"ରାଧାଗୋବିନ୍ଦ ସାହୁ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

ଉଇକିପିଡ଼ିଆ‌ରୁ
Content deleted Content added
୫୦ କ ଧାଡ଼ି: ୫୦ କ ଧାଡ଼ି:
[[ଶ୍ରେଣୀ:୮ମ ଓଡ଼ିଶା ବିଧାନ ସଭାର ସଭ୍ୟ]]
[[ଶ୍ରେଣୀ:୮ମ ଓଡ଼ିଶା ବିଧାନ ସଭାର ସଭ୍ୟ]]
[[ଶ୍ରେଣୀ:୯ମ ଓଡ଼ିଶା ବିଧାନ ସଭାର ସଭ୍ୟ]]
[[ଶ୍ରେଣୀ:୯ମ ଓଡ଼ିଶା ବିଧାନ ସଭାର ସଭ୍ୟ]]
[[ଶ୍ରେଣୀ:ଜୀବିତ ବ୍ୟକ୍ତି]]

୨୧:୩୧, ୨୮ ଜାନୁଆରୀ ୨୦୨୧ ଅନୁସାରେ କରାଯାଇଥିବା ବଦଳ

ରାଧାଗୋବିନ୍ଦ ସାହୁ
ବିଧାୟକ: ୮ମ, ୯ମ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୮୦ – ୧୯୯୦
ପୂର୍ବ ଅଧିକାରୀତାରିଣୀ ପଟ୍ଟନାୟକ
ପର ଅଧିକାରୀନିତ୍ୟାନନ୍ଦ ପ୍ରଧାନ
ନିର୍ବାଚନ ମଣ୍ଡଳୀକବିସୂର୍ଯ୍ୟ ନଗର
ବ୍ୟକ୍ତିଗତ ସବିଶେଷ
ଜନ୍ମ (1928-05-05) ୫ ମଇ ୧୯୨୮ (ବୟସ ୯୫)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳଭାରତୀୟ ଜାତୀୟ କଂଗ୍ରେସ
ଜୀବନ ସାଥୀଶଶିରେଖା ସାହୁ
ବାପା/ବୋଉନଟବର ସାହୁ (ବାପା)
ବୃତ୍ତିରାଜନୀତିଜ୍ଞ

ରାଧାଗୋବିନ୍ଦ ସାହୁ (ମୃତ୍ୟୁ: ୫ ମଇ ୧୯୨୮) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଦୁଇଥର କାର୍ଯ୍ୟ କରିଛନ୍ତି । ୧୯୮୦ ଓ ୧୯୮୫ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ କବିସୂର୍ଯ୍ୟ ନଗର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୮ମ୯ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

ଜନ୍ମ, ପରିବାର ଓ ଶିକ୍ଷା

ରାଧାଗୋବିନ୍ଦ ୧୯୨୮ ମସିହାର ମଇ ୫ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ନଟବର ସାହୁ ଓ ପତ୍ନୀଙ୍କ ନାମ ଶଶିରେଖା ସାହୁ ।[୧]

ରାଜନୈତିକ ଜୀବନ

ରାଧାଗୋବିନ୍ଦ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଦୁଇଥର କାର୍ଯ୍ୟ କରିଛନ୍ତି ।[୧]

ଆଧାର

  1. ୧.୦ ୧.୧ "Shri Radha Govinda Sahu". odishaassembly.nic.in. Odisha Assembly. Retrieved 28 January 2021.