"କାର୍ତ୍ତିକେୟ" ପୃଷ୍ଠାର ସଂସ୍କରଣଗୁଡ଼ିକ ମଧ୍ୟରେ ତଫାତ
No edit summary ଟ୍ୟାଗ: 2017 source edit |
ଟିକେ ଵ ବଦଳରେ ବ, as per https://or.wikipedia.org/wiki/topic:Up86qjal0bt4nlce |
||
୧୫ କ ଧାଡ଼ି: | ୧୫ କ ଧାଡ଼ି: | ||
| Mount = [[ମୟୂର]] |
| Mount = [[ମୟୂର]] |
||
}} |
}} |
||
ପୁରାଣାନ୍ତର ମତରେ ଅଗ୍ନିଦେବ ସପ୍ତର୍ଷିମାନଙ୍କ ଭାର୍ଯ୍ୟାମାନଙ୍କ ରୂପରେ ମୋହିତ ହେବାର ଜାଣି ପାରି ତାଙ୍କ ସ୍ତ୍ରୀ |
ପୁରାଣାନ୍ତର ମତରେ ଅଗ୍ନିଦେବ ସପ୍ତର୍ଷିମାନଙ୍କ ଭାର୍ଯ୍ୟାମାନଙ୍କ ରୂପରେ ମୋହିତ ହେବାର ଜାଣି ପାରି ତାଙ୍କ ସ୍ତ୍ରୀ ସ୍ବାହାଦେବୀ ଅରୁନ୍ଧତୀଙ୍କ ଛଡ଼ା ଅନ୍ୟ ଛଅ ଜଣ ଋଷିପତ୍ନୀଙ୍କ ରୂପ ଛଅଥର ଧାରଣ କରି [[ଅଗ୍ନି]]ଙ୍କ ସହିତ ଛଥର ବିହାର କଲେ ଓ ଅଗ୍ନିଙ୍କ ବୀର୍ଯ୍ୟ କାଞ୍ଚନ କୁଣ୍ଡରେ ପଡ଼ିବାରୁ ସେହି ତେଜୋମୟ ରେତରୁ କାର୍ତ୍ତିକେୟ ଜନ୍ମିଲେ । |
||
== ପୌରାଣିକ == |
== ପୌରାଣିକ == |
||
ପୁରାଣମତେ [[ମହାଦେବ]] ପାର୍ବତୀଙ୍କୁ ସହବାସ କରିବା ସମୟରେ ଅଗ୍ନି କପୋତରୂପ ଧାରଣ କରି ଲୁଚି ରହିଥିଲେ । [[ମହାଦେବ]]ଙ୍କ ରେତ ସ୍ଖଳିତ ହେବାରୁ ପାର୍ବତୀ ସେହି ଉଗ୍ରତେଜଃସମ୍ପନ୍ନ ତେଗଃକୁ ଗର୍ଭରେ ଧାରଣ କରିବାକୁ ଅସମର୍ଥ ହେବାରୁ ତାହା [[ଅଗ୍ନି]]ଙ୍କ ଉପରେ ପତିତ ହେଲା । ଅଗ୍ନି ତାହା ସମ୍ଭାଳି ନ ପାରି |
ପୁରାଣମତେ [[ମହାଦେବ]] ପାର୍ବତୀଙ୍କୁ ସହବାସ କରିବା ସମୟରେ ଅଗ୍ନି କପୋତରୂପ ଧାରଣ କରି ଲୁଚି ରହିଥିଲେ । [[ମହାଦେବ]]ଙ୍କ ରେତ ସ୍ଖଳିତ ହେବାରୁ ପାର୍ବତୀ ସେହି ଉଗ୍ରତେଜଃସମ୍ପନ୍ନ ତେଗଃକୁ ଗର୍ଭରେ ଧାରଣ କରିବାକୁ ଅସମର୍ଥ ହେବାରୁ ତାହା [[ଅଗ୍ନି]]ଙ୍କ ଉପରେ ପତିତ ହେଲା । ଅଗ୍ନି ତାହା ସମ୍ଭାଳି ନ ପାରି ସ୍ବର୍ଗଗଙ୍ଗାରେ ପକାଇଲେ । ଗଙ୍ଗା ତାହାକୁ ସମ୍ଭାଳି ନପାରି ଶରବଣରେ ପକାଇଲେ । ସେହି ସମୟରେ କୃତ୍ତିକାଦି ଛଅ ଜଣ ଋଷିପତ୍ନୀ ଗଙ୍ଗାକୁ ଗାଧୋଇବାକୁ ଆସୁ ଆସୁ ଉକ୍ତ ରେତକୁ ଦେଖି ଯତ୍ନପୂର୍ବକ ରଖିବାରୁ ସେଥିରୁ ଛଅଟି ମୁଖଯୁକ୍ତ ଗୋଟିଏ କୁମାର ଜାତ ହୋଇ ଛଅ ମାଆଙ୍କଠାରୁ ସ୍ତନ୍ୟ ପିଇଲେ । କାର୍ତ୍ତିକେୟ କୁମାରବ୍ରତଧାରୀ ଥିଲେ । ଏହାଙ୍କର ଅନ୍ୟନାମ ଗଙ୍ଗାପୁତ୍ର, ସ୍କନ୍ଦ, କୁମାର, ଶରଜନ୍ମା, କ୍ରୌଞ୍ଚଦାରଣ, ଷଣୁଖ, ଷଡ଼ାନନ, ସେନାନୀ, ତାରକଜିତ୍, ଅଗ୍ନିକୁମାର, ଅଗ୍ନିଭୁ, ଗୁହ । ଏହାଙ୍କ ବାହାନ ମୟୂର । ଏ ଶରଦ୍ବାରା କ୍ରୌଞ୍ଚ ପର୍ବତକୁ ବିଦ୍ଧ କରିଥିଲେ । ଏ ଦେବସେନାଙ୍କ ସେନାପତି ହୋଇ ତାରକାସୁରଙ୍କୁ ଯୁଦ୍ଧରେ ବଧ କରିଥିଲେ । |
||
== ବାହନ == |
== ବାହନ == |
||
କାର୍ତ୍ତିକେୟଙ୍କର ବାହାନ ହେଉଛି ମୟୂର । ତାରକାସୁରର ବିନାଶ ପାଇଁ ତାଙ୍କୁ ଯେତେବେଳେ ବିଭିନ୍ନ ଦେବଦେବୀ ବିଭିନ୍ନ ଆୟୁଧ ଓ ଭୂଷଣ ଦାନ କରୁଥିଲେ, ସେତିକି ବେଳେ ଗରୁଡ଼ ନିଜର ପୁତ୍ର ମୟୁରଙ୍କୁ ତାଙ୍କୁ ଦାନ କରିଥିଲେ । ସେହି ଗରୁଡ଼ ପୁତ୍ର ମୟୁର ହେଲେ କାର୍ତ୍ତିକେୟଙ୍କ ବାହନ । |
କାର୍ତ୍ତିକେୟଙ୍କର ବାହାନ ହେଉଛି ମୟୂର । ତାରକାସୁରର ବିନାଶ ପାଇଁ ତାଙ୍କୁ ଯେତେବେଳେ ବିଭିନ୍ନ ଦେବଦେବୀ ବିଭିନ୍ନ ଆୟୁଧ ଓ ଭୂଷଣ ଦାନ କରୁଥିଲେ, ସେତିକି ବେଳେ ଗରୁଡ଼ ନିଜର ପୁତ୍ର ମୟୁରଙ୍କୁ ତାଙ୍କୁ ଦାନ କରିଥିଲେ । ସେହି ଗରୁଡ଼ ପୁତ୍ର ମୟୁର ହେଲେ କାର୍ତ୍ତିକେୟଙ୍କ ବାହନ । |
||
ଅନ୍ୟ ଏକ ପୌରାଣିକ ଉପାଖ୍ୟାନ ଅନୁସାରେ, ଦକ୍ଷିଣ ଭାରତର ମୟୁରପୁର ପର୍ବତଠାରେ କାର୍ତ୍ତିକେୟ ତାରକାସୁରକୁ ବିନାଶ କରିଥିଲେ ଏବଂ ତାରକାସୁର ଏକ ମୟୂର ରୂପରେ ପୁନର୍ଜନ୍ମ ନେଇଥିଲା । ସ୍କନ୍ଦପୁରାଣର ବୀରମହେନ୍ଦ୍ର କାଣ୍ଡ ଅନୁସାରେ, ମୟୂର ଏକ ଅସୁର । ସେ କାର୍ତ୍ତିକେୟଙ୍କ ସହ ଯୁଦ୍ଧ କରିଥିଲା । ମହାଭାରତ ଆଦିପର୍ବର ୬୫ ଅଧ୍ୟାୟ ଅନୁସାରେ, ମୃତ୍ୟୁ ପରେ ମୟୂର |
ଅନ୍ୟ ଏକ ପୌରାଣିକ ଉପାଖ୍ୟାନ ଅନୁସାରେ, ଦକ୍ଷିଣ ଭାରତର ମୟୁରପୁର ପର୍ବତଠାରେ କାର୍ତ୍ତିକେୟ ତାରକାସୁରକୁ ବିନାଶ କରିଥିଲେ ଏବଂ ତାରକାସୁର ଏକ ମୟୂର ରୂପରେ ପୁନର୍ଜନ୍ମ ନେଇଥିଲା । ସ୍କନ୍ଦପୁରାଣର ବୀରମହେନ୍ଦ୍ର କାଣ୍ଡ ଅନୁସାରେ, ମୟୂର ଏକ ଅସୁର । ସେ କାର୍ତ୍ତିକେୟଙ୍କ ସହ ଯୁଦ୍ଧ କରିଥିଲା । ମହାଭାରତ ଆଦିପର୍ବର ୬୫ ଅଧ୍ୟାୟ ଅନୁସାରେ, ମୃତ୍ୟୁ ପରେ ମୟୂର ବିଶ୍ବ ନାମକ ଏକ ରାଜା ରୂପେ ପୁନର୍ଜନ୍ମ ଗ୍ରହଣ କରିଥିଲା । |
||
== ଆଧାର == |
== ଆଧାର == |
||
{{ଆଧାର}} |
{{ଆଧାର}} |
୦୪:୫୧, ୧୧ ଡିସେମ୍ବର ୨୦୧୮ ଅନୁସାରେ କରାଯାଇଥିବା ବଦଳ
କାର୍ତ୍ତିକେୟ | |
---|---|
ଯୁଦ୍ଧ ଓ ବିଜୟର ଦେବତା | |
ଉପାଧି | ଦେବତା |
ସାଥି | ଦେବସେନା ଓ ବଲ୍ଲୀ |
ବାହନ | ମୟୂର |
ପୁରାଣାନ୍ତର ମତରେ ଅଗ୍ନିଦେବ ସପ୍ତର୍ଷିମାନଙ୍କ ଭାର୍ଯ୍ୟାମାନଙ୍କ ରୂପରେ ମୋହିତ ହେବାର ଜାଣି ପାରି ତାଙ୍କ ସ୍ତ୍ରୀ ସ୍ବାହାଦେବୀ ଅରୁନ୍ଧତୀଙ୍କ ଛଡ଼ା ଅନ୍ୟ ଛଅ ଜଣ ଋଷିପତ୍ନୀଙ୍କ ରୂପ ଛଅଥର ଧାରଣ କରି ଅଗ୍ନିଙ୍କ ସହିତ ଛଥର ବିହାର କଲେ ଓ ଅଗ୍ନିଙ୍କ ବୀର୍ଯ୍ୟ କାଞ୍ଚନ କୁଣ୍ଡରେ ପଡ଼ିବାରୁ ସେହି ତେଜୋମୟ ରେତରୁ କାର୍ତ୍ତିକେୟ ଜନ୍ମିଲେ ।
ପୌରାଣିକ
ପୁରାଣମତେ ମହାଦେବ ପାର୍ବତୀଙ୍କୁ ସହବାସ କରିବା ସମୟରେ ଅଗ୍ନି କପୋତରୂପ ଧାରଣ କରି ଲୁଚି ରହିଥିଲେ । ମହାଦେବଙ୍କ ରେତ ସ୍ଖଳିତ ହେବାରୁ ପାର୍ବତୀ ସେହି ଉଗ୍ରତେଜଃସମ୍ପନ୍ନ ତେଗଃକୁ ଗର୍ଭରେ ଧାରଣ କରିବାକୁ ଅସମର୍ଥ ହେବାରୁ ତାହା ଅଗ୍ନିଙ୍କ ଉପରେ ପତିତ ହେଲା । ଅଗ୍ନି ତାହା ସମ୍ଭାଳି ନ ପାରି ସ୍ବର୍ଗଗଙ୍ଗାରେ ପକାଇଲେ । ଗଙ୍ଗା ତାହାକୁ ସମ୍ଭାଳି ନପାରି ଶରବଣରେ ପକାଇଲେ । ସେହି ସମୟରେ କୃତ୍ତିକାଦି ଛଅ ଜଣ ଋଷିପତ୍ନୀ ଗଙ୍ଗାକୁ ଗାଧୋଇବାକୁ ଆସୁ ଆସୁ ଉକ୍ତ ରେତକୁ ଦେଖି ଯତ୍ନପୂର୍ବକ ରଖିବାରୁ ସେଥିରୁ ଛଅଟି ମୁଖଯୁକ୍ତ ଗୋଟିଏ କୁମାର ଜାତ ହୋଇ ଛଅ ମାଆଙ୍କଠାରୁ ସ୍ତନ୍ୟ ପିଇଲେ । କାର୍ତ୍ତିକେୟ କୁମାରବ୍ରତଧାରୀ ଥିଲେ । ଏହାଙ୍କର ଅନ୍ୟନାମ ଗଙ୍ଗାପୁତ୍ର, ସ୍କନ୍ଦ, କୁମାର, ଶରଜନ୍ମା, କ୍ରୌଞ୍ଚଦାରଣ, ଷଣୁଖ, ଷଡ଼ାନନ, ସେନାନୀ, ତାରକଜିତ୍, ଅଗ୍ନିକୁମାର, ଅଗ୍ନିଭୁ, ଗୁହ । ଏହାଙ୍କ ବାହାନ ମୟୂର । ଏ ଶରଦ୍ବାରା କ୍ରୌଞ୍ଚ ପର୍ବତକୁ ବିଦ୍ଧ କରିଥିଲେ । ଏ ଦେବସେନାଙ୍କ ସେନାପତି ହୋଇ ତାରକାସୁରଙ୍କୁ ଯୁଦ୍ଧରେ ବଧ କରିଥିଲେ ।
ବାହନ
କାର୍ତ୍ତିକେୟଙ୍କର ବାହାନ ହେଉଛି ମୟୂର । ତାରକାସୁରର ବିନାଶ ପାଇଁ ତାଙ୍କୁ ଯେତେବେଳେ ବିଭିନ୍ନ ଦେବଦେବୀ ବିଭିନ୍ନ ଆୟୁଧ ଓ ଭୂଷଣ ଦାନ କରୁଥିଲେ, ସେତିକି ବେଳେ ଗରୁଡ଼ ନିଜର ପୁତ୍ର ମୟୁରଙ୍କୁ ତାଙ୍କୁ ଦାନ କରିଥିଲେ । ସେହି ଗରୁଡ଼ ପୁତ୍ର ମୟୁର ହେଲେ କାର୍ତ୍ତିକେୟଙ୍କ ବାହନ । ଅନ୍ୟ ଏକ ପୌରାଣିକ ଉପାଖ୍ୟାନ ଅନୁସାରେ, ଦକ୍ଷିଣ ଭାରତର ମୟୁରପୁର ପର୍ବତଠାରେ କାର୍ତ୍ତିକେୟ ତାରକାସୁରକୁ ବିନାଶ କରିଥିଲେ ଏବଂ ତାରକାସୁର ଏକ ମୟୂର ରୂପରେ ପୁନର୍ଜନ୍ମ ନେଇଥିଲା । ସ୍କନ୍ଦପୁରାଣର ବୀରମହେନ୍ଦ୍ର କାଣ୍ଡ ଅନୁସାରେ, ମୟୂର ଏକ ଅସୁର । ସେ କାର୍ତ୍ତିକେୟଙ୍କ ସହ ଯୁଦ୍ଧ କରିଥିଲା । ମହାଭାରତ ଆଦିପର୍ବର ୬୫ ଅଧ୍ୟାୟ ଅନୁସାରେ, ମୃତ୍ୟୁ ପରେ ମୟୂର ବିଶ୍ବ ନାମକ ଏକ ରାଜା ରୂପେ ପୁନର୍ଜନ୍ମ ଗ୍ରହଣ କରିଥିଲା ।
ଆଧାର
ଅଧିକ ତଥ୍ୟ
- କାର୍ତ୍ତିକେୟଙ୍କ ଜନ୍ମ ରହସ୍ୟ, ଧରିତ୍ରୀ
- Murugan Bhakti Website
- Subrahmanya Swami Temple of Payyanur
- http://www.highgatehillmurugan.org/
- Swami Sivananda's book on Lord Kartikeya; also available on PDF.
ଏହି ପ୍ରସଙ୍ଗଟି ଅସମ୍ପୂର୍ଣ୍ଣ ଅଟେ । ଆପଣ ଏହାକୁ ସଂପୂର୍ଣ୍ଣ କରି ଉଇକିପିଡ଼ିଆକୁ ସମୃଦ୍ଧ କରିପାରିବେ । |