"ଜଳ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

ଉଇକିପିଡ଼ିଆ‌ରୁ
Content deleted Content added
"{{for|water in its solid state|ice}} [[File:Water droplet blue bg05.jpg|right|thumb|ଜଳବିନ୍ଦୁର..." ନାଆଁରେ ପୃଷ୍ଠାଟିଏ ତିଆରିକଲେ
 
No edit summary
୧ କ ଧାଡ଼ି: ୧ କ ଧାଡ଼ି:

{{for|water in its [[solid|solid state]]|ice}}
[[File:Water droplet blue bg05.jpg|right|thumb|ଜଳବିନ୍ଦୁର ପତନ ଫଳରେ ବୃତ୍ତୀୟ ତରଙ୍ଗ ସୃଷ୍ଟି ହୋଇ ବିନ୍ଦୁକୁ ଉପରକୁ ଠେଲେ ୤]]
[[File:Water droplet blue bg05.jpg|right|thumb|ଜଳବିନ୍ଦୁର ପତନ ଫଳରେ ବୃତ୍ତୀୟ ତରଙ୍ଗ ସୃଷ୍ଟି ହୋଇ ବିନ୍ଦୁକୁ ଉପରକୁ ଠେଲେ ୤]]
ପୃଥିବୀର ଅତି ସାଧାରଣ ତରଳ ହେଉଛି ଜଳ ୤ ପୃଥିବୀର ପ୍ରାୟ ୭୧.୪% ଜଳପୂର୍ଣ ଅଟେ ୤ ବିଶୁଦ୍ଧ ଜଳର ଗନ୍ଧ, ସ୍ୱାଦ ଓ ରଙ୍ଗ ନାହିଁ ୤ ହ୍ରଦ, ନଦୀ ଓ ମହାସାଗର ଆଦିରେ ଜଳ ଥାଏ ୤ ଆକାଶରେ ବାଦଲରୁ ବର୍ଷା ରୂପରେ ଜଳ ତଳକୁ ପଡେ ୤ ଜଳ ଅତି ଥଣ୍ଡା ହେଲେ ବରଫରେ ପରିଣତ ହୁଏ ୤ ଘନିଭୂତ ବର୍ଷା ତୁଷାରପାତରେ ପରିଣତ ହଏ ୤ ଜଳ ଅତି ଗରମ ହେଲେ ଏହା ବାଷ୍ପରେ ପରିଣତ ହୁଏ ୤ ଜୀବନ ପାଇଁ ଜଳ ଅତି ଜରୁରୀ ୤ କିନ୍ତୁ ଜଣାଯାଏ ଯେ ୨୦୨୫ ସୁଦ୍ଧା ବିଶ୍ୱର ଅର୍ଦ୍ଧାଧିକ ଲୋକେ ଯଥେଷ୍ଟ ଜଳ ପାଇବେ ନାହିଁ ୤

୨୨:୦୭, ୯ ଫେବୃଆରୀ ୨୦୧୨ ଅନୁସାରେ କରାଯାଇଥିବା ବଦଳ

ଜଳବିନ୍ଦୁର ପତନ ଫଳରେ ବୃତ୍ତୀୟ ତରଙ୍ଗ ସୃଷ୍ଟି ହୋଇ ବିନ୍ଦୁକୁ ଉପରକୁ ଠେଲେ ୤

ପୃଥିବୀର ଅତି ସାଧାରଣ ତରଳ ହେଉଛି ଜଳ ୤ ପୃଥିବୀର ପ୍ରାୟ ୭୧.୪% ଜଳପୂର୍ଣ ଅଟେ ୤ ବିଶୁଦ୍ଧ ଜଳର ଗନ୍ଧ, ସ୍ୱାଦ ଓ ରଙ୍ଗ ନାହିଁ ୤ ହ୍ରଦ, ନଦୀ ଓ ମହାସାଗର ଆଦିରେ ଜଳ ଥାଏ ୤ ଆକାଶରେ ବାଦଲରୁ ବର୍ଷା ରୂପରେ ଜଳ ତଳକୁ ପଡେ ୤ ଜଳ ଅତି ଥଣ୍ଡା ହେଲେ ବରଫରେ ପରିଣତ ହୁଏ ୤ ଘନିଭୂତ ବର୍ଷା ତୁଷାରପାତରେ ପରିଣତ ହଏ ୤ ଜଳ ଅତି ଗରମ ହେଲେ ଏହା ବାଷ୍ପରେ ପରିଣତ ହୁଏ ୤ ଜୀବନ ପାଇଁ ଜଳ ଅତି ଜରୁରୀ ୤ କିନ୍ତୁ ଜଣାଯାଏ ଯେ ୨୦୨୫ ସୁଦ୍ଧା ବିଶ୍ୱର ଅର୍ଦ୍ଧାଧିକ ଲୋକେ ଯଥେଷ୍ଟ ଜଳ ପାଇବେ ନାହିଁ ୤

ଜଳ ପୃଥିବୀପୃଷ୍ଟରେ ପ୍ରାକୃତିକ ଭାବେ ମିଳେ ୤ ଜଳ ହେଉଛି ଏକମାତ୍ର ବସ୍ତୁ ଯାହା ସାଧାରଣ ତାପମାତ୍ରାରେ ୩ଟି ଅବସ୍ଥାରେ ରହେ ୤ ଜଳର ୪୦ରୁ ଉର୍ଦ୍ଧ୍ୱ ବିଶେଷ ଜଳ ଘନିଭୂତ ହେଲେ ଏହାର ଆୟତନ ପାଖାପାଖି ୯% ବୃଦ୍ଧି ପାଏ ୤

କଳରୁ ପଡୁଥିବା ପାଣି ଟୋପା

ଜଳର ବ୍ୟବହାର

ମାନବ ସମେତ ସମସ୍ତ ପ୍ରାଣୀ ଓ ଉଦ୍ଭିଦ ଜୀବନ ଧାରଣ ପାଇଁ ଜଳ ଆବଶ୍ୟକ କରନ୍ତି ୤ ଶରୀରର ଆଭ୍ୟନ୍ତରୀଣ ରାସାୟନିକ ପ୍ରତିକ୍ରିୟା ଓ ରକ୍ତର ପ୍ରମୁଖ ଅଂଶ ଭାବେ କାମ କରେ ୤ ଜଳ ଝାଳ ରୂପରେ ବାହାରି ଶରୀରକୁ ଥଣ୍ଡା ରଖେ ୤ପୋଷକତତ୍ତ୍ୱକୁ ପାକସ୍ଥଳୀରୁ ଶରୀରର ଅନ୍ୟାନ୍ୟ ଅଙ୍ଗକୁ ପହଞ୍ଚାଇବାରେ ଜଳ ସାହାଯ୍ୟ କରେ ୤ ଫୁସ୍‌ଫୁସ୍‌ରୁ ଶରୀରକୁ ଅମ୍ଳଜାନ ପରିବହନ କରିବାରେ ମଧ୍ୟ ଜଳ ସାହାଯ୍ୟ କରେ ୤ ଲାଳ ମଣିଷ ଓ ପ୍ରାଣୀମାନଙ୍କୁ ଖାଦ୍ୟ ହଜମ କରିବାରେ ଭୂମିକା ଗ୍ରହଣ କରେ ୤ ଜଳ ପରିସ୍ରା ତିଆରି କରେ ୤ ପରିସ୍ରା ଶରୀରର ଦୂଷିତ ପଦାର୍ଥକୁ ନିଷ୍କାସନ କରିଥାଏ ୤ ମଣିଷ ଶରୀର ୬୦-୭୦% ଜଳରେ ଗଠିତ ୤

ଦୁଗ୍ଧ, ଫଳରସ ଏବଂ ମଦ ପରି ପାନୀୟ ମାନଙ୍କର ମୁଖ୍ୟ ଅଂଶ ହେଉଛି ଜଳ ୤ ପ୍ରତ୍ୟେକ ପ୍ରକାରର ପାନୀୟରେ ଜଳ ବ୍ୟତୀତ ବାସ୍ନା, ପୋଷକତତ୍ତ୍ୱ ଯେମିତି ସର୍କରା, ଫଳ ଇତ୍ୟାଦି ଥାଏ ୤ ପିଇବା ଯୋଗ୍ୟ ଜଳକୁ ଆମେ ପାନୀୟ ଜଳ ବୋଲି କହୁ ୤ ମହାସାଗରର ଜଳ ଲୁଣିଆ ହୋଇଥିବା ସ୍ଥଳେ ହ୍ରଦ ଓ ନଦୀର ଜଳ ମଧୁର ହୋଇଥାଏ ୤ ପୃଥିବୀପୃଷ୍ଠରେ ମାତ୍ର ୩% ମଧୁର ଜଳ ଅଛି, ବାକି ସବୁ ଲୁଣିଆ ୤

ଜଳର ଗଠନ

ଗୋଟିଏ ଜଳ ଅଣୁ ୨ଟି ଉଦ୍‌ଜାନ ପରମାଣୁ ଓ ଗୋଟିଏ ଅମ୍ଳଜାନ ପରମାଣୁରୁ ତିଆରି ୤ ଏହାର ରାସାୟନିକ ସୂତ୍ର ହେଉଛି H2O.

ଜଳକୁ ରୋମାନ୍ ଭାଷାରେ ଆକ୍ୱା କୁହାଯାଏ ୤ ଆମୋଦପ୍ରମୋଦ ପାଇଁ ମଧ୍ୟ ଜଳ ବ୍ୟବହୃତ ହୋଇଥାଏ୤ ମଣିଷ ଖାଦ୍ୟ ବିନା ସପ୍ତାହେ ପର୍ଯ୍ୟନ୍ତ ବଞ୍ଚିପାରୁଥିଲେ ମଧ୍ୟ ଜଳ ବିନା ଦୁଇ ଦିନରୁ ଅଧିକ ବଞ୍ଚି ପାରିବ ନାହିଁ ୤ ଜଳ ହିଁ ଜୀବନ ଅଟେ ୤

ସମ୍ପର୍କିତ ପୃଷ୍ଟା

  • ଜଳପଥ
  • ନଦୀ
  • ସମୁଦ୍ର
  • ନଦୀବନ୍ଧ
  • ବରଫ
  • ଝରଣା
  • ବର୍ଷା
  • ହ୍ରଦ

ଆଧାର

ଛାଞ୍ଚ:Link FA ଛାଞ୍ଚ:Link FA ଛାଞ୍ଚ:Link FA ଛାଞ୍ଚ:Link FA ଛାଞ୍ଚ:Link FA ଛାଞ୍ଚ:Link GA ଛାଞ୍ଚ:Link GA ଛାଞ୍ଚ:Link GA