"ଆଲୋକବର୍ଷ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

ଉଇକିପିଡ଼ିଆ‌ରୁ
Content deleted Content added
ଟିକେNo edit summary
ଟିକେ କ୍ଷିପ୍ର -> କ୍ଷୀପ୍ର (via JWB)
୧ କ ଧାଡ଼ି: ୧ କ ଧାଡ଼ି:
'''''ଆଲୋକବର୍ଷ''''' ହେଉଛି ଏକ ଦୂରତା ମାପିବାର ଏକକ । ଏହା ସାହାଯ୍ୟରେ ମହାକାଶରେ ବିଭିନ୍ନ ମହାଜଗତିକ ବସ୍ତୁ ମାନଙ୍କର ଦୂରତା ମପାଯାଏ । ଏକ ଆଲୋକ ବର୍ଷର ଦୂରତା ପ୍ରାୟ ୯ ଲକ୍ଷ କୋଟି କିଲୋମିଟର(୯୦,୦୦,୦୦,୦୦,୦୦,୦୦୦) ।<ref name="earthsky">{{cite web|title=What is a Light-Year|url=http://earthsky.org/space/what-is-a-light-year|accessdate=14 April 2018}}</ref> ଆଲୋକ ବହୁତ କ୍ଷିପ୍ର ବେଗରେ ଗତି କରିଥାଏ । ଏହ ଏକ ସେକେଣ୍ଡରେ ୨,୯୯,୭୯୩ କିଲୋମିଟର ଦୂରତା ଅତିକ୍ରମ କରିଥାଏ ଯାହାକି ପ୍ରାୟ ୩ ଲକ୍ଷ କିଲୋ ମିଟର ସହ ସମାନ । ଆନ୍ତର୍ଜାତିକ ମହାକାଶିୟ ଏକକ ଅନୁସାରେ ଏକ ଆଲୋକ ରଶ୍ମି ଏକ ବର୍ଷ(୩୬୫ ଦିନ ୬ ଘଣ୍ଟା)ରେ ମହାକାଶରେ ଯେତିକି ଦୂରତା ଅତିକ୍ରମ କରେ ତାହାକୁ ଏକ ଆଲୋକ ବର୍ଷ କୁହାଯାଏ । ଏହି ଦୂରତାର ଏକକକୁ [[ଗ୍ରହ]], [[ନକ୍ଷତ୍ର]] ଏବଂ ନିହାରୀକା ମାନଙ୍କର ଦୂରତା ମାପିବାକୁ ବ୍ୟବହାର କରାଯାଏ ।<ref name="howstuffworks">{{cite web|title=What is a light year|url=https://science.howstuffworks.com/dictionary/astronomy-terms/question94.htm|accessdate=14 April 2018}}</ref>
'''''ଆଲୋକବର୍ଷ''''' ହେଉଛି ଏକ ଦୂରତା ମାପିବାର ଏକକ । ଏହା ସାହାଯ୍ୟରେ ମହାକାଶରେ ବିଭିନ୍ନ ମହାଜଗତିକ ବସ୍ତୁ ମାନଙ୍କର ଦୂରତା ମପାଯାଏ । ଏକ ଆଲୋକ ବର୍ଷର ଦୂରତା ପ୍ରାୟ ୯ ଲକ୍ଷ କୋଟି କିଲୋମିଟର(୯୦,୦୦,୦୦,୦୦,୦୦,୦୦୦) ।<ref name="earthsky">{{cite web|title=What is a Light-Year|url=http://earthsky.org/space/what-is-a-light-year|accessdate=14 April 2018}}</ref> ଆଲୋକ ବହୁତ କ୍ଷୀପ୍ର ବେଗରେ ଗତି କରିଥାଏ । ଏହ ଏକ ସେକେଣ୍ଡରେ ୨,୯୯,୭୯୩ କିଲୋମିଟର ଦୂରତା ଅତିକ୍ରମ କରିଥାଏ ଯାହାକି ପ୍ରାୟ ୩ ଲକ୍ଷ କିଲୋ ମିଟର ସହ ସମାନ । ଆନ୍ତର୍ଜାତିକ ମହାକାଶିୟ ଏକକ ଅନୁସାରେ ଏକ ଆଲୋକ ରଶ୍ମି ଏକ ବର୍ଷ(୩୬୫ ଦିନ ୬ ଘଣ୍ଟା)ରେ ମହାକାଶରେ ଯେତିକି ଦୂରତା ଅତିକ୍ରମ କରେ ତାହାକୁ ଏକ ଆଲୋକ ବର୍ଷ କୁହାଯାଏ । ଏହି ଦୂରତାର ଏକକକୁ [[ଗ୍ରହ]], [[ନକ୍ଷତ୍ର]] ଏବଂ ନିହାରୀକା ମାନଙ୍କର ଦୂରତା ମାପିବାକୁ ବ୍ୟବହାର କରାଯାଏ ।<ref name="howstuffworks">{{cite web|title=What is a light year|url=https://science.howstuffworks.com/dictionary/astronomy-terms/question94.htm|accessdate=14 April 2018}}</ref>


== ଆଧାର ==
== ଆଧାର ==

୨୩:୦୫, ୧୧ ଫେବୃଆରୀ ୨୦୨୨ ଅନୁସାରେ କରାଯାଇଥିବା ବଦଳ

ଆଲୋକବର୍ଷ ହେଉଛି ଏକ ଦୂରତା ମାପିବାର ଏକକ । ଏହା ସାହାଯ୍ୟରେ ମହାକାଶରେ ବିଭିନ୍ନ ମହାଜଗତିକ ବସ୍ତୁ ମାନଙ୍କର ଦୂରତା ମପାଯାଏ । ଏକ ଆଲୋକ ବର୍ଷର ଦୂରତା ପ୍ରାୟ ୯ ଲକ୍ଷ କୋଟି କିଲୋମିଟର(୯୦,୦୦,୦୦,୦୦,୦୦,୦୦୦) ।[୧] ଆଲୋକ ବହୁତ କ୍ଷୀପ୍ର ବେଗରେ ଗତି କରିଥାଏ । ଏହ ଏକ ସେକେଣ୍ଡରେ ୨,୯୯,୭୯୩ କିଲୋମିଟର ଦୂରତା ଅତିକ୍ରମ କରିଥାଏ ଯାହାକି ପ୍ରାୟ ୩ ଲକ୍ଷ କିଲୋ ମିଟର ସହ ସମାନ । ଆନ୍ତର୍ଜାତିକ ମହାକାଶିୟ ଏକକ ଅନୁସାରେ ଏକ ଆଲୋକ ରଶ୍ମି ଏକ ବର୍ଷ(୩୬୫ ଦିନ ୬ ଘଣ୍ଟା)ରେ ମହାକାଶରେ ଯେତିକି ଦୂରତା ଅତିକ୍ରମ କରେ ତାହାକୁ ଏକ ଆଲୋକ ବର୍ଷ କୁହାଯାଏ । ଏହି ଦୂରତାର ଏକକକୁ ଗ୍ରହ, ନକ୍ଷତ୍ର ଏବଂ ନିହାରୀକା ମାନଙ୍କର ଦୂରତା ମାପିବାକୁ ବ୍ୟବହାର କରାଯାଏ ।[୨]

ଆଧାର

  1. "What is a Light-Year". Retrieved 14 April 2018.
  2. "What is a light year". Retrieved 14 April 2018.