"ବିଶ୍ୱନାଥ ଦାସ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

ଉଇକିପିଡ଼ିଆ‌ରୁ
Content deleted Content added
ଟିକେ Jnanabot ବିଶ୍ଵନାଥ ଦାସ ପୃଷ୍ଠାଟି ବିଶ୍ୱନାଥ ଦାସକୁ ଲେଉଟାଇଲେ: ୱ ବଦଳ
ଆଧାର
୧୫ କ ଧାଡ଼ି: ୧୫ କ ଧାଡ଼ି:
|office2 = ପ୍ରଧାନମନ୍ତ୍ରୀ, ଓଡ଼ିଶା
|office2 = ପ୍ରଧାନମନ୍ତ୍ରୀ, ଓଡ଼ିଶା
|term_start2 = ୧୯ ଜୁଲାଇ ୧୯୩୭
|term_start2 = ୧୯ ଜୁଲାଇ ୧୯୩୭
|term_end2 = ୪ ନଭେମ୍ବର ୧୯୩୯<ref name="TiwariMisra2000">{{cite book|author1=A. N. Tiwari|author2=Baidyanath Misra|title=Reference Orissa: an Indian state of eastern region|url=https://books.google.com/books?id=m0wOAQAAMAAJ|year=2000|publisher=Enterprising Publishers}}</ref>
|term_end2 = ୪ ନଭେମ୍ବର ୧୯୩୯
|predecessor2 = [[କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେଓ]]
|predecessor2 = [[କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେଓ]]
|successor2 = [[କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେଓ]]
|successor2 = [[କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେଓ]]
୩୦ କ ଧାଡ଼ି: ୩୦ କ ଧାଡ଼ି:
}}
}}


'''ବିଶ୍ୱନାଥ ଦାସ''' (୧୮୮୯ - ୧୯୮୪) ଏକା ଧାରାରେ ଜଣେ [[ଭାରତୀୟ]] ରାଜନେତା, ସମାଜସେବୀ ଓ ସ୍ୱାଧୀନତା ସଂଗ୍ରାମୀ ଥିଲେ । ସେ ବିଲାତ ଶାସନ (୧୯୩୭ - ୧୯୩୯) କାଳରେ [[ଓଡ଼ିଶା]] ପ୍ରଦେଶର ପ୍ରଧାନମନ୍ତ୍ରୀ ଥିଲେ । ସେ ମଧ୍ୟ [[ଉତ୍ତର ପ୍ରଦେଶ|ଉତ୍ତର ପ୍ରଦେଶର]] [[ରାଜ୍ୟପାଳ]] (୧୯୬୨-୧୯୬୭) ଥିଲେ ଏବଂ ଶେଷରେ ଓଡ଼ିଶା ପ୍ରଦେଶର [[ମୁଖ୍ୟମନ୍ତ୍ରୀ]] (୧୯୭୧-୧୯୭୨) ଥିଲେ ।<ref>http://orissa.gov.in/e-magazine/orissaannualreference/ORA-2005/pdf/bio-data_of_chief_minister.pdf</ref>
'''ବିଶ୍ୱନାଥ ଦାସ''' (୧୮୮୯ - ୧୯୮୪) ଏକା ଧାରାରେ ଜଣେ [[ଭାରତୀୟ]] ରାଜନେତା, ସମାଜସେବୀ ଓ ସ୍ୱାଧୀନତା ସଂଗ୍ରାମୀ ଥିଲେ ।<ref name="DasRath1990">{{cite book|author1=Biswanath Das|author2=S. N. Rath|author3=Utkal University. Dept. of Political Science|title=Biswanath Das, a tribute: published on the occasion of Biswanath Das Birth Centenary Celebration held under the auspices of the Utkal University|url=https://books.google.com/books?id=7zduAAAAMAAJ|year=1990|publisher=Dept. of Political Science, Utkal University}}</ref><ref name="Das">{{cite book|author=Manas Kumar Das|title=NATIONALIST MOVEMENT IN ODISHA|url=https://books.google.com/books?id=HCmjDwAAQBAJ&pg=PA15|publisher=Lulu.com|isbn=978-0-359-78858-3|pages=15–}}</ref> ସେ ବିଲାତ ଶାସନ (୧୯୩୭ - ୧୯୩୯) କାଳରେ [[ଓଡ଼ିଶା]] ପ୍ରଦେଶର ପ୍ରଧାନମନ୍ତ୍ରୀ ଥିଲେ ।<ref name="Bhargava2005">{{cite book|author=S. C. Bhatt, Gopal K. Bhargava|title=Land and people of Indian states and union territories : (in 36 volumes). 21. Orissa|url=https://books.google.com/books?id=iDsORXsjZ5QC&pg=PA166|year=2005|publisher=Gyan Publishing House|isbn=978-81-7835-377-7|pages=166–}}</ref> ସେ ମଧ୍ୟ [[ଉତ୍ତର ପ୍ରଦେଶ|ଉତ୍ତର ପ୍ରଦେଶର]] [[ରାଜ୍ୟପାଳ]] (୧୯୬୨-୧୯୬୭) ଥିଲେ<ref name="Dwivedy1984">{{cite book|author=Surendranath Dwivedy|title=Quest for Socialism: Fifty Years of Struggle in India|url=https://books.google.com/books?id=N5QcAAAAMAAJ|year=1984|publisher=Radiant}}</ref> ଏବଂ ଶେଷରେ ଓଡ଼ିଶା ପ୍ରଦେଶର [[ମୁଖ୍ୟମନ୍ତ୍ରୀ]] (୧୯୭୧-୧୯୭୨) ଥିଲେ ।<ref>http://orissa.gov.in/e-magazine/orissaannualreference/ORA-2005/pdf/bio-data_of_chief_minister.pdf</ref>


== ପ୍ରାରମ୍ଭିକ ଜୀବନ ==
== ପ୍ରାରମ୍ଭିକ ଜୀବନ ==
ବିଶ୍ୱନାଥ ଦାସ ୮ ମଈ ୧୮୮୯ ମସିହାରେ, ମଧୁସୁଦନ ଦାସଙ୍କ ଔରସରୁ ଓଡ଼ିଶାର [[ଗଞ୍ଜାମ ଜିଲ୍ଲା]]ରେ ଜନ୍ମ ଗ୍ରହଣ କରିଥିଲେ । ସେ [[ରେଭେନ୍ସା ବିଶ୍ୱବିଦ୍ୟାଳୟ|ରେଭେନ୍ସା ମହାବିଦ୍ୟାଳୟ]]ରୁ ସ୍ନାତକରେ ଉତ୍ତୀର୍ଣ୍ଣ ହେଲା ପରେ [[କଲିକତା ବିଶ୍ୱବିଦ୍ୟାଳୟ]]ରୁ ଆଇନରେ ସ୍ନାତକୋତ୍ତର ଶିକ୍ଷା ସମାପ୍ତ କରିଥିଲେ । [[ମାଡ୍ରାସ]]ଠାରେ ଆଇନ ବ୍ୟବସାୟ କରୁଥିବା ସମୟରେ ସେ ୧୯୨୧ ମସିହାରେ [[ଭାରତୀୟ ଜାତୀୟ କଂଗ୍ରେସ]]ରେ ଯୋଗଦେଲେ । ସେହିବର୍ଷ ସେ ମଧ୍ୟ ଗଞ୍ଜାମ ଜିଲ୍ଲାର [[ଛତ୍ରପୁର]] ତାଲୁକା ପରିଷଦର ସଭାପତି ପଦକୁ ନିର୍ବାଚିତ ହୋଇଥିଲେ ।
ବିଶ୍ୱନାଥ ଦାସ ୮ ମଈ ୧୮୮୯ ମସିହାରେ, ମଧୁସୁଦନ ଦାସଙ୍କ ଔରସରୁ ଓଡ଼ିଶାର [[ଗଞ୍ଜାମ ଜିଲ୍ଲା]]ରେ ଜନ୍ମ ଗ୍ରହଣ କରିଥିଲେ । ସେ [[ରେଭେନ୍ସା ବିଶ୍ୱବିଦ୍ୟାଳୟ|ରେଭେନ୍ସା ମହାବିଦ୍ୟାଳୟ]]ରୁ ସ୍ନାତକରେ ଉତ୍ତୀର୍ଣ୍ଣ ହେଲା ପରେ ୧୯୧୮ରେ [[କଲିକତା ବିଶ୍ୱବିଦ୍ୟାଳୟ]]ରୁ ଆଇନରେ ସ୍ନାତକୋତ୍ତର ଶିକ୍ଷା ସମାପ୍ତ କରିଥିଲେ । [[ମାଡ୍ରାସ]]ଠାରେ ଆଇନ ବ୍ୟବସାୟ କରୁଥିବା ସମୟରେ ସେ ୧୯୨୧ ମସିହାରେ [[ଭାରତୀୟ ଜାତୀୟ କଂଗ୍ରେସ]]ରେ ଯୋଗଦେଲେ । ସେହିବର୍ଷ ସେ ମଧ୍ୟ ଗଞ୍ଜାମ ଜିଲ୍ଲାର [[ଛତ୍ରପୁର]] ତାଲୁକା ପରିଷଦର ସଭାପତି ପଦକୁ ନିର୍ବାଚିତ ହୋଇଥିଲେ ।
ଓଡ଼ିଶାର ସେବା କ୍ଷେତ୍ରରେ ମହତ୍ୱପୂର୍ଣ୍ଣ ଅବଦାନ ଥିବା [[ଲୋକ ସେବକ ମଣ୍ଡଳ]]ର ଆଜୀବନ ସଦସ୍ୟ ମଧ୍ୟ ଥିଲେ।
ଓଡ଼ିଶାର ସେବା କ୍ଷେତ୍ରରେ ମହତ୍ୱପୂର୍ଣ୍ଣ ଅବଦାନ ଥିବା [[ଲୋକ ସେବକ ମଣ୍ଡଳ]]ର ଆଜୀବନ ସଦସ୍ୟ ମଧ୍ୟ ଥିଲେ ।


== ରାଜନୀତି ==
== ରାଜନୀତି ==

୧୦:୨୦, ୨ ଜୁନ ୨୦୨୦ ଅନୁସାରେ କରାଯାଇଥିବା ବଦଳ

ବିଶ୍ୱନାଥ ଦାସ
ମୁଖ୍ୟମନ୍ତ୍ରୀ, ଓଡ଼ିଶା
କାର୍ଯ୍ୟକାଳ
୩ ଅପ୍ରେଲ ୧୯୭୧ – ୧୪ ଜୁନ ୧୯୭୨
ପୂର୍ବ ଅଧିକାରୀରାଷ୍ଟ୍ରପତି ଶାସନ
ପର ଅଧିକାରୀନନ୍ଦିନୀ ଶତପଥୀ
ରାଜ୍ୟପାଳ, ଉତ୍ତର ପ୍ରଦେଶ
କାର୍ଯ୍ୟକାଳ
୧୬ ଅପ୍ରେଲ ୧୯୬୨ – ୩୦ ଅପ୍ରେଲ ୧୯୬୭
ପୂର୍ବ ଅଧିକାରୀବୁରଗୁଲା ରାମକୃଷ୍ଣ ରାଓ
ପର ଅଧିକାରୀବେଜଉଆଡା ଗୋପାଳ ରେଡ୍ଡୀ
ପ୍ରଧାନମନ୍ତ୍ରୀ, ଓଡ଼ିଶା
କାର୍ଯ୍ୟକାଳ
୧୯ ଜୁଲାଇ ୧୯୩୭ – ୪ ନଭେମ୍ବର ୧୯୩୯[୧]
ପୂର୍ବ ଅଧିକାରୀକୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେଓ
ପର ଅଧିକାରୀକୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେଓ
ବ୍ୟକ୍ତିଗତ ସବିଶେଷ
ଜନ୍ମ(1889-03-08)୮ ମାର୍ଚ୍ଚ ୧୮୮୯
ବେଲଗାଁ ଗଞ୍ଜାମ ଜିଲ୍ଲା
ମୃତ୍ୟୁ୨ ଜୁନ ୧୯୮୪(1984-06-02) (ବୟସ ୯୫)
କଟକ
ରାଜନୀତିକ ଦଳଭାରତୀୟ ଜାତୀୟ କଂଗ୍ରେସ
ଅନ୍ୟାନ୍ୟ ରାଜନୀତିକ
ସମ୍ବନ୍ଧ
ସଂଯୁକ୍ତ ସାମ୍ମୁଖ୍ୟ
ଘରକାଜି ବଜାର ,କଟକ
ଶିକ୍ଷାନୁଷ୍ଠାନରେଭେନ୍ସା ମହାବିଦ୍ୟାଳୟ
କଲିକତା ବିଶ୍ୱବିଦ୍ୟାଳୟ

ବିଶ୍ୱନାଥ ଦାସ (୧୮୮୯ - ୧୯୮୪) ଏକା ଧାରାରେ ଜଣେ ଭାରତୀୟ ରାଜନେତା, ସମାଜସେବୀ ଓ ସ୍ୱାଧୀନତା ସଂଗ୍ରାମୀ ଥିଲେ ।[୨][୩] ସେ ବିଲାତ ଶାସନ (୧୯୩୭ - ୧୯୩୯) କାଳରେ ଓଡ଼ିଶା ପ୍ରଦେଶର ପ୍ରଧାନମନ୍ତ୍ରୀ ଥିଲେ ।[୪] ସେ ମଧ୍ୟ ଉତ୍ତର ପ୍ରଦେଶର ରାଜ୍ୟପାଳ (୧୯୬୨-୧୯୬୭) ଥିଲେ[୫] ଏବଂ ଶେଷରେ ଓଡ଼ିଶା ପ୍ରଦେଶର ମୁଖ୍ୟମନ୍ତ୍ରୀ (୧୯୭୧-୧୯୭୨) ଥିଲେ ।[୬]

ପ୍ରାରମ୍ଭିକ ଜୀବନ

ବିଶ୍ୱନାଥ ଦାସ ୮ ମଈ ୧୮୮୯ ମସିହାରେ, ମଧୁସୁଦନ ଦାସଙ୍କ ଔରସରୁ ଓଡ଼ିଶାର ଗଞ୍ଜାମ ଜିଲ୍ଲାରେ ଜନ୍ମ ଗ୍ରହଣ କରିଥିଲେ । ସେ ରେଭେନ୍ସା ମହାବିଦ୍ୟାଳୟରୁ ସ୍ନାତକରେ ଉତ୍ତୀର୍ଣ୍ଣ ହେଲା ପରେ ୧୯୧୮ରେ କଲିକତା ବିଶ୍ୱବିଦ୍ୟାଳୟରୁ ଆଇନରେ ସ୍ନାତକୋତ୍ତର ଶିକ୍ଷା ସମାପ୍ତ କରିଥିଲେ । ମାଡ୍ରାସଠାରେ ଆଇନ ବ୍ୟବସାୟ କରୁଥିବା ସମୟରେ ସେ ୧୯୨୧ ମସିହାରେ ଭାରତୀୟ ଜାତୀୟ କଂଗ୍ରେସରେ ଯୋଗଦେଲେ । ସେହିବର୍ଷ ସେ ମଧ୍ୟ ଗଞ୍ଜାମ ଜିଲ୍ଲାର ଛତ୍ରପୁର ତାଲୁକା ପରିଷଦର ସଭାପତି ପଦକୁ ନିର୍ବାଚିତ ହୋଇଥିଲେ । ଓଡ଼ିଶାର ସେବା କ୍ଷେତ୍ରରେ ମହତ୍ୱପୂର୍ଣ୍ଣ ଅବଦାନ ଥିବା ଲୋକ ସେବକ ମଣ୍ଡଳର ଆଜୀବନ ସଦସ୍ୟ ମଧ୍ୟ ଥିଲେ ।

ରାଜନୀତି

ବିଶ୍ୱନାଥ ଦାସ ମାଡ୍ରାସ କାଉନ୍ସିଲକୁ ତିନିଥର (୧୯୨୦ -୧୯୨୯) ନିର୍ବାଚିତ ହୋଇଥିଲେ । ପରେ ସେ ସ୍ୱାଧିନତା ସଂଗ୍ରାମରେରେ ଭାଗ ନେବାପାଇଁ କାଉନ୍ସିଲରୁ ଇସ୍ତଫା ଦେଇଥିଲେ ଓ ବାରମ୍ବାର ଜେଲ ଯାଇଥିଲେ । ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନରେ ତାଙ୍କର ପ୍ରଚେଷ୍ଟା ପ୍ରଣିଧାନ ଯୋଗ୍ୟ । ୧୯୩୬ ମସିହାରେ ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନ ହେଲାପରେ ସେ ୧୯୩୭ ମସିହାରେ ଓଡ଼ିଶାର ପ୍ରଥମ ପ୍ରଧାନମନ୍ତ୍ରୀ ହୋଇଥିଲେ । ପରେ ସେ ଦ୍ୱିତୀୟ ବିଶ୍ୱଯୁଦ୍ଧ ହେବାରୁ ୧୯୪୨ ମସିହାରେ ଇସ୍ତଫା ଦେଇଥିଲେ । ସେ ୧୯୪୭ରୁ ୧୯୫୨ ପର୍ଯ୍ୟନ୍ତ ଭାରତୀୟ ସମ୍ବିଧାନ ସଭାର ସଦସ୍ୟ ଥିଲେ । ସେ ଅନେକ ଥର ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟିର ସଭାପତି ଥିଲେ । ପରେ ୧୯୭୧-୧୯୭୨ରେ ସେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ହୋଇଥିଲେ ।

ଶେଷ ଜୀବନ

ପ୍ରାୟ ଅର୍ଦ୍ଧ ଶତାବ୍ଦୀ ଧରି ସାମାଜିକ ଓ ରାଜନୀତିକ ଜୀବନ ଅତିବାହିତ କଲାପରେ ସେ ୨ ଜୁନ ୧୯୮୪ରେ ଇହଲୀଳା ସମ୍ବରଣ କରିଥିଲେ ।

ଆଧାର

  1. A. N. Tiwari; Baidyanath Misra (2000). Reference Orissa: an Indian state of eastern region. Enterprising Publishers.
  2. Biswanath Das; S. N. Rath; Utkal University. Dept. of Political Science (1990). Biswanath Das, a tribute: published on the occasion of Biswanath Das Birth Centenary Celebration held under the auspices of the Utkal University. Dept. of Political Science, Utkal University.
  3. Manas Kumar Das. NATIONALIST MOVEMENT IN ODISHA. Lulu.com. pp. 15–. ISBN 978-0-359-78858-3.
  4. S. C. Bhatt, Gopal K. Bhargava (2005). Land and people of Indian states and union territories : (in 36 volumes). 21. Orissa. Gyan Publishing House. pp. 166–. ISBN 978-81-7835-377-7.
  5. Surendranath Dwivedy (1984). Quest for Socialism: Fifty Years of Struggle in India. Radiant.
  6. http://orissa.gov.in/e-magazine/orissaannualreference/ORA-2005/pdf/bio-data_of_chief_minister.pdf