"ଜଳ" ପୃଷ୍ଠାର ସଂସ୍କରଣଗୁଡ଼ିକ ମଧ୍ୟରେ ତଫାତ
ଟିକେ r2.7.1) (Robot: Adding simple:Water |
Psubhashish (ଆଲୋଚନା | ଅବଦାନ) ଆଧାର+ |
||
୧ କ ଧାଡ଼ି: | ୧ କ ଧାଡ଼ି: | ||
[[File:Water droplet blue bg05.jpg|right|thumb|ଜଳବିନ୍ଦୁର ପତନ ଫଳରେ ବୃତ୍ତୀୟ ତରଙ୍ଗ ସୃଷ୍ଟି ହୋଇ ବିନ୍ଦୁକୁ ଉପରକୁ ଠେଲେ |
[[File:Water droplet blue bg05.jpg|right|thumb|ଜଳବିନ୍ଦୁର ପତନ ଫଳରେ ବୃତ୍ତୀୟ ତରଙ୍ଗ ସୃଷ୍ଟି ହୋଇ ବିନ୍ଦୁକୁ ଉପରକୁ ଠେଲେ । ]] |
||
ପୃଥିବୀର ଅତି ସାଧାରଣ ତରଳ ହେଉଛି ଜଳ |
ପୃଥିବୀର ଅତି ସାଧାରଣ ତରଳ ହେଉଛି ଜଳ । ପୃଥିବୀର ପ୍ରାୟ ୭୧.୪% ଜଳପୂର୍ଣ ଅଟେ । ବିଶୁଦ୍ଧ ଜଳର ଗନ୍ଧ, ସ୍ୱାଦ ଓ ରଙ୍ଗ ନାହିଁ । ହ୍ରଦ, ନଦୀ ଓ ମହାସାଗର ଆଦିରେ ଜଳ ଥାଏ । ଆକାଶରେ ବାଦଲରୁ ବର୍ଷା ରୂପରେ ଜଳ ତଳକୁ ପଡେ । ଜଳ ଅତି ଥଣ୍ଡା ହେଲେ ବରଫରେ ପରିଣତ ହୁଏ । ଘନିଭୂତ ବର୍ଷା ତୁଷାରପାତରେ ପରିଣତ ହଏ । ଜଳ ଅତି ଗରମ ହେଲେ ଏହା ବାଷ୍ପରେ ପରିଣତ ହୁଏ । ଜୀବନ ପାଇଁ ଜଳ ଅତି ଜରୁରୀ । କିନ୍ତୁ ଜଣାଯାଏ ଯେ ୨୦୨୫ ସୁଦ୍ଧା ବିଶ୍ୱର ଅର୍ଦ୍ଧାଧିକ ଲୋକେ ଯଥେଷ୍ଟ ଜଳ ପାଇବେ ନାହିଁ । ହାଇଡ୍ରୋଫିଲିକ ଆଧାରରେ ଜଳ ଏକ ତରଳ ସ୍ଫଟିକ ଅବସ୍ଥାରେ ରହିଥାଏ ।<ref>{{Cite journal |last=Henniker |first=J. C. |title=The Depth of the Surface Zone of a Liquid |year=1949 |publisher=[[Reviews of Modern Physics]] |doi=10.1103/RevModPhys.21.322 |journal=Reviews of Modern Physics |volume=21 |issue=2 |pages=322–341}}</ref><ref>{{cite web |url=http://faculty.washington.edu/ghp/researcthemes/water-science |title=Water Science |author=Pollack, Gerald |publisher=[[University of Washington]], Pollack Laboratory |accessdate=2011-02-05 |quote=Water has three phases – gas, liquid, and solid; but recent findings from our laboratory imply the presence of a surprisingly extensive fourth phase that occurs at interfaces.}}</ref> |
||
ଜଳ ପୃଥିବୀପୃଷ୍ଟରେ ପ୍ରାକୃତିକ ଭାବେ ମିଳେ |
ଜଳ ପୃଥିବୀପୃଷ୍ଟରେ ପ୍ରାକୃତିକ ଭାବେ ମିଳେ । ଜଳ ହେଉଛି ଏକମାତ୍ର ବସ୍ତୁ ଯାହା ସାଧାରଣ ତାପମାତ୍ରାରେ ୩ଟି ଅବସ୍ଥାରେ ରହେ । ଜଳର ୪୦ରୁ ଉର୍ଦ୍ଧ୍ୱ ବିଶେଷ ଜଳ ଘନିଭୂତ ହେଲେ ଏହାର ଆୟତନ ପାଖାପାଖି ୯% ବୃଦ୍ଧି ପାଏ । |
||
[[File:Water drop animation.gif|thumb|right|200 px|କଳରୁ ପଡୁଥିବା ପାଣି ଟୋପା]] |
[[File:Water drop animation.gif|thumb|right|200 px|କଳରୁ ପଡୁଥିବା ପାଣି ଟୋପା]] |
||
==ଜଳର ବ୍ୟବହାର== |
==ଜଳର ବ୍ୟବହାର== |
||
ମାନବ ସମେତ ସମସ୍ତ ପ୍ରାଣୀ ଓ ଉଦ୍ଭିଦ ଜୀବନ ଧାରଣ ପାଇଁ ଜଳ ଆବଶ୍ୟକ କରନ୍ତି |
ମାନବ ସମେତ ସମସ୍ତ ପ୍ରାଣୀ ଓ ଉଦ୍ଭିଦ ଜୀବନ ଧାରଣ ପାଇଁ ଜଳ ଆବଶ୍ୟକ କରନ୍ତି । ଶରୀରର ଆଭ୍ୟନ୍ତରୀଣ ରାସାୟନିକ ପ୍ରତିକ୍ରିୟା ଓ ରକ୍ତର ପ୍ରମୁଖ ଅଂଶ ଭାବେ କାମ କରେ । ଜଳ ଝାଳ ରୂପରେ ବାହାରି ଶରୀରକୁ ଥଣ୍ଡା ରଖେ । ପୋଷକତତ୍ତ୍ୱକୁ ପାକସ୍ଥଳୀରୁ ଶରୀରର ଅନ୍ୟାନ୍ୟ ଅଙ୍ଗକୁ ପହଞ୍ଚାଇବାରେ ଜଳ ସାହାଯ୍ୟ କରେ । ଫୁସ୍ଫୁସ୍ରୁ ଶରୀରକୁ ଅମ୍ଳଜାନ ପରିବହନ କରିବାରେ ମଧ୍ୟ ଜଳ ସାହାଯ୍ୟ କରେ । ଲାଳ ମଣିଷ ଓ ପ୍ରାଣୀମାନଙ୍କୁ ଖାଦ୍ୟ ହଜମ କରିବାରେ ଭୂମିକା ଗ୍ରହଣ କରେ । ଜଳ ପରିସ୍ରା ତିଆରି କରେ । ପରିସ୍ରା ଶରୀରର ଦୂଷିତ ପଦାର୍ଥକୁ ନିଷ୍କାସନ କରିଥାଏ । ମଣିଷ ଶରୀର ୬୦-୭୦% ଜଳରେ ଗଠିତ । |
||
ଦୁଗ୍ଧ, ଫଳରସ ଏବଂ ମଦ ପରି ପାନୀୟ ମାନଙ୍କର ମୁଖ୍ୟ ଅଂଶ ହେଉଛି ଜଳ |
ଦୁଗ୍ଧ, ଫଳରସ ଏବଂ ମଦ ପରି ପାନୀୟ ମାନଙ୍କର ମୁଖ୍ୟ ଅଂଶ ହେଉଛି ଜଳ । ପ୍ରତ୍ୟେକ ପ୍ରକାରର ପାନୀୟରେ ଜଳ ବ୍ୟତୀତ ବାସ୍ନା, ପୋଷକତତ୍ତ୍ୱ ଯେମିତି ସର୍କରା, ଫଳ ଇତ୍ୟାଦି ଥାଏ । ପିଇବା ଯୋଗ୍ୟ ଜଳକୁ ଆମେ ପାନୀୟ ଜଳ ବୋଲି କହୁ । ମହାସାଗରର ଜଳ ଲୁଣିଆ ହୋଇଥିବା ସ୍ଥଳେ ହ୍ରଦ ଓ ନଦୀର ଜଳ ମଧୁର ହୋଇଥାଏ । ପୃଥିବୀପୃଷ୍ଠରେ ମାତ୍ର ୩% ମଧୁର ଜଳ ଅଛି, ବାକି ସବୁ ଲୁଣିଆ । |
||
==ଜଳର ଗଠନ== |
==ଜଳର ଗଠନ== |
||
⚫ | |||
⚫ | |||
⚫ | |||
⚫ | |||
⚫ | |||
⚫ | |||
== ସମ୍ପର୍କିତ ପୃଷ୍ଟା == |
== ସମ୍ପର୍କିତ ପୃଷ୍ଟା == |
||
୨୬ କ ଧାଡ଼ି: | ୨୫ କ ଧାଡ଼ି: | ||
* ବର୍ଷା |
* ବର୍ଷା |
||
* ହ୍ରଦ |
* ହ୍ରଦ |
||
⚫ | |||
{{Wiktionary| |
{{Wiktionary|ଜଳ}} |
||
⚫ | |||
== ଆଧାର == |
== ଆଧାର == |
||
୩୫ କ ଧାଡ଼ି: | ୩୫ କ ଧାଡ଼ି: | ||
[[Category:ଉଦ୍ଜାନ ଯୌଗିକ]] |
[[Category:ଉଦ୍ଜାନ ଯୌଗିକ]] |
||
[[Category:ଅମ୍ଳଜାନ ଯୌଗିକ]] |
[[Category:ଅମ୍ଳଜାନ ଯୌଗିକ]] |
||
{{Link FA|eu}} |
|||
{{Link FA|he}} |
|||
{{Link FA|it}} |
|||
{{Link FA|mk}} |
|||
{{Link FA|vec}} |
|||
{{Link GA|eo}} |
|||
{{Link GA|es}} |
|||
{{Link GA|zh-classical}} |
|||
[[af:Water]] |
[[af:Water]] |
୧୪:୪୪, ୧୦ ଫେବୃଆରୀ ୨୦୧୨ ଅନୁସାରେ କରାଯାଇଥିବା ବଦଳ
ପୃଥିବୀର ଅତି ସାଧାରଣ ତରଳ ହେଉଛି ଜଳ । ପୃଥିବୀର ପ୍ରାୟ ୭୧.୪% ଜଳପୂର୍ଣ ଅଟେ । ବିଶୁଦ୍ଧ ଜଳର ଗନ୍ଧ, ସ୍ୱାଦ ଓ ରଙ୍ଗ ନାହିଁ । ହ୍ରଦ, ନଦୀ ଓ ମହାସାଗର ଆଦିରେ ଜଳ ଥାଏ । ଆକାଶରେ ବାଦଲରୁ ବର୍ଷା ରୂପରେ ଜଳ ତଳକୁ ପଡେ । ଜଳ ଅତି ଥଣ୍ଡା ହେଲେ ବରଫରେ ପରିଣତ ହୁଏ । ଘନିଭୂତ ବର୍ଷା ତୁଷାରପାତରେ ପରିଣତ ହଏ । ଜଳ ଅତି ଗରମ ହେଲେ ଏହା ବାଷ୍ପରେ ପରିଣତ ହୁଏ । ଜୀବନ ପାଇଁ ଜଳ ଅତି ଜରୁରୀ । କିନ୍ତୁ ଜଣାଯାଏ ଯେ ୨୦୨୫ ସୁଦ୍ଧା ବିଶ୍ୱର ଅର୍ଦ୍ଧାଧିକ ଲୋକେ ଯଥେଷ୍ଟ ଜଳ ପାଇବେ ନାହିଁ । ହାଇଡ୍ରୋଫିଲିକ ଆଧାରରେ ଜଳ ଏକ ତରଳ ସ୍ଫଟିକ ଅବସ୍ଥାରେ ରହିଥାଏ ।[୧][୨]
ଜଳ ପୃଥିବୀପୃଷ୍ଟରେ ପ୍ରାକୃତିକ ଭାବେ ମିଳେ । ଜଳ ହେଉଛି ଏକମାତ୍ର ବସ୍ତୁ ଯାହା ସାଧାରଣ ତାପମାତ୍ରାରେ ୩ଟି ଅବସ୍ଥାରେ ରହେ । ଜଳର ୪୦ରୁ ଉର୍ଦ୍ଧ୍ୱ ବିଶେଷ ଜଳ ଘନିଭୂତ ହେଲେ ଏହାର ଆୟତନ ପାଖାପାଖି ୯% ବୃଦ୍ଧି ପାଏ ।
ଜଳର ବ୍ୟବହାର
ମାନବ ସମେତ ସମସ୍ତ ପ୍ରାଣୀ ଓ ଉଦ୍ଭିଦ ଜୀବନ ଧାରଣ ପାଇଁ ଜଳ ଆବଶ୍ୟକ କରନ୍ତି । ଶରୀରର ଆଭ୍ୟନ୍ତରୀଣ ରାସାୟନିକ ପ୍ରତିକ୍ରିୟା ଓ ରକ୍ତର ପ୍ରମୁଖ ଅଂଶ ଭାବେ କାମ କରେ । ଜଳ ଝାଳ ରୂପରେ ବାହାରି ଶରୀରକୁ ଥଣ୍ଡା ରଖେ । ପୋଷକତତ୍ତ୍ୱକୁ ପାକସ୍ଥଳୀରୁ ଶରୀରର ଅନ୍ୟାନ୍ୟ ଅଙ୍ଗକୁ ପହଞ୍ଚାଇବାରେ ଜଳ ସାହାଯ୍ୟ କରେ । ଫୁସ୍ଫୁସ୍ରୁ ଶରୀରକୁ ଅମ୍ଳଜାନ ପରିବହନ କରିବାରେ ମଧ୍ୟ ଜଳ ସାହାଯ୍ୟ କରେ । ଲାଳ ମଣିଷ ଓ ପ୍ରାଣୀମାନଙ୍କୁ ଖାଦ୍ୟ ହଜମ କରିବାରେ ଭୂମିକା ଗ୍ରହଣ କରେ । ଜଳ ପରିସ୍ରା ତିଆରି କରେ । ପରିସ୍ରା ଶରୀରର ଦୂଷିତ ପଦାର୍ଥକୁ ନିଷ୍କାସନ କରିଥାଏ । ମଣିଷ ଶରୀର ୬୦-୭୦% ଜଳରେ ଗଠିତ ।
ଦୁଗ୍ଧ, ଫଳରସ ଏବଂ ମଦ ପରି ପାନୀୟ ମାନଙ୍କର ମୁଖ୍ୟ ଅଂଶ ହେଉଛି ଜଳ । ପ୍ରତ୍ୟେକ ପ୍ରକାରର ପାନୀୟରେ ଜଳ ବ୍ୟତୀତ ବାସ୍ନା, ପୋଷକତତ୍ତ୍ୱ ଯେମିତି ସର୍କରା, ଫଳ ଇତ୍ୟାଦି ଥାଏ । ପିଇବା ଯୋଗ୍ୟ ଜଳକୁ ଆମେ ପାନୀୟ ଜଳ ବୋଲି କହୁ । ମହାସାଗରର ଜଳ ଲୁଣିଆ ହୋଇଥିବା ସ୍ଥଳେ ହ୍ରଦ ଓ ନଦୀର ଜଳ ମଧୁର ହୋଇଥାଏ । ପୃଥିବୀପୃଷ୍ଠରେ ମାତ୍ର ୩% ମଧୁର ଜଳ ଅଛି, ବାକି ସବୁ ଲୁଣିଆ ।
ଜଳର ଗଠନ
ଗୋଟିଏ ଜଳ ଅଣୁ ୨ଟି ଉଦଜାନ ପରମାଣୁ ଓ ଗୋଟିଏ ଅମ୍ଳଜାନ ପରମାଣୁରୁ ତିଆରି । ଏହାର ରାସାୟନିକ ସୂତ୍ର ହେଉଛି H2O.
ଜଳକୁ ରୋମାନ ଭାଷାରେ ଆକୁଆ କୁହାଯାଏ । ଆମୋଦପ୍ରମୋଦ ପାଇଁ ମଧ୍ୟ ଜଳ ବ୍ୟବହୃତ ହୋଇଥାଏ । ମଣିଷ ଖାଦ୍ୟ ବିନା ସପ୍ତାହେ ପର୍ଯ୍ୟନ୍ତ ବଞ୍ଚିପାରୁଥିଲେ ମଧ୍ୟ ଜଳ ବିନା ଦୁଇ ଦିନରୁ ଅଧିକ ବଞ୍ଚି ପାରିବ ନାହିଁ । ଜଳ ହିଁ ଜୀବନ ଅଟେ ।
ସମ୍ପର୍କିତ ପୃଷ୍ଟା
- ଜଳପଥ
- ନଦୀ
- ସମୁଦ୍ର
- ନଦୀବନ୍ଧ
- ବରଫ
- ଝରଣା
- ବର୍ଷା
- ହ୍ରଦ
ଆଧାର
- ↑ Henniker, J. C. (1949). "The Depth of the Surface Zone of a Liquid". Reviews of Modern Physics. Reviews of Modern Physics. 21 (2): 322–341. doi:10.1103/RevModPhys.21.322.
- ↑ Pollack, Gerald. "Water Science". University of Washington, Pollack Laboratory. Retrieved 2011-02-05.
Water has three phases – gas, liquid, and solid; but recent findings from our laboratory imply the presence of a surprisingly extensive fourth phase that occurs at interfaces.