"ମାହିୟା ମାହି" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

ଉଇକିପିଡ଼ିଆ‌ରୁ
Content deleted Content added
ଟିକେNo edit summary
୨୭ କ ଧାଡ଼ି: ୨୭ କ ଧାଡ଼ି:


==ଅଭିନୟ ଜୀବନ==
==ଅଭିନୟ ଜୀବନ==
ମାହିୟା ୨୦୧୨ ମସିହାରେ ବଙ୍ଗଳାଦେଶୀ କଥାଚିତ୍ର ଜଗତରେ ଅଭିନୟ କରିବା ଆରମ୍ଭ କରିଥିଲେ ।<ref>{{cite web|url=http://thecelebsfact.com/mahiya-mahi/|title=Mahiya Mahi|publisher=Thecelebsfact.com|accessdate=2016-06-26}}</ref> ତାଙ୍କ ଅଭିନୀତ ପ୍ରଥମ କଥାଚିତ୍ର ଥିଲା ବଲବାସର ରଙ୍ଗ, ଯେଉଁଥିରେ ସେ ନବାଗତ ବାପି ଚୌଧୁରୀଙ୍କ ସ‌ହ ଅଭିନୟ କରିଥିଲେ । ଏହି କଥାଚିତ୍ରଟି ଏକ ବଡ଼ ସଫଳତା ପାଇଥିଲା ।<ref>{{cite news |script-title='ভালবাসার রঙ'-এর ডিজিটাল জাদুতে মুগ্ধ দর্শক |trans-title= |url=http://mzamin.com/archive_details.php?nid=MjU1MTY=&ty=MA==&s=MjI=&c=Mjk=&seco=MjAxMnwxMHw3fDIy |language=bn |work=Daily Manab Zamin |accessdate=6 October 2015}}</ref> ଏହାପରେ ସେ ୨୦୧୩ ମସିହାରେ ଅନ୍ୟରକମ ଭାଲୋବାସା, ପୋଡ଼ାମନ, ଭାଲୋବାସା ଆଜକାଲ, ତବୁଓ ଭାଲୋବାସି, ୨୦୧୪ ମସିହାରେ କି ଦାରୁନ ଦେଖତେ, ଅଗ୍ନି, ଦବିର ସାହେବେର ସଂସାର, ହାନିମୁନ, ଅନେକ ସାଧେର ମୟନା, ଦେଶା : ଦ ଲିଡର, ୨୦୧୫ ମସିହାରେ ରୋମିଓ ବନାମ ଜୁଲିୟେଟ, ବିଗ ବ୍ରାଦାର, ଓୟାର୍ନିଂ, ଅଗ୍ନି ୨, ୨୦୧୬ ମସିହାରେ କୃଷ୍ଣପକ୍ଷ, ଅନେକ ଦାମେ କେନା, ହାର ଜିତ୍, ୨୦୧୭ ମସିହାରେ ଢାକା ଆଟକ୍, ୨୦୧୮ ମସିହାରେ ତୋମାକେ ଚାଇ, ମନେ ରେଖୋ, ତୁଇ ଶୁଧୁ ଆମାର, ଜନତ ଆଦି କଥାଚିତ୍ରରେ ଅଭିନୟ କରିଥିଲେ ।
ମାହିୟା ୨୦୧୨ ମସିହାରେ ବଙ୍ଗଳାଦେଶୀ କଥାଚିତ୍ର ଜଗତରେ ଅଭିନୟ କରିବା ଆରମ୍ଭ କରିଥିଲେ ।<ref>{{cite web|url=http://thecelebsfact.com/mahiya-mahi/|title=Mahiya Mahi|publisher=Thecelebsfact.com|accessdate=2016-06-26}}</ref> ତାଙ୍କ ଅଭିନୀତ ପ୍ରଥମ କଥାଚିତ୍ର ଥିଲା ବଲବାସର ରଙ୍ଗ, ଯେଉଁଥିରେ ସେ ନବାଗତ ବାପି ଚୌଧୁରୀଙ୍କ ସ‌ହ ଅଭିନୟ କରିଥିଲେ । ଏହି କଥାଚିତ୍ରଟି ଏକ ବଡ଼ ସଫଳତା ପାଇଥିଲା ।<ref>{{cite news |script-title='ভালবাসার রঙ'-এর ডিজিটাল জাদুতে মুগ্ধ দর্শক |trans-title= |url=http://mzamin.com/archive_details.php?nid=MjU1MTY=&ty=MA==&s=MjI=&c=Mjk=&seco=MjAxMnwxMHw3fDIy |language=bn |work=Daily Manab Zamin |accessdate=6 October 2015}}</ref>
୨୦୧୩ ମସିହାରେ ତାଙ୍କ ଅଭିନୀତ ଅନ୍ୟରକମ ଭାଲୋବାସା, ପୋଡ଼ାମନ, ଭାଲୋବାସା ଆଜକାଲ ତବୁଓ ଭାଲୋବାସି ମୁକ୍ତିଲାଭ କରିଥିଲା । ୨୦୧୪ ମସିହାରେ ସେ କି ଦାରୁନ ଦେଖତେ, ଅଗ୍ନି, ଦବିର ସାହେବେର ସଂସାର, ହାନିମୁନ, ଅନେକ ସାଧେର ମୟନା, ଦେଶା : ଦ ଲିଡର ଆଦି ୬ଟି କଥାଚିତ୍ରରେ ଅଭିନୟ କରିଥିଲେ । ୨୦୧୫ ମସିହାରେ ତାଙ୍କ ଅଭିନୀତ ୪ଟି କଥାଚିତ୍ର ରୋମିଓ ବନାମ ଜୁଲିୟେଟ, ବିଗ ବ୍ରାଦାର, ଓୟାର୍ନିଂ, ଅଗ୍ନି ୨ ମୁକ୍ତିଲାଭ କରିଥିଲା । ତାଙ୍କ ଅଭିନୀତ କୃଷ୍ଣପକ୍ଷ, ଅନେକ ଦାମେ କେନା, ହାର ଜିତ୍ ଆଦି ୩ଟି କଥାଚିତ୍ର ୨୦୧୬ ମସିହାରେ ମୁକ୍ତିଲାଭ କରିଥିଲା । ୨୦୧୭ ମସିହାରେ ସେ ମାତ୍ର ଗୋଟିଏ ଚଳଚ୍ଚିତ୍ର ଢାକା ଆଟକ୍‌ରେ ଅଭିନୟ କରିଥିଲେ । ୨୦୧୮ ମସିହାରେ ସେ ତୋମାକେ ଚାଇ, ମନେ ରେଖୋ, ତୁଇ ଶୁଧୁ ଆମାର, ଜନତ ଆଦି ୪ଟି କଥାଚିତ୍ରରେ ଅଭିନୟ କରିଥିଲେ ।


==ବୈବାହିକ ଜୀବନ==
==ବୈବାହିକ ଜୀବନ==

୧୦:୩୯, ୨୭ ନଭେମ୍ବର ୨୦୧୮ ଅନୁସାରେ କରାଯାଇଥିବା ବଦଳ

ମାହିୟା ମାହି
মাহিয়া মাহি
ଜନ୍ମ
ଶାରମିନ ଅକତାର ନିପା

Error: Need valid birth date: year, month, day[୧]
ରାଜସାହି, ବଙ୍ଗଳାଦେଶ
ଜାତୀୟତାବଙ୍ଗଳାଦେଶୀ
ବୃତ୍ତିଅଭିନେତ୍ରୀ
ସକ୍ରିୟ ବର୍ଷ୨୦୧୨–ଏବେଯାଏଁ
ପ୍ରସିଦ୍ଧିଅଗ୍ନୀ (୨୦୧୪ର କଥାଚିତ୍ର)
ବୈବାହିକ-ସାଥୀପରଭେଜ ମହମ୍ମଦ ଅପୁ[୨]

ମାହିୟା ମାହି (ବଙ୍ଗଳା: মাহিয়া মাহি; ଜନ୍ମ: ୨୭ ଅକ୍ଟୋବର ୧୯୯୩)[୧][୩] ଜଣେ ବଙ୍ଗଳାଦେଶୀ ଅଭିନେତ୍ରୀ, ଯିଏକି ମୁଖ୍ୟତଃ ବଙ୍ଗଳାଦେଶୀ କଥାଚିତ୍ର ଜଗତରେ ଅଭିନୟ କରନ୍ତି ।[୪][୫] ସେ ୨୦୧୨ ମସିହାରେ ବଙ୍ଗଳାଦେଶୀ କଥାଚିତ୍ର ଜଗତରେ ଅଭିନୟ କରିବା ଆରମ୍ଭ କରିଥିଲେ । ତାଙ୍କ ଅଭିନୀତ ପ୍ରଥମ କଥାଚିତ୍ର ଥିଲା ଭଲବାସର ରଙ୍ଗ, ଯାହାକି ସେତେବେଳେ ବଡ଼ ସଫଳତା ପାଇଥିଲା ।[୬][୭][୮] ସେ ବଙ୍ଗଳାଦେଶ କଥାଚିତ୍ର ଜଗତରେ ତାଙ୍କର ପେଶା ଆରମ୍ଭ କରିବାପରେ ଜଣେ ସଫଳ ଅଭିନେତ୍ରୀ ଭାବରେ ନିଜକୁ ପ୍ରତିଷ୍ଠିତ କରିଥିଲେ ଏବଂ ରଙ୍ଗୀନ ଦୁନିଆରେ ଅଧିକ ଲୋକପ୍ରିୟ ଅଭିନେତ୍ରୀ ଭାବରେ ସେ ଜଣା । ବର୍ତ୍ତମାନ ସେ ବଙ୍ଗଳାଦେଶ କଥାଚିତ୍ର ଜଗତର ଅଧିକ ପାରିଶ୍ରମିକ ନେଉଥିବା ଅଭିନେତ୍ରୀ ।[୯][୧୦]

ପ୍ରାରମ୍ଭିକ ଜୀବନ ଓ ଶିକ୍ଷା

ମାହିୟା ମାହି ୧୯୯୩ ମସିହା ଅକ୍ଟୋବର ମାସ ୨୭ ତାରିଖରେ ବଙ୍ଗଳାଦେଶର ନାଚୋଲ ଉପଜିଲ୍ଲାର ରାଜସାହୀଠାରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ପିତାଙ୍କର ନାମ ଆବୁ ବକର ଏବଂ ମାଆଙ୍କର ନାମ ଦିଲାରା ଇୟାସମିନ । ଜନ୍ମବେଳେ ତାଙ୍କର ନାମ ଥିଲା ଶାରମିନ ଅକତାର ନିପା, ମାତ୍ର ସେ କଥାଚିତ୍ର ଜଗତରେ କାମ କରିବା ପରେ ନାମ ପରିବର୍ତ୍ତନ କରି ମାହିୟା ମାହି ରଖିଥିଲେ । ସେ ୨୦୧୦ ମସିହାରେ ଉତ୍ତର ହାଇ ସ୍କୁଲ, ଢାକାରୁ ତାଙ୍କର ସ୍କୁଲ ଶିକ୍ଷା ଶେଷ କରିବାପରେ ୨୦୧୨ ମସିହାରେ ଢାକା ସିଟି କଲେଜରୁ ଉଚ୍ଚ ଶିକ୍ଷା ଶେଷ କରିଥିଲେ । ଏହାପରେ ସେ ଶାନ୍ତା-ମାରିୟମ ଇଉନିଭରସିଟି ଅଫ୍ କ୍ରିଏଟିଭ୍ ଆଣ୍ଡ ଟେକ୍ନୋଲୋଜିରେ ଫ୍ୟାସନ ଡିଜାଇନିଂରେ ସ୍ନାତକ ପଢ଼ିଥିଲେ ।[୧୧]

ଅଭିନୟ ଜୀବନ

ମାହିୟା ୨୦୧୨ ମସିହାରେ ବଙ୍ଗଳାଦେଶୀ କଥାଚିତ୍ର ଜଗତରେ ଅଭିନୟ କରିବା ଆରମ୍ଭ କରିଥିଲେ ।[୧୨] ତାଙ୍କ ଅଭିନୀତ ପ୍ରଥମ କଥାଚିତ୍ର ଥିଲା ବଲବାସର ରଙ୍ଗ, ଯେଉଁଥିରେ ସେ ନବାଗତ ବାପି ଚୌଧୁରୀଙ୍କ ସ‌ହ ଅଭିନୟ କରିଥିଲେ । ଏହି କଥାଚିତ୍ରଟି ଏକ ବଡ଼ ସଫଳତା ପାଇଥିଲା ।[୧୩]

୨୦୧୩ ମସିହାରେ ତାଙ୍କ ଅଭିନୀତ ଅନ୍ୟରକମ ଭାଲୋବାସା, ପୋଡ଼ାମନ, ଭାଲୋବାସା ଆଜକାଲ ଓ ତବୁଓ ଭାଲୋବାସି ମୁକ୍ତିଲାଭ କରିଥିଲା । ୨୦୧୪ ମସିହାରେ ସେ କି ଦାରୁନ ଦେଖତେ, ଅଗ୍ନି, ଦବିର ସାହେବେର ସଂସାର, ହାନିମୁନ, ଅନେକ ସାଧେର ମୟନା, ଦେଶା : ଦ ଲିଡର ଆଦି ୬ଟି କଥାଚିତ୍ରରେ ଅଭିନୟ କରିଥିଲେ । ୨୦୧୫ ମସିହାରେ ତାଙ୍କ ଅଭିନୀତ ୪ଟି କଥାଚିତ୍ର ରୋମିଓ ବନାମ ଜୁଲିୟେଟ, ବିଗ ବ୍ରାଦାର, ଓୟାର୍ନିଂ, ଅଗ୍ନି ୨ ମୁକ୍ତିଲାଭ କରିଥିଲା । ତାଙ୍କ ଅଭିନୀତ କୃଷ୍ଣପକ୍ଷ, ଅନେକ ଦାମେ କେନା, ହାର ଜିତ୍ ଆଦି ୩ଟି କଥାଚିତ୍ର ୨୦୧୬ ମସିହାରେ ମୁକ୍ତିଲାଭ କରିଥିଲା । ୨୦୧୭ ମସିହାରେ ସେ ମାତ୍ର ଗୋଟିଏ ଚଳଚ୍ଚିତ୍ର ଢାକା ଆଟକ୍‌ରେ ଅଭିନୟ କରିଥିଲେ । ୨୦୧୮ ମସିହାରେ ସେ ତୋମାକେ ଚାଇ, ମନେ ରେଖୋ, ତୁଇ ଶୁଧୁ ଆମାର, ଜନତ ଆଦି ୪ଟି କଥାଚିତ୍ରରେ ଅଭିନୟ କରିଥିଲେ ।

ବୈବାହିକ ଜୀବନ

୨୦୧୬ ମସିହାରେ ମାହି ପରଭେବ ମହମ୍ମଦ ଅପୁଙ୍କୁ ବିବାହ କରିଥିଲେ ।[୧୪][୧୫]

ଆଧାର

  1. ୧.୦ ୧.୧ হাসপাতালে মাহীর জন্মদিন পালন [Mahi birthday in hospital]. Jamuna News 24 (in Bengali). 27 October 2013. Archived from the original on 29 October 2013. Retrieved 31 January 2017. {{cite news}}: Invalid |script-title=: missing prefix (help); Unknown parameter |deadurl= ignored (|url-status= suggested) (help)
  2. http://www.prothom-alo-com/article/867751/মাহির-বিয়ে
  3. "Mahiya Mahi Latest Photography". {{cite web}}: Cite has empty unknown parameter: |dead-url= (help)
  4. ছোট্ট বেলার সেই মাহি টা. Dhallywood24.com. Retrieved on 17 October 2015.
  5. Islam, Zia Nazmul. MAHI FIRE IN DISGUISE. The Daily Star
  6. চলচ্চিত্রে আলোচিত ৫ নায়িকার দৌড় চলছে এখন! ittefaq.com.bd
  7. সাত নায়িকার উত্তেজনায় কাঁপছে বড় পর্দা. Banglamail24. 10 October 2013.
  8. সাইমন-মাহীর 'পোড়া মন' kalerkantho.com
  9. Mahi: A new Dhallywood sensation. Priyo News. 5 November 2013
  10. qhttp://www.bhorerkagoj.net/print-edition/2017/03/18/137201.php
  11. "Mahiya Mahi, A New Sensation of Bangladeshi films". celebritynewsbd. Retrieved 6 October 2015.
  12. "Mahiya Mahi". Thecelebsfact.com. Retrieved 2016-06-26.
  13. 'ভালবাসার রঙ'-এর ডিজিটাল জাদুতে মুগ্ধ দর্শক. Daily Manab Zamin (in Bengali). Retrieved 6 October 2015. {{cite news}}: Invalid |script-title=: missing prefix (help)
  14. "মাহিয়া মাহি". আলোকিত চাঁপাইনবাবগঞ্জ. Retrieved 14 August 2016.
  15. "মাহির বিয়ে". 25 May 2016. Retrieved 11 November 2016.

ବାହାର ଆଧାର