"୧ (ସଂଖ୍ୟା)" ପୃଷ୍ଠାର ସଂସ୍କରଣଗୁଡ଼ିକ ମଧ୍ୟରେ ତଫାତ
Content deleted Content added
Hpsatapathy (ଆଲୋଚନା | ଅବଦାନ) |
Hpsatapathy (ଆଲୋଚନା | ଅବଦାନ) ଟିକେ →ଗାଣିତିକ ଧର୍ମ |
||
୬ କ ଧାଡ଼ି: | ୬ କ ଧାଡ଼ି: | ||
* ୧ ହେଉଛି ଏକ ମାତ୍ର ସଂଖ୍ୟା ଯାହାର ବର୍ଗ ଓ ବର୍ଗମୂଳ ସେହି ୧ । ୧ର ଯେ କୌଣସି ଘାତ ନେଲେ ବି ସେହି ଘାତାଙ୍କ ରାଶି ର ମୂଲ୍ୟ ସର୍ବଦା ୧ ହୁଏ । |
* ୧ ହେଉଛି ଏକ ମାତ୍ର ସଂଖ୍ୟା ଯାହାର ବର୍ଗ ଓ ବର୍ଗମୂଳ ସେହି ୧ । ୧ର ଯେ କୌଣସି ଘାତ ନେଲେ ବି ସେହି ଘାତାଙ୍କ ରାଶି ର ମୂଲ୍ୟ ସର୍ବଦା ୧ ହୁଏ । |
||
* ୦ ବ୍ୟତୀତ ଯେ କୌଣସି ସଂଖ୍ୟାକୁ ସେହି ସଂଖ୍ୟାରେ ଭାଗ କଲେ ଭାଗଫଳ ସର୍ବଦା ୧ ମିଳେ । |
* ୦ ବ୍ୟତୀତ ଯେ କୌଣସି ସଂଖ୍ୟାକୁ ସେହି ସଂଖ୍ୟାରେ ଭାଗ କଲେ ଭାଗଫଳ ସର୍ବଦା ୧ ମିଳେ । |
||
* ୧ ହେଉଛି ପ୍ରଥମ ଅଯୁଗମ ସଂଖ୍ୟା ତଥା ଗଣନ ସଂଖ୍ୟା ଶ୍ରେଣୀର ପ୍ରଥମ ସଂଖ୍ୟା । |
* ୧ ହେଉଛି ପ୍ରଥମ ଅଯୁଗମ ସଂଖ୍ୟା ତଥା [[ଗଣନ ସଂଖ୍ୟା]] ଶ୍ରେଣୀର ପ୍ରଥମ ସଂଖ୍ୟା । |
||
== ଅଙ୍କ ଜ୍ୟୋତିଷରେ ମହତ୍ତ୍ବ == |
== ଅଙ୍କ ଜ୍ୟୋତିଷରେ ମହତ୍ତ୍ବ == |
୧୧:୧୪, ୧୦ ଜୁନ ୨୦୧୮ ଅନୁସାରେ କରାଯାଇଥିବା ବଦଳ
ଓଡ଼ିଆ ବର୍ଣ୍ଣମାଳା | |||||
---|---|---|---|---|---|
ଓଡ଼ିଆ ସ୍ଵର ବର୍ଣ୍ଣ | |||||
ଅ | ଆ | ଇ | ଈ | ଉ | |
ଊ | ଋ | ୠ | ଌ | ୡ | |
ଏ | ଐ | ଓ | ଔ | | |
ଓଡ଼ିଆ ବ୍ୟଞ୍ଜନ ବର୍ଣ୍ଣ | |||||
କ | ଖ | ଗ | ଘ | ଙ | |
ଚ | ଛ | ଜ | ଝ | ଞ | |
ଟ | ଠ | ଡ | ଢ | ଣ | |
ତ | ଥ | ଦ | ଧ | ନ | |
ପ | ଫ | ବ | ଭ | ମ | |
ଯ | ର | ଳ | ୱ | ୟ | |
ଲ | ଶ | ଷ | ସ | ହ | |
କ୍ଷ | ଡ଼ | ଢ଼ | |||
ଓଡ଼ିଆ ସଂଖ୍ୟା | |||||
୦ | ୧ | ୨ | ୩ | ୪ | |
୫ | ୬ | ୭ | ୮ | ୯ |
ଏକ (୧) ହେଉଛି ସାଧାରଣ ଗଣନ ସଂଖ୍ୟା ଶ୍ରେଣୀର ପ୍ରଥମ ତଥା ଦୁଇ(୨)ର ପୂର୍ବବର୍ତ୍ତୀ ସଂଖ୍ୟା । ଏହା ଏକକ ପରିମାପର ପରିପ୍ରକାଶ । ଯେ କୌଣସି ସଂଖ୍ୟାକୁ ଏହି ସଂଖ୍ୟା (୧) ଦ୍ୱାରା ଗୁଣନ କଲେ ମୂଳ ସଂଖ୍ୟାର ମୁଲ୍ୟ ଅପରିବର୍ତ୍ତନୀୟ ରହୁଥିବାରୁ ଏହା ଗୁଣନାତ୍ମକ ଅଭେଦ (ଆଇଡେଣ୍ଟିଟି) ଭାବେ ମଧ୍ୟ ପରିଚିତ ।[୧]
ଗାଣିତିକ ଧର୍ମ
- ୧ ହେଉଛି ସେହି ସ୍ଵତଂତ୍ର ସଂଖ୍ୟା ଯାହା ମୌଳିକ ନୁହଁ କି ଯୌଗିକ ନୁହଁ ।
- ୧ ହେଉଛି ଏକ ମାତ୍ର ସଂଖ୍ୟା ଯାହାର ବର୍ଗ ଓ ବର୍ଗମୂଳ ସେହି ୧ । ୧ର ଯେ କୌଣସି ଘାତ ନେଲେ ବି ସେହି ଘାତାଙ୍କ ରାଶି ର ମୂଲ୍ୟ ସର୍ବଦା ୧ ହୁଏ ।
- ୦ ବ୍ୟତୀତ ଯେ କୌଣସି ସଂଖ୍ୟାକୁ ସେହି ସଂଖ୍ୟାରେ ଭାଗ କଲେ ଭାଗଫଳ ସର୍ବଦା ୧ ମିଳେ ।
- ୧ ହେଉଛି ପ୍ରଥମ ଅଯୁଗମ ସଂଖ୍ୟା ତଥା ଗଣନ ସଂଖ୍ୟା ଶ୍ରେଣୀର ପ୍ରଥମ ସଂଖ୍ୟା ।
ଅଙ୍କ ଜ୍ୟୋତିଷରେ ମହତ୍ତ୍ବ
- ୧ ତାରିଖରେ ଜନ୍ମିତ ବ୍ୟକ୍ତିବିଶେଷ (ଯଥା: ୧,୧୦,୧୯,୨୮) ଦୃଢମନା ତଥା ସୃଜନଶୀଳ ହୁଅନ୍ତି ବୋଲି ସଂଖ୍ୟା ଜ୍ୟୋତିଷରେ ବିଶ୍ଵାସ କରାଯାଏ ।[୨]
ବିବିଧ ବିଶେଷତ୍ଵ
- ଶ୍ରେଷ୍ଠ ଅର୍ଥରେ ୧(ପ୍ରଥମ)ର ବ୍ୟବହାର ସର୍ବମାନ୍ୟ ।
ଆଧାର
- ↑ "The Multiplicative Identity Property". Retrieved 8 June 2018.
- ↑ Uppal, Jagajit. Cheiro's NUMEROLOGY & ASTROLOGY. Orient Paperbacks. p. 34.
ଏହି ପ୍ରସଙ୍ଗଟି ଅସମ୍ପୂର୍ଣ୍ଣ ଅଟେ । ଆପଣ ଏହାକୁ ସଂପୂର୍ଣ୍ଣ କରି ଉଇକିପିଡ଼ିଆକୁ ସମୃଦ୍ଧ କରିପାରିବେ । |