"ମତେ ତ ଲଭ ହେଲାରେ" ପୃଷ୍ଠାର ସଂସ୍କରଣଗୁଡ଼ିକ ମଧ୍ୟରେ ତଫାତ
Content deleted Content added
No edit summary |
No edit summary |
||
୨୭ କ ଧାଡ଼ି: | ୨୭ କ ଧାଡ଼ି: | ||
'''ମତେ ତ ଲଭ ହେଲା ରେ''', ୨୦୦୮ରେ ମୁକ୍ତିଲାଭ କରିଥିବା ଓଡ଼ିଆ କଥାଚିତ୍ର । ବିଜୟ ପଟ୍ଟନାୟକ ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲେ ଏବଂ କାହାଣୀ ରଚନା କରିଥିଲେ । ରଣଜିତ ପଟ୍ଟନାୟକ ଏହି କଥାଚିତ୍ରଟିର ସଂଳାପ ରଚନା କରିଥିଲେ । ଅଶୋକ ପତି ଏହି କଥାଚିତ୍ରଟିର ନିର୍ଦ୍ଦେଶନା ଦେଇଥିଲେ । |
'''ମତେ ତ ଲଭ ହେଲା ରେ''', ୨୦୦୮ରେ ମୁକ୍ତିଲାଭ କରିଥିବା ଓଡ଼ିଆ କଥାଚିତ୍ର । ବିଜୟ ପଟ୍ଟନାୟକ ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲେ ଏବଂ କାହାଣୀ ରଚନା କରିଥିଲେ । ରଣଜିତ ପଟ୍ଟନାୟକ ଏହି କଥାଚିତ୍ରଟିର ସଂଳାପ ରଚନା କରିଥିଲେ । ଅଶୋକ ପତି ଏହି କଥାଚିତ୍ରଟିର ନିର୍ଦ୍ଦେଶନା ଦେଇଥିଲେ । |
||
ଏହି କଥାଚିତ୍ରଟିର ମୁଖ୍ୟ ଭୂମିକାରେ ଅଭିନୟ କରିଥିଲେ ଅନୁଭବ ମହାନ୍ତି ଓ ଶୁଭଶ୍ରୀ ଗାଙ୍ଗୁଲୀ । ସିଦ୍ଧାନ୍ତ ମହାପାତ୍ର, ଇଲୁ ବାନାର୍ଜୀ, ଅନିତା ଦାସ, ମିହିର ଦାସ, ବବି ମିଶ୍ର, ସାତ୍ୱକୀ ମିଶ୍ର, ବିଜୟ ମହାନ୍ତି, ପିଣ୍ଟୁ ନନ୍ଦ, ପୁଷ୍ପା ପଣ୍ଡା, ଜୟୀରାମ ସାମଲ ଆଦି କଳାକାରମାନେ ଏହି କଥାଚିତ୍ରଟିର ବିଭିନ୍ନ ଭୂମିକାରେ ଅଭିନୟ କରିଥିଲେ । |
|||
==ଅଭିନୟ== |
==ଅଭିନୟ== |
୧୯:୧୪, ୬ ଜାନୁଆରୀ ୨୦୧୮ ଅନୁସାରେ କରାଯାଇଥିବା ବଦଳ
ମତେ ତ ଲଭ ହେଲା ରେ | |
---|---|
ନିର୍ଦ୍ଦେଶକ | ଅଶୋକ ପତି |
ପ୍ରଯୋଜକ | ବିଜୟ ପଟ୍ଟନାୟକ |
ସଂଳାପ | (ସଂଳାପ): ରଣଜିତ ପଟ୍ଟନାୟକ |
ଚିତ୍ରନାଟ୍ୟ | ଅଶୋକ ପତି |
କାହାଣୀ | ବିଜୟ ପଟ୍ଟନାୟକ |
କଳାକାର | ଅନୁଭବ ମହାନ୍ତି, ଶୁଭଶ୍ରୀ ଗାଙ୍ଗୁଲୀ, ସିଦ୍ଧାନ୍ତ ମହାପାତ୍ର, ଇଲୁ ବାନାର୍ଜୀ, ଅନିତା ଦାସ, ମିହିର ଦାସ, ବବି ମିଶ୍ର |
ସଙ୍ଗୀତ | ବଚୁ ମୁଖାର୍ଜୀ |
ଚିତ୍ରଗ୍ରହଣ | ରମେଶ କ୍ରିଷ୍ଣା |
ସମ୍ପାଦକ | ସୁଶାନ୍ତ ମଣି |
ମୁକ୍ତିଲାଭ ତାରିଖ | ମାର୍ଚ୍ଚ ୨୦୦୮ |
ଦେଶ | ଭାରତ |
ଭାଷା | ଓଡ଼ିଆ |
ମତେ ତ ଲଭ ହେଲା ରେ, ୨୦୦୮ରେ ମୁକ୍ତିଲାଭ କରିଥିବା ଓଡ଼ିଆ କଥାଚିତ୍ର । ବିଜୟ ପଟ୍ଟନାୟକ ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲେ ଏବଂ କାହାଣୀ ରଚନା କରିଥିଲେ । ରଣଜିତ ପଟ୍ଟନାୟକ ଏହି କଥାଚିତ୍ରଟିର ସଂଳାପ ରଚନା କରିଥିଲେ । ଅଶୋକ ପତି ଏହି କଥାଚିତ୍ରଟିର ନିର୍ଦ୍ଦେଶନା ଦେଇଥିଲେ ।
ଏହି କଥାଚିତ୍ରଟିର ମୁଖ୍ୟ ଭୂମିକାରେ ଅଭିନୟ କରିଥିଲେ ଅନୁଭବ ମହାନ୍ତି ଓ ଶୁଭଶ୍ରୀ ଗାଙ୍ଗୁଲୀ । ସିଦ୍ଧାନ୍ତ ମହାପାତ୍ର, ଇଲୁ ବାନାର୍ଜୀ, ଅନିତା ଦାସ, ମିହିର ଦାସ, ବବି ମିଶ୍ର, ସାତ୍ୱକୀ ମିଶ୍ର, ବିଜୟ ମହାନ୍ତି, ପିଣ୍ଟୁ ନନ୍ଦ, ପୁଷ୍ପା ପଣ୍ଡା, ଜୟୀରାମ ସାମଲ ଆଦି କଳାକାରମାନେ ଏହି କଥାଚିତ୍ରଟିର ବିଭିନ୍ନ ଭୂମିକାରେ ଅଭିନୟ କରିଥିଲେ ।
ଅଭିନୟ
କାହାଣୀ
ଗୀତ ଏବଂ ସଙ୍ଗୀତ
ଗୀତ
କ୍ରମ | ଗୀତ | ସମୟ |
---|
ଆଧାର
ବାହାର ଆଧାର
ଇଣ୍ଟରନେଟ ମୁଭି ଡାଟାବେସରେ ମତେ ତ ଲଭ ହେଲାରେ