"କମଳାକାନ୍ତ ଲେଙ୍କା" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

ଉଇକିପିଡ଼ିଆ‌ରୁ
Content deleted Content added
ଟିକେ →‎ଯୋଗସୂତ୍ର ପେଡ଼ି: ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର (କାବ୍ୟ କବିତା)
ଟିକେ ଵ ବଦଳରେ ବ, as per https://or.wikipedia.org/wiki/topic:Up86qjal0bt4nlce
୧୭ କ ଧାଡ଼ି: ୧୭ କ ଧାଡ଼ି:
}}
}}


'''କମଳାକାନ୍ତ ଲେଙ୍କା''' (୧୯ ନଭେମ୍ବର ୧୯୩୫<ref name="Dutt1999">{{cite book|author=Kartik Chandra Dutt|title=Who's who of Indian Writers, 1999: A-M|url=https://books.google.com/books?id=QA1V7sICaIwC&pg=PA670|year=1999|publisher=Sahitya Akademi|isbn=978-81-260-0873-5|pages=670–}}</ref>- ୧୯୯୯) [[ଓଡ଼ିଶା]]ର ଜଣେ ଅଧ୍ୟାପକ ଓ କବି । <ref>ଓଡ଼ିଆ ସାହିତ୍ୟର ସଂକ୍ଷିପ୍ତ ପରିଚୟ, ଡ. ବୃନ୍ଦାବନଚନ୍ଦ୍ର ଆଚାର୍ଯ୍ୟ, ପୃଷ୍ଠା:୩୨୩</ref> ଭଦ୍ରକ ମହାବିଦ୍ୟାଳୟରୁ ସ୍ନାତକ ଡିଗ୍ରୀ ହାସଲ କରିବା ପରେ ବିଶ୍ଵଭାରତୀ ବିଶ୍ଵବିଦ୍ୟାଳୟରୁ ଓଡ଼ିଆ ଭାଷା ସାହିତ୍ୟରେ ସ୍ନାତକୋତ୍ତର ଶିକ୍ଷା ସମାପ୍ତ କରିଥିଲେ ।
'''କମଳାକାନ୍ତ ଲେଙ୍କା''' (୧୯ ନଭେମ୍ବର ୧୯୩୫<ref name="Dutt1999">{{cite book|author=Kartik Chandra Dutt|title=Who's who of Indian Writers, 1999: A-M|url=https://books.google.com/books?id=QA1V7sICaIwC&pg=PA670|year=1999|publisher=Sahitya Akademi|isbn=978-81-260-0873-5|pages=670–}}</ref>- ୧୯୯୯) [[ଓଡ଼ିଶା]]ର ଜଣେ ଅଧ୍ୟାପକ ଓ କବି । <ref>ଓଡ଼ିଆ ସାହିତ୍ୟର ସଂକ୍ଷିପ୍ତ ପରିଚୟ, ଡ. ବୃନ୍ଦାବନଚନ୍ଦ୍ର ଆଚାର୍ଯ୍ୟ, ପୃଷ୍ଠା:୩୨୩</ref> ଭଦ୍ରକ ମହାବିଦ୍ୟାଳୟରୁ ସ୍ନାତକ ଡିଗ୍ରୀ ହାସଲ କରିବା ପରେ ବିଶ୍ବଭାରତୀ ବିଶ୍ବବିଦ୍ୟାଳୟରୁ ଓଡ଼ିଆ ଭାଷା ସାହିତ୍ୟରେ ସ୍ନାତକୋତ୍ତର ଶିକ୍ଷା ସମାପ୍ତ କରିଥିଲେ ।
== ରଚନାବଳୀ ==
== ରଚନାବଳୀ ==
=== କବିତା ସଙ୍କଳନ ===
=== କବିତା ସଙ୍କଳନ ===

୦୪:୩୬, ୧୧ ଡିସେମ୍ବର ୨୦୧୮ ଅନୁସାରେ କରାଯାଇଥିବା ବଦଳ

କମଳାକାନ୍ତ ଲେଙ୍କା
ଜନ୍ମ(1935-11-19)୧୯ ନଭେମ୍ବର ୧୯୩୫
ଇଚ୍ଛାପୁର, ଭଦ୍ରକ ଜିଲ୍ଲା
ମୃତ୍ୟୁ୧୯୯୯
ଜାତୀୟତାଭାରତୀୟ
ପୁରସ୍କାରଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର

କମଳାକାନ୍ତ ଲେଙ୍କା (୧୯ ନଭେମ୍ବର ୧୯୩୫[୧]- ୧୯୯୯) ଓଡ଼ିଶାର ଜଣେ ଅଧ୍ୟାପକ ଓ କବି । [୨] ଭଦ୍ରକ ମହାବିଦ୍ୟାଳୟରୁ ସ୍ନାତକ ଡିଗ୍ରୀ ହାସଲ କରିବା ପରେ ବିଶ୍ବଭାରତୀ ବିଶ୍ବବିଦ୍ୟାଳୟରୁ ଓଡ଼ିଆ ଭାଷା ସାହିତ୍ୟରେ ସ୍ନାତକୋତ୍ତର ଶିକ୍ଷା ସମାପ୍ତ କରିଥିଲେ ।

ରଚନାବଳୀ

କବିତା ସଙ୍କଳନ

  • ଅନ୍ତତଃ ନିଶ୍ଚୂପ (୧୯୭୬)
  • କବିତାର ମୁହଁ (୧୯୭୪)
  • ସ୍ମରଣ ବିସ୍ମରଣ (୧୯୭୩)
  • ଉତ୍ତରଣ (୧୯୬୭)
  • ପ୍ରୀତି ଓ ପ୍ରତୀତି (୧୯୬୩)
  • ସୁନା ଫସଲ (୧୯୫୮)
  • ସ୍ରୋତର ନାମ ଋତ
  • ଅନ୍ତତଃ ନିଶ୍ଚିତ
  • ନିତ୍ୟ ନିୟମିତ
  • ନିଜ ସହ ଗୋଟେ ସାକ୍ଷାତକାର
  • ଖସିବାର ବେଳ
  • ଗୀତ ଗାଆନାରେ ପକ୍ଷୀ
  • କମଳାକାନ୍ତଙ୍କ ଶ୍ରେଷ୍ଠ କବିତା
  • ପାଦେ ଆଗକୁ
  • ଦୁଃଖ ସହ କଥାବାର୍ତ୍ତା
  • କବିର ଡାଏରୀ
  • ଚିରାୟତ

ସମ୍ମାନ ଓ ପୁରସ୍କାର

  • ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର[୩], ୧୯୮୦ (ସ୍ରୋତର ନାମ ଋତ)
  • ବିଷୁବ ମିଳନ ପୁରସ୍କାର, ୧୯୭୯

ଟୀକା

  1. Kartik Chandra Dutt (1999). Who's who of Indian Writers, 1999: A-M. Sahitya Akademi. pp. 670–. ISBN 978-81-260-0873-5.
  2. ଓଡ଼ିଆ ସାହିତ୍ୟର ସଂକ୍ଷିପ୍ତ ପରିଚୟ, ଡ. ବୃନ୍ଦାବନଚନ୍ଦ୍ର ଆଚାର୍ଯ୍ୟ, ପୃଷ୍ଠା:୩୨୩
  3. "ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ପୁରସ୍କୃତ ପୁସ୍ତକ ଓ ଲେଖକ". ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର. Retrieved 21 March 2017.