"ଚଢ଼େଇଆ ନାଚ" ପୃଷ୍ଠାର ସଂସ୍କରଣଗୁଡ଼ିକ ମଧ୍ୟରେ ତଫାତ
Content deleted Content added
Psubhashish (ଆଲୋଚନା | ଅବଦାନ) No edit summary |
Psubhashish (ଆଲୋଚନା | ଅବଦାନ) No edit summary |
||
୧ କ ଧାଡ଼ି: | ୧ କ ଧାଡ଼ି: | ||
{{About|ଚଢ଼େଇଆ ନାଟ||ଚଢ଼େଇଆ ସଙ୍ଗୀତ}} |
|||
{{Infobox Performing Arts |
{{Infobox Performing Arts |
||
| name = ଚଢ଼େଇଆ ନାଟ |
| name = ଚଢ଼େଇଆ ନାଟ |
୧୭:୦୩, ୧ ଅଗଷ୍ଟ ୨୦୧୧ ଅନୁସାରେ କରାଯାଇଥିବା ବଦଳ
ଚଢ଼େଇଆ ନାଟ | |
---|---|
ମାଧ୍ୟମ | ଗୀତ-ନାଟ |
ସଂସ୍କୃତି | ଓଡ଼ିଆ ଚଳଣି |
ସୃଷ୍ଟି | ବାଲେଶ୍ଵର, ଓଡ଼ିଶା ଭାରତ |
ଗୀତ-ସଙ୍ଗୀତ | ଚଢ଼େଇଆ ସଙ୍ଗୀତ |
କଳାକାର | ଏକକ ବା ବହୁ |
ଚଢ଼େଇଆ ନାଟ ବା ଚଢ଼େଇଆ ନାଚ ଏକ ପାରମ୍ପାରିକ ଓଡ଼ିଆ ଗୀତ-ନାଟ/ନୃତ୍ୟ କଳା । ଏହା ଏକ ବାଲେଶ୍ଵରୀ ଲୋକ କଳା । ଏଥିରେ ଜଣେ ପୁରୁଷ ଓ ଜଣେ ମହିଳା ଯୋଡ଼ି ହୋଇ ନାଚିଥାନ୍ତି । ନର୍ତ୍ତକଙ୍କୁ ଚଢ଼େଇଆ ଓ ନର୍ତ୍ତକୀଙ୍କୁ ଚଢ଼େଇଆଣୀ କୁହାଯାଇଥାଏ । ଏକ ବାଦନ ଦଳ ଗୀତ ବୋଲିଥାନ୍ତି ଯାହାର ତାଳେ ତାଳେ ଚଢ଼େଇଆ ଓ ଚଢ଼େଇଆଣୀ ଅଭିନୟ କରି ନାଚିଥାନ୍ତି ।
ଗୀତ
ଚଢ଼େଇଆ ନାଟବେଳେ ବୋଲାଯାଉଥିବା ଗୀତକୁ ଚଢ଼େଇଆ ସଙ୍ଗୀତ କୁହାଯାଏ ।
ସୁସଙ୍ଗୀ, ସୁରଙ୍ଗୀ, ସୁରସ, ପ୍ରେମାଂଶ
ଭଙ୍ଗା ସଂଗିନୀ ମୋ ଗଳାର ହାର ରସିକା ରମଣୀ ରସ ବିଲାସିନୀ
ଚାଷୀ-ମୋହିନୀ ମୋ ପ୍ରୀତି ସୁଧାର ॥