"ଘୁମୁରା ନାଚ" ପୃଷ୍ଠାର ସଂସ୍କରଣଗୁଡ଼ିକ ମଧ୍ୟରେ ତଫାତ
Psubhashish (ଆଲୋଚନା | ଅବଦାନ) ଟିକେNo edit summary |
Psubhashish (ଆଲୋଚନା | ଅବଦାନ) ଟିକେNo edit summary |
||
୩ କ ଧାଡ଼ି: | ୩ କ ଧାଡ଼ି: | ||
== କିମ୍ବଦନ୍ତୀ == |
== କିମ୍ବଦନ୍ତୀ == |
||
[[ସାରଳା ମହାଭାରତ]]ରେ ଉଲ୍ଲେଖ ହୋଇଛି ଯେ ଦେବଦେବୀଙ୍କଦ୍ୱାରା ଯୁଦ୍ଧ ସମୟରେ ଘୁମୁରା ବାଦ୍ୟ ବ୍ୟବହାର ହେଉଥିଲା । ସାରଳା ମହାଭାରତ ଅନୁସାରେ [[ସତ୍ୟ ଯୁଗ]]ରେ ଜେନାବଳୀ-ପାଟଣା [[ମହିଷାସୁର]]ଙ୍କ ନାତି ଗୋଗିଙ୍ଗ ଦୈତ୍ୟଙ୍କ ରାଜଧାନୀ ଥିଲା । ଲୋକ ବିଶ୍ୱାସ ଅନୁସାରେ ସେତେବେଳର ଜେନାବଳୀ-ପାଟଣା ବର୍ତ୍ତମାନର [[ଜୁନାଗଡ଼]] । ସାରଳା ମହାଭାରତର ମଧ୍ୟ ପର୍ବରେ ଗୋଗିଙ୍ଗ ଦୈତ୍ୟର ହତ୍ୟା ସମୟରେ ଘୁମୁରା ବାଦ୍ୟ ବଜାଯିବା କଥା ଉଲ୍ଲେଖ ହୋଇଛି ।<ref>Ghosh, A.K., 1928, p.90, 343</ref> [[ସାରଳା ଦାସ]] ଏହି ବାଦ୍ୟକୁ ଏକ ମହିଷାସୁରଙ୍କ ରଣବାଦ୍ୟ ବୋଲି ମଧ୍ୟ ଉଲ୍ଲେଖ କରିଛନ୍ତି ।<ref>ଦାସ, ସାରଳା. ଚଣ୍ଡୀ ପୁରାଣ, pp. ୪୫ ଓ ୯୬</ref><ref name="Prasad1996">{{cite book|author=R. R. Prasad|title=Encyclopaedic Profile of Indian Tribes|url=https://books.google.com/books?id=TmDRNTYw49EC&pg=PA82|year=1996|publisher=Discovery Publishing House|isbn=978-81-7141-298-3|pages=82–}}</ref> |

== ଆଧାର == |
|||
{{ଆଧାର}} |
|||
{{ଓଡ଼ିଶାର ନାଚ}} |
{{ଓଡ଼ିଶାର ନାଚ}} |
୧୦:୧୬, ୧୧ ସେପ୍ଟେମ୍ବର ୨୦୨୦ ଅନୁସାରେ କରାଯାଇଥିବା ବଦଳ
ଘୁମୁରା ନାଚ ଏକ ଭାରତୀୟ ଲୋକନୃତ୍ୟ । ଏହା ଓଡ଼ିଶାର କଳାହାଣ୍ଡି ଅଞ୍ଚଳରୁ ଏକ ଯୁଦ୍ଧ ସମୟର ନୃତ୍ୟ ଭାବେ ଆରମ୍ଭ ହୋଇ ପରେ ଏକ ଲୋକନୃତ୍ୟରେ ପରିଣତ ହୋଇଥିଲା । ଘୁମୁରା ନାଚ ସମୟରେ ଏକ ଘୁମୁରା ବାଦ୍ୟ ବଜାଯାଇଥାଏ । ଏହି ବାଦନ ଶୈଳୀ ପାରମ୍ପରିକ ଭାବେ ଯୁଦ୍ଧ ସମୟରେ ବ୍ୟବହୃତ ହେଉଥିଲା । ଏହା ସେନାଙ୍କୁ ଉତ୍ତେଜିତ କରିବା ସହ ଶତୃ ଆଗରେ ବୀରତ୍ୱ ପ୍ରଦର୍ଶନ ପାଇଁ ବଜା ଯାଉଥିଲା । ଯୁଦ୍ଧ ବିରତି ସମୟରେ ସେନାଛାଉଣୀରେ ମନୋରଞ୍ଜନ ଲାଗି ରସଧର୍ମୀ ଘୁମୁରା ନୃତ୍ୟ ଓ ବାଦ୍ୟ ପରିବେଷଣ ମଧ୍ୟ କରାଯାଉଥିଲା । ଘୁମୁରା ବାଦ୍ୟ ମାଟି ନିର୍ମିତ ଲମ୍ବା ବେକ ଥିବା ମାଠିଆ ଆକୃତିର ଓ ଏହା ମୁହଁରେ ଗୋଧି ଚମଡ଼ା ଛାଉଣି ହୋଇଥାଏ । ଏହାକୁ ଦୁଇ ହାତର ଆଙ୍ଗୁଠିରେ ବଜାଇଲେ ଗମ୍ଭୀର ଶବ୍ଦ ଉତ୍ପନ୍ନ ହୋଇଥାଏ । ଏହାକୁ ଦଳଗତ ଭାବେ ଘୁମୁରା ନୃତ୍ୟରେ ପରିବେଷଣ କରାଯାଇଥାଏ । ନୂଆଖାଇ ଦିନ ଘୁମୁରା ବାଦ୍ୟଯନ୍ତ୍ରକୁ ପୂଜାର୍ଚ୍ଚନା କରାଯାଏ । ନୂଆଖାଇ ସରିବା ପରେ ନର୍ତ୍ତକ ଘୁମୁରା ବଜାଇ ଗ୍ରାମ ପରିକ୍ରମା କରିଥାନ୍ତି ।[୧]
କିମ୍ବଦନ୍ତୀ
ସାରଳା ମହାଭାରତରେ ଉଲ୍ଲେଖ ହୋଇଛି ଯେ ଦେବଦେବୀଙ୍କଦ୍ୱାରା ଯୁଦ୍ଧ ସମୟରେ ଘୁମୁରା ବାଦ୍ୟ ବ୍ୟବହାର ହେଉଥିଲା । ସାରଳା ମହାଭାରତ ଅନୁସାରେ ସତ୍ୟ ଯୁଗରେ ଜେନାବଳୀ-ପାଟଣା ମହିଷାସୁରଙ୍କ ନାତି ଗୋଗିଙ୍ଗ ଦୈତ୍ୟଙ୍କ ରାଜଧାନୀ ଥିଲା । ଲୋକ ବିଶ୍ୱାସ ଅନୁସାରେ ସେତେବେଳର ଜେନାବଳୀ-ପାଟଣା ବର୍ତ୍ତମାନର ଜୁନାଗଡ଼ । ସାରଳା ମହାଭାରତର ମଧ୍ୟ ପର୍ବରେ ଗୋଗିଙ୍ଗ ଦୈତ୍ୟର ହତ୍ୟା ସମୟରେ ଘୁମୁରା ବାଦ୍ୟ ବଜାଯିବା କଥା ଉଲ୍ଲେଖ ହୋଇଛି ।[୨] ସାରଳା ଦାସ ଏହି ବାଦ୍ୟକୁ ଏକ ମହିଷାସୁରଙ୍କ ରଣବାଦ୍ୟ ବୋଲି ମଧ୍ୟ ଉଲ୍ଲେଖ କରିଛନ୍ତି ।[୩][୪]
ଆଧାର
- ↑ ସମାଜ, ପୃଷ୍ଠା ୪ ନଭେମ୍ବର ୧୧,୨୦୧୨
- ↑ Ghosh, A.K., 1928, p.90, 343
- ↑ ଦାସ, ସାରଳା. ଚଣ୍ଡୀ ପୁରାଣ, pp. ୪୫ ଓ ୯୬
- ↑ R. R. Prasad (1996). Encyclopaedic Profile of Indian Tribes. Discovery Publishing House. pp. 82–. ISBN 978-81-7141-298-3.
ଏହି ପ୍ରସଙ୍ଗଟି ଅସମ୍ପୂର୍ଣ୍ଣ ଅଟେ । ଆପଣ ଏହାକୁ ସଂପୂର୍ଣ୍ଣ କରି ଉଇକିପିଡ଼ିଆକୁ ସମୃଦ୍ଧ କରିପାରିବେ । |