"ଛାୟାପଥ" ପୃଷ୍ଠାର ସଂସ୍କରଣଗୁଡ଼ିକ ମଧ୍ୟରେ ତଫାତ
Aliva Sahoo (ଆଲୋଚନା | ଅବଦାନ) ଟିକେ added Category:ସୂର୍ଯ୍ୟ ମଣ୍ଡଳ using HotCat |
Aliva Sahoo (ଆଲୋଚନା | ଅବଦାନ) No edit summary |
||
୫ କ ଧାଡ଼ି: | ୫ କ ଧାଡ଼ି: | ||
ବ୍ରହ୍ମାଣ୍ଡରେ ଶହେ ଆରବ ଛାୟାପଥର ଅସ୍ତିତ୍ତ୍ୱ ରହିଛି , ଯାହା ବଡ ମାତ୍ରାରେ ତାରା, ଗ୍ୟାସ ଓ ଖଗୋଲୀୟ ଧୂଳୀକୁ ସାଉଣ୍ଟି ରଖିଛି । ଛାୟାପଥ ନିଜ ଜୀବନ ଏକଲକ୍ଷ ବର୍ଷ ପୂର୍ବେ ପ୍ରାରମ୍ଭ କରିଥିଲା ଏବଂ ଧିରେ ଧିରେ ନିଜର ବର୍ତ୍ତମାନ ସ୍ୱରୂପକୁ ପ୍ରାପ୍ତ କରିଥିଲା । ପ୍ରତ୍ୟେକ ଛାୟାପଥ ତାରା ମାନଙ୍କୁ ସାଉଣ୍ଟି ରଖିଛି । ଗୁରୁତ୍ୱାକର୍ଷଣ ତାରା ମାନଙ୍କୁ ଏକା ସହିତ ବାନ୍ଧି ରଖିଥାଏ ଏବଂ ଏହିପ୍ରକାରେ ସେମାନଙ୍କ ଛାୟାପଥ ଏକାସହିତ ମିଶି ତାରା ଗୁଚ୍ଛରେ ରହିଥାଏ । |
ବ୍ରହ୍ମାଣ୍ଡରେ ଶହେ ଆରବ ଛାୟାପଥର ଅସ୍ତିତ୍ତ୍ୱ ରହିଛି , ଯାହା ବଡ ମାତ୍ରାରେ ତାରା, ଗ୍ୟାସ ଓ ଖଗୋଲୀୟ ଧୂଳୀକୁ ସାଉଣ୍ଟି ରଖିଛି । ଛାୟାପଥ ନିଜ ଜୀବନ ଏକଲକ୍ଷ ବର୍ଷ ପୂର୍ବେ ପ୍ରାରମ୍ଭ କରିଥିଲା ଏବଂ ଧିରେ ଧିରେ ନିଜର ବର୍ତ୍ତମାନ ସ୍ୱରୂପକୁ ପ୍ରାପ୍ତ କରିଥିଲା । ପ୍ରତ୍ୟେକ ଛାୟାପଥ ତାରା ମାନଙ୍କୁ ସାଉଣ୍ଟି ରଖିଛି । ଗୁରୁତ୍ୱାକର୍ଷଣ ତାରା ମାନଙ୍କୁ ଏକା ସହିତ ବାନ୍ଧି ରଖିଥାଏ ଏବଂ ଏହିପ୍ରକାରେ ସେମାନଙ୍କ ଛାୟାପଥ ଏକାସହିତ ମିଶି ତାରା ଗୁଚ୍ଛରେ ରହିଥାଏ । |
||
ପ୍ରାରମ୍ଭରେ ଖଗୋଲୀୟ ଶାସ୍ତ୍ରୀ ମାନଙ୍କ ଧାରଣା ଥିଲା ଯେ, ବ୍ରହ୍ମାଣ୍ଡରେ ନୂତନ ଛାୟାପଥର ଜନ୍ମ ସମ୍ଭବତଃ ପୁରୂଣା ଛାୟାପଥର ବିଷ୍ଫୋଟର ଫଳସ୍ୱରୂପ ହୋଇଥାଏ । କିନ୍ତୁ ୟାର୍କ ବିଶ୍ୱବିଦ୍ୟାଳୟର ଖଗୋଲୀୟ ଶାସ୍ତ୍ରୀ- ଡଃ॰ସୀ.ଆର. ପ୍ୟୁଟର୍ନ ଏବଂ ଡଃ॰ଏ.ଈ ରାଇଟ, ଛାୟାପଥର ଚାରୋଟି ସମୂହକୁ ଅନ୍ତରକ୍ରୀୟାର ଅଧ୍ୟୟନ କରି ଏହି ଧାରଣାର ଖଣ୍ଡନ କରିଛନ୍ତି । ସେମାନେ ମତ ଦେଇଥିଲେ ଯେ, ଛାୟାପଥ ମଝିରେ ଏହି ପ୍ରକାର ବିଷ୍ଫୋଟକ ଅନ୍ତର କ୍ରୀଆ ରହି ନଥାଏ ଯାହା ନୂତନ ଛାୟାପଥ କୁ ଜନ୍ମ ଦେଇପାରେ । |
|||
[[ଶ୍ରେଣୀ:ପୃଥିବୀ]] |
[[ଶ୍ରେଣୀ:ପୃଥିବୀ]] |
୨୦:୩୧, ୨୩ ଅକ୍ଟୋବର ୨୦୧୯ ଅନୁସାରେ କରାଯାଇଥିବା ବଦଳ
ଛାୟାପଥ (English: Galaxy), ଅସଂଖ୍ୟ ତାରାର ସମୂହ ଅଟେ ଯାହା ସ୍ୱଚ୍ଛ ଓ ଅନ୍ଧାର ରାତିରେ ଆକାଶ ମଝିରେ ଗତିକରୁଥିବା ଅର୍ଦ୍ଧଚକ୍ର ଋପେ ଏବଂ ଝିଲମିଲ ମେଖଳା ସମାନ ଦେଖାଯାଇଥାଏ । ଏହି ମେଖଳା ବସ୍ତୁତଃ ଏକ ପୂର୍ଣ୍ଣଚକ୍ରର ଅଙ୍ଗ ଅଟେ ଯାହାର ଦିଗବଳୟ ତଳ ଭାଗ ଦେଖାଯାଏ ନାହିଁ । ଭାରତରେ ଏହି ଛାୟାପଥକୁ ମନ୍ଦାକିନୀ, ସ୍ୱର୍ଣ୍ଣଗଙ୍ଗା, ସ୍ୱର୍ନଦୀ, ସୁରନଦୀ,ଆକାଶନଦୀ, ଦେବନଦୀ, ନାଗବୀଥୀ, ହରିତାଳୀ ଇତ୍ୟାଦି ମଧ୍ୟ କୁହାଯାଏ ।
ପୃଥିବୀ ଓ ସୂର୍ଯ୍ୟ ଯେପରି ଛାୟାପଥରେ ଅବସ୍ଥିତ ଅଛନ୍ତି, ରାତିରେ ଆମ୍ଭେମାନେ ଖାଲି ଆଖିରେ ସେହି ଛାୟାପଥର ତାରା ମାନଙ୍କୁ ଦେଖିପାରୁ । ଏବେ ପର୍ଯ୍ୟନ୍ତ ବ୍ରହ୍ମାଣ୍ଡର ଯେତିକି ଭାଗ ଜଣା ପଡିଛି ସେଥିମଧ୍ୟରୁ ପାଖାପାଖି ଏହିପରି ୧୯ ଆରବ ଛାୟାପଥ ରହିବାର ଅନୁମାନ ରହିଛି । ବ୍ରହ୍ମାଣ୍ଡର ବିଷ୍ଫୋଟ ସିଦ୍ଧାନ୍ତ (ବିଗ ବଙ୍ଗ ଥିୟୋରୀ ଅଫ ୟୁନିଭର୍ସ) ଅନୁଶାରେ ସମସ୍ତ ଛାୟାପଥ ନିଜ-ନିଜ ଠାରୁ ତିବ୍ର ଭାବେ ଦୂରକୁ ନିଜ ସ୍ଥାନ ବଦଳାଇ ଦେଉଛି ।
ବ୍ରହ୍ମାଣ୍ଡରେ ଶହେ ଆରବ ଛାୟାପଥର ଅସ୍ତିତ୍ତ୍ୱ ରହିଛି , ଯାହା ବଡ ମାତ୍ରାରେ ତାରା, ଗ୍ୟାସ ଓ ଖଗୋଲୀୟ ଧୂଳୀକୁ ସାଉଣ୍ଟି ରଖିଛି । ଛାୟାପଥ ନିଜ ଜୀବନ ଏକଲକ୍ଷ ବର୍ଷ ପୂର୍ବେ ପ୍ରାରମ୍ଭ କରିଥିଲା ଏବଂ ଧିରେ ଧିରେ ନିଜର ବର୍ତ୍ତମାନ ସ୍ୱରୂପକୁ ପ୍ରାପ୍ତ କରିଥିଲା । ପ୍ରତ୍ୟେକ ଛାୟାପଥ ତାରା ମାନଙ୍କୁ ସାଉଣ୍ଟି ରଖିଛି । ଗୁରୁତ୍ୱାକର୍ଷଣ ତାରା ମାନଙ୍କୁ ଏକା ସହିତ ବାନ୍ଧି ରଖିଥାଏ ଏବଂ ଏହିପ୍ରକାରେ ସେମାନଙ୍କ ଛାୟାପଥ ଏକାସହିତ ମିଶି ତାରା ଗୁଚ୍ଛରେ ରହିଥାଏ ।
ପ୍ରାରମ୍ଭରେ ଖଗୋଲୀୟ ଶାସ୍ତ୍ରୀ ମାନଙ୍କ ଧାରଣା ଥିଲା ଯେ, ବ୍ରହ୍ମାଣ୍ଡରେ ନୂତନ ଛାୟାପଥର ଜନ୍ମ ସମ୍ଭବତଃ ପୁରୂଣା ଛାୟାପଥର ବିଷ୍ଫୋଟର ଫଳସ୍ୱରୂପ ହୋଇଥାଏ । କିନ୍ତୁ ୟାର୍କ ବିଶ୍ୱବିଦ୍ୟାଳୟର ଖଗୋଲୀୟ ଶାସ୍ତ୍ରୀ- ଡଃ॰ସୀ.ଆର. ପ୍ୟୁଟର୍ନ ଏବଂ ଡଃ॰ଏ.ଈ ରାଇଟ, ଛାୟାପଥର ଚାରୋଟି ସମୂହକୁ ଅନ୍ତରକ୍ରୀୟାର ଅଧ୍ୟୟନ କରି ଏହି ଧାରଣାର ଖଣ୍ଡନ କରିଛନ୍ତି । ସେମାନେ ମତ ଦେଇଥିଲେ ଯେ, ଛାୟାପଥ ମଝିରେ ଏହି ପ୍ରକାର ବିଷ୍ଫୋଟକ ଅନ୍ତର କ୍ରୀଆ ରହି ନଥାଏ ଯାହା ନୂତନ ଛାୟାପଥ କୁ ଜନ୍ମ ଦେଇପାରେ ।