"ବିଶ୍ୱନାଥ ଦାସ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

ଉଇକିପିଡ଼ିଆ‌ରୁ
Content deleted Content added
No edit summary
୩୦ କ ଧାଡ଼ି: ୩୦ କ ଧାଡ଼ି:
}}
}}


'''ବିଶ୍ଵନାଥ ଦାସ''' ( ୮, ମଈ, ୧୮୮୯ - ୨, ଜୁନ, ୧୯୮୪) ଏକା ଧାରାରେ ଜଣେ [[ଭାରତୀୟ]] ରାଜନେତା, ସମାଜସେବୀ ଓ ସ୍ଵାଧୀନତା ସଂଗ୍ରାମୀ ଥିଲେ । ସେ ବିଲାତ ଶାସନ (୧୯୩୭ - ୧୯୩୯) କାଳରେ [[ଓଡିଶା]] ପ୍ରୋଭିନ୍ସର [[ପ୍ରଧାନ]] ମନ୍ତ୍ରି ଥିଲେ । ସେ ମଧ୍ୟ [[ଉତରପ୍ରଦେଶ]]ର [[ରାଜ୍ୟପାଳ]] (୧୯୬୨-୧୯୬୭) ଥିଲେ ଏବଂ ସେଷରେ [[ଓଡିଶା]] ପ୍ରଦେଶର [[ମୁଖ୍ୟମନ୍ତ୍ରି]] (୧୯୭୧-୧୯୭୨) ଥିଲେ ।<ref>http://orissa.gov.in/e-magazine/orissaannualreference/ORA-2005/pdf/bio-data_of_chief_minister.pdf</ref> ସେ ଇଂରେଜ ଅଧିନସ୍ଥ ଭାରତ ରେ ସ୍ଵତନ୍ତ୍ର [[ଓଡିଶା]] ର ପ୍ରଥମ ପ୍ରଧାନମନ୍ତ୍ରୀ(୧୯୩୭-୩୯) ,୧୯୬୨ ରୁ ୧୯୬୭ ଯାଏଁ [[ଉତ୍ତର ପ୍ରଦେଶ]]ର ରାଜ୍ୟପାଳ ଏବଂ ଶେଷ ରେ ଓଡିଶା ର ମୁଖ୍ୟମନ୍ତ୍ରୀ ୧୯୭୧ ରୁ ୧୯୭୨ ଯାଏଁ ହେଇଥିଲେ ।
'''ବିଶ୍ଵନାଥ ଦାସ''' ( ୮, ମଈ, ୧୮୮୯ - ୨, ଜୁନ, ୧୯୮୪) ଏକା ଧାରାରେ ଜଣେ [[ଭାରତୀୟ]] ରାଜନେତା, ସମାଜସେବୀ ଓ ସ୍ଵାଧୀନତା ସଂଗ୍ରାମୀ ଥିଲେ । ସେ ବିଲାତ ଶାସନ (୧୯୩୭ - ୧୯୩୯) କାଳରେ [[ଓଡିଶା]] ପ୍ରଦେଶ ର [[ପ୍ରଧାନମନ୍ତ୍ରୀ]] ଥିଲେ । ସେ ମଧ୍ୟ [[ଉତ୍ତରପ୍ରଦେଶ]]ର [[ରାଜ୍ୟପାଳ]] (୧୯୬୨-୧୯୬୭) ଥିଲେ ଏବଂ ଶେଷରେ [[ଓଡିଶା]] ପ୍ରଦେଶର [[ମୁଖ୍ୟମନ୍ତ୍ରୀ]] (୧୯୭୧-୧୯୭୨) ଥିଲେ ।<ref>http://orissa.gov.in/e-magazine/orissaannualreference/ORA-2005/pdf/bio-data_of_chief_minister.pdf</ref>



==ପ୍ରାରମ୍ଭିକ ଜୀବନ==
==ପ୍ରାରମ୍ଭିକ ଜୀବନ==

୧୬:୦୨, ୨୪ ମଇ ୨୦୧୨ ଅନୁସାରେ କରାଯାଇଥିବା ବଦଳ

ବିଶ୍ଵନାଥ ଦାସ
ଫାଇଲ:BiswanathDas.jpg
ଓଡ଼ିଶାର ପ୍ରଧାନମନ୍ତ୍ରୀ
କାର୍ଯ୍ୟକାଳ
୧୯ ଜୁଲାଇ ୧୯୩୭ – ୪ ନଭେମ୍ବର ୧୯୩୯
ପୂର୍ବ ଅଧିକାରୀକୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେଓ
ପର ଅଧିକାରୀରାଜ୍ୟପାଳ ଶାସନ
ଉତ୍ତର ପ୍ରଦେଶର ରାଜ୍ୟପାଳ
କାର୍ଯ୍ୟକାଳ
୧୬ ଅପ୍ରେଲ ୧୯୬୨ – ୩୦ ଅପ୍ରେଲ ୧୯୬୭
ପୂର୍ବ ଅଧିକାରୀବୁରଗୁଲା ରାମକୃଷ୍ଣ ରାଓ
ପର ଅଧିକାରୀବେଜଉଆଡା ଗୋପାଳ ରେଡ୍ଡୀ
ମୁଖ୍ୟମନ୍ତ୍ରୀ, ଓଡ଼ିଶା
କାର୍ଯ୍ୟକାଳ
୩ ଅପ୍ରେଲ ୧୯୭୧ – ୧୪ ଜୁନ ୧୯୭୨
ପୂର୍ବ ଅଧିକାରୀରାଷ୍ଟ୍ରପତି ଶାସନ
ପର ଅଧିକାରୀନନ୍ଦିନୀ ଶତପଥୀ
ବ୍ୟକ୍ତିଗତ ସବିଶେଷ
ଜନ୍ମମାର୍ଚ ୮, ୧୮୮୯
ବେଲଗାଁ ଗଞ୍ଜାମ ଜିଲ୍ଲା
ମୃତ୍ୟୁଜୁନ ୨ , ୧୯୮୪
କଟକ
ରାଜନୀତିକ ଦଳସଂଯୁକ୍ତ ସାମ୍ମୁକ୍ଷ
ଘରକାଜି ବଜାର ,କଟକ
ଶିକ୍ଷାନୁଷ୍ଠାନରେଭେନ୍ସା କଲେଜ
କଲିକତା ବିଶ୍ୱବିଦ୍ୟାଳୟ

ବିଶ୍ଵନାଥ ଦାସ ( ୮, ମଈ, ୧୮୮୯ - ୨, ଜୁନ, ୧୯୮୪) ଏକା ଧାରାରେ ଜଣେ ଭାରତୀୟ ରାଜନେତା, ସମାଜସେବୀ ଓ ସ୍ଵାଧୀନତା ସଂଗ୍ରାମୀ ଥିଲେ । ସେ ବିଲାତ ଶାସନ (୧୯୩୭ - ୧୯୩୯) କାଳରେ ଓଡିଶା ପ୍ରଦେଶ ର ପ୍ରଧାନମନ୍ତ୍ରୀ ଥିଲେ । ସେ ମଧ୍ୟ ଉତ୍ତରପ୍ରଦେଶର ରାଜ୍ୟପାଳ (୧୯୬୨-୧୯୬୭) ଥିଲେ ଏବଂ ଶେଷରେ ଓଡିଶା ପ୍ରଦେଶର ମୁଖ୍ୟମନ୍ତ୍ରୀ (୧୯୭୧-୧୯୭୨) ଥିଲେ ।[୧]

ପ୍ରାରମ୍ଭିକ ଜୀବନ

ବିଶ୍ବନାଥ ଦାସ ୮ ମଈ ୧୮୮୯ ମସିହାରେ, ମଧୁସୁଦନ ଦାସଙ୍କ ଔରସରୁ ଓଡିଶାର ଗଞ୍ଜାମ ଜିଲ୍ଲା ରେ ଜନ୍ମ ଗ୍ରହଣ କରିଥିଲେ । ସେ ରେଭେନ୍ସା ମହାବିଦ୍ୟାଳୟରୁ ସ୍ନାତକରେ ଉତ୍ତୀର୍ଣ୍ଣ ହେଲା ପରେ କଲିକତା ବିଶ୍ବବିଦ୍ୟାଳୟରୁ ଆଇନ ରେ ସ୍ନାତକୋତ୍ତର ହେଲେ । ମାଡ୍ରାସ ଠାରେ ଆଇନ ବ୍ୟବସାୟ କରୁଥିବା ସମୟରେ ସେ ୧୯୨୧ ମସିହାରେ ଭାରତୀୟ ଜାତୀୟ କଂଗ୍ରେସ ରେ ଯୋଗଦେଲେ । ସେହିବର୍ଷ ସେ ମଧ୍ୟ ଗଞ୍ଜାମ ଜିଲ୍ଲାଛତ୍ରପୁର ତାଲୁକା ପରିଷଦକୁ ସଭାପତି ପଦକୁ ନିର୍ବାଚିତ ହୋଇଥିଲେ । ଓଡିଶା ର ସେବା କ୍ଷେତ୍ର ରେ ମହତ୍ବପୂର୍ଣ୍ଣ ଅବଦାନ ଥିବା ଲୋକ ସେବକ ମଣ୍ଡଳ ର ଆଜୀବନ ସଦସ୍ୟ ମଧ୍ୟ ଥିଲେ।

ରାଜନୀତି

ବିଶ୍ବନାଥ ଦାସ ମାଡ୍ରାସ କାଉନ୍ସିଲକୁ ତିନିଥର (୧୯୨୦ -୧୯୨୯) ନିର୍ବାଚିତ ହୋଇଥିଲେ । ପରେ ସେ ସ୍ବାଧିନତା ସଙ୍ଗ୍ରାମରେ ଭାଗ ନେବାପାଇଁ କାଉନ୍ସିଲରୁ ଇସ୍ତଫା ଦେଇଥିଲେ ଓ ବାରମ୍ବାର ଜେଲ ଯାଇଥିଲେ । ସ୍ବତନ୍ତ୍ର ଓଡିଶା ପ୍ରଦେଶ ଗଠନରେ ତାଙ୍କର ପ୍ରଚେଷ୍ଟା ପ୍ରଣିଧାନ ଯୋଗ୍ୟ । ୧୯୩୬ ମସିହାରେ ସ୍ବତନ୍ତ୍ର ଓଡିଶା ପ୍ରଦେଶ ଗଠନ ହେଲାପରେ ସେ ୧୯୩୭ ମଶିହାରେ ଓଡିଶାର ପ୍ରଥମ ପ୍ରଧାନ ମନ୍ତ୍ରୀ ହୋଇଥିଲେ । ପରେ ସେ ଦ୍ଵିତୀୟ ବିଶ୍ଵଯୁଦ୍ଧ ହେବାରୁ ୧୯୪୨ ମସିହାରେ ଇସ୍ତଫା ଦେଇଥିଲେ । ସେ ୧୯୪୭ ରୁ ୧୯୫୨ ପର୍ଯ୍ୟନ୍ତ ଭାରତୀୟ ସମ୍ବିଧାନ ସଭାର ସଦସ୍ୟ ଥିଲେ । ସେ ଅନେକ ଥର ଓଡିଶା ପ୍ରଦେଶ କଂଗ୍ରେସ କମିଟିର ସଭାପତି ଥିଲେ । ପରେ ୧୯୭୧-୧୯୭୨ ରେ ସେ ଓଡିଶାର ମୁଖ୍ୟମନ୍ତ୍ରୀ ହୋଇଥିଲେ ।

ଶେଷ ଜିବନ

ପ୍ରାୟ ଅର୍ଦ୍ଦ ସତାଦ୍ଦି ଧରି ସାମଜିକ ଓ ରାଜନୀତିକ ଜୀବନ ଅତିବାହିତ କଲାପରେ ସେ ୨ ଜୁନ ୧୯୮୪ ରେ ଇହଲିଳା ସମ୍ବରଣ କରିଥିଲେ ।


ଆଧାର