"ଧଉଳି" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Jump to navigation Jump to search
ଟିକେ
ଵ ବଦଳରେ ବ, as per https://or.wikipedia.org/wiki/topic:Up86qjal0bt4nlce
ଟିକେ (Bot: Automated text replacement (- କୁ +କୁ ))
ଟିକେ (ଵ ବଦଳରେ ବ, as per https://or.wikipedia.org/wiki/topic:Up86qjal0bt4nlce)
 
== ଇତିହାସ ==
ଏଠାରେ ଥିବା ୬କ ଶିଳାଲେଖରେ [[ଅଶୋକ]] ପୁରା ପୃଥିବୀର ମଙ୍ଗଳ ପାଇଁ ହାତକୁ ନେଇଥିବା ସବୁ କାମ ଉପରେ ଲେଖାଯାଇଛି । ପଥରରେ ତିଆରି କରାଯାଇଥିବା ହାତୀ ଯାହା ଏହି ଶିଳାଲେଖ ଉପରେ ଅଛି ତାହା ଅନେକ ଦିନ ଆଗରୁ ତିଆରି କରାଯାଇଥିବା [[ଓଡ଼ିଶା]]ର ବୌଦ୍ଧ କୀର୍ତ୍ତି । ଏହାର ବିଶେଷତା ହେଉଛି, ଏହି ହାତୀ [[ଗୌତମ ବୁଦ୍ଧ|ବୁଦ୍ଧ]]ଙ୍କ ଶିଷ୍ୟମାନଙ୍କ ପାଇଁ ଖୋଦ ବୁଦ୍ଧଙ୍କୁ ହିଁ ସୂଚାଏ । ଅଶୋକ ଏହି ଜାଗାରେ କଳିଙ୍ଗ ଯୁଦ୍ଧ ଲଢ଼ିବା ପରେ ହଜାର ହଜାର ଲୋକଙ୍କ ମରଣ ତାଙ୍କୁ ଶାନ୍ତି ଆଡ଼କୁ ବାଟଦେଖାଇଥିଲା ବୋଲି ବିଶ୍ଵାସବିଶ୍ବାସ କରାଯାଏ । ତେବେ ଏହା ଏବେ ବି ସବୁ ଗବେଷକମାନଙ୍କ ଦେଇ ଗ୍ରହଣ କରାଯାଇନାହିଁ, କିଛି ଗବେଷକ ଅଶୋକଙ୍କ ସମୟରେ ହୋଇଥିବା କଳିଙ୍ଗ ଯୁଦ୍ଧ ତାଙ୍କୁ ପ୍ରଭାବିତ କରିନଥିଲା ବୋଲି ଯୁକ୍ତି ବାଢ଼ନ୍ତି ।
<ref>[http://www.indiavideo.org/text/maurya-dynasty-kalinga-war-ashoka-49.php କଳିଙ୍ଗ ଯୁଦ୍ଧ ଓ ଅଶୋକଙ୍କ ଉପରେ ତାହାର ପ୍ରଭାବ]</ref>
। ସେ [[ବୌଦ୍ଧ ଧର୍ମ]]ରେ ନିଜକୁ ବଦଳାଇବା ପରେ ଅନେକ ବୌଦ୍ଧ ସ୍ତୁପ, ସ୍ତମ୍ଭ ଗଢ଼ାଇଥିଲେ
। ସାଧାରଣ ଲୋକଙ୍କ ପାଇଁ ସେ 'ଦଣ୍ଡନୀତି' ଲାଗୁକରାଇଥିଲେ । ୧୯୭୦ରେ ଜାପାନ ବୁଦ୍ଧ ସଙ୍ଘ ଓ କଳିଙ୍ଗ ବୁଦ୍ଧ ସଙ୍ଘର ମିଳିତ ଚେଷ୍ଟାରେ ଧଉଳି ପାହାଡ଼ ଉପରେ ଏକ ଶାନ୍ତି ସ୍ତୁପ ତୋଳାଯାଇଥିଲା, ଯାହା ଗବେଷକମାନଙ୍କ ପାଇଁ ଏକ ବିଶେଷ ଜାଗା ।
[[ଫାଇଲ:Santi Stupa 3.JPG|thumb|250px|right| ଶାନ୍ତି ସ୍ତୁପ, ଧଉଳିଗିରି]]
ଏକଦା ଧଉଳି ପାହାଡ଼ ସୁରଭିଗିରି ନାମରେ ଐତିହାସିକ ସ୍ଵାକ୍ଷରସ୍ବାକ୍ଷର ବହନ କରିଥିଲା । ଏହାର ଶିଖର ଦେଶରେ ଏକ ଭେଷଜ ଉପବନ ଓ ପ୍ରମୋଦ ଉଦ୍ୟାନ ମଧ୍ୟ ଥିଲା । [[ଅଶୋକ]]ଙ୍କ ଧର୍ମାନୁଶାସନ ବହନ କରିଥିବା ଦକ୍ଷିଣ ସୀମାନ୍ତବର୍ତ୍ତୀ ପାହାଡରେ ପ୍ରିୟଦର୍ଶୀ ରାଜତ୍ଵରରାଜତ୍ବର ମୂକସାକ୍ଷୀ ରୂପେ ବିଦ୍ୟମାନ ଶିଳାହସ୍ତୀକୁ [[ମହାଭାରତ]] ସମୟର ଅଶ୍ଵତ୍ଥାମାଅଶ୍ବତ୍ଥାମା ହସ୍ତୀ ନାମରେ ଓ ପାହାଡ଼ଟିକୁ ଅଶ୍ଵତ୍ଥାମାଅଶ୍ବତ୍ଥାମା ପାହାଡ଼ ନାମରେ ନାମିତ କରାଯାଇଛି । ଜତୁଗୃହରୁ ଆତ୍ମରକ୍ଷା ପାଇଁ ମାତା [[କୁନ୍ତୀ]]ଙ୍କ ସହ [[ପାଣ୍ଡବ|ପଞ୍ଚୁପାଣ୍ଡବ]] ଏଠାରେ ରହିଥିବାରୁ ଏହାର ଗୁମ୍ଫା ସମୁହକୁ [[ପାଣ୍ଡବ|ପଞ୍ଚୁପାଣ୍ଡବ]] ଗୁମ୍ଫା ନାମରେ ନାମିତ କରାଯାଇଛି ।
[[ଫାଇଲ:Santi Stupa 4.jpg|thumb|250px|right| [[ଗୌତମ ବୁଦ୍ଧ|ବୁଦ୍ଧ]] ମୁର୍ତ୍ତି, ଶାନ୍ତି ସ୍ତୁପ, ଧଉଳିଗିରି ]]
 
== ଓଡ଼ିଶାରେ ଥିବା ଅନ୍ୟ ବୌଦ୍ଧ କୀର୍ତ୍ତି ==
# [[ବୌଦ୍ଧ ଜିଲ୍ଲା]]ରେ ଅନେକ ଜାଗାରେ ବୌଦ୍ଧ କୀର୍ତ୍ତିମାନ ଅଛି, ବିଶ୍ଵାସବିଶ୍ବାସ କରାଯାଏ ଯେ ବୁଦ୍ଧଙ୍କ ନାମରୁ [[ବୌଦ୍ଧ ଜିଲ୍ଲା|ବୌଦ୍ଧ]]/ବଉଦ ଏହି ଜିଲ୍ଲାର ନାମ ଦିଆଯାଇଛି ।
# [[ଖଣ୍ଡଗିରି]], ଭୁବନେଶ୍ୱର
# [[ଉଦୟଗିରି]], ଭୁବନେଶ୍ୱର
[[ଶ୍ରେଣୀ:ବୌଦ୍ଧ ତୀର୍ଥସ୍ଥଳୀ]]
[[ଶ୍ରେଣୀ:ଓଡ଼ିଶାର ଐତିହ୍ୟସ୍ଥଳ]]
[[ଶ୍ରେଣୀ:ବଛା ଲେଖା|ଦ୍ଵିତୀୟଦ୍ବିତୀୟ; ଅପ୍ରେଲ ୨୦୧୧]]
୩୫,୫୫୩

ଗୋଟି ସମ୍ପାଦନା

ଦିଗବାରେଣି ମେନୁ