"ବିଶ୍ୱନାଥ ଦାସ" ପୃଷ୍ଠାର ସଂସ୍କରଣଗୁଡ଼ିକ ମଧ୍ୟରେ ତଫାତ
ଟିକେ added Category:୧୯୮୪ ମୃତ୍ୟୁ using HotCat |
ଟିକେ ବନାନ |
||
୨୪ କ ଧାଡ଼ି: | ୨୪ କ ଧାଡ଼ି: | ||
|death_place = [[କଟକ]] |
|death_place = [[କଟକ]] |
||
|residence = କାଜି ବଜାର ,କଟକ |
|residence = କାଜି ବଜାର ,କଟକ |
||
|party = ସଂଯୁକ୍ତ |
|party = ସଂଯୁକ୍ତ ସାମ୍ମୁଖ୍ୟ |
||
|spouse = |
|spouse = |
||
|alma_mater = [[ରେଭେନ୍ସା ବିଶ୍ଵବିଦ୍ୟାଳୟ|ରେଭେନ୍ସା |
|alma_mater = [[ରେଭେନ୍ସା ବିଶ୍ଵବିଦ୍ୟାଳୟ|ରେଭେନ୍ସା ମହାବିଦ୍ୟାଳୟ]]<br>[[କଲିକତା ବିଶ୍ୱବିଦ୍ୟାଳୟ]] |
||
|website = |
|website = |
||
}} |
}} |
||
'''ବିଶ୍ଵନାଥ ଦାସ''' ( ୮ |
'''ବିଶ୍ଵନାଥ ଦାସ''' ( ୮ ମଈ ୧୮୮୯ - ୨ ଜୁନ ୧୯୮୪) ଏକା ଧାରାରେ ଜଣେ [[ଭାରତୀୟ]] ରାଜନେତା, ସମାଜସେବୀ ଓ ସ୍ଵାଧୀନତା ସଂଗ୍ରାମୀ ଥିଲେ । ସେ ବିଲାତ ଶାସନ (୧୯୩୭ - ୧୯୩୯) କାଳରେ [[ଓଡ଼ିଶା]] ପ୍ରଦେଶର ପ୍ରଧାନମନ୍ତ୍ରୀ ଥିଲେ । ସେ ମଧ୍ୟ [[ଉତ୍ତର ପ୍ରଦେଶ]]ର [[ରାଜ୍ୟପାଳ]] (୧୯୬୨-୧୯୬୭) ଥିଲେ ଏବଂ ଶେଷରେ [[ଓଡ଼ିଶା]] ପ୍ରଦେଶର [[ମୁଖ୍ୟମନ୍ତ୍ରୀ]] (୧୯୭୧-୧୯୭୨) ଥିଲେ ।<ref>http://orissa.gov.in/e-magazine/orissaannualreference/ORA-2005/pdf/bio-data_of_chief_minister.pdf</ref> |
||
==ପ୍ରାରମ୍ଭିକ ଜୀବନ== |
==ପ୍ରାରମ୍ଭିକ ଜୀବନ== |
||
ବିଶ୍ଵନାଥ ଦାସ ୮ ମଈ ୧୮୮୯ ମସିହାରେ, ମଧୁସୁଦନ ଦାସଙ୍କ ଔରସରୁ [[ଓଡିଶା]]ର [[ଗଞ୍ଜାମ ଜିଲ୍ଲା]] ରେ ଜନ୍ମ ଗ୍ରହଣ କରିଥିଲେ । ସେ [[ରେଭେନ୍ସା ବିଶ୍ଵବିଦ୍ୟାଳୟ|ରେଭେନ୍ସା ମହାବିଦ୍ୟାଳୟ]]ରୁ ସ୍ନାତକରେ ଉତ୍ତୀର୍ଣ୍ଣ ହେଲା ପରେ [[କଲିକତା ବିଶ୍ଵବିଦ୍ୟାଳୟ]]ରୁ ଆଇନରେ ସ୍ନାତକୋତ୍ତର ଶିକ୍ଷା ସମାପ୍ତ କରିଥିଲେ । [[ମାଡ୍ରାସ]] ଠାରେ ଆଇନ ବ୍ୟବସାୟ କରୁଥିବା ସମୟରେ ସେ ୧୯୨୧ ମସିହାରେ [[ଭାରତୀୟ ଜାତୀୟ କଂଗ୍ରେସ]]ରେ ଯୋଗଦେଲେ । ସେହିବର୍ଷ ସେ ମଧ୍ୟ [[ଗଞ୍ଜାମ ଜିଲ୍ଲା]] ର [[ଛତ୍ରପୁର]] ତାଲୁକା ପରିଷଦର ସଭାପତି ପଦକୁ ନିର୍ବାଚିତ ହୋଇଥିଲେ । |
|||
[[ଓଡ଼ିଶା]]ର ସେବା କ୍ଷେତ୍ରରେ ମହତ୍ଵପୂର୍ଣ୍ଣ ଅବଦାନ ଥିବା [[ଲୋକ ସେବକ ମଣ୍ଡଳ]] ର ଆଜୀବନ ସଦସ୍ୟ ମଧ୍ୟ ଥିଲେ। |
|||
==ରାଜନୀତି== |
==ରାଜନୀତି== |
||
ବିଶ୍ଵନାଥ ଦାସ [[ମାଡ୍ରାସ]] କାଉନ୍ସିଲକୁ ତିନିଥର (୧୯୨୦ -୧୯୨୯) ନିର୍ବାଚିତ ହୋଇଥିଲେ । ପରେ ସେ ସ୍ବାଧିନତା ସଙ୍ଗ୍ରାମରେ ଭାଗ ନେବାପାଇଁ କାଉନ୍ସିଲରୁ ଇସ୍ତଫା ଦେଇଥିଲେ ଓ ବାରମ୍ବାର ଜେଲ ଯାଇଥିଲେ । ସ୍ଵତନ୍ତ୍ର [[ଓଡ଼ିଶା]] ପ୍ରଦେଶ ଗଠନରେ ତାଙ୍କର ପ୍ରଚେଷ୍ଟା ପ୍ରଣିଧାନ ଯୋଗ୍ୟ । ୧୯୩୬ ମସିହାରେ ସ୍ଵତନ୍ତ୍ର [[ଓଡ଼ିଶା]] ପ୍ରଦେଶ ଗଠନ ହେଲାପରେ ସେ ୧୯୩୭ ମସିହାରେ [[ଓଡ଼ିଶା]]ର ପ୍ରଥମ ପ୍ରଧାନମନ୍ତ୍ରୀ ହୋଇଥିଲେ । ପରେ ସେ ଦ୍ଵିତୀୟ ବିଶ୍ଵଯୁଦ୍ଧ ହେବାରୁ ୧୯୪୨ ମସିହାରେ ଇସ୍ତଫା ଦେଇଥିଲେ । ସେ ୧୯୪୭ ରୁ ୧୯୫୨ ପର୍ଯ୍ୟନ୍ତ [[ଭାରତୀୟ ସମ୍ବିଧାନ]] ସଭାର ସଦସ୍ୟ ଥିଲେ । ସେ ଅନେକ ଥର [[ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି]]ର ସଭାପତି ଥିଲେ । ପରେ ୧୯୭୧-୧୯୭୨ ରେ ସେ [[ଓଡ଼ିଶା]]ର [[ମୁଖ୍ୟମନ୍ତ୍ରୀ]] ହୋଇଥିଲେ । |
|||
==ଶେଷ ଜୀବନ== |
==ଶେଷ ଜୀବନ== |
||
ପ୍ରାୟ ଅର୍ଦ୍ଧ ଶତାବ୍ଦୀ |
ପ୍ରାୟ ଅର୍ଦ୍ଧ ଶତାବ୍ଦୀ ଧରି ସାମାଜିକ ଓ ରାଜନୀତିକ ଜୀବନ ଅତିବାହିତ କଲାପରେ ସେ ୨ ଜୁନ ୧୯୮୪ ରେ ଇହଲୀଳା ସମ୍ବରଣ କରିଥିଲେ । |
||
==ଆଧାର== |
==ଆଧାର== |
୧୮:୧୧, ୨୪ ମଇ ୨୦୧୨ ଅନୁସାରେ କରାଯାଇଥିବା ବଦଳ
ଏହି ପ୍ରସଙ୍ଗଟି ଅସମ୍ପୂର୍ଣ୍ଣ ଅଟେ । ଆପଣ ଏହାକୁ ସଂପୂର୍ଣ୍ଣ କରି ଉଇକିପିଡ଼ିଆକୁ ସମୃଦ୍ଧ କରିପାରିବେ । |
ବିଶ୍ଵନାଥ ଦାସ | |
---|---|
ଫାଇଲ:BiswanathDas.jpg | |
ଓଡ଼ିଶାର ପ୍ରଧାନମନ୍ତ୍ରୀ | |
କାର୍ଯ୍ୟକାଳ ୧୯ ଜୁଲାଇ ୧୯୩୭ – ୪ ନଭେମ୍ବର ୧୯୩୯ | |
ପୂର୍ବ ଅଧିକାରୀ | କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେଓ |
ପର ଅଧିକାରୀ | ରାଜ୍ୟପାଳ ଶାସନ |
ଉତ୍ତର ପ୍ରଦେଶର ରାଜ୍ୟପାଳ | |
କାର୍ଯ୍ୟକାଳ ୧୬ ଅପ୍ରେଲ ୧୯୬୨ – ୩୦ ଅପ୍ରେଲ ୧୯୬୭ | |
ପୂର୍ବ ଅଧିକାରୀ | ବୁରଗୁଲା ରାମକୃଷ୍ଣ ରାଓ |
ପର ଅଧିକାରୀ | ବେଜଉଆଡା ଗୋପାଳ ରେଡ୍ଡୀ |
ମୁଖ୍ୟମନ୍ତ୍ରୀ, ଓଡ଼ିଶା | |
କାର୍ଯ୍ୟକାଳ ୩ ଅପ୍ରେଲ ୧୯୭୧ – ୧୪ ଜୁନ ୧୯୭୨ | |
ପୂର୍ବ ଅଧିକାରୀ | ରାଷ୍ଟ୍ରପତି ଶାସନ |
ପର ଅଧିକାରୀ | ନନ୍ଦିନୀ ଶତପଥୀ |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | ମାର୍ଚ ୮, ୧୮୮୯ ବେଲଗାଁ ଗଞ୍ଜାମ ଜିଲ୍ଲା |
ମୃତ୍ୟୁ | ଜୁନ ୨ , ୧୯୮୪ କଟକ |
ରାଜନୀତିକ ଦଳ | ସଂଯୁକ୍ତ ସାମ୍ମୁଖ୍ୟ |
ଘର | କାଜି ବଜାର ,କଟକ |
ଶିକ୍ଷାନୁଷ୍ଠାନ | ରେଭେନ୍ସା ମହାବିଦ୍ୟାଳୟ କଲିକତା ବିଶ୍ୱବିଦ୍ୟାଳୟ |
ବିଶ୍ଵନାଥ ଦାସ ( ୮ ମଈ ୧୮୮୯ - ୨ ଜୁନ ୧୯୮୪) ଏକା ଧାରାରେ ଜଣେ ଭାରତୀୟ ରାଜନେତା, ସମାଜସେବୀ ଓ ସ୍ଵାଧୀନତା ସଂଗ୍ରାମୀ ଥିଲେ । ସେ ବିଲାତ ଶାସନ (୧୯୩୭ - ୧୯୩୯) କାଳରେ ଓଡ଼ିଶା ପ୍ରଦେଶର ପ୍ରଧାନମନ୍ତ୍ରୀ ଥିଲେ । ସେ ମଧ୍ୟ ଉତ୍ତର ପ୍ରଦେଶର ରାଜ୍ୟପାଳ (୧୯୬୨-୧୯୬୭) ଥିଲେ ଏବଂ ଶେଷରେ ଓଡ଼ିଶା ପ୍ରଦେଶର ମୁଖ୍ୟମନ୍ତ୍ରୀ (୧୯୭୧-୧୯୭୨) ଥିଲେ ।[୧]
ପ୍ରାରମ୍ଭିକ ଜୀବନ
ବିଶ୍ଵନାଥ ଦାସ ୮ ମଈ ୧୮୮୯ ମସିହାରେ, ମଧୁସୁଦନ ଦାସଙ୍କ ଔରସରୁ ଓଡିଶାର ଗଞ୍ଜାମ ଜିଲ୍ଲା ରେ ଜନ୍ମ ଗ୍ରହଣ କରିଥିଲେ । ସେ ରେଭେନ୍ସା ମହାବିଦ୍ୟାଳୟରୁ ସ୍ନାତକରେ ଉତ୍ତୀର୍ଣ୍ଣ ହେଲା ପରେ କଲିକତା ବିଶ୍ଵବିଦ୍ୟାଳୟରୁ ଆଇନରେ ସ୍ନାତକୋତ୍ତର ଶିକ୍ଷା ସମାପ୍ତ କରିଥିଲେ । ମାଡ୍ରାସ ଠାରେ ଆଇନ ବ୍ୟବସାୟ କରୁଥିବା ସମୟରେ ସେ ୧୯୨୧ ମସିହାରେ ଭାରତୀୟ ଜାତୀୟ କଂଗ୍ରେସରେ ଯୋଗଦେଲେ । ସେହିବର୍ଷ ସେ ମଧ୍ୟ ଗଞ୍ଜାମ ଜିଲ୍ଲା ର ଛତ୍ରପୁର ତାଲୁକା ପରିଷଦର ସଭାପତି ପଦକୁ ନିର୍ବାଚିତ ହୋଇଥିଲେ । ଓଡ଼ିଶାର ସେବା କ୍ଷେତ୍ରରେ ମହତ୍ଵପୂର୍ଣ୍ଣ ଅବଦାନ ଥିବା ଲୋକ ସେବକ ମଣ୍ଡଳ ର ଆଜୀବନ ସଦସ୍ୟ ମଧ୍ୟ ଥିଲେ।
ରାଜନୀତି
ବିଶ୍ଵନାଥ ଦାସ ମାଡ୍ରାସ କାଉନ୍ସିଲକୁ ତିନିଥର (୧୯୨୦ -୧୯୨୯) ନିର୍ବାଚିତ ହୋଇଥିଲେ । ପରେ ସେ ସ୍ବାଧିନତା ସଙ୍ଗ୍ରାମରେ ଭାଗ ନେବାପାଇଁ କାଉନ୍ସିଲରୁ ଇସ୍ତଫା ଦେଇଥିଲେ ଓ ବାରମ୍ବାର ଜେଲ ଯାଇଥିଲେ । ସ୍ଵତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନରେ ତାଙ୍କର ପ୍ରଚେଷ୍ଟା ପ୍ରଣିଧାନ ଯୋଗ୍ୟ । ୧୯୩୬ ମସିହାରେ ସ୍ଵତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନ ହେଲାପରେ ସେ ୧୯୩୭ ମସିହାରେ ଓଡ଼ିଶାର ପ୍ରଥମ ପ୍ରଧାନମନ୍ତ୍ରୀ ହୋଇଥିଲେ । ପରେ ସେ ଦ୍ଵିତୀୟ ବିଶ୍ଵଯୁଦ୍ଧ ହେବାରୁ ୧୯୪୨ ମସିହାରେ ଇସ୍ତଫା ଦେଇଥିଲେ । ସେ ୧୯୪୭ ରୁ ୧୯୫୨ ପର୍ଯ୍ୟନ୍ତ ଭାରତୀୟ ସମ୍ବିଧାନ ସଭାର ସଦସ୍ୟ ଥିଲେ । ସେ ଅନେକ ଥର ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟିର ସଭାପତି ଥିଲେ । ପରେ ୧୯୭୧-୧୯୭୨ ରେ ସେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ହୋଇଥିଲେ ।
ଶେଷ ଜୀବନ
ପ୍ରାୟ ଅର୍ଦ୍ଧ ଶତାବ୍ଦୀ ଧରି ସାମାଜିକ ଓ ରାଜନୀତିକ ଜୀବନ ଅତିବାହିତ କଲାପରେ ସେ ୨ ଜୁନ ୧୯୮୪ ରେ ଇହଲୀଳା ସମ୍ବରଣ କରିଥିଲେ ।