"ବିଦ୍ୟୁତ୍,ଚୁମ୍ବକତ୍ବ," ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Jump to navigation Jump to search
ଟିକେ
ଵ ବଦଳରେ ବ, as per https://or.wikipedia.org/wiki/topic:Up86qjal0bt4nlce
ଟିକେ (removed Category:ବିଜ୍ଞାନ using HotCat)
ଟିକେ (ଵ ବଦଳରେ ବ, as per https://or.wikipedia.org/wiki/topic:Up86qjal0bt4nlce)
'''ବିଦ୍ୟୁତ୍-ଚୁମ୍ଵକତ୍ଵଚୁମ୍ବକତ୍ବ''' ବା '''ବିଦ୍ୟୁତ୍-ଚୁମ୍ଵକୀୟଚୁମ୍ବକୀୟ ପ୍ରଭାବ''' ଭୌତିକ ବିଜ୍ଞାନର ଏକ ପ୍ରମୁଖ ଶାଖା । ବିଦ୍ୟୁତ୍-ଚୁମ୍ଵକୀୟଚୁମ୍ବକୀୟ ବଳ ଓ ତାହାର ପ୍ରଭାବର ଅନୁଶୀଳନ ଏହି ଶାଖାର ଭିତ୍ତିଭୂମି । ବୈଦୁତିକ ଚାର୍ଜ୍ ବହନ କରୁଥିବା ବସ୍ତୁମାନଙ୍କ ମଧ୍ୟରେ ବଳ ସୃଷ୍ଟି ହୁଏ, ତାହାକୁ ବିଦ୍ୟୁତ୍-ଚୁମ୍ଵକୀୟଚୁମ୍ବକୀୟ ବଳ ବୋଲି କୁହାଯାଏ । ବିଦ୍ୟୁତ୍-ଚୁମ୍ଵକୀୟଚୁମ୍ବକୀୟ ବଳ, ବିଦ୍ୟୁତ୍-ଚୁମ୍ଵକୀୟଚୁମ୍ବକୀୟ କ୍ଷେତ୍ର (ବୈଦୁତିକ କ୍ଷେତ୍ର, ଚୁମ୍ଵକୀୟଚୁମ୍ବକୀୟ କ୍ଷେତ୍ର, ଆଲୋକ) ସହିତ ଓତଃପ୍ରୋତ ଭାବେ ଜଡ଼ିତ । ଆଧୁନିକ ଭୌତିକ ବିଜ୍ଞାନରେ ବିଦ୍ୟୁତ୍-ଚୁମ୍ଵକୀୟଚୁମ୍ବକୀୟ ବଳକୁ ପାରମାଣବିକ ବସ୍ତୁ (ଈଂରାଜୀରେ Atomic Particles)ଙ୍କ ମଧ୍ୟରେ ଥିବା ଏକ ମୌଳିକ ପାରସ୍ପରିକ ବଳ ଭାବେ ଗଣନା କରାଯାଏ । ସାଧାରଣତଃ ପାରମାଣବିକ ବସ୍ତୁମାନଙ୍କ ମଧ୍ୟରେ ଥିବା ୪ଟି ମୌଳିକ ପାରସ୍ପରିକ ବଳ ହେଲା: ଶକ୍ତିଶାଳୀ ବଳ (ଈଂରାଜୀରେ Strong Force), ଶକ୍ତିହୀନ ବଳ (ଈଂରାଜୀରେ Weak Force), ମହାକର୍ଷଣୀୟ (ଈଂରାଜୀରେ Gravitational) ଏବଂ ବିଦ୍ୟୁତ୍-ଚୁମ୍ଵକତ୍ଵଚୁମ୍ବକତ୍ବ (ଈଂରାଜୀରେ Electro-Magnetic) । <ref>{{cite book|last1=Ravaioli|first1=Fawwaz T. Ulaby, Eric Michielssen, Umberto|title=Fundamentals of applied electromagnetics|date=2010|publisher=Prentice Hall|location=Boston|isbn=978-0-13-213931-1|page=13|edition=6th|ref=Ulaby13}}<!--|accessdate=6 November 2014--></ref>ବିଦ୍ୟୁତ୍-ଚୁମ୍ଵକତ୍ଵକୁଚୁମ୍ବକତ୍ବକୁ ବିଦ୍ୟୁତ୍-ଚୁମ୍ଵକୀୟଚୁମ୍ବକୀୟ ବଳ (ଲୋରେଞ୍ଜ୍ ବଳ)ର ପ୍ରଭାବଦ୍ଵାରାପ୍ରଭାବଦ୍ବାରା ପରିପ୍ରକାଶ କରାଯାଏ । ବିଦ୍ୟୁତ୍-ଚୁମ୍ଵକୀୟଚୁମ୍ବକୀୟ ବଳରେ ବୈଦୁତିକ ବଳ ଓ ଚୁମ୍ଵକତ୍ଵଚୁମ୍ବକତ୍ବ ସମାହିତ । [[File:Lightning.0257.jpg|thumb|ବିଜୁଳି ମାରିଲେ ଦୁଇଟି ଚାର୍ଜିତ ସ୍ଥାନ ମଧ୍ୟରେ ବିଦ୍ୟୁତ୍ ପ୍ରବହିତ ହୁଏ]]
 
ପାରମ୍ପରିକ ଭୌତିକ ବିଜ୍ଞାନର ଅନୁସାରେ ବିଦ୍ୟୁତ୍ ଚାର୍ଜ୍ ଓ ବିଦ୍ୟୁତ୍ ବିଭବ ଯୋଗୁଁ ବୈଦ୍ୟୁତିକ କ୍ଷେତ୍ର ସୃଷ୍ଟି ହୋଇଥାଏ । ମାଇକେଲ୍ ଫାରାଡ଼େଙ୍କ ନିୟମାନୁସାରେ ଚୁମ୍ଵକୀୟଚୁମ୍ବକୀୟ କ୍ଷେତ୍ର, ବିଦ୍ୟୁତ୍-ଚୁମ୍ଵକୀୟଚୁମ୍ବକୀୟ ଉପପାଦନ (ଈଂରାଜୀରେ Electromagnetic Induction) ଓ ଚୁମ୍ଵକତ୍ଵଚୁମ୍ବକତ୍ବ ସହିତ ସମ୍ପୃକ୍ତ । ବୈଦୁତିକ କ୍ଷେତ୍ରରେ ଚାର୍ଜ୍ ଓ ପ୍ରବାହ, ଚୁମ୍ଵକୀୟଚୁମ୍ବକୀୟ କ୍ଷେତ୍ର ପରସ୍ପରକୁ କିପରି ଭାବେ ପ୍ରଭାବିତ କରନ୍ତି ମାକ୍ସୱେଲଙ୍କ ସମୀକରଣରେ ଦର୍ଶିତ ହୋଇଛି ।  ବିଦ୍ୟୁତ୍-ଚୁମ୍ଵକତ୍ଵରଚୁମ୍ବକତ୍ବର ପରୀକ୍ଷଣଦ୍ଵାରାପରୀକ୍ଷଣଦ୍ବାରା ଶୂନ୍ୟରେ ଆଲୋକର ବେଗ ନିରୂପିତ ହୋଇପାରିଲା ଓ ଏହା ଆଇନଷ୍ଟାଇନଙ୍କ ବିଶେଷ ଆପେକ୍ଷିକ ତତ୍ତ୍ଵରତତ୍ତ୍ବର ଭିତ୍ତିଭୂମି । 
 
== ଇତିହାସ ==
[[File:Ørsted.jpg|thumb|140px|ହାନ୍ସ୍ ଖ୍ରୀଷ୍ଟିୟାନ୍ ଓରଷ୍ଟେଡ୍]]
ପୂର୍ବେ ବିଜ୍ଞାନ ଜଗତରେ ବୈଦୁତିକ ପ୍ରଭାବ ଓ ଚୁମ୍ବକତ୍ଵଚୁମ୍ବକତ୍ବ ଭିନ୍ନ ଭିନ୍ନ ବଳ ବୋଲି ଧାରଣା ଥିଲା । ୧୮୭୩ ମସିହାରେ ଜେମ୍ସ୍ କ୍ଲାର୍କ ମାକ୍ସୱେଲଙ୍କ ବିଦ୍ୟୁତ୍ ଓ ଚୁମ୍ଵକତ୍ଵଚୁମ୍ବକତ୍ବ ସମ୍ଵନ୍ଧୀୟସମ୍ବନ୍ଧୀୟ ଲେଖ ପରେ ଏହି ଧାରଣା ବଦଳିଲା । ଯେତେବେଳେ ଯୁକ୍ତ ଚାର୍ଜ୍ ଓ ବିଯୁକ୍ତ ଚାର୍ଜ୍ ପରସ୍ପରର ପ୍ରଭାବରେ ଆସନ୍ତି ସେତେବେଳେ׃
 
୧. ବୈଦ୍ୟୁତିକ ଚାର୍ଜ୍ ପରସ୍ପରକୁ ଯେଉଁ ବଳଦ୍ଵାରାବଳଦ୍ବାରା ଆକର୍ଷଣ ବା ବିକର୍ଷଣ କରନ୍ତି, ତାହା ସେମାନଙ୍କ ମଧ୍ୟବର୍ତ୍ତୀ ଦୂରତାର ବର୍ଗ ସହ ବିପରୀତତଃ ଅନୁପାତୀ ।  ସମଚାର୍ଜ୍ ପରସ୍ପରକୁ ବିକର୍ଷଣ ଓ ଅସମଚାର୍ଜ୍ ପରସ୍ପରକୁ ଆକର୍ଷଣ କରିଥାନ୍ତି । 
 
୨. ବୈଦ୍ୟୁତିକ ଚାର୍ଜ୍ଦ୍ଵାରାଚାର୍ଜ୍ଦ୍ବାରା ସୃଷ୍ଟ ଚୁମ୍ଵକୀୟଚୁମ୍ବକୀୟ ମେରୁ ପରସ୍ପରକୁ ଯେଉଁ ବଳଦ୍ଵାରାବଳଦ୍ବାରା ଆକର୍ଷଣ ବା ବିକର୍ଷଣ କରନ୍ତି, ତାହା ସେମାନଙ୍କ ମଧ୍ୟବର୍ତ୍ତୀ ଦୂରତାର ବର୍ଗ ସହ ବିପରୀତତଃ ଅନୁପାତୀ ।
 
୩. ଏକ ତାରରେ ପ୍ରବାହିତ ବିଦ୍ୟୁତ୍ ସ୍ରୋତ ନିଜ ଚାରିପଟେ ଏକ ଚୁମ୍ଵକୀୟଚୁମ୍ବକୀୟ କ୍ଷେତ୍ର ସୃଷ୍ଟି କରିଥାଏ । ବିଦ୍ୟୁତ୍ ପ୍ରବାହର ଦିଗ ଚୁମ୍ବକୀୟ କ୍ଷେତ୍ରର ଦିଗ ନିରୂପଣ କରିଥାଏ (ଏହାକୁ “ଡାହାଣ ହାତ ପାପୁଲି ନିୟମ” ମଧ୍ୟ କୁହନ୍ତି । ଡାହାଣ ହାତର ପାପୁଲିକୁ ଖୋଲାକରି ରଖାଯାଉ ଯେପରିକି ବୁଢ଼ା ଆଙ୍ଗୁଠି ଓ ଅନ୍ୟ ଚାରି ଆଙ୍ଗୁଠି ପରସ୍ପର ପ୍ରତି ୯୦ ଡିଗ୍ରୀରେ ରହିବେ । ଯଦି ବୁଢ଼ା ଆଙ୍ଗୁଠି ତାରରେ ବିଦ୍ୟୁତ୍ ପ୍ରବାହର ଦିଗ ଦର୍ଶାଏ, ତେବେ ବାକି ଚାରି ଆଙ୍ଗୁଠି ମୁଠେଇ ଆଣିଲେ ଯେଉଁ ଦିଗ ନିରୂପଣ ହୁଏ ତାହା ଚୁମ୍ଵକୀୟଚୁମ୍ବକୀୟ କ୍ଷେତ୍ରର ଦିଗ) ।
 
୪. ଏକ ତାର କୁଣ୍ଡଳୀକୁ ଚୁମ୍ଵକୀୟଚୁମ୍ବକୀୟ କ୍ଷେତ୍ର ପାଖକୁ ବା ତା’ଠାରୁ ଦୂରକୁ ନେଲେ ସେଥିରେ ବିଦ୍ୟୁତ୍ ପ୍ରବାହ ହୋଇଥାଏ । ବିଦ୍ୟୁତ୍ ପ୍ରବାହର ଦିଗ ଚୁମ୍ବକ ଆଡକୁ ବା ତାହାଠାରୁ ଦୂରକୁ ଯାଉଥିବା ତାର କୁଣ୍ଡଳୀର ଗତିର ଦିଗ ଉପରେ ନିର୍ଭର କରେ ।[[File:Andre-marie-ampere2.jpg|thumb|140px|left|ଆଣ୍ଡ୍ରେ ମେରି ଆମ୍ପିୟର୍]] 
[[File:SS-faraday.jpg|thumb|140px|ମାଇକେଲ୍ ଫାରାଡ଼େ]]
୧୮୨୦ ମସିହାରେ '''ହାନ୍ସ୍ ଖ୍ରୀଷ୍ଟିୟାନ୍ ଓରଷ୍ଟେଡ୍''' ପରୀକ୍ଷା କରି ଦେଖିଥିଲେ ଯେ ସ୍ଵିଚ୍ସ୍ବିଚ୍ ଖୋଲି ବା ବନ୍ଦ କରି, ଏକ ତାରରେ ବିଦ୍ୟୁତ୍ ପ୍ରବାହ ହେଲେ ତାହା ପାଖରେ ଥିବା ଏକ ଦିଗବାରେଣୀ ଯନ୍ତ୍ରର ସୂଚୀ ବିକ୍ଷେପିତ ହୋଇଥାଏ । ବିଦ୍ୟୁତ୍ ପ୍ରବାହ ହେଲେ ତା’ ଚାରିପଟେ ସୃଷ୍ଟି ହୋଇଥିବା ଚୁମ୍ଵକୀୟଚୁମ୍ବକୀୟ କ୍ଷେତ୍ରର ପ୍ରଭାବରେ ଏପରି ହୋଇଥାଏ କିନ୍ତୁ ସେ ଏହି ବିକ୍ଷୟରେ ଆଉ ଅଧିକ ବିବରଣୀ ଦେଇପାରିଲେ ନାହିଁ । ପରେ ଅଧିକ ପରୀକ୍ଷା କରି ସେ ବୈଦ୍ୟୁତିକ କ୍ଷେତ୍ର ଓ ଚୁମ୍ଵକୀୟଚୁମ୍ବକୀୟ କ୍ଷେତ୍ର ମଧ୍ୟରେ ଘନିଷ୍ଠ ସମ୍ପର୍କ ରହିଥିବା କଥା ପ୍ରକାଶ କରିଥିଲେ । ବିଦ୍ୟୁତ୍-ଚୁମ୍ଵକତ୍ଵଚୁମ୍ବକତ୍ବ କ୍ଷେତ୍ରରେ ଅବଦାନ ପାଇଁ ତାଙ୍କରି ନାମରେ ବିଦ୍ୟୁତ୍-ଚୁମ୍ଵକୀୟଚୁମ୍ବକୀୟ ଉପପାଦନର ମାତ୍ରକକୁ ନାମିତ କରାଯାଇଛି । ଆହୁରି ମଧ୍ୟ ତାଙ୍କ ଗବେଷଣାକୁ ବ୍ୟବହାର କରି '''ଆଣ୍ଡ୍ରେ ମେରି ଆମ୍ପିୟର୍''' ବିଦ୍ୟୁତ୍ ପରିବାହକ ଓ ଚୁମ୍ଵକୀୟଚୁମ୍ବକୀୟ ବଳ ମଧ୍ୟରେ ଗାଣିତିକ ସୂତ୍ରର ନିରୂପଣ କରିଥିଲେ । ଆମ୍ପିୟରଙ୍କ ନାମରେ ବିଦ୍ୟୁତ୍ ସ୍ରୋତର ମାତ୍ରକ ନାମିତ ହୋଇଅଛି ।
 
ଓରଷ୍ଟେଡଙ୍କ ଗବେଷଣା ଯୋଗୁଁ ପରବର୍ତ୍ତୀ ସମୟରେ '''ଏକକ ଶକ୍ତି ତତ୍ତ୍ଵତତ୍ତ୍ବ''' (ଈଂରାଜୀରେ Unified Concept of Energy)ର ସଂକଳ୍ପନା ସମ୍ଭବପର ହୋଇପାରିଲା । ପ୍ରଥମେ ମାଇକେଲ୍ ଫାରାଡ଼େ, ତା’ପରେ ମାକ୍ସୱେଲ୍, ପରବର୍ତ୍ତୀ ସମୟରେ ଓଲିଭର୍ ହିଭିସାଇଡ୍ ଓ ହାଇନରିଖ୍ ହର୍ଜ୍ଙ୍କ ଗବେଷଣା ଯୋଗୁଁ ଏକକ ଶକ୍ତି ତତ୍ତ୍ଵତତ୍ତ୍ବ ସମ୍ପୂର୍ଣ୍ଣ ଭାବେ ବିକଶିତ ହେଲା । ଏହାକୁ ଉନବିଂଶ ଶତାବ୍ଦୀରେ ଗାଣିତିକ ଭୌତିକ ବିଜ୍ଞାନର ଏକ ବୃହତ୍ ଉପଲବ୍ଧି ବୋଲି କୁହାଯାଇପାରେ ।  ଆଲୋକର ପ୍ରକୃତି କଣ ତାହା ଜାଣିବାରେ ଏହି ତତ୍ତ୍ଵତତ୍ତ୍ବ ସହାୟକ ହେଲା । ସେହି ସମୟରେ ପ୍ରସ୍ତାବିତ ବିଦ୍ୟୁତ୍-ଚୁମ୍ଵକତ୍ଵଠାରୁଚୁମ୍ବକତ୍ବଠାରୁ ଏହା ଏକପଦ ଅଗ୍ରଗାମୀ ହୋଇ ଏକ ସାଧାରଣ ତତ୍ତ୍ଵରତତ୍ତ୍ବର ବିକାଶ ହେଲା । ଆଲୋକ ଏବଂ ଅନ୍ୟ ବିଦ୍ୟୁତ୍-ଚୁମ୍ଵକୀୟଚୁମ୍ବକୀୟ ତରଙ୍ଗ ପ୍ରମାତ୍ରିକ ରୂପ (ଈଂରାଜୀରେ Quantised Form) ଧାରଣ କରି '''ଫୋଟୋନ୍''' (ଈଂରାଜୀରେ Photon) ନାମରେ ଅଭିହିତ ହୁଅନ୍ତି । ଏହି ଫୋଟୋନ୍ ଦୋଳାୟମାନ ବିଦ୍ୟୁତ୍-ଚୁମ୍ଵକୀୟଚୁମ୍ବକୀୟ କ୍ଷେତ୍ରର ଏକ ଅବ୍ୟବସ୍ଥା ଓ ଏହା ଯେ କୌଣସି ମାଧ୍ୟମରେ ସ୍ଵତଃସ୍ବତଃ ପ୍ରସାରିତ ହୋଇଥାଏ । ଏହି ଦୋଳନର ଆବୃତ୍ତି ବିଭିନ୍ନ ପ୍ରକାରର ବିଦ୍ୟୁତ୍-ଚୁମ୍ଵକୀୟଚୁମ୍ବକୀୟ ବିକୀରଣର ସୂଚକ । ନିମ୍ନ ଆବୃତ୍ତିରେ ଏହା ରେଡିଓ ତରଙ୍ଗ, ମଧ୍ୟମ ଆବୃତ୍ତିରେ ଏହା ଆଲୋକ ଓ ଉଚ୍ଚ ଆବୃତ୍ତିରେ ଏହା ଗାମା କିରଣର ରୂପ ନେଇଥାଏ। 
 
୧୮୦୨ ମସିହାରେ ଜିଆନ୍ ଡୋମେନିକୋ ରୋମାଗ୍ନୋସି ନାମକ ଜଣେ ଈଟାଲୀୟ ନ୍ୟାୟଶାସ୍ତ୍ରବିତ୍ ଓରଷ୍ଟେଡଙ୍କ ଭଳି ପରୀକ୍ଷଣ କରି  ଦିଗବାରେଣୀ ଯନ୍ତ୍ରର ସୂଚୀ ବିକ୍ଷେପିତ ହେବା କଥା ପ୍ରକାଶ କରିଥିଲେ ଓ ଏକ ଈଟାଲୀୟ ସମ୍ବାଦ ପତ୍ର ଏହାକୁ ପ୍ରକାଶ କରିଥିଲା ।<ref>{{cite book|last1=Martins |first1=Roberto de Andrade |title=Nuova Voltiana: Studies on Volta and his Times |chapter=Romagnosi and Volta's Pile: Early Difficulties in the Interpretation of Voltaic Electricity |volume=vol. 3 |editors=Fabio Bevilacqua and Lucio Fregonese (eds) |publisher=Università degli Studi di Pavia |pages=81–102 |url=http://ppp.unipv.it/collana/pages/libri/saggi/nuova%20voltiana3_pdf/cap4/4.pdf |accessdate=2010-12-02 |deadurl=yes |archiveurl=https://web.archive.org/web/20130530200951/http://ppp.unipv.it/Collana/Pages/Libri/Saggi/Nuova%20Voltiana3_PDF/cap4/4.pdf |archivedate=2013-05-30 |df= }}</ref> କିନ୍ତୁ ରୋମାଗ୍ନୋସି ବିଜ୍ଞାନ ସହ ଜଡିତ ନ ଥିବାରୁ ତାଙ୍କର ଏହି ପରୀକ୍ଷା ପ୍ରତି କେହି ବିଶେଷ ଧ୍ୟାନ ଦେଇନଥିଲେ । 
 
== ମୌଳିକ ବଳସମୂହ ==
ଆଧୁନିକ ଭୌତିକ ବିଜ୍ଞାନରେ ପାରମାଣବିକ ବସ୍ତୁମାନଙ୍କ ପ୍ରକୃତି ନିରୂପଣ କରିବା ପାଇଁ [[କ୍ଷୁଦ୍ରକଣ ବିଜ୍ଞାନର ଆଦର୍ଶ ମାନଦଣ୍ଡ|ଆଦର୍ଶ ମାନଦଣ୍ଡ]] (ଈଂରାଜୀରେ Standard Model) ଗଠନ କରାଯାଇଛି । ଏହି ମାନଦଣ୍ଡ ଅନୁସାରେ ବିଦ୍ୟୁତ୍-ଚୁମ୍ଵକୀୟଚୁମ୍ବକୀୟ ବଳ ଚାରୋଟି ମୌଳିକ ବଳମାନଙ୍କ ମଧ୍ୟରୁ ଏକ । ଅନ୍ୟ ସବୁ ପ୍ରକାରର ବଳ ଏହି ବଳମାନଙ୍କଠାରୁ ହିଁ ଜାତ । ଏହି ଚାରି ପ୍ରକାରର ମୌଳିକ ବଳ ହେଲା: 
 
'''<u>୧. ଶକ୍ତିହୀନ ନାଭିକୀୟ ବଳ</u>''' (ଈଂରାଜୀରେ Weak Nuclear Forces): ଏହି ବଳ ସମସ୍ତ ପରମାଣୁ ମଧ୍ୟରେ ଥିବା ସମସ୍ତ ଅତିକ୍ଷୁଦ୍ର ବସ୍ତୁମାନଙ୍କୁ ବାନ୍ଧି ରଖିଥାଏ । ଅତିକ୍ଷୁଦ୍ର ବସ୍ତୁବିଜ୍ଞାନରେ ଏହି ବଳ ଓ ବିଦ୍ୟୁତ୍-ଚୁମ୍ଵକୀୟଚୁମ୍ବକୀୟ ବଳର ଏକକ ସ୍ଵରୂପସ୍ବରୂପ ଶକ୍ତିହୀନ-ବିଦ୍ୟୁତ୍ ବଳ (ଈଂରାଜୀରେ Electroweak Interaction) ଭାବେ ଜଣାଯାଏ । 
 
'''<u>୨. ଶକ୍ତିଶାଳୀ ନାଭିକୀୟ ବଳ</u>''' (ଈଂରାଜୀରେ Strong Nuclear Forces): ଏହି ବଳର ପ୍ରଭାବରେ କ୍ଵାର୍କ୍କ୍ବାର୍କ୍ (ଈଂରାଜୀରେ Quark)ମାନେ ସମ୍ମିଳିତ ହୋଇ ନ୍ୟୁକ୍ଳିୟନ୍ (ଈଂରାଜୀରେ Nucleon) ଗଠିତ ହୁଏ ଓ ପୁଣି ନ୍ୟୁକ୍ଳିୟନ୍ ସମ୍ମିଳିତ ହୋଇ ପାରମାଣବିକ ନାଭି (ଈଂରାଜୀରେ Nucleus)ର ଗଠନ ହୁଏ ।  
 
'''<u>୩. ମହାକର୍ଷଣୀୟ ବଳ</u>''' (ଈଂରାଜୀରେ gravitational force)
 
'''<u>୪. ବିଦ୍ୟୁତ୍-ଚୁମ୍ଵକୀୟଚୁମ୍ବକୀୟ ବଳ</u>''': ଦୈନନ୍ଦିନ ଜୀବନର ଅନେକ ଘଟଣା ପାଇଁ ଏହି ବଳର ଭୂମିକା ରହିଛି । ସରଳ ଭାଷାରେ କହିବାକୁ ଗଲେ, ପାରମାଣବିକ ନାଭିର ଯୁକ୍ତ ଚାର୍ଜ୍ ଓ ଇଲେକ୍ଟ୍ରନ୍ ମାନଙ୍କ ବିଯୁକ୍ତ ଚାର୍ଜ୍ ଯୋଗୁଁ ଯେଉଁ ବିଦ୍ୟୁତ୍-ଚୁମ୍ଵକୀୟଚୁମ୍ବକୀୟ ବଳ ସୃଷ୍ଟି ହୁଏ, ତାହା ଅଣୁମାନଙ୍କ ମଧ୍ୟରେ ଦେଖାଯାଉଥିବା ପରସ୍ପର କ୍ରିୟା ପାଇଁ ଦାୟୀ । ଏହି ବଳ ଅତିକ୍ଷୁଦ୍ର ବସ୍ତୁମାନଙ୍କର ସଂବେଗର କାରଣ ମଧ୍ୟ ଦର୍ଶାଇଥାଆନ୍ତି । ଆମ ଦେହର ଅଣୁ ଓ କୌଣସି ପଦାର୍ଥର ଅଣୁମାନଙ୍କ ମଧ୍ୟରେ କ୍ରିୟା-ପ୍ରତିକ୍ରିୟା ଯୋଗୁଁ ଆମେ ସେମାନଙ୍କ ପ୍ରକୃତ ସ୍ଵରୂପସ୍ବରୂପ ଅନୁଭବ କରିପାରୁ । ସମସ୍ତ ରାସାୟନିକ କ୍ରିୟା ପଛରେ ମଧ୍ୟ ଏହି ବଳର ଭୂମିକା ରହିଛି । 
 
ଇଲେକ୍ଟ୍ରନ୍ ମାନେ ଯେତେବେଳେ ପରସ୍ପରର ପ୍ରଭାବ କ୍ଷେତ୍ରରେ ଥିବା ପରମାଣୁମାନଙ୍କ ମଧ୍ୟରେ ଅଦଳ ବଦଳ ହୁଅନ୍ତି, ସେତେବେଳେ ସେମାନଙ୍କଠାରେ ସଂବେଗର ସୃଷ୍ଟି ହୁଏ । ଇଲେକ୍ଟ୍ରନ୍ ମାନଙ୍କ ଗତି ଯୋଗୁଁ ଜାତ ହେଉଥିବା ସଂବେଗ ପାରମାଣବିକ ଓ ଆଣବିକ ବଳର ଉତ୍ସ । ପଲିଙ୍କ ଏକାନ୍ତିକ ସିଦ୍ଧାନ୍ତ (ଈଂରାଜୀରେ Pauli’s Exclusion Principle) ଅନୁଯାୟୀ ଏକ ସୀମିତ ସ୍ଥାନରେ ଏକତ୍ରିତ ଇଲେକ୍ଟ୍ରନ୍ ମାନଙ୍କ ସଂବେଗରେ ବୃଦ୍ଧି ଘଟିଥାଏ ।  ଏପରିକି ବସ୍ତୁର ଘନତ୍ଵଘନତ୍ବ ମଧ୍ୟ ଇଲେକ୍ଟ୍ରନ୍ ମାନଙ୍କ ସଂବେଗର ଅଦଳବଦଳରେ ସୃଷ୍ଟ ବଳ ଓ ସେମାନଙ୍କ ମଧ୍ୟରେ ଥିବା ବିଦ୍ୟୁତ୍-ଚୁମ୍ଵକୀୟଚୁମ୍ବକୀୟ ବଳର ସନ୍ତୁଳନ ଉପରେ ନିର୍ଭର କରେ ।
 
== ପାରମ୍ପରିକ ପରିଭାଷା ==
୧୬୦୦ ମସିହାରେ ୱିଲିୟମ୍ ଗିଲବର୍ଟ୍ ପ୍ରଥମେ ପ୍ରସ୍ତାବ ଦେଇଥିଲେ ଯେ ଉଭୟ ବୈଦୁତିକ ଶକ୍ତି ଓ ଚୁମ୍ଵକୀୟଚୁମ୍ବକୀୟ ଶକ୍ତି ଯୋଗୁଁ ପଦାର୍ଥମାନଙ୍କ ମଧ୍ୟରେ ଆକର୍ଷଣ ଓ ବିକର୍ଷଣ ହୋଇଥାଏ । କିନ୍ତୁ ଦୁହେଁ ଭିନ୍ନ ଭିନ୍ନ ବଳ । ସେ କାଳରେ ସମୁଦ୍ରରେ ଯାତ୍ରା କରୁଥିବା ନାବିକମାନେ ଅନୁଧ୍ୟାନ କରିଥିଲେ ଯେ ବଜ୍ରପାତ ସମୟରେ ଦିଗବାରେଣୀ ଯନ୍ତ୍ରର ସୂଚୀ ବିକ୍ଷେପିତ ହୋଇଥାଏ । କିନ୍ତୁ ଏହାର କାରଣ କେହି ଜାଣି ନଥିଲେ । ୧୭୫୨ ମସିହାରେ ବେଞ୍ଜାମିନ୍ ଫ୍ରାଙ୍କଲିନ୍ଙ୍କ ପରୀକ୍ଷାପରେ ଜଣା ପଡ଼ିଲା ଯେ ବଜ୍ରପାତ ସମୟରେ ବିଦ୍ୟୁତ୍-ପ୍ରବାହ ହୋଇଥାଏ।  ୧୮୦୨ରେ ରୋମାଗ୍ନୋସି ପ୍ରଥମେ ଏହାର କାରଣ ଆକସ୍ମିକ ଭାବେ ଜାଣିପାରି ତାହା ପ୍ରକାଶ କଲେ । କିନ୍ତୁ ୧୮୨୦ରେ ଓରଷ୍ଟେଡ୍ ନିଜ ବୈଜ୍ଞାନିକ ପରୀକ୍ଷାଦ୍ଵାରାପରୀକ୍ଷାଦ୍ବାରା ଏହାକୁ ସର୍ବବିଦିତ କରାଇଲେ ।<ref name='Oersted'>{{cite web|url=http://www-istp.gsfc.nasa.gov/Education/whmfield.html |title=Magnetic Fields -- History |accessdate=2009-11-27 |last=Stern |first=Dr. David P. |first2=Mauricio |last2=Peredo |date=2001-11-25 |publisher=NASA Goddard Space Flight Center }}</ref> ତାଙ୍କ ଗବେଷଣାକୁ ବ୍ୟବହାର କରି ଆମ୍ପିୟର୍ ବିଦ୍ୟୁତ୍ ପରିବାହକ ଓ ଚୁମ୍ଵକୀୟଚୁମ୍ବକୀୟ ବଳ ମଧ୍ୟରେ ଗାଣିତିକ ସୂତ୍ରର ନିରୂପଣ କରିଥିଲେ ।
 
୧୮୨୦ରୁ ୧୮୭୩ ମସିହା ମଧ୍ୟରେ ଏହି ତତ୍ତ୍ଵରତତ୍ତ୍ବର ବିକାଶରେ ଅନେକ ବୈଜ୍ଞାନିକ ଭାଗୀ ହେଲେ । ସେହି ସମୟରେ ଜେମସ୍ କ୍ଲାର୍କ୍ ମାକ୍ସୱେଲ ସମସ୍ତ ଗବେଷଣାକୁ ଏକ ସୂତ୍ରରେ ବାନ୍ଧିବାରେ ସମର୍ଥ ହେଲେ ଓ ଆଲୋକର ବିଦ୍ୟୁତ୍-ଚୁମ୍ବକୀୟ ପ୍ରକୃତିର ଆବିଷ୍କାର କରିଥିଲେ । ପାରମ୍ପରିକ ବିଦ୍ୟୁତ୍-ଚୁମ୍ବକତ୍ଵରେଚୁମ୍ବକତ୍ବରେ ବିଦ୍ୟୁତ୍-ଚୁମ୍ଵକୀୟଚୁମ୍ବକୀୟ କ୍ଷେତ୍ରର ଗୁଣ ମାକ୍ସୱେଲଙ୍କ ସମୀକରଣଦ୍ଵାରାସମୀକରଣଦ୍ବାରା ଓ ବିଦ୍ୟୁତ୍-ଚୁମ୍ଵକୀୟଚୁମ୍ବକୀୟ ବଳର ମାପ ଲୋରେଞ୍ଜ୍ ବଳ ନିୟମଦ୍ଵାରାନିୟମଦ୍ବାରା ନିରୂପିତ ହୋଇଥାନ୍ତି । 
 
ପାରମ୍ପରିକ ବିଦ୍ୟୁତ୍-ଚୁମ୍ବକତ୍ଵରଚୁମ୍ବକତ୍ବର ପାରମ୍ପରିକ ଯାନ୍ତିକ ବିଜ୍ଞାନ ସହିତ ମତାନ୍ତର ରହିଛି । କିନ୍ତୁ ପାରମ୍ପରିକ ବିଦ୍ୟୁତ୍-ଚୁମ୍ବକତ୍ଵଚୁମ୍ବକତ୍ବ ବିଶେଷ ଆପେକ୍ଷିକ ତତ୍ତ୍ଵକୁତତ୍ତ୍ବକୁ ସମର୍ଥନ କରେ । ମାକ୍ସୱେଲଙ୍କ ସମୀକରଣ ଅନୁସାରେ ଶୂନ୍ୟରେ ଆଲୋକର ବେଗ ସ୍ଥିର ଓ ଅପରିବର୍ତ୍ତନୀୟ । ଏହା କେବଳ ଶୂନ୍ୟର ବୈଦୁତିକ ଅନୁଜ୍ଞତା ଓ ବିଶିଷ୍ଟ ଚୁମ୍ଵକଶୀଳତାଚୁମ୍ବକଶୀଳତା ଉପରେ ନିର୍ଭରଶୀଳ । କିନ୍ତୁ ସେ ସମୟରେ ଅନେକ ଦିନରୁ ଭୌତିକ ବିଜ୍ଞାନର ଭିତ୍ତିଭୂମି ସାଜିଥିବା ଗାଲିଲିଓଙ୍କ ନିଶ୍ଚରତା ନିୟମକୁ ଏହା ବିରୋଧ କରୁଥିଲା ।  ଉଦାହରଣ ସ୍ଵରୂପସ୍ବରୂପ: ପାରମ୍ପରିକ ବିଜ୍ଞାନ ଅନୁସାରେ ଏକ ସ୍ଥିର ବା ଗତିଶୀଳ ଉତ୍ସରୁ ବାହାରୁଥିବା ଆଲୋକର ବେଗ ସମାନ ହୋଇପାରିବ ନାହିଁ । ତେଣୁ ପାରମ୍ପରିକ ବିଜ୍ଞାନର ସହମତି ପାଇଁ ଶୂନ୍ୟରେ ଇଥର୍ ନାମକ ଏକ ମାଧ୍ୟମ ରହିଛି ଏବଂ ଆଲୋକ ଇଥର୍ ମାଧ୍ୟମରେ ଗତି କରେ ବୋଲି କୁହାଗଲା । କିନ୍ତୁ ସେତେବେଳେ ହୋଇଥିବା ସମସ୍ତ ପରୀକ୍ଷାରୁ ଏହା ସତ୍ୟ ବୋଲି ପ୍ରମାଣିତ ହୋଇପାରିଲା ନାହିଁ । ହେଣ୍ଡେରିକ୍ ଲୋରେଞ୍ଜ୍ ଓ ହେନେରି ପୋଇନକେର୍ଙ୍କ ସହାୟତାରେ ୧୯୦୫ ମସିହାରେ ଆଇନ୍ ଷ୍ଟାଇନ୍ ବିଶେଷ ଆପେକ୍ଷିକ ତତ୍ତ୍ଵରତତ୍ତ୍ବର ଆବିଷ୍କାର କଲେ ଓ ଏହି କାଳ୍ପନିକ ମାଧ୍ୟମ ଇଥର ସମ୍ଵନ୍ଧୀୟସମ୍ବନ୍ଧୀୟ ପ୍ରହେଳିକାର ଅନ୍ତ ହେଲା । ପାରମ୍ପରିକ ବିଦ୍ୟୁତ୍-ଚୁମ୍ବକତ୍ଵଚୁମ୍ବକତ୍ବ ପାରମ୍ପରିକ ଯାନ୍ତ୍ରିକ ବିଜ୍ଞାନର ସମର୍ଥନ କଲାନାହିଁ କିନ୍ତୁ ବିଶେଷ ଆପେକ୍ଷିକ ତତ୍ତ୍ଵରତତ୍ତ୍ବର ପରିଧୀରେ ଗୃହିତ ହେଲା ।  
 
ଆପେକ୍ଷିକ ତତ୍ତ୍ଵରତତ୍ତ୍ବର ଏକ ସିଦ୍ଧାନ୍ତ ଅନୁସାରେ ଗତିଶୀଳ ପରିବେଶରେ ଚୁମ୍ବକୀୟ କ୍ଷେତ୍ରରେ ପରିବର୍ତ୍ତନ ହୋଇ ସେଥିରେ ଏକ ବୈଦୁତିକ ଅଂଶର ଉଦ୍ଭବ ହୁଏ । ସେହିପରି ଗତିଶୀଳ ବୈଦୁତିକ କ୍ଷେତ୍ରରେ ଚୁମ୍ଵକୀୟଚୁମ୍ବକୀୟ ପ୍ରକୃତି ଦେଖାଦିଏ । ତେଣୁ ବୈଦୁତିକ କ୍ଷେତ୍ର ଓ ଚୁମ୍ଵକୀୟଚୁମ୍ବକୀୟ କ୍ଷେତ୍ର ଦୁଇଟି ଭିନ୍ନ ଭିନ୍ନ କ୍ଷେତ୍ର ନୁହେଁ, ବରଂ ଏକ ମୁଦ୍ରାର ଦୁଇ ପାର୍ଶ୍ଵପାର୍ଶ୍ବ ଭଳି । 
 
== ଆଧୁନିକ ପରିଭାଷା ==
୧୯୦୫ ମସିହାରେ ଆଇନ୍ ଷ୍ଟାଇନଙ୍କଦ୍ଵାରାଷ୍ଟାଇନଙ୍କଦ୍ବାରା ଲିଖିତ ଦ୍ଵିତୀୟଦ୍ବିତୀୟ ନିବନ୍ଧରେ ସେ ପାରମ୍ପରିକ ବିଦ୍ୟୁତ୍-ଚୁମ୍ଵକତ୍ଵରଚୁମ୍ବକତ୍ବର ସତ୍ୟତା ଉପରେ ଅନେକ ପ୍ରଶ୍ନବାଚୀ ଉଠାଇଥିଲେ । ଆଇନ୍ ଷ୍ଟାଇନଙ୍କଦ୍ଵାରାଷ୍ଟାଇନଙ୍କଦ୍ବାରା ପ୍ରସ୍ତାବିତ ତତ୍ତ୍ଵରେତତ୍ତ୍ବରେ କୁହାଗଲା ଯେ ଆଲୋକ କେବଳ ଏକ ତରଙ୍ଗ ନୁହେଁ । ଏହାକୁ ଏକ କ୍ଷୁଦ୍ରକଣ ଭଳି ମଧ୍ୟ ଦେଖାଯାଇପାରେ । ଅର୍ଥାତ୍ ଆଲୋକରେ ସାଧାରଣ ପଦାର୍ଥ ପରି କେତେକ ଗୁଣ ରହିଛି । ଏହି କ୍ଷୁଦ୍ରକଣକୁ ପରବର୍ତ୍ତୀ ସମୟରେ ଫୋଟୋନ୍ କୁହାଗଲା । ଆଇନ୍ ଷ୍ଟାଇନଙ୍କ ଏହି ଆବିଷ୍କାର ପାଇଁ ତାଙ୍କୁ ନୋବେଲ୍ ପୁରସ୍କାରଦ୍ଵାରାପୁରସ୍କାରଦ୍ବାରା ସମ୍ମାନିତ କରାଯାଇଥିଲା । ୧୯୦୦ ମସିହାରେ ମ୍ୟାକ୍ସ୍ ପ୍ଲାଙ୍କ୍ ଅତି-ବାଇଗଣି ରଶ୍ମୀର ପରୀକ୍ଷା କରି “ପ୍ରମାତ୍ର” (ଈଂରାଜୀରେ Quanta/Quantum) ଶବ୍ଦର ପ୍ରଚଳନ କଲେ । ତାପଯୁକ୍ତ ବସ୍ତୁରୁ ଭିନ୍ନ ଭିନ୍ନ କ୍ଷୁଦ୍ରାଂଶରେ ବିଦ୍ୟୁତ୍-ଚୁମ୍ଵକୀୟଚୁମ୍ବକୀୟ ବିକୀରଣ ହୁଏ ବୋଲି ପ୍ଲାଙ୍କ୍ ପରୀକ୍ଷାଦ୍ଵାରାପରୀକ୍ଷାଦ୍ବାରା ଦର୍ଶାଇଲେ । ପାରମ୍ପରିକ ବିଜ୍ଞାନରେ କେବଳ ଏକ ପ୍ରକାରର ତରଙ୍ଗ ବୋଲି କୁହାଯାଉଥିବା ଆଲୋକର ଏକ ନୂଆ ରୂପ ସମ୍ପର୍କରେ ବିଶ୍ଵବାସୀବିଶ୍ବବାସୀ ଜାଣିପାରିଲେ ।  ଏହି ଦୁଇ ବୈଜ୍ଞାନିକଙ୍କ ତତ୍ତ୍ଵକୁତତ୍ତ୍ବକୁ ଆଧାର କରି ୧୯୨୫ ମସିହାରେ ପ୍ରମାତ୍ର ଯାନ୍ତ୍ରିକୀ  (ଈଂରାଜୀରେ Quantum Mechanics) ଓ ପରବର୍ତ୍ତୀ ସମୟରେ ବିଦ୍ୟୁତ୍-ଚୁମ୍ଵକୀୟତାରଚୁମ୍ବକୀୟତାର ପ୍ରମାତ୍ର ତତ୍ତ୍ଵତତ୍ତ୍ବ (ଈଂରାଜୀରେ Quantum Theory of Electromagnetism) ଗଠିତ ହେଲା ।  
 
ପ୍ରମାତ୍ର ବିଦ୍ୟୁତଗତିବିଜ୍ଞାନ (Quantum Electrodynamics): ଆଧୁନିକ ବିଜ୍ଞାନରେ ପ୍ରମାତ୍ର ବିଦ୍ୟୁତଗତିବିଜ୍ଞାନ ମାକ୍ସୱେଲଙ୍କ ସମୀକରଣକୁ ଅତିକ୍ରମ କରି ଏକ ସଠିକ୍ ତଥ୍ୟ ପରିବେଷଣ କରିଥିବାରୁ ରିଚାର୍ଡ୍ ଫେମ୍ୟାନ୍ ଏହାକୁ “ଭୌତିକ ବିଜ୍ଞାନର ମଉଡମଣି” ବୋଲି କହିଛନ୍ତି । <ref name=feynbook>{{cite book |last=Feynman |first=Richard |authorlink=Richard Feynman |year=1985 |isbn=978-0-691-12575-6 |title=QED: The Strange Theory of Light and Matter |publisher=Princeton University Press}}</ref>
 
== ବିଦ୍ୟୁତ୍-ଚୁମ୍ବକୀୟ ମାତ୍ରକ ==
ବିଦ୍ୟୁତ୍-ଚୁମ୍ବକତ୍ଵଚୁମ୍ବକତ୍ବ କ୍ଷେତ୍ରରେ ବ୍ୟବହୃତ କେତେକ ସତ୍ତ୍ଵରସତ୍ତ୍ବର ମାତ୍ରକମାନେ ହେଲେ
{| class="wikitable"
!ବିଦ୍ୟୁତ୍-ଚୁମ୍ବକୀୟ ସତ୍ତ୍ଵସତ୍ତ୍ବ
!ମାତ୍ରକ
|-
|କୁଲମ୍
|-
|ଚୁମ୍ଵକୀୟଚୁମ୍ବକୀୟ ପ୍ରବାହ
|ୱେବର୍
|-
|ଚୁମ୍ଵକୀୟଚୁମ୍ବକୀୟ ପ୍ରବାହର ଘନତ୍ଵଘନତ୍ବ
|ଟେସଲା
|-
୩୫,୫୫୩

ଗୋଟି ସମ୍ପାଦନା

ଦିଗବାରେଣି ମେନୁ