"ଚାର୍ଲ୍ସ ଡିକେନ୍ସ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Jump to navigation Jump to search
ଟିକେ
ସାଧାରଣ ବନାନ ସୁଧାର
ଟିକେ (ବ/ୱ ଫଳା ବଦଳ)
ଟିକେ (ସାଧାରଣ ବନାନ ସୁଧାର)
<ref>{{harvnb|Mazzeno|2008|p=76}}.</ref><ref>{{harvnb|Chesterton|2005|pp=100–126}}.</ref>
 
ଡିକେନ୍ସଙ୍କ ଜନ୍ମ [[ଇଂଲଣ୍ଡ]]ର ପୋର୍ଟ୍ସମାଉଥଠାରେ ହେଇଥିଲା । ତାଙ୍କର ଋଣଗ୍ରସ୍ତ ପିତାଙ୍କୁ ରୁଣ ସୁଝି ନ ପାରିବାରୁ  ଜେଲ ଦଣ୍ଡ ମିଳିବାରୁ ବାଲ୍ୟ କାଳରୁ ସେ ସ୍କୁଲ ଛାଡି ଏକ କାରଖାନାରେ କାର୍ଯ୍ୟ କରିବାକୁ ହେଇଥିଲା । ସାଧାରଣ ବିଦ୍ୟାଳୟ ଶିକ୍ଷ୍ୟାଶିକ୍ଷା କମ ପାଇଥିଲେ ମଧ୍ୟ ସେ ଏକ ସାପ୍ତାହିକି ଜର୍ନାଲ ୨୦ ବର୍ଷ ଧରି ସମ୍ପାଦନା କରିଥିଲେ ଓ ୧୫ଟି କାଳ୍ପନିକ ଉପନ୍ୟାସ ସହ ୫ଟି କ୍ଷୁଦ୍ର ଉପନ୍ୟାସ , ଶତାଧିକ କ୍ଷୁଦ୍ର ଗଳ୍ପ , ଅନେକ ଅଣ–କାଳ୍ପନିକ ଲେଖା ବଳି ରଚନା କରିବା ସହ ବ୍ୟାପକ ଭାବରେ ବକୃତା ଦେଇଥିଲେ । ସେ ନିରନ୍ତର ଭାବରେ ଜଣେ ପତ୍ର ଲେଖକ ଥିଲେ । ସାମାଜିକ କ୍ଷେତ୍ରରେ ଅବଦାନ ଭାବରେ ସେ ଶିଶୁ ମାନଙ୍କ ଶିକ୍ଷ୍ୟାଶିକ୍ଷା , ସାମାଜିକ ଅଧିକାରର ଜଣେ ବଳିଷ୍ଟ ସମର୍ଥକ ଓ ଅଗ୍ରଦୂତ ଭାବରେ ରହିଥିଲେ ।
 
 ଡିକେନ୍ସ 1836 ମସିହାରେ “ ଦି ପିକୱିକ ପେପର୍ସ “( [http://The%20Pickwick%20Papers The Pickwick Papers] ) ନାମକ ଏକ ଧାରାବାହିକ ଲେଖା ପ୍ରକାଶ କରି ଦ୍ରୁଷ୍ଟି ଆକର୍ଷଣ କରିଥିଲେ । ମାତ୍ର କିଛି ବର୍ଷ ମଧ୍ୟରେ ସେ ତାଙ୍କର ଲେଖାରେ ସାମାଜିକ ଚରିତ୍ର ଗୁଡିକର ନିଖୁଣ ଚିତ୍ରଣ , ଲେଖାରେ ନାଟକୀୟତା ତଥା ସମାଜର ସାଂପ୍ରତିକ ଘଟଣା ବଳିର ଜୀବନ୍ତ ଭଙ୍ଗିରେ ଉପସ୍ଥାପନା ପାଇଁ ଅନ୍ତର୍ଜାତିକ ସ୍ତରରେ ପରିଚିତ ହେଇ ଗଲେ । ସେହି ସମୟରେ ତାଙ୍କର ଉପନ୍ୟାସ ମାସିକ ବା ସାପ୍ତାହିକ ପତ୍ରିକାରେ ଧାରାବାହିକ ହିସାବରେ ପ୍ରକାଶିତ ହଉଥିଲା ।ସମୟ କ୍ରମେ ଭିକ୍ଟୋରିଆ ଯୁଗରେ ଏହା ସବୁଠାରେ ପ୍ରଚଳିତ ପ୍ରକାଶନ ଧାରାରେ ପରିଣତ ହେଇଥିଲା । ତାଙ୍କର ଅନନ୍ୟ "ଧାରାବାହିକ ପ୍ରକାଶନ" ମଧ୍ୟମଦ୍ୱାରା ସେ ପାଠକ ମାନଙ୍କ ପ୍ରତିକ୍ରିୟା ଜାଣି ସେହି ଅନୁସାରେ ତାଙ୍କର ଆଗାମୀ ପର୍ଯ୍ୟାୟ ଲେଖାର କାହାଣୀକୁ ପରିବର୍ତନ କରୁଥିଲେ । ସେ ତାଙ୍କର ସର୍ବାଧିକ ଆଦୃତ ଉପନ୍ୟାସ “ ଦେଭିଡ କପରଫିଳ୍ଡ ‘ ( [http://David%20Coppersfield David Coppersfield] )ରେ "ମିସ ମିକାୱର"ଙ୍କ ଚରିତ୍ର ଦୁର୍ବଳତାକୁ ପ୍ରତିଫଳନ କରୁଥିବାର ମତ ଜାଣିବା ପରେ ତାହାକୁ ପରବର୍ତୀ ଅଧ୍ୟାୟରେ ସକାରାତ୍ମକ ଚରିତ୍ରରେ ପରିବର୍ତନ କରିଥିଲେ । ସେ ସେହି ସମୟରେ ଇଂଲଣ୍ଡ ରାସ୍ତାରେ ବୁଲୁଥିବା ବା କାରଖାନାରେ ଶ୍ରମିକ ଥିବା ଅଶିକ୍ଷିତ ବାଳକ ମାନଙ୍କୁ ବସେଇ ତାଙ୍କୁ ମାସିକ ଧାରାବାହିକ ସବୁ ପଢି ଶୁଣାଉଥିଲେ ଓ ତାହାଦ୍ୱାରା ସେମାନେ ଏକ ନୂତନ ଶ୍ରେଣୀର ପାଠକ ହେଇ ଅଣପରମ୍ପରିକ ଶିକ୍ଷ୍ୟାଶିକ୍ଷା ମଧ୍ୟ ପାଉଥିଲେ । .<ref>{{harvnb|Hauser|1999|p=116}}.</ref>
 
ତାଙ୍କ ସମୟରେ ଡିକେନ୍ସ ଜଣେ ପ୍ରବୃଦ୍ଧ ସାହିତ୍ୟିକ ଭାବରେ ଜଣା ଶୁଣା ହେଇ ସାରିଥିଲେ ଓ ୧୯୪୮ ମସିହାରେ ତାଙ୍କର ଉପନ୍ୟାସ “[http://A%20Christmas%20Carol A Christmas Carol],” ବହୁ ପ୍ରଶଂଷିତ ହେବା ସହ ଅନେକ ନୂତନ ଲେଖକଙ୍କ ପାଇଁ ମାର୍ଗଦର୍ଶକ ହେଇଥିଲା । ତାଙ୍କର ଉପନ୍ୟାସ “''[http://Oliver%20Twist Oliver Twist] ''“ଓ “ ''[http://Great%20Expectations Great Expectations]''” ଆଦୃତ ହେବା ସହ ଆଦର୍ଶ ମଧ୍ୟ ହେଇଥିଲା । ତାଙ୍କର ଲେଖା ସବୁକୁ ଭିକ୍କ୍ଟୋରିଆ ଯୁଗର ଉପୋନ୍ୟାସ ସାହିତ୍ୟର ଏକ ନିଦର୍ଶନ ଭାବରେ ନିଆଯାଇ ଆସୁଛି । ଲଣ୍ଡନ ଓ ପାରିସ ଦୁଇଟି ମୁଖ୍ୟ ଇଉରୋପୀୟ ମହାନଗରୀ ଉପରେ ପରଜ୍ଯବେଶିତ ଡିକେନ୍ସଙ୍କ ଉପନ୍ୟାସ “[http://A%20Tale%20of%20Two%20Cities, A Tale of Two Cities,]”ରେ ସେ ଯୁଗର ଏକ ଶ୍ରେଷ୍ଠ ଏଇତିହାସିକ କାଳ୍ପନିକ ଉପନ୍ୟାସ ଭାବରେ ତାଙ୍କୁ ସ୍ୱୀକୃତି ଦେଇଥିଲା । ଡିକେନ୍ସଙ୍କ ଲେଖା ସମୂହକୁ ବିଶ୍ୱର ପ୍ରଖ୍ୟାତନାମା ଲେଖକ ଲିଓ ଟଲଷ୍ଟୟ , ଜର୍ଜ ଅରୱେଲ, ଓ ଜି . କେ . ଚେଷ୍ଟାରଟନ ଲେଖା ସମୂହରେ ରହିଥିବା ମାନବୀୟ ମୂଲ୍ୟବୋଧ, ବାସ୍ତବିକତା , ହସ୍ୟରସ , ଗଦ୍ୟ ଶୈଳୀ , ଚରିତ୍ର ଚିତ୍ରଣ ଶୈଳୀ ପାଇଁ ଭୂୟସୀ ପ୍ରସଂଶା କରିଥିଲେ । ଅପର ପକ୍ଷରେ ଓସ୍କାର ୱାଇଲ୍ଡ , ହେନେରୀ ଜେମ୍ସ ଓ ଭିର୍ଜିନିଆ ଊଲ୍ଫ ତାଙ୍କର ସାହିତ୍ୟରେ ମନସ୍ତାତ୍ୱିକ ଗଭୀରତାର ଅଭାବ ଓ ହୁଗୁଳା ବିଷୟ ଲେଖୁ ଥିବାର ଅଭିଯୋଗ ମଧ୍ୟ କରିଥିଲେ । ତେବେ ତାଙ୍କର ଲେଖାର ଶୈଳୀ “ ଡିକେନ୍ସଆନ” ଶୈଳୀ ଭାବରେ ପରିଚିତ ହେଇ ଦରିଦ୍ର ସାମାଜିକ ଅବସ୍ଥା ଓ ହାସ୍ୟ- କାରୁଣ୍ୟର ପରିଚୟ ଦେଇଥିଲା । 
I୧୮୧୫ ମସିହାରେ ଜନ  ଡିକେନ୍ସଙ୍କୁ ଇଂଲଣ୍ଡରେ ସ୍ଥାପିତ କରାଗଲା ଓ ସେତେବେଳେ ଚାର୍ଲ୍ସଙ୍କୁ ୪ ବର୍ଷ ହେଇଥିଲା । ସେ ୧୧ ବର୍ଷ ହେବା ଯାଏ ସେଠାରେ ଶିର୍ନେସ ଓ କେଣ୍ଟଠାରେ ରହିଥିଲେ ।<ref>Charles Dickens and the Great Theatre of the World, Simon Callow, p.5</ref> ତାଙ୍କର ବାଲ୍ୟ କାଳ ଅତ୍ୟନ୍ତ ସାଧାରଣ ଥିଲା ଓ ଏକ ବୃହତ ପରିବାରରେ ଥିବା ହେତୁ ବିଶେଷ କିଛି ସ୍ୱତନ୍ତ୍ର ଯତ୍ନ ପାଇ ନଥିଲେ । .<ref>{{Harvard citation no brackets|Forster|2006|p=13}}.</ref>
 
 ବାଳକ ଚାର୍ଲ୍ସ ବେଶି ସମୟ ବାହାରେ ରହୁଥିଲେ ଓ ଜଣେ ସର୍ବଗ୍ରାସି ପାଠକ ଥିଲେ । ସେ ତାଙ୍କ ସମୟରେ ଜନପ୍ରିୟ  ଥିବା "ତୋବିଅସ ସ୍ମଲେଟ" , "ହେନେରୀ ଫିଲଡିଙ୍ଗ"  ଆଦି ଲେଖକଙ୍କ ଚିତ୍ରିତ ଉପନ୍ୟାସ ଓ "ରବିନସନ କୃଶୋ " ," ଗିଲ ବ୍ଳାସ " ପରି ଜନପ୍ରିୟ  ଉପନ୍ୟାସ ପଢିବା ସହ " ଆରବିଆନ ନାଇଟ" "ଏଲିଜାବେଥ ଇଞ୍ଚବାଲ୍ଡ"<ref>Simon Callow, Charles Dickens and the Great Theatre of the World, p.7</ref>ଙ୍କ ହାସ୍ୟ ଲେଖବଳି ସଂଗ୍ରହକୁ ବାରମ୍ବାର ପଠନ କରୁଥିଲେ । ତାଙ୍କର ସ୍ମୃତି ଶକ୍ତି ପ୍ରଖର ଥିଲା ଓ ତାହା ତାଙ୍କ ପାଇଁ ପରବର୍ତୀ ଲେଖକ ଜୀବନରେ ବହୁ ଉପାଦେୟ ହେଇଥିଲା ।  ସେ ଜନସାଧାରଣଙ୍କ ଭିତରେ ଲକ୍ଷ୍ୟ କରୁଥିବା ଘଟଣା  ସବୁ ମନେ ରଖିପାରୁଥିଲେ ଓ ଉପନ୍ୟାସ ରଚନା ବେଳେ ସେହି ଘଟଣା ବଳିକୁ ସୁନ୍ଦର ରୂପ ଦେଇ କାଳ୍ପନିକ ଚରିତ୍ର ସବୁ<ref>{{Harvard citation no brackets|Ackroyd|1990|pp=22–24:29–30}}.</ref>ର ଚିତ୍ରଣ କରିପାରୁଥିଲେ ।ସେ କିଛି କାଳ ନୌସେନା ବିଭାଗ  ରେ ତାଙ୍କ ପିତାଙ୍କ ସ୍ଥାନରେ ଦରମା ଅଫିସର ଭାବରେ କାର୍ଯ୍ୟ ପାଇଥିଲେ ଓ ସେହି ସମୟରେ କିଛି ବେସରକାରୀ ସ୍କୁଲ ଶିକ୍ଷ୍ୟାଶିକ୍ଷା ହାସଲ କରିଥିଲେ ।  <ref>{{Harvard citation no brackets|Ackroyd|1990|p=41}}.</ref>
[[ଫାଇଲ:Dickens-at-the-Blacking-Warehouse.jpg|alt=drawing|ବାଆଁ|thumb|୧୮୯୨ ମସିହାରେ ପ୍ରକାଶ ପାଇଥିବା ଚାର୍ଲ୍ସ ଡିକେନ୍ସଙ୍କ ଜୀବନୀ ଉପରେ ଫୋର୍ସ୍ତର ଲେଖିଥିବା ପୁସ୍ତକ ([http://Life%20of%20Dickens Life of Dickens])  ଏକ ଚିତ୍ରରେ ଜୋତା କାରଖାନାରେ କାମ କରୁଥିବାର ଏକ ଅଙ୍କିତ  ଚିତ୍ର  <br>
<ref>{{Harvard citation no brackets|Schlicke|1999|p=158}}.</ref>]]
୩୫,୫୦୮

ଗୋଟି ସମ୍ପାଦନା

ଦିଗବାରେଣି ମେନୁ