"ଇଣ୍ଟରନେଟ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

ଉଇକିପିଡ଼ିଆ‌ରୁ
Content deleted Content added
ଟ୍ୟାଗସବୁ: ମୋବାଇଲ ସମ୍ପାଦନା ମୋବାଇଲ ୱେବ ବଦଳ Android app edit
ଟିକେ added reference
୮ କ ଧାଡ଼ି: ୮ କ ଧାଡ଼ି:
'''ଇଣ୍ଟରନେଟ''' (Internet) ହେଉଛି ଏକ ଆନ୍ତର୍ଜାତିକ ମେଳଣ ଯେଉଁଠି ନିଜନିଜ ଭିତରେ ଅନେକ [[କମ୍ପ୍ୟୁଟର]] ଯୋଡି ହୋଇ ରହିଥାନ୍ତି, ଯାହାକି କମ୍ପ୍ୟୁଟର ବ୍ୟବହାର କରୁଥିବା ଓ ଅଲଗା ଅଲଗା ଜାଗାରେ ଥିବା ଲୋକମାନଙ୍କୁ ଜ୍ଞାନ, ଭାବ ଆଦିର ଦେବା ନେବା କରିବାରେ ସାହାଯ୍ୟ କରେ ।

ପ୍ରଥମେ ଇଣ୍ଟରନେଟର ବ୍ୟବହାର ଏକ ବୈଜ୍ଞାନିକ କର୍ମଶାଳାରେ ପରସ୍ପର ସହ ସଂପର୍କ ରଖିବା ପାଇଁ କରାଯାଇଥିଲା । ହେଲେ ପରେ ପରେ ଏହାକୁ ବିଶ୍ୱବ୍ୟାପୀ ଇଣ୍ଟରନେଟରେ ପରିଣତ କରି ଦିଆଗଲା ।
ପ୍ରଥମେ ଇଣ୍ଟରନେଟର ବ୍ୟବହାର ଏକ ବୈଜ୍ଞାନିକ କର୍ମଶାଳାରେ ପରସ୍ପର ସହ ସଂପର୍କ ରଖିବା ପାଇଁ କରାଯାଇଥିଲା । ହେଲେ ପରେ ପରେ ଏହାକୁ ବିଶ୍ୱବ୍ୟାପୀ ଇଣ୍ଟରନେଟରେ ପରିଣତ କରି ଦିଆଗଲା ।<ref name="britannica.com">{{cite web |title=Internet {{!}} Description, History, Uses, & Facts {{!}} Britannica |url=https://www.britannica.com/technology/Internet |website=www.britannica.com |accessdate=6 February 2022 |language=en}}</ref>

ବର୍ତ୍ତମାନ ଇଣ୍ଟରନେଟ ମାଧ୍ୟମରେ [[ଇମେଲ]] ପାଇବା/ପଠାଇବା, [[ଚାଟିଙ୍ଗ]] କରିବା, ଆଦି କାମ ସହଜରେ ହୋଇ ପାରୁଥିବା ବେଳେ ସୂଚନା ଆଦାନ ପ୍ରଦାନ ମଧ୍ୟ ହୋଇ ପାରୁଛି । ଇଣ୍ଟରନେଟ ପରିବର୍ତ୍ତନଶୀଳ, ତେଣୁ ଦିନକୁ ଦିନ ଏଥିରେ ନୁଆ ନୁଆ ଜ୍ଞାନ କୌଶଳର ବ୍ୟବହାର ହେଉଛି । ଏବେ ଆମେ ନିଜ ଘରେ ବସି ଇଣ୍ଟରନେଟ ମାଧ୍ୟମରେ ବିଶ୍ୱରେ ଘଟୁଥିବା ଅଗଣିତ ଘଟଣା ବିଷୟରେ ଜାଣିପାରୁଛେ ଏବଂ ଦେଖିପାରୁଛେ ।

୧୭:୩୯, ୬ ଫେବୃଆରୀ ୨୦୨୨ ଅନୁସାରେ କରାଯାଇଥିବା ବଦଳ

ଇଣ୍ଟରନେଟ‎
ଇଣ୍ଟରନେଟ‎

ଇଣ୍ଟରନେଟ (Internet) ହେଉଛି ଏକ ଆନ୍ତର୍ଜାତିକ ମେଳଣ ଯେଉଁଠି ନିଜନିଜ ଭିତରେ ଅନେକ କମ୍ପ୍ୟୁଟର ଯୋଡି ହୋଇ ରହିଥାନ୍ତି, ଯାହାକି କମ୍ପ୍ୟୁଟର ବ୍ୟବହାର କରୁଥିବା ଓ ଅଲଗା ଅଲଗା ଜାଗାରେ ଥିବା ଲୋକମାନଙ୍କୁ ଜ୍ଞାନ, ଭାବ ଆଦିର ଦେବା ନେବା କରିବାରେ ସାହାଯ୍ୟ କରେ ।

ପ୍ରଥମେ ଇଣ୍ଟରନେଟର ବ୍ୟବହାର ଏକ ବୈଜ୍ଞାନିକ କର୍ମଶାଳାରେ ପରସ୍ପର ସହ ସଂପର୍କ ରଖିବା ପାଇଁ କରାଯାଇଥିଲା । ହେଲେ ପରେ ପରେ ଏହାକୁ ବିଶ୍ୱବ୍ୟାପୀ ଇଣ୍ଟରନେଟରେ ପରିଣତ କରି ଦିଆଗଲା ।[୧]

ବର୍ତ୍ତମାନ ଇଣ୍ଟରନେଟ ମାଧ୍ୟମରେ ଇମେଲ ପାଇବା/ପଠାଇବା, ଚାଟିଙ୍ଗ କରିବା, ଆଦି କାମ ସହଜରେ ହୋଇ ପାରୁଥିବା ବେଳେ ସୂଚନା ଆଦାନ ପ୍ରଦାନ ମଧ୍ୟ ହୋଇ ପାରୁଛି । ଇଣ୍ଟରନେଟ ପରିବର୍ତ୍ତନଶୀଳ, ତେଣୁ ଦିନକୁ ଦିନ ଏଥିରେ ନୁଆ ନୁଆ ଜ୍ଞାନ କୌଶଳର ବ୍ୟବହାର ହେଉଛି । ଏବେ ଆମେ ନିଜ ଘରେ ବସି ଇଣ୍ଟରନେଟ ମାଧ୍ୟମରେ ବିଶ୍ୱରେ ଘଟୁଥିବା ଅଗଣିତ ଘଟଣା ବିଷୟରେ ଜାଣିପାରୁଛେ ଏବଂ ଦେଖିପାରୁଛେ ।

ଜ୍ଞାନକୌଶଳ

ଇଣ୍ଟରନେଟରେ କିଛି ମୁଖ୍ୟ କମ୍ପ୍ୟୁଟର ରହିଥାଏ, ଯାହାକୁ ସର୍ଭର କୁହାଯାଏ । ସର୍ଭର ଗୁଡିକ ପରସ୍ପର ମଧ୍ୟରେ ସଂଯୁକ୍ତ ହୋଇଥାନ୍ତି । ସର୍ଭର ବା ମୁଖ୍ୟ କମ୍ପ୍ୟୁଟରରେ ଡାଟା ସବୁ ସାଇତି ରଖା ଯାଇଥାଏ । ପ୍ରତ୍ୟେକ ସର୍ଭରର ସ୍ୱତନ୍ତ୍ର ନାମ ଏବଂ ଆଡ୍ରେସ ରହିଥାଏ । ଆମେ ଯେତେବେଳେ ଆମ କମ୍ପ୍ୟୁଟରରେ ୱେବସାଇଟ ଖୋଳୁଛୁ, ସେ ପ୍ରଥମେ ନିଜର ସର୍ଭର ସହିତ ସମ୍ପର୍କ କରେ ଏବଂ ସର୍ଭରରୁ ସମ୍ପୃକ୍ତ ପ୍ରୁଷ୍ଠାକୁ ଆମ କମ୍ପ୍ୟୁଟରରେ ଦେଖେଇ ଥାଏ ଏବଂ ଆମେ ଆମ କାମ କରିଥାଉ ।

ଆଧାର

  1. "Internet | Description, History, Uses, & Facts | Britannica". www.britannica.com (in ଇଂରାଜୀ). Retrieved 6 February 2022.