"ଲକ୍ଷ୍ମୀ ନାରାୟଣ ଭଞ୍ଜ ଦେଓ" ପୃଷ୍ଠାର ସଂସ୍କରଣଗୁଡ଼ିକ ମଧ୍ୟରେ ତଫାତ
Content deleted Content added
ଟିକେNo edit summary |
ଟିକେ added Category:୧୯୧୨ ଜନ୍ମ using HotCat |
||
୫୧ କ ଧାଡ଼ି: | ୫୧ କ ଧାଡ଼ି: | ||
== ଆଧାର == |
== ଆଧାର == |
||
{{ଆଧାର}} |
{{ଆଧାର}} |
||
[[ଶ୍ରେଣୀ:୧୯୧୨ ଜନ୍ମ]] |
୨୩:୪୦, ୧୫ ଜୁଲାଇ ୨୦୧୯ ଅନୁସାରେ କରାଯାଇଥିବା ବଦଳ
ଲକ୍ଷ୍ମୀ ନାରାୟଣ ଭଞ୍ଜ ଦେଓ | |
---|---|
ବିଧାୟକ: ସ୍ୱାଧୀନତା ପୂର୍ବର ୨ୟ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୪୬ – ୧୯୫୨ | |
ନିର୍ବାଚନ ମଣ୍ଡଳୀ | କେନ୍ଦୁଝର |
ବିଧାୟକ: ୩ୟ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୫୨ – ୧୯୫୭ | |
ପର ଅଧିକାରୀ | ଜନାର୍ଦନ ଭଞ୍ଜ ଦେଓ, କୃଷ୍ଣ ଚନ୍ଦ୍ର ମହାପାତ୍ର |
ନିର୍ବାଚନ ମଣ୍ଡଳୀ | କେନ୍ଦୁଝର |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | ଜୁଲାଇ ୨୫, ୧୯୧୨ |
ମୃତ୍ୟୁ | ୯ ଜୁଲାଇ ୧୯୮୬ | (ବୟସ ୭୩)
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ସ୍ୱାଧୀନ |
ଜୀବନ ସାଥୀ | ଏ. ସାଉ ପ୍ରେମଲତିକା ରାଜେ |
ସନ୍ତାନ | ୧ ପୁଅ, ୩ ଝିଅ |
ବାପା/ବୋଉ | ରାଜା ଗୋବିନ୍ଦ ନାରାୟଣ ଭଞ୍ଜ ଦେଓ (ବାପା) |
ବୃତ୍ତି | ରାଜନୀତିଜ୍ଞ |
ଲକ୍ଷ୍ମୀ ନାରାୟଣ ଭଞ୍ଜ ଦେଓ (ଜନ୍ମ: ୨୫ ଜୁଲାଇ ୧୯୧୨ - ୯ ଜୁଲାଇ ୧୯୮୬) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସ୍ୱାଧୀନତା ପୂର୍ବରୁ ଏବଂ ପରେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ସେ କାର୍ଯ୍ୟ କରିଥିଲେ । ୧୯୪୬ ମସିହାରେ ପରାଧୀନ ଭାରତରେ ୨ୟ ଓଡ଼ିଶା ବିଧାନ ସଭାକୁ ଏବଂ ସ୍ୱାଧୀନତା ପରେ ୧୯୫୨ ମସିହାର ୧ମ ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ କେନ୍ଦୁଝର ୧ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]
ଆଧାର
- ↑ "Late Laxmi Narayan Bhanj Deo". odishaassembly.nic.in. Odisha Assembly. Retrieved 15 July 2019.
{{cite web}}
: Cite has empty unknown parameter:|dead-url=
(help)