Jump to content

"ଲକ୍ଷ୍ମଣ ନାୟକ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

ଟିକେ
"ଠାରୁ" ଶବ୍ଦ ସହ ଲାଗିରହେ (via JWB)
ଟିକେ (ସଠିକ ବନାନ (via JWB))
ଟିକେ ("ଠାରୁ" ଶବ୍ଦ ସହ ଲାଗିରହେ (via JWB))
ସଂକ୍ଷିପ୍ତ ବ୍ୟକ୍ତିଗତ ଜୀବନ:
 
ନିକଟରେ କୌଣସି ବିଦ୍ୟାଳୟ ନ ଥିବାରୁ କୋଲାବ ନଦୀ କୁଳର ବାଲିପଠାକୁ ସିଲଟ ଭାବରେ ବ୍ୟବହାର କରି ପିତା ପଦଲାମଙ୍କ ଠାରୁପଦଲାମଙ୍କଠାରୁ ଅକ୍ଷର ଶିକ୍ଷା କରିଥିଲେ ସହୀଦ ଲକ୍ଷ୍ମଣ ନାୟକ । ତେନ୍ତୁଲିଗୁମ୍ମାର ଲୋକମାନେ ଓଡ଼ିଆ, ପରଜା, ଗାଦବା ଭାଷା ମିଶାମିଶି ଦେଶିଆ ଭାଷା କହୁଥିଲେ । ଲକ୍ଷ୍ମଣ ନାୟକ ଉଭୟ ଦେଶିଆ ଓ ଓଡ଼ିଆ ଭାଷା କହିପାରୁଥିଲେ । ୧୯ ବର୍ଷ ବୟସରେ ସାନଗୁମ୍ମାର ଘାସି ଭୁମିୟାଙ୍କ କନ୍ୟା ମଙ୍ଗୁଳି ଭୁମିଆଙ୍କୁ ବିବାହ କରିଥିଲେ ।
ସେ ଆଦିବାସୀମାନଙ୍କ ମଧ୍ୟରେ ପ୍ରଚଳିତ ଗୁଣିଆ ଓ ଦିଶାରି ବୃତ୍ତିରେ ପାରଙ୍ଗମ ଥିଲେ । ଗୁଣିଆ ବୃତ୍ତି ହେଉଛି ଆଦିବାସୀ ମାନଙ୍କ ମଧ୍ୟରେ ଡାକ୍ତରୀ ବିଦ୍ୟା । ଜଣେ ଗୁଣିଆକୁ ବଣଜଙ୍ଗଲରୁ ଔଷଧୀୟ ସାମଗ୍ରୀ ସଂଗ୍ରହ କରିବା ସହ ଝାଡଣ, ଫୁଙ୍କଣ ଆଦି କରିବାକୁ ପଡେ । ଦିଶାରି ବୃତ୍ତି ହେଉଛି ଦେବାରାଧନା ବା ପୂଜକର ଦାୟିତ୍ୱ ।
 
୧୩,୮୭୬

ଗୋଟି ସମ୍ପାଦନା