"ନବୀନ ପଟ୍ଟନାୟକ" ପୃଷ୍ଠାର ସଂସ୍କରଣଗୁଡ଼ିକ ମଧ୍ୟରେ ତଫାତ
Saileshpat (ଆଲୋଚନା | ଅବଦାନ) No edit summary |
Hpsatapathy (ଆଲୋଚନା | ଅବଦାନ) ଟିକେ ବନାନ ଶୁଦ୍ଧି |
||
୩୫ କ ଧାଡ଼ି: | ୩୫ କ ଧାଡ଼ି: | ||
=== ଜୀବନ === |
=== ଜୀବନ === |
||
ନବୀନ ପଟ୍ଟନାୟକ [[କଟକ]]ଠାରେ ପିତା [[ବିଜୁ ପଟ୍ଟନାୟକ]] ଓ ମାତା ଜ୍ଞାନ ପଟ୍ଟନାୟକଙ୍କ ସାନ ପୁଅ ଭାବରେ [[କଟକ]]ଠାରେ ଜନ୍ମ ନେଇଥିଲେ । ସେ [[ଡେରାଡୁନ]]ର ଉଏଲହାମ ସ୍କୁଲ ଓ ଡୁନ ସ୍କୁଲରେ ଶିକ୍ଷାଲାଭ କରିଥିଲେ । ତାହା ପରେ [[ଦିଲ୍ଲୀ]] ବିଶ୍ଵବିଦ୍ୟାଳୟରୁ କମର୍ସରେ ସ୍ନାତକ ଡିଗ୍ରି ହାସଲ କରିଥିଲେ । ସେ ଜଣେ ଅବିବାହିତ ପୁରୁଷ । ନବୀନ ପଟ୍ଟନାୟକ ଯୁବକ ବେଳରେ ଥିଲେ ଜଣେ ଲେଖକ ଏବଂ ଯୁବା ଅବସ୍ଥା ସେ ଓଡ଼ିଶା ଓ ରାଜନୀତି ଠାରୁ ଦୂରରେ ଥାଇ କଟାଇଥିଲେ କିନ୍ତୁ ତାଙ୍କ ପିତା |
ନବୀନ ପଟ୍ଟନାୟକ [[କଟକ]]ଠାରେ ପିତା [[ବିଜୁ ପଟ୍ଟନାୟକ]] ଓ ମାତା ଜ୍ଞାନ ପଟ୍ଟନାୟକଙ୍କ ସାନ ପୁଅ ଭାବରେ [[କଟକ]]ଠାରେ ଜନ୍ମ ନେଇଥିଲେ । ସେ [[ଡେରାଡୁନ]]ର ଉଏଲହାମ ସ୍କୁଲ ଓ ଡୁନ ସ୍କୁଲରେ ଶିକ୍ଷାଲାଭ କରିଥିଲେ । ତାହା ପରେ [[ଦିଲ୍ଲୀ]] ବିଶ୍ଵବିଦ୍ୟାଳୟରୁ କମର୍ସରେ ସ୍ନାତକ ଡିଗ୍ରି ହାସଲ କରିଥିଲେ । ସେ ଜଣେ ଅବିବାହିତ ପୁରୁଷ । ନବୀନ ପଟ୍ଟନାୟକ ଯୁବକ ବେଳରେ ଥିଲେ ଜଣେ ଲେଖକ ଏବଂ ଯୁବା ଅବସ୍ଥା ସେ ଓଡ଼ିଶା ଓ ରାଜନୀତି ଠାରୁ ଦୂରରେ ଥାଇ କଟାଇଥିଲେ କିନ୍ତୁ ତାଙ୍କ ପିତା ସ୍ୱର୍ଗତ ବିଜୁ ବାବୁଙ୍କ ଦେହାନ୍ତ ପରେ ସେ ୧୯୯୭ରେ ରାଜନୀତି ଭିତରକୁ ପ୍ରବେଶ କରିଥିଲେ । ଏହାର ୧ ବର୍ଷ ପରେ ସେ [[ବିଜୁ ଜନତା ଦଳ]]ର ସ୍ଥାପନ କରିଥିଲେ । |
||
[[ଫାଇଲ:Naveen Patnaik at the IIT Bhubaneswar.jpg|thumb|ଆଇ.ଆଇ.ଟି. ଭୁବନେଶ୍ଵରରେ ନବୀନ ପଟ୍ଟନାୟକ]] |
[[ଫାଇଲ:Naveen Patnaik at the IIT Bhubaneswar.jpg|thumb|ଆଇ.ଆଇ.ଟି. ଭୁବନେଶ୍ଵରରେ ନବୀନ ପଟ୍ଟନାୟକ]] |
୧୭:୦୯, ୨୮ ଜୁଲାଇ ୨୦୧୮ ଅନୁସାରେ କରାଯାଇଥିବା ବଦଳ
ନବୀନ ପଟ୍ଟନାୟକ | |
---|---|
ମୁଖ୍ୟମନ୍ତ୍ରୀ, ଓଡ଼ିଶା | |
ନିର୍ବାଚନ ମଣ୍ଡଳୀ | ହିଞ୍ଜିଳି[୧] |
କାର୍ଯ୍ୟକାଳ ୫ ମାର୍ଚ୍ଚ ୨୦୦୦ – ଏପର୍ଯ୍ୟନ୍ତ | |
ପୂର୍ବ ଅଧିକାରୀ | ହେମାନନ୍ଦ ବିଶ୍ଵାଳ |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | କଟକ, ଓଡ଼ିଶା, ଭାରତ | ୧୬ ଅକ୍ଟୋବର ୧୯୪୬
ଜାତୀୟତା | ଭାରତ |
ରାଜନୀତିକ ଦଳ | ବିଜୁ ଜନତା ଦଳ |
ବୃତ୍ତି | ରାଜନୀତି |
ୱେବସାଇଟ | Official website ଓଡ଼ିଶାର ମୁଖ୍ୟମନ୍ତ୍ରୀ |
21 May, 2010 ସୁଦ୍ଧା ଆଧାର: [୧] |
ନବୀନ ପଟ୍ଟନାୟକ (୧୬ ଅକ୍ଟୋବର ୧୯୪୬) ଓଡ଼ିଶାର ମୂଖ୍ୟମନ୍ତ୍ରୀ ଓ ବିଜୁ ଜନତା ଦଳର ମୁଖ୍ୟ । ସେ କ୍ରମାଗତ ଭାବେ ଚତୁର୍ଥ ଥର ନିର୍ବାଚିତ ହୋଇ ଓଡ଼ିଶାର ମୂଖ୍ୟମନ୍ତ୍ରୀ ଭାବେ କାର୍ଯ୍ୟଭାର ତୁଲାଉଛନ୍ତି।
ଜୀବନ
ନବୀନ ପଟ୍ଟନାୟକ କଟକଠାରେ ପିତା ବିଜୁ ପଟ୍ଟନାୟକ ଓ ମାତା ଜ୍ଞାନ ପଟ୍ଟନାୟକଙ୍କ ସାନ ପୁଅ ଭାବରେ କଟକଠାରେ ଜନ୍ମ ନେଇଥିଲେ । ସେ ଡେରାଡୁନର ଉଏଲହାମ ସ୍କୁଲ ଓ ଡୁନ ସ୍କୁଲରେ ଶିକ୍ଷାଲାଭ କରିଥିଲେ । ତାହା ପରେ ଦିଲ୍ଲୀ ବିଶ୍ଵବିଦ୍ୟାଳୟରୁ କମର୍ସରେ ସ୍ନାତକ ଡିଗ୍ରି ହାସଲ କରିଥିଲେ । ସେ ଜଣେ ଅବିବାହିତ ପୁରୁଷ । ନବୀନ ପଟ୍ଟନାୟକ ଯୁବକ ବେଳରେ ଥିଲେ ଜଣେ ଲେଖକ ଏବଂ ଯୁବା ଅବସ୍ଥା ସେ ଓଡ଼ିଶା ଓ ରାଜନୀତି ଠାରୁ ଦୂରରେ ଥାଇ କଟାଇଥିଲେ କିନ୍ତୁ ତାଙ୍କ ପିତା ସ୍ୱର୍ଗତ ବିଜୁ ବାବୁଙ୍କ ଦେହାନ୍ତ ପରେ ସେ ୧୯୯୭ରେ ରାଜନୀତି ଭିତରକୁ ପ୍ରବେଶ କରିଥିଲେ । ଏହାର ୧ ବର୍ଷ ପରେ ସେ ବିଜୁ ଜନତା ଦଳର ସ୍ଥାପନ କରିଥିଲେ ।
ରାଜନୀତିକ ଜୀବନ
କଲେଜ ଜୀବନରେ ନବୀନ ରାଜନୀତିଠୁ ଦୂରରେ ଥିଲେ । ବିଜୁ ପଟ୍ଟନାୟକଙ୍କ ତିରୋଧାନ ପରେ ସେ ଓଡ଼ିଶା ରାଜନୀତିରେ ଯୋଗ ଦେଇଥିଲେ । ଏହାର ବର୍ଷକ ଭିତରେ ସେ ଜନତା ଦଳକୁ ବିଜୁବାବୁଙ୍କ ନାମରେ ବିଜୁ ଜନତା ଦଳ ଭାବରେ ତିଆରି କରିଥିଲେ ।
ଲେଖକ ଜୀବନ
ନବୀନଙ୍କ ଲିଖିତ ତିନୋଟି ବହି ହେଲା:
ଆଧାର
- ↑ "Naveen Patnaik wins from Hinjili in Orissa : Orissa, News - India Today". indiatoday.intoday.in. 2009. Retrieved 30 December 2012.
Naveen Patnaik has won from the Hinjili Assembly constituency
ଅଧିକ ତଥ୍ୟ
- Articles with ISNI identifiers
- Pages with authority control identifiers needing attention
- Articles with VIAF identifiers
- Articles with BIBSYS identifiers
- Articles with BNF identifiers
- Articles with BNFdata identifiers
- Articles with GND identifiers
- Articles with J9U identifiers
- Articles with LCCN identifiers
- Articles with NLA identifiers
- Articles with NTA identifiers
- Articles with SUDOC identifiers
- ୧୯୪୬ ଜନ୍ମ
- ଜୀବିତ ବ୍ୟକ୍ତି
- ଓଡ଼ିଶାର ମୁଖ୍ୟମନ୍ତ୍ରୀ
- ଭାରତୀୟ ନେତା