"ଦିଲ୍ଲୀପ କୁମାର" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

ଉଇକିପିଡ଼ିଆ‌ରୁ
Content deleted Content added
ଟିକେNo edit summary
ଟ୍ୟାଗ: 2017 source edit
ଟ୍ୟାଗ: 2017 source edit
୨୬ କ ଧାଡ଼ି: ୨୬ କ ଧାଡ଼ି:
[[ଶ୍ରେଣୀ:୧୯୨୨ ଜନ୍ମ]]
[[ଶ୍ରେଣୀ:୧୯୨୨ ଜନ୍ମ]]
[[ଶ୍ରେଣୀ:ହିନ୍ଦୀ କଥାଚିତ୍ର ଅଭିନେତା]]
[[ଶ୍ରେଣୀ:ହିନ୍ଦୀ କଥାଚିତ୍ର ଅଭିନେତା]]
[[ଶ୍ରେଣୀ:ଜୀବିତ ବ୍ୟକ୍ତି]]
[[ଶ୍ରେଣୀ:୨୦୨୧ ମୃତ୍ୟୁ]]

୧୫:୨୪, ୧୦ ଜୁଲାଇ ୨୦୨୧ ଅନୁସାରେ କରାଯାଇଥିବା ବଦଳ

ଦିଲ୍ଲୀପ କୁମାର
Amitabh Bachchan December 2013
Amitabh Bachchan December 2013
ଜନ୍ମ (1922-12-11) ୧୧ ଡିସେମ୍ବର ୧୯୨୨ (ବୟସ ୧୦୧)
ବୃତ୍ତି(ସମୂହ)ଅଭିନେତା, ପ୍ରଯୋଜକ
ସକ୍ରିୟ ବର୍ଷ୧୯୬୯- ଏପର୍ଯ୍ୟନ୍ତ
ବୈବାହିକ-ସାଥୀସାଏରା ବାନୁ (୧୯୬୬- ଏପର୍ଯ୍ୟନ୍ତ)
ଅସମା ସାହିବା (୧୯୭୯-୧୯୮୨)
ଦସ୍ତଖତ

ଦିଲୀପ କୁମାର (ଜନ୍ମ ନାମ ନାମ ମୋହମ୍ମଦ ୟୁସୁଫ ଖାନ;[୧] ୧୧ ଡିସେମ୍ବର ୧୯୨୨ – ୭ ଜୁଲାଇ ୨୦୨୧) ଜଣେ ଭାରତୀୟ ଅଭିନେତା ଓ ଚଳଚିତ୍ର ନିର୍ମାତା ଥିଲେ ତଥା ହିନ୍ଦୀ ଚଳଚିତ୍ରରେ ଅଭିନୟ ନିମନ୍ତେ ଜଣାଶୁଣା ଥିଲେ ।[୨] ଅଧିକ ଦୁଃଖାତ୍ମକ ଅଭିନୟ କରୁଥିବା ଯୋଗୁ ତାଙ୍କୁ ଟ୍ରାଜେଡ଼ି କିଙ୍ଗ ନାମରେ ଅନେକ ସମ୍ବୋଧିତ କରୁଥିଲେ ।[୩] ସେ ବଲିଉଡ ଜଗତରେ ଥିବା ପ୍ରଥମ ଖାନ ("The First Khan") ଥିଲେ[୪][୫] ଚଳଚ୍ଚିତ୍ର ଜଗତର ସେ ସର୍ବପ୍ରଥମ ସଫଳ ଅଭିନେତା ଥିଲେ ଯିଏ କି ଏକ ସ୍ୱତନ୍ତ୍ର ଧରଣର ଅଭନୟ କରୁଥିଲେ । ସେ ପ୍ରଥମ ଓ ସର୍ବାଧିକ ଫିଲିମ ଫେୟାର ଆୱାର୍ଡ ପାଇ ରେକର୍ଡ଼ କରିଥିଲେ ଯାହାକୁ ପରବର୍ତ୍ତୀ ସମୟରେ ଶାହରୁଖ ଖାନ ସମତୁଲ କରିଥିଲେ । [୬][୭]

ଦିଲୀପ କୁମାରଙ୍କର ପ୍ରଥମ ଥର ନିମନ୍ତେ ଅଭିନୟ କରିଥିବା ଚଳଚ୍ଚିତ୍ର ନାମ ଥିଲା ଜୁଆର ଭଟା (Jwar Bhata) - ୧୯୪୪), ଯାହା ବମ୍ବେ ଟକିଜ ( Bombay Talkies) ନିର୍ମାଣ କରିଥିଲେ । ପଚାଶ ବର୍ଷର ଅଭିନୟ ଜୀବନରେ ସେ ୬୫ଟି ଚଳଚ୍ଚିତ୍ରରେ ଅଭିନୟ କରିଥିଲେ । ସେ ଅଭିନୟ କରିଥିବା କେତେକ ଚଳଚ୍ଚିତ୍ରମାନଙ୍କ ନାମ ଅନ୍ଦାଜ (Andaz – ୧୯୪୯), ଆନ (Aan – ୧୯୫୨), ସାମାଜିକ ନାଟକ ଦାଗ (Daag – ୧୯୫୨), ନାଟକୀୟ ଦେବଦାସ (Devdas – ୧୯୫୫), ହାସ୍ୟରସାତ୍ମକ ଆଜାଦ (Azaad – ୧୯୫୫), ଐତିହାସିକ ମୁଗଳ-ଏ-ଆଜମ (Mughal-e-Azam – ୧୯୬୦), ସାମାଜିକ ଡକାୟତ (dacoit crime) ନାଟକ ଗଙ୍ଗା ଯମୁନା ( Gunga Jamuna – ୧୯୬୧) ଓ ହାସ୍ୟ ରସାତ୍ମକ ରାମ ଅଉର ଶ୍ୟାମ ( Ram Aur Shyam - 1967) । ମୁଦ୍ରାସ୍ଫୀତି ହିସାବକୁ ନେଲେ ତାଙ୍କ ଅଭିନୀତ ମୁଗଳ-ଏ-ଆଜମ ଚଳଚ୍ଚିତ୍ର ଅଦ୍ୟାବଧି ସର୍ବାଧିକ ଆୟକାରୀ ମାନ୍ୟତା ପାଇଛି (highest-grossing film in India) ।

ଆଧାର

  1. "'Dilip Kumar doing fine, he had severe backache': Saira Banu on actor's health". Hindustan Times. Press Trust of India. 13 March 2020. Retrieved 7 July 2021.
  2. "Dilip Kumar is my idol and inspiration: Amitabh Bachchan - The Times of India". Timesofindia.indiatimes.com. 11 December 2011. Retrieved 2012-08-06.
  3. Bose, Mrityunjay (7 July 2021). "Dilip Kumar: The undisputed 'Tragedy King'". Deccan Herald. Retrieved 7 July 2021.
  4. "Tragedy king Dilip Kumar turns 88". The Indian Express. 11 December 2010. Archived from the original on 11 October 2020. Retrieved 21 June 2012.
  5. "Happy Birthday Dilip Kumar: As Dilip Kumar turns 94, a look at his titanic reputation as India's finest method actor". Indianexpress.com. 11 December 2016. Retrieved 21 March 2019.
  6. Sharma, Vishwamitra (2007). Famous Indians of the 21st Century. Pustak Mahal. p. 196. ISBN 978-81-223-0829-7.
  7. Dawar, Ramesh (2006). Bollywood: yesterday, today, tomorrow. Star Publications. p. 8. ISBN 1-905863-01-2.

ଅଧିକ ତ‌ଥ୍ୟ