୍ତର ଜୀବକୋଷ ଥାଏ । ଏହି ଦୁଇ ସ୍ତର ଭେଦ କରି ଗ୍ୟାସ ବିନିମୟ ହୁଏ । ଡିଫ୍ୟୁଜନ ପଦ୍ଧତି ଦ୍ଵାରା ଅଙ୍ଗାରକାମ୍ଳ ରକ୍ତରୁ ବାହାରି ଆସି ଆଲଭିଓଲାଇରେ ପହଞ୍ଚେ ଓ ବାଯୁରେ ଥିବା ଅମ୍ଳଜାନ ଆଲଭିଓଲାଇରୁ ବାହାଋ ଯାଇ ରକ୍ତରେ ମିଶେ ।

ବ୍ରୋଙ୍କସ, ବ୍ରୋଙ୍କିଆଲ ବୃକ୍ଷ, ଏବଂ ଫୁସଫୁସ

ଆଧାର

  1. Notter, Robert H. (2000). Lung surfactants: basic science and clinical applications. New York, N.Y: Marcel Dekker. p. 120. ISBN 0-8247-0401-0. Retrieved 2008-10-11.
  2. "The distribution and physiological significance of carbonic anhydrase in vertebrate gas exchange organs". Respiration physiology. 121: 1–12. 2000. {{cite journal}}: Cite uses deprecated parameter |authors= (help)
  3. "Gas Exchange in humans". Retrieved 19 March 2013.

ଅଧିକ ଚିତ୍ର