"ବିଦ୍ୟୁତ୍,ଚୁମ୍ବକତ୍ବ," ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Jump to navigation Jump to search
ଟିକେ
Removing deadurl with url-status
ଟିକେ (ବ/ୱ ଫଳା ବଦଳ)
ଟିକେ (Removing deadurl with url-status)
 
ଓରଷ୍ଟେଡଙ୍କ ଗବେଷଣା ଯୋଗୁଁ ପରବର୍ତ୍ତୀ ସମୟରେ '''ଏକକ ଶକ୍ତି ତତ୍ତ୍ୱ''' (ଈଂରାଜୀରେ Unified Concept of Energy)ର ସଂକଳ୍ପନା ସମ୍ଭବପର ହୋଇପାରିଲା । ପ୍ରଥମେ ମାଇକେଲ୍ ଫାରାଡ଼େ, ତା’ପରେ ମାକ୍ସୱେଲ୍, ପରବର୍ତ୍ତୀ ସମୟରେ ଓଲିଭର୍ ହିଭିସାଇଡ୍ ଓ ହାଇନରିଖ୍ ହର୍ଜ୍ଙ୍କ ଗବେଷଣା ଯୋଗୁଁ ଏକକ ଶକ୍ତି ତତ୍ତ୍ୱ ସମ୍ପୂର୍ଣ୍ଣ ଭାବେ ବିକଶିତ ହେଲା । ଏହାକୁ ଉନବିଂଶ ଶତାବ୍ଦୀରେ ଗାଣିତିକ ଭୌତିକ ବିଜ୍ଞାନର ଏକ ବୃହତ୍ ଉପଲବ୍ଧି ବୋଲି କୁହାଯାଇପାରେ ।  ଆଲୋକର ପ୍ରକୃତି କଣ ତାହା ଜାଣିବାରେ ଏହି ତତ୍ତ୍ୱ ସହାୟକ ହେଲା । ସେହି ସମୟରେ ପ୍ରସ୍ତାବିତ ବିଦ୍ୟୁତ୍-ଚୁମ୍ବକତ୍ୱଠାରୁ ଏହା ଏକପଦ ଅଗ୍ରଗାମୀ ହୋଇ ଏକ ସାଧାରଣ ତତ୍ତ୍ୱର ବିକାଶ ହେଲା । ଆଲୋକ ଏବଂ ଅନ୍ୟ ବିଦ୍ୟୁତ୍-ଚୁମ୍ବକୀୟ ତରଙ୍ଗ ପ୍ରମାତ୍ରିକ ରୂପ (ଈଂରାଜୀରେ Quantised Form) ଧାରଣ କରି '''ଫୋଟୋନ୍''' (ଈଂରାଜୀରେ Photon) ନାମରେ ଅଭିହିତ ହୁଅନ୍ତି । ଏହି ଫୋଟୋନ୍ ଦୋଳାୟମାନ ବିଦ୍ୟୁତ୍-ଚୁମ୍ବକୀୟ କ୍ଷେତ୍ରର ଏକ ଅବ୍ୟବସ୍ଥା ଓ ଏହା ଯେ କୌଣସି ମାଧ୍ୟମରେ ସ୍ୱତଃ ପ୍ରସାରିତ ହୋଇଥାଏ । ଏହି ଦୋଳନର ଆବୃତ୍ତି ବିଭିନ୍ନ ପ୍ରକାରର ବିଦ୍ୟୁତ୍-ଚୁମ୍ବକୀୟ ବିକୀରଣର ସୂଚକ । ନିମ୍ନ ଆବୃତ୍ତିରେ ଏହା ରେଡିଓ ତରଙ୍ଗ, ମଧ୍ୟମ ଆବୃତ୍ତିରେ ଏହା ଆଲୋକ ଓ ଉଚ୍ଚ ଆବୃତ୍ତିରେ ଏହା ଗାମା କିରଣର ରୂପ ନେଇଥାଏ। 
 
୧୮୦୨ ମସିହାରେ ଜିଆନ୍ ଡୋମେନିକୋ ରୋମାଗ୍ନୋସି ନାମକ ଜଣେ ଈଟାଲୀୟ ନ୍ୟାୟଶାସ୍ତ୍ରବିତ୍ ଓରଷ୍ଟେଡଙ୍କ ଭଳି ପରୀକ୍ଷଣ କରି  ଦିଗବାରେଣୀ ଯନ୍ତ୍ରର ସୂଚୀ ବିକ୍ଷେପିତ ହେବା କଥା ପ୍ରକାଶ କରିଥିଲେ ଓ ଏକ ଈଟାଲୀୟ ସମ୍ବାଦ ପତ୍ର ଏହାକୁ ପ୍ରକାଶ କରିଥିଲା ।<ref>{{cite book|last1=Martins |first1=Roberto de Andrade |title=Nuova Voltiana: Studies on Volta and his Times |chapter=Romagnosi and Volta's Pile: Early Difficulties in the Interpretation of Voltaic Electricity |volume=vol. 3 |editors=Fabio Bevilacqua and Lucio Fregonese (eds) |publisher=Università degli Studi di Pavia |pages=81–102 |url=http://ppp.unipv.it/collana/pages/libri/saggi/nuova%20voltiana3_pdf/cap4/4.pdf |accessdate=2010-12-02 |deadurlurl-status=yesdead |archiveurl=https://web.archive.org/web/20130530200951/http://ppp.unipv.it/Collana/Pages/Libri/Saggi/Nuova%20Voltiana3_PDF/cap4/4.pdf |archivedate=2013-05-30 |df= }}</ref> କିନ୍ତୁ ରୋମାଗ୍ନୋସି ବିଜ୍ଞାନ ସହ ଜଡିତ ନ ଥିବାରୁ ତାଙ୍କର ଏହି ପରୀକ୍ଷା ପ୍ରତି କେହି ବିଶେଷ ଧ୍ୟାନ ଦେଇନଥିଲେ । 
 
== ମୌଳିକ ବଳସମୂହ ==
୩୫,୫୫୩

ଗୋଟି ସମ୍ପାଦନା

ଦିଗବାରେଣି ମେନୁ