"ବ୍ରଜ ସିଂହ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

ଉଇକିପିଡ଼ିଆ‌ରୁ
Content deleted Content added
No edit summary
No edit summary
୧ କ ଧାଡ଼ି: ୧ କ ଧାଡ଼ି:
{{ଛୋଟ|Braja Singh}}
{{Infobox person
{{Infobox person
| name = ବ୍ରଜ ସିଂହ
| name = ବ୍ରଜ ସିଂହ

୨୨:୫୬, ୩୦ ଜୁଲାଇ ୨୦୧୮ ଅନୁସାରେ କରାଯାଇଥିବା ବଦଳ

ବ୍ରଜ ସିଂହ
ଜନ୍ମ
ବ୍ରଜ ସିଂହ

ବୃତ୍ତି(ଓଡ଼ିଆ) ଅଭିନେତା
ସକ୍ରିୟ ବର୍ଷ୧୯୮୬-ଏବେଯାଏଁ

ବ୍ରଜ ସିଂହ, ଜଣେ ଓଡ଼ିଆ ଅଭିନେତା । ସେ ଓଡ଼ିଆ କଥାଚିତ୍ର, ଦୂରଦର୍ଶନ ଧାରାବାହିକ, ଥିଏଟର ଆଦିରେ ଅଭିନୟ କରନ୍ତି । ସେ ୧୯୮୬ ମସିହାରେ ଓଡ଼ିଆ କଥାଚିତ୍ର ଯୋର ଯା'ର ମୂଲକ ତାର ଜରିଆରେ ଓଡ଼ିଆ କଥାଚିତ୍ର ଜଗତରେ ଅଭିନୟ ଆରମ୍ଭ କରିଥିଲେ । ଏହାପରେ ସେ ଡିଡି ଓଡ଼ିଆରେ ପ୍ରସାରିତ ବିଭିନ୍ନ ଧାରାବାହିକଗୁଡ଼ିକରେ ଅଭିନୟ କରିଥିଲେ । ଜଣେ ହାସ୍ୟ କଳାକାର ଭାବରେ ସେ ଅନେକ ଚଳଚ୍ଚିତ୍ରରେ ଅଭିନୟ କରିବା ସ‌ହ ବିଭିନ୍ନ ସ‌ହକାରୀ ଭୂମିକାରେ ମଧ୍ୟ କଥାଚିତ୍ର ଓ ଦୂରଦର୍ଶନ ଧାରାବାହିକରେ ଅଭିନୟ କରିଛନ୍ତି ।

ଅଭିନୟ ଜୀବନ

ଅଭିନୀତ କଥାଚିତ୍ର

ଅଭିନୀତ ଧାରାବାହିକ

ଆଧାର

ବାହାର ଆଧାର