"ଚଢ଼େଇଆ ନାଚ" ପୃଷ୍ଠାର ସଂସ୍କରଣଗୁଡ଼ିକ ମଧ୍ୟରେ ତଫାତ
Content deleted Content added
Psubhashish (ଆଲୋଚନା | ଅବଦାନ) No edit summary |
Psubhashish (ଆଲୋଚନା | ଅବଦାନ) No edit summary |
||
୧୫ କ ଧାଡ଼ି: | ୧୫ କ ଧାଡ଼ି: | ||
}} |
}} |
||
'''ଚଢ଼େଇଆ ନାଟ''' ବା '''ଚଢ଼େଇଆ ନାଚ''' ଏକ ପାରମ୍ପାରିକ [[ଓଡ଼ିଆ ଭାଷା|ଓଡ଼ିଆ]] ଗୀତ-ନାଟ/ନୃତ୍ୟ କଳା । ଏହା ଏକ [[ବାଲେଶ୍ଵରୀ ଲୋକ କଳା]] । ଏଥିରେ ଜଣେ ପୁରୁଷ ଓ ଜଣେ ମହିଳା ଯୋଡ଼ି ହୋଇ ନାଚିଥାନ୍ତି । ନର୍ତ୍ତକଙ୍କୁ ଚଢ଼େଇଆ ଓ ନର୍ତ୍ତକୀଙ୍କୁ ଚଢ଼େଇଆଣୀ କୁହାଯାଇଥାଏ । ଏକ ବାଦନ ଦଳ ଗୀତ ବୋଲିଥାନ୍ତି ଯାହାର ତାଳେ ତାଳେ ଚଢ଼େଇଆ ଓ ଚଢ଼େଇଆଣୀ ଅଭିନୟ କରି ନାଚିଥାନ୍ତି । |

==ଇତିହାସ== |
|||
ଚଢ଼େଇଆ ହେଉଛନ୍ତି କେଳା ଓ ଶବର । ସେମାନେ ବଣ ଜଙ୍ଗଲରୁ ଚଢ଼େଇ ଧରି ବିକିବା, ସାପ ଧରି ଗାଁ ଗଣ୍ଡାରେ ସାପ ଖେଳାଇ ଜୀବନ ଚଳାଇଥାନ୍ତି । କେଳୁଣି ବା ଶବରୁଣି ଗାଁ ରେ ବୁଲି ଚିତା କୁଟାଇଥାନ୍ତି । ସେମାନଙ୍କର ଜୀବନ ଜୀବିକା ଚଳଣି ଓ ପରମ୍ପରାକୁ ନେଇ ଚଢ଼େଇଆ ନାଟର ଆରମ୍ଭ ।<ref>{{cite book |title=ଉନ୍ନୟନୀ, ବାଲେଶ୍ଵରର ଅବଲୁପ୍ତ କଳା ଓ ସଂସ୍କୃତି |last=ମହାରଣା|first= ସୁଦର୍ଶନ|authorlink= |coauthors= |year= ୨୦୦୬|publisher= |location=ବାଲେଶ୍ଵର |isbn= |page= |pages=୯୮-୯୯ |url= |accessdate=}}</ref> |
|||
==[[ଚଢ଼େଇଆ ସଙ୍ଗୀତ]]== |
==[[ଚଢ଼େଇଆ ସଙ୍ଗୀତ]]== |
୧୧:୫୪, ୪ ଅଗଷ୍ଟ ୨୦୧୧ ଅନୁସାରେ କରାଯାଇଥିବା ବଦଳ
ଚଢ଼େଇଆ ନାଟ | |
---|---|
ମାଧ୍ୟମ | ଗୀତ-ନାଟ |
ସଂସ୍କୃତି | ଓଡ଼ିଆ ଚଳଣି |
ସୃଷ୍ଟି | ବାଲେଶ୍ଵର, ଓଡ଼ିଶା ଭାରତ |
ଗୀତ-ସଙ୍ଗୀତ | ଚଢ଼େଇଆ ସଙ୍ଗୀତ |
କଳାକାର | ଚଢ଼େଇଆ, ଚଢ଼େଇଆଣି |
ଚଢ଼େଇଆ ନାଟ ବା ଚଢ଼େଇଆ ନାଚ ଏକ ପାରମ୍ପାରିକ ଓଡ଼ିଆ ଗୀତ-ନାଟ/ନୃତ୍ୟ କଳା । ଏହା ଏକ ବାଲେଶ୍ଵରୀ ଲୋକ କଳା । ଏଥିରେ ଜଣେ ପୁରୁଷ ଓ ଜଣେ ମହିଳା ଯୋଡ଼ି ହୋଇ ନାଚିଥାନ୍ତି । ନର୍ତ୍ତକଙ୍କୁ ଚଢ଼େଇଆ ଓ ନର୍ତ୍ତକୀଙ୍କୁ ଚଢ଼େଇଆଣୀ କୁହାଯାଇଥାଏ । ଏକ ବାଦନ ଦଳ ଗୀତ ବୋଲିଥାନ୍ତି ଯାହାର ତାଳେ ତାଳେ ଚଢ଼େଇଆ ଓ ଚଢ଼େଇଆଣୀ ଅଭିନୟ କରି ନାଚିଥାନ୍ତି ।
ଇତିହାସ
ଚଢ଼େଇଆ ହେଉଛନ୍ତି କେଳା ଓ ଶବର । ସେମାନେ ବଣ ଜଙ୍ଗଲରୁ ଚଢ଼େଇ ଧରି ବିକିବା, ସାପ ଧରି ଗାଁ ଗଣ୍ଡାରେ ସାପ ଖେଳାଇ ଜୀବନ ଚଳାଇଥାନ୍ତି । କେଳୁଣି ବା ଶବରୁଣି ଗାଁ ରେ ବୁଲି ଚିତା କୁଟାଇଥାନ୍ତି । ସେମାନଙ୍କର ଜୀବନ ଜୀବିକା ଚଳଣି ଓ ପରମ୍ପରାକୁ ନେଇ ଚଢ଼େଇଆ ନାଟର ଆରମ୍ଭ ।[୧]
ଚଢ଼େଇଆ ସଙ୍ଗୀତ
ଚଢ଼େଇଆ ନାଟବେଳେ ବୋଲାଯାଉଥିବା ଗୀତକୁ ଚଢ଼େଇଆ ସଙ୍ଗୀତ କୁହାଯାଏ ।
ସୁସଙ୍ଗୀ, ସୁରଙ୍ଗୀ, ସୁରସ, ପ୍ରେମାଂଶ
ଭଙ୍ଗା ସଂଗିନୀ ମୋ ଗଳାର ହାର ରସିକା ରମଣୀ ରସ ବିଲାସିନୀ
ଚାଷୀ-ମୋହିନୀ ମୋ ପ୍ରୀତି ସୁଧାର ॥