"ବ୍ରଜ ସିଂହ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

ଉଇକିପିଡ଼ିଆ‌ରୁ
Content deleted Content added
No edit summary
No edit summary
୧୭ କ ଧାଡ଼ି: ୧୭ କ ଧାଡ଼ି:
}}
}}


'''ବ୍ରଜ ସିଂହ''', ଜଣେ ଓଡ଼ିଆ ଅଭିନେତା । ସେ ଓଡ଼ିଆ କଥାଚିତ୍ର, ଦୂରଦର୍ଶନ ଧାରାବାହିକ, ଥିଏଟର ଆଦିରେ ଅଭିନୟ କରନ୍ତି ।
'''ବ୍ରଜ ସିଂହ''', ଜଣେ ଓଡ଼ିଆ ଅଭିନେତା । ସେ ଓଡ଼ିଆ କଥାଚିତ୍ର, ଦୂରଦର୍ଶନ ଧାରାବାହିକ, ଥିଏଟର ଆଦିରେ ଅଭିନୟ କରନ୍ତି । ସେ ୧୯୮୬ ମସିହାରେ ଓଡ଼ିଆ କଥାଚିତ୍ର [[ଯୋର ଯା'ର ମୂଲକ ତାର]] ଜରିଆରେ ଓଡ଼ିଆ କଥାଚିତ୍ର ଜଗତରେ ଅଭିନୟ ଆରମ୍ଭ କରିଥିଲେ । ଏହାପରେ ସେ [[ଡିଡି ଓଡ଼ିଆ]]ରେ ପ୍ରସାରିତ ବିଭିନ୍ନ ଧାରାବାହିକଗୁଡ଼ିକରେ ଅଭିନୟ କରିଥିଲେ । ଜଣେ ହାସ୍ୟ କଳାକାର ଭାବରେ ସେ ଅନେକ ଚଳଚ୍ଚିତ୍ରରେ ଅଭିନୟ କରିବା ସ‌ହ ବିଭିନ୍ନ ସ‌ହକାରୀ ଭୂମିକାରେ ମଧ୍ୟ କଥାଚିତ୍ର ଓ ଦୂରଦର୍ଶନ ଧାରାବାହିକରେ ଅଭିନୟ କରିଛନ୍ତି


==ଆଧାର==
==ଆଧାର==

୨୨:୫୫, ୩୦ ଜୁଲାଇ ୨୦୧୮ ଅନୁସାରେ କରାଯାଇଥିବା ବଦଳ

ବ୍ରଜ ସିଂହ
Born
ବ୍ରଜ ସିଂହ

Occupation(ଓଡ଼ିଆ) ଅଭିନେତା
Years active୧୯୮୬-ଏବେଯାଏଁ

ବ୍ରଜ ସିଂହ, ଜଣେ ଓଡ଼ିଆ ଅଭିନେତା । ସେ ଓଡ଼ିଆ କଥାଚିତ୍ର, ଦୂରଦର୍ଶନ ଧାରାବାହିକ, ଥିଏଟର ଆଦିରେ ଅଭିନୟ କରନ୍ତି । ସେ ୧୯୮୬ ମସିହାରେ ଓଡ଼ିଆ କଥାଚିତ୍ର ଯୋର ଯା'ର ମୂଲକ ତାର ଜରିଆରେ ଓଡ଼ିଆ କଥାଚିତ୍ର ଜଗତରେ ଅଭିନୟ ଆରମ୍ଭ କରିଥିଲେ । ଏହାପରେ ସେ ଡିଡି ଓଡ଼ିଆରେ ପ୍ରସାରିତ ବିଭିନ୍ନ ଧାରାବାହିକଗୁଡ଼ିକରେ ଅଭିନୟ କରିଥିଲେ । ଜଣେ ହାସ୍ୟ କଳାକାର ଭାବରେ ସେ ଅନେକ ଚଳଚ୍ଚିତ୍ରରେ ଅଭିନୟ କରିବା ସ‌ହ ବିଭିନ୍ନ ସ‌ହକାରୀ ଭୂମିକାରେ ମଧ୍ୟ କଥାଚିତ୍ର ଓ ଦୂରଦର୍ଶନ ଧାରାବାହିକରେ ଅଭିନୟ କରିଛନ୍ତି ।

ଆଧାର

ବାହାର ଆଧାର