"ପାଲା" ପୃଷ୍ଠାର ସଂସ୍କରଣଗୁଡ଼ିକ ମଧ୍ୟରେ ତଫାତ
No edit summary |
ଟିକେNo edit summary |
||
୧୪ କ ଧାଡ଼ି: | ୧୪ କ ଧାଡ଼ି: | ||
ଜଣେ ଗାୟକ, ଜଣେ ବାୟକ, ଜଣେ ଶ୍ରୀପାଳିଆ ଓ ୩ ଜଣ ପାଳିଆ |
ଜଣେ ଗାୟକ, ଜଣେ ବାୟକ, ଜଣେ ଶ୍ରୀପାଳିଆ ଓ ୩ ଜଣ ପାଳିଆ |
||
}} |
}} |
||
'''ପାଲା''' ଏକ ପାରମ୍ପାରିକ ଓ ବିଦଗ୍ଧ [[ଓଡ଼ିଆ ଭାଷା|ଓଡ଼ିଆ]] ଗୀତ-ନାଟ/ନୃତ୍ୟ କଳା । ଏହା ଏକ ଅତି ପୁରାତନ ଲୋକନାଟ୍ୟ । ପାଲା ସାଧାରଣତଃ |
'''ପାଲା''' ଏକ ପାରମ୍ପାରିକ ଓ ବିଦଗ୍ଧ [[ଓଡ଼ିଆ ଭାଷା|ଓଡ଼ିଆ]] ଗୀତ-ନାଟ/ନୃତ୍ୟ କଳା । ଏହା ଏକ ଅତି ପୁରାତନ ଲୋକନାଟ୍ୟ । ପାଲା ସାଧାରଣତଃ ୬ଜଣ ବ୍ୟକ୍ତିଙ୍କୁ ନେଇ ଅନୁଷ୍ଠିତ ହୋଇଥାଏ । |
||
==ଇତିହାସ== |
==ଇତିହାସ== |
||
ଜଣେ ଗାୟକ, ଜଣେ ବାୟକ, ଜଣେ ଶ୍ରୀପାଳିଆ ଓ ୩ ଜଣ ପାଳିଆଙ୍କୁ ନେଇ ପାଲା ଅନୁଷ୍ଠିତ ହୋଇଥାଏ । [[ଓଡ଼ିଶା]]ର ଏହି |
ଜଣେ ଗାୟକ, ଜଣେ ବାୟକ, ଜଣେ ଶ୍ରୀପାଳିଆ ଓ ୩ ଜଣ ପାଳିଆଙ୍କୁ ନେଇ ପାଲା ଅନୁଷ୍ଠିତ ହୋଇଥାଏ । [[ଓଡ଼ିଶା]]ର ଏହି ସ୍ୱତନ୍ତ୍ର କଳା ଦିନେ ଘରେ ଘରେ ଅତି ପରିଚିତ ଥିଲା । ବିଶେଷ କରି ବାଦୀପାଲା ଦେଖିବାକୁ ଲୋକେ ବହୁତ ପସନ୍ଦ କରୁଥିଲେ । ଯେଉଁ ସମୟରେ ମନୋରଞ୍ଜନ କରିବା ପାଇଁ ବିଶେଷ ସୁବିଧା ନଥିଲା ସେହି ସମୟରେ ପାଲା ଲୋକଙ୍କୁ ମନୋରଞ୍ଜନ କରିବା ସହ ସାହିତ୍ୟ, ସଂସ୍କୃତି ଓ କଳା ପ୍ରତି ପରିଚିତ କରାଉଥିଲା । ଏହି ପାଲା ମାଧ୍ୟମରେ [[ଓଡ଼ିଶା]]ରେ ଭାଷା ଆନ୍ଦୋଳନ ଘରେଘରେ ପହଞ୍ଚି ପାରିଥିଲା । ସେହିପରି ସ୍ୱାଧୀନତା ଆନ୍ଦୋଳନ ସମୟରେ ମଧ୍ୟ ପାଲାର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଥିଲା । |
||
==ବିଶେଷତା== |
==ବିଶେଷତା== |
||
ପାଲା ହିନ୍ଦୁ ଓ [[ମୁସଲମାନ]] ଧର୍ମ ମଧ୍ୟରେ |
ପାଲା ହିନ୍ଦୁ ଓ [[ମୁସଲମାନ]] ଧର୍ମ ମଧ୍ୟରେ ସମନ୍ୱୟ ରଖିଥାଏ । ଏଥିରେ ଉଭୟ ସତ୍ୟ ନାରାୟଣ ଏବଂ ପୀର ବାବାଙ୍କୁ ପୂଜା କରାଯାଇଥାଏ, ତେଣୁ ପାଲାକୁ ସତ୍ୟପୀର ପୂଜା ବୋଲି ମଧ୍ୟ କୁହାଯାଏ । |
||
==ଆଧାର== |
==ଆଧାର== |
||
{{ |
{{ଆଧାର}} |
||
{{ଓଡ଼ିଶାର ଲୋକକଳା}} |
{{ଓଡ଼ିଶାର ଲୋକକଳା}} |
||
{{ଓଡ଼ିଶା ପ୍ରସଙ୍ଗ}} |
{{ଓଡ଼ିଶା ପ୍ରସଙ୍ଗ}} |
||
[[ |
[[ବିଭାଗ:ଓଡ଼ିଆର ଲୋକନାଟ]] |
||
[[ |
[[ବିଭାଗ:ଲୋକନାଟ]] |
||
[[ |
[[ବିଭାଗ:ନୃତ୍ୟ]] |
୦୦:୩୬, ୩ ଅକ୍ଟୋବର ୨୦୧୧ ଅନୁସାରେ କରାଯାଇଥିବା ବଦଳ
ପାଲା | |
---|---|
ମାଧ୍ୟମ | ଗୀତ-ନାଟ |
ସଂସ୍କୃତି | ଓଡ଼ିଆ ଚଳଣି |
ସୃଷ୍ଟି | ଓଡ଼ିଶା ଭାରତ |
ଗୀତ-ସଙ୍ଗୀତ | ପାଲା ସଙ୍ଗୀତ |
କଳାକାର | ୬ ଜଣ ଜଣେ ଗାୟକ, ଜଣେ ବାୟକ, ଜଣେ ଶ୍ରୀପାଳିଆ ଓ ୩ ଜଣ ପାଳିଆ |
ପାଲା ଏକ ପାରମ୍ପାରିକ ଓ ବିଦଗ୍ଧ ଓଡ଼ିଆ ଗୀତ-ନାଟ/ନୃତ୍ୟ କଳା । ଏହା ଏକ ଅତି ପୁରାତନ ଲୋକନାଟ୍ୟ । ପାଲା ସାଧାରଣତଃ ୬ଜଣ ବ୍ୟକ୍ତିଙ୍କୁ ନେଇ ଅନୁଷ୍ଠିତ ହୋଇଥାଏ ।
ଇତିହାସ
ଜଣେ ଗାୟକ, ଜଣେ ବାୟକ, ଜଣେ ଶ୍ରୀପାଳିଆ ଓ ୩ ଜଣ ପାଳିଆଙ୍କୁ ନେଇ ପାଲା ଅନୁଷ୍ଠିତ ହୋଇଥାଏ । ଓଡ଼ିଶାର ଏହି ସ୍ୱତନ୍ତ୍ର କଳା ଦିନେ ଘରେ ଘରେ ଅତି ପରିଚିତ ଥିଲା । ବିଶେଷ କରି ବାଦୀପାଲା ଦେଖିବାକୁ ଲୋକେ ବହୁତ ପସନ୍ଦ କରୁଥିଲେ । ଯେଉଁ ସମୟରେ ମନୋରଞ୍ଜନ କରିବା ପାଇଁ ବିଶେଷ ସୁବିଧା ନଥିଲା ସେହି ସମୟରେ ପାଲା ଲୋକଙ୍କୁ ମନୋରଞ୍ଜନ କରିବା ସହ ସାହିତ୍ୟ, ସଂସ୍କୃତି ଓ କଳା ପ୍ରତି ପରିଚିତ କରାଉଥିଲା । ଏହି ପାଲା ମାଧ୍ୟମରେ ଓଡ଼ିଶାରେ ଭାଷା ଆନ୍ଦୋଳନ ଘରେଘରେ ପହଞ୍ଚି ପାରିଥିଲା । ସେହିପରି ସ୍ୱାଧୀନତା ଆନ୍ଦୋଳନ ସମୟରେ ମଧ୍ୟ ପାଲାର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଥିଲା ।
ବିଶେଷତା
ପାଲା ହିନ୍ଦୁ ଓ ମୁସଲମାନ ଧର୍ମ ମଧ୍ୟରେ ସମନ୍ୱୟ ରଖିଥାଏ । ଏଥିରେ ଉଭୟ ସତ୍ୟ ନାରାୟଣ ଏବଂ ପୀର ବାବାଙ୍କୁ ପୂଜା କରାଯାଇଥାଏ, ତେଣୁ ପାଲାକୁ ସତ୍ୟପୀର ପୂଜା ବୋଲି ମଧ୍ୟ କୁହାଯାଏ ।