"ମେରୀ କ୍ୟୁରୀ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Jump to navigation Jump to search
ଟିକେ
ବ/ୱ ଫଳା ବଦଳ
ଟିକେ (ଵ ବଦଳରେ ବ, as per https://or.wikipedia.org/wiki/topic:Up86qjal0bt4nlce)
ଟିକେ (ବ/ୱ ଫଳା ବଦଳ)
}}
ମେରୀ କ୍ୟୁରି (୭ ନଭେମ୍ବର ୧୮୬୭ - ୪ ଜୁଲାଇ ୧୯୩୪) ଜଣେ ଫରାସୀ ଭୌତିକବିଦ ଓ ରସାୟନବିଦ ଥିଲେ । ଦୁଇଟି ନୋବେଲ ପୁରସ୍କାର ପାଇବାରେ ସେ ହେଉଛନ୍ତି ପ୍ରଥମ ଓ ଏକମାତ୍ର ବ୍ୟକ୍ତି ।
ସେ ପ୍ୟାରିସ୍ ବିଶ୍ବବିଦ୍ୟାଳୟରବିଶ୍ୱବିଦ୍ୟାଳୟର ପ୍ରଥମ ମହିଳା ପ୍ରଫେସର ଥିଲେ ।
ମେରୀ କ୍ୟୁରି ବାର୍ସାରେ ଜନ୍ମଗ୍ରହଣ କରିଥିଲେ ଯାହା ସେତେବେଳେ ପୋଲାଣ୍ଡ ରାଜ୍ୟ ଅନ୍ତର୍ଭୁକ୍ତ ଥିଲା । ୧୮୯୧ରେ ୨୪ ବର୍ଷ ବୟସରେ ସେ ଉଚ୍ଚତର ଉପାଧି ପାଇଁ ପ୍ୟାରିସ୍ ଗଲେ । ପରବର୍ତ୍ତି ଗବେଷଣା ମଧ୍ୟ ସେଠାରେ କରିଥିଲେ । ୧୯୦୩ ମସିହାରେ ସେ, ତାଙ୍କ ସ୍ବାମୀସ୍ୱାମୀ ପିରେ କ୍ୟୁରି ଏବଂ ହେନ୍ରି ବକେରେଲ୍ ଭୌତିକ ବିଜ୍ଞାନରେ ନୋବେଲ ପୁରସ୍କାର ପାଇଲେ । କିନ୍ତୁ ୧୯୧୧ ରସାୟନ ନୋବେଲ୍ ପୁରସ୍କାର ମେରୀ କ୍ୟୁରି ଏକକ ଭାବେ ପାଇଥିଲେ । ମେରୀ କ୍ୟୁରି ହେଉଛନ୍ତି ନୋବେଲ୍ ପୁରସ୍କାର ପାଇବାରେ ପ୍ରଥମ ମହିଳା, ଦୁଇଟି କ୍ଷେତ୍ରରେ ନୋବେଲ ପାଇବାରେ ଏକମାତ୍ର ମହିଳା ଓ ଏକାଧିକ ବିଜ୍ଞାନରେ ନୋବେଲ୍ ପାଇବାରେ ଏକମାତ୍ର ବ୍ୟକ୍ତି ।
== ଆଧାର ==
{{ଆଧାର}}
୩୮,୪୬୫

ଗୋଟି ସମ୍ପାଦନା

ଦିଗବାରେଣି ମେନୁ