"ଛାୟାପଥ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Jump to navigation Jump to search
ବଦଳ ସାରକଥା ଲୁଚାଇଦିଅନ୍ତୁ
ଟିକେ (Bot: Automated text replacement (-ଵ +ୱ))
[[ପୃଥିବୀ]] ଓ [[ସୂର୍ଯ୍ୟ]] ଯେପରି ଛାୟାପଥରେ ଅବସ୍ଥିତ ଅଛନ୍ତି, ରାତିରେ ଆମ୍ଭେମାନେ ଖାଲି ଆଖିରେ ସେହି ଛାୟାପଥର ତାରା ମାନଙ୍କୁ ଦେଖିପାରୁ । ଏବେ ପର୍ଯ୍ୟନ୍ତ ବ୍ରହ୍ମାଣ୍ଡର ଯେତିକି ଭାଗ ଜଣା ପଡିଛି ସେଥିମଧ୍ୟରୁ ପାଖାପାଖି ଏହିପରି ୧୯ ଆରବ ଛାୟାପଥ ରହିବାର ଅନୁମାନ ରହିଛି । ବ୍ରହ୍ମାଣ୍ଡର ବିଷ୍ଫୋଟ ସିଦ୍ଧାନ୍ତ (ବିଗ ବଙ୍ଗ ଥିୟୋରୀ ଅଫ ୟୁନିଭର୍ସ) ଅନୁଶାରେ ସମସ୍ତ ଛାୟାପଥ ନିଜ-ନିଜ ଠାରୁ ତିବ୍ର ଭାବେ ଦୂରକୁ ନିଜ ସ୍ଥାନ ବଦଳାଇ ଦେଉଛି ।
 
ବ୍ରହ୍ମାଣ୍ଡରେ ଶହେ ଆରବ ଛାୟାପଥର ଅସ୍ତିତ୍ତ୍ୱ ରହିଛି , ଯାହା ବଡ ମାତ୍ରାରେ ତାରା, ଗ୍ୟାସ ଓ ଖଗୋଲୀୟ ଧୂଳୀକୁ ସାଉଣ୍ଟି ରଖିଛି । <ref name=sparke>Sparke L.S. & Gallagher III J.S. 2000. ''Galaxies in the Universe: an introduction''. Cambridge: Cambridge University Press. ISBN 0521671868.</ref><ref name=nasa>Hupp E; Roy S. & Watzke M. 2006.[http://www.nasa.gov/home/hqnews/2006/aug/HQ_06297_CHANDRA_Dark_Matter.html]</ref><ref name=cox1/> ଛାୟାପଥ ନିଜ ଜୀବନ ଏକଲକ୍ଷ ବର୍ଷ ପୂର୍ବେ ପ୍ରାରମ୍ଭ କରିଥିଲା ଏବଂ ଧିରେ ଧିରେ ନିଜର ବର୍ତ୍ତମାନ ସ୍ୱରୂପକୁ ପ୍ରାପ୍ତ କରିଥିଲା । ପ୍ରତ୍ୟେକ ଛାୟାପଥ ତାରା ମାନଙ୍କୁ ସାଉଣ୍ଟି ରଖିଛି । ଏହା ମୁଖ୍ୟତଃ ଗୁରୁତ୍ୱାକର୍ଷଣ ତାରା ମାନଙ୍କୁ ଏକା ସହିତ ବାନ୍ଧି ରଖିଥାଏ ଏବଂ ଏହିପ୍ରକାରେ ସେମାନଙ୍କ ଛାୟାପଥ ଏକାସହିତ ମିଶି ତାରା ଗୁଚ୍ଛରେ ରହିଥାଏ ।
 
ପ୍ରାରମ୍ଭରେ ଖଗୋଲୀୟ ଶାସ୍ତ୍ରୀ ମାନଙ୍କ ଧାରଣା ଥିଲା ଯେ, ବ୍ରହ୍ମାଣ୍ଡରେ ନୂତନ ଛାୟାପଥର ଜନ୍ମ ସମ୍ଭବତଃ ପୁରୂଣା ଛାୟାପଥର ବିଷ୍ଫୋଟର ଫଳସ୍ୱରୂପ ହୋଇଥାଏ । କିନ୍ତୁ ୟାର୍କ ବିଶ୍ୱବିଦ୍ୟାଳୟର ଖଗୋଲୀୟ ଶାସ୍ତ୍ରୀ- ଡଃ॰ସୀ.ଆର. ପ୍ୟୁଟର୍ନ ଏବଂ ଡଃ॰ଏ.ଈ ରାଇଟ, ଛାୟାପଥର ଚାରୋଟି ସମୂହକୁ ଅନ୍ତରକ୍ରୀୟାର ଅଧ୍ୟୟନ କରି ଏହି ଧାରଣାର ଖଣ୍ଡନ କରିଛନ୍ତି । ସେମାନେ ମତ ଦେଇଥିଲେ ଯେ, ଛାୟାପଥ ମଝିରେ ଏହି ପ୍ରକାର ବିଷ୍ଫୋଟକ ଅନ୍ତର କ୍ରୀଆ ରହି ନଥାଏ ଯାହା ନୂତନ ଛାୟାପଥକୁ ଜନ୍ମ ଦେଇପାରେ ।
 
== ଛାୟାପଥର ପ୍ରକାର==
ଅଧିକାଂଶ ଛାୟାପଥର କେନ୍ଦ୍ର ତାରା ମାନଙ୍କଦ୍ୱାରା ଘେରି ହୋଇଥିବା ଗୋଲାକାର ଭାଗ ଅଟେ ଯାହାକୁ ନାଭିକ କୁହାଯାଏ ଏବଂ ଏହି ନାଭିକ ନିଜ ଚାରିପଟେ ଏକ ତଳିୟ ଗୋଲାକାର ଡିସ୍କଦ୍ୱାରାଡିସ୍କ ଦ୍ୱାରା ଯୋଡ଼ିହୋଇ ରହିଥାଏ । ଖଗୋଲ ବିଜ୍ଞାନୀ ମାନେ ଛାୟାପଥକୁ ନିଜ ଆକାରର ଆଧାରରେ ମୁଖ୍ୟରୂପେ ତିନୋଟି ଭାଗରେ ବିଭାଜିତ କରିଥାନ୍ତି ଯଥା: ସର୍ପିଲ ଛାୟାପଥ, ଦୀର୍ଘବୃତ୍ତୀୟ ଛାୟାପଥ ତଥା ଅନିୟମିତତା ଛାୟାପଥ । ସମସ୍ତ ଆକାଶ ଗଙ୍ଗା ବ୍ରହ୍ମାଣ୍ଡ ଭିତରେ ଉପସ୍ଥିତ ରହିଛନ୍ତି । ଅବଲୋକନିୟ ବ୍ରହ୍ମାଣ୍ଡରେ 2 ଟ୍ରେଲିୟନ (10<sup>12</sup>) ଆକାଶ ଗଙ୍ଗା ରହିଛନ୍ତି <ref name="NYT-20161017">{{cite news |last=Fountain |first=Henry |title=Two Trillion Galaxies, at the Very Least |url=https://www.nytimes.com/2016/10/18/science/two-trillion-galaxies-at-the-very-least.html |date=17 October 2016 |work=[[The New York Times]] |accessdate=17 October 2016 }}</ref> ଏବଂ ଅନୁମାନିତ (1 × 10<sup>24</sup>) ତାରା ରହିଛନ୍ତି ।<ref name="ESA-2019">{{cite web |author=Staff |title=How Many Stars Are There In The Universe? |url=https://www.esa.int/Our_Activities/Space_Science/Herschel/How_many_stars_are_there_in_the_Universe |date=2019 |work=[[European Space Agency]] |accessdate=21 September 2019 }}</ref><ref>{{Cite journal|title=The Structure of the Universe|doi=10.1007/978-1-4614-8730-2_10}}</ref> "ସର୍ପିଲ ଛାୟାପଥ" ଡିସ୍କ ଆକାରର ହୋଇଥାଏ, ଯାହାର ମଝିଭାଗ ଦୃଶ୍ୟମାନ ହୋଇଥାଏ । ଏହାର ମଝିଭାଗରୁ ଚମକ ଯୁକ୍ତ ସର୍ପିଲ ବାହାରି ରହିଥାଏ । ଏହି ଛାୟାପଥରେ ସ୍ଥିତ ତାରାମାନେ ଅପେକ୍ଷାକୃତ କମ ଆୟୁଷ ବିଶିଷ୍ଟ ହୋଇଥାନ୍ତି । ଆମର "ଆକାଶ ଗଙ୍ଗା" (ମିଲ୍କି ୱେ) ଏହାର ଅନ୍ତର୍ଗତରେ ଆସିଥାନ୍ତିଆସିଥାଏ । "ଦୀର୍ଘ ବୃତ୍ତୀୟ ଛାୟାପଥ" ମୁଖ୍ୟତଃ ଚକ୍ରାକାର କିମ୍ବା ଗୋଲାକାର ହୋଇଥାନ୍ତିହୋଇଥାଏ । ଏହି ଛାୟାପଥ ମାନଙ୍କଗୁଡିକର କେନ୍ଦ୍ର ସର୍ବାଧିକ ଚମକ ଯୁକ୍ତ ହୋଇଥାଏ ଓ ପରିଧି ଆଡକୁ ଚମକ କମ ହୋଇଥାଏ ।ଏହି। ଏହି ଛାୟାପଥରେ ସ୍ଥିତ ତାରା ମାନ ଅପେକ୍ଷାକୃତ ଅଧିକ ଆୟୁଷ ବିଶିଷ୍ଟ ହୋଇଥାନ୍ତିହୋଇଥାଏ । "ଅନିୟମିତ ଛାୟାପଥ"ର କୌଣସି ନିଶ୍ଚିତ ଆକାର ରହି ନଥାଏ । ଏମାନଙ୍କ ଆକାରରେ ପରିବର୍ତ୍ତନ ହୋଇଥାଏ । କମ ଗୁରୁତ୍ତ୍ୱ ଶକ୍ତି କାରଣରୁ ଏମାନଙ୍କ ମଧ୍ୟରେ ଏହିପରି ହୋଇଥାଏ ।
 
ଖଗୋଲୀୟ ସାହିତ୍ୟରେ କ୍ୟାପିଟାଲ G ସହିତ ଛାୟାପଥ ଶବ୍ଦର ବ୍ୟବହାର ଆକାଶ ଗଙ୍ଗା, ମିଲ୍କି ୱେ ପାଇଁ କରାଯାଏ । ମିଲ୍କି ୱେ ଶବ୍ଦ ପ୍ରଥମ ଥର ଇଂରାଜୀ ଭାଷାରେ (Chaucer)ର ଏକ କବିତାରେ ସାମ୍ନାକୁ ଆସିଥିଲା ।
{{Quote|
:"See yonder, lo, the Galaxyë<br />&nbsp;Which men clepeth the Milky Wey,<br />&nbsp;For hit is whyt".<ref>Geoffrey Chaucer. ''The House of Fame'', ~1380.{{Cite web
୩,୫୫୧

ଗୋଟି ସମ୍ପାଦନା

ଦିଗବାରେଣି ମେନୁ