"ଚାର୍ଲ୍ସ ଡିକେନ୍ସ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Jump to navigation Jump to search
ଟିକେ
Bot: Automated text replacement (- ଟି +ଟି )
ଟିକେ (Bot: Automated text replacement (- ରୁ +ରୁ , - ଠାରେ +ଠାରେ , - କୁ +କୁ ))
ଟିକେ (Bot: Automated text replacement (- ଟି +ଟି ))
<ref>{{harvnb|Mazzeno|2008|p=76}}.</ref><ref>{{harvnb|Chesterton|2005|pp=100–126}}.</ref>
 
ଡିକେନ୍ସଙ୍କ ଜନ୍ମ [[ଇଂଲଣ୍ଡ]]ର ପୋର୍ଟ୍ସମାଉଥଠାରେ ହେଇଥିଲା । ତାଙ୍କର ଋଣଗ୍ରସ୍ତ ପିତାଙ୍କୁ ରୁଣ ସୁଝି ନ ପାରିବାରୁ  ଜେଲ ଦଣ୍ଡ ମିଳିବାରୁ ବାଲ୍ୟ କାଳରୁ ସେ ସ୍କୁଲ ଛାଡି ଏକ କାରଖାନାରେ କାର୍ଯ୍ୟ କରିବାକୁ ହେଇଥିଲା । ସାଧାରଣ ବିଦ୍ୟାଳୟ ଶିକ୍ଷ୍ୟା କମ ପାଇଥିଲେ ମଧ୍ୟ ସେ ଏକ ସାପ୍ତାହିକି ଜର୍ନାଲ ୨୦ ବର୍ଷ ଧରି ସମ୍ପାଦନା କରିଥିଲେ ଓ ୧୫ ଟି୧୫ଟି କାଳ୍ପନିକ ଉପନ୍ୟାସ ସହ ୫ ଟି୫ଟି କ୍ଷୁଦ୍ର ଉପନ୍ୟାସ , ଶତାଧିକ କ୍ଷୁଦ୍ର ଗଳ୍ପ , ଅନେକ ଅଣ–କାଳ୍ପନିକ ଲେଖା ବଳି ରଚନା କରିବା ସହ ବ୍ୟାପକ ଭାବରେ ବକୃତା ଦେଇଥିଲେ । ସେ ନିରନ୍ତର ଭାବରେ ଜଣେ ପତ୍ର ଲେଖକ ଥିଲେ । ସାମାଜିକ କ୍ଷେତ୍ରରେ ଅବଦାନ ଭାବରେ ସେ ଶିଶୁ ମାନଙ୍କ ଶିକ୍ଷ୍ୟା , ସାମାଜିକ ଅଧିକାରର ଜଣେ ବଳିଷ୍ଟ ସମର୍ଥକ ଓ ଅଗ୍ରଦୂତ ଭାବରେ ରହିଥିଲେ ।
 
 ଡିକେନ୍ସ 1836 ମସିହାରେ “ ଦି ପିକୱିକ ପେପର୍ସ “( [http://The%20Pickwick%20Papers The Pickwick Papers] ) ନାମକ ଏକ ଧାରାବାହିକ ଲେଖା ପ୍ରକାଶ କରି ଦ୍ରୁଷ୍ଟି ଆକର୍ଷଣ କରିଥିଲେ । ମାତ୍ର କିଛି ବର୍ଷ ମଧ୍ୟରେ ସେ ତାଙ୍କର ଲେଖାରେ ସାମାଜିକ ଚରିତ୍ର ଗୁଡିକର ନିଖୁଣ ଚିତ୍ରଣ , ଲେଖାରେ ନାଟକୀୟତା ତଥା ସମାଜର ସାଂପ୍ରତିକ ଘଟଣା ବଳିର ଜୀବନ୍ତ ଭଙ୍ଗିରେ ଉପସ୍ଥାପନା ପାଇଁ ଅନ୍ତର୍ଜାତିକ ସ୍ତରରେ ପରିଚିତ ହେଇ ଗଲେ । ସେହି ସମୟରେ ତାଙ୍କର ଉପନ୍ୟାସ ମାସିକ ବା ସାପ୍ତାହିକ ପତ୍ରିକାରେ ଧାରାବାହିକ ହିସାବରେ ପ୍ରକାଶିତ ହଉଥିଲା ।ସମୟ କ୍ରମେ ଭିକ୍ଟୋରିଆ ଯୁଗରେ ଏହା ସବୁଠାରେ ପ୍ରଚଳିତ ପ୍ରକାଶନ ଧାରାରେ ପରିଣତ ହେଇଥିଲା । ତାଙ୍କର ଅନନ୍ୟ "ଧାରାବାହିକ ପ୍ରକାଶନ" ମଧ୍ୟମ ଦ୍ଵାରା ସେ ପାଠକ ମାନଙ୍କ ପ୍ରତିକ୍ରିୟା ଜାଣି ସେହି ଅନୁସାରେ ତାଙ୍କର ଆଗାମୀ ପର୍ଯ୍ୟାୟ ଲେଖାର କାହାଣୀକୁ ପରିବର୍ତନ କରୁଥିଲେ । ସେ ତାଙ୍କର ସର୍ବାଧିକ ଆଦୃତ ଉପନ୍ୟାସ “ ଦେଭିଡ କପରଫିଳ୍ଡ ‘ ( [http://David%20Coppersfield David Coppersfield] )ରେ "ମିସ ମିକାୱର"ଙ୍କ ଚରିତ୍ର ଦୁର୍ବଳତାକୁ ପ୍ରତିଫଳନ କରୁଥିବାର ମତ ଜାଣିବା ପରେ ତାହାକୁ ପରବର୍ତୀ ଅଧ୍ୟାୟରେ ସକାରାତ୍ମକ ଚରିତ୍ରରେ ପରିବର୍ତନ କରିଥିଲେ । ସେ ସେହି ସମୟରେ ଇଂଲଣ୍ଡ ରାସ୍ତାରେ ବୁଲୁଥିବା ବା କାରଖାନାରେ ଶ୍ରମିକ ଥିବା ଅଶିକ୍ଷିତ ବାଳକ ମାନଙ୍କୁ ବସେଇ ତାଙ୍କୁ ମାସିକ ଧାରାବାହିକ ସବୁ ପଢି ଶୁଣାଉଥିଲେ ଓ ତାହା ଦ୍ଵାରା ସେମାନେ ଏକ ନୂତନ ଶ୍ରେଣୀର ପାଠକ ହେଇ ଅଣପରମ୍ପରିକ ଶିକ୍ଷ୍ୟା ମଧ୍ୟ ପାଉଥିଲେ । .<ref>{{harvnb|Hauser|1999|p=116}}.</ref>
 
== ବିଦାୟକାଳୀନ ବକୃତା ==
<span>୧୮୬୮-୬୯ ବେଳକୁ ଡିକେନ୍ସଙ୍କ ଶ୍ଵାସ୍ୟ ଅବସ୍ଥା ଖରାପ ଆଡକୁ ଯାଇଥିଲା । ସେ ହୃଦଘାତରେ ମଧ୍ୟ ପଡିଥିଲେ । ତେବେ ସେ ସେହି ସମୟ ମଧ୍ୟରେ ପରି ୧୦୦ ଟି୧୦୦ଟି ବକୃତା ବିଭିନ୍ନ ସ୍ଥାନରେ ଦେଇଥିଲେ ଯାହାକୁ " farewell readings" ବା " ବିଦାୟକାଳୀନ ବକୃତା ମାଳ " କୁହାଯାଇଥାଏ । ଏହି ସମୟରେ ସେ ତାଙ୍କର ଶେଷ ଉପନ୍ୟାସ  " The Mystery of Edwin Drood." ରଚନା କରିଥିଲେ । ଏହା ସାଂପ୍ରତିକ ସମୟରେ ଇଂଲଣ୍ଡରେ ଭୟଙ୍କର ରୂପ ନେଇଥିବା " ନିଶା " ପ୍ରଚଳନ ଉପରେ ପର୍ଜ୍ୟବେଶିତ ଥିଲା । </span>.<ref>{{harvnb|Foxcroft|2007|p=53}}.</ref>
 
== ମୃତ୍ୟୁ ==
୩୫,୫୦୮

ଗୋଟି ସମ୍ପାଦନା

ଦିଗବାରେଣି ମେନୁ