"ପୋଡ଼ ପିଠା" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

ଉଇକିପିଡ଼ିଆ‌ରୁ
Content deleted Content added
"{{Infobox Prepared Food | name = {{PAGENAME}} | image = Raja Janta poda pitha.jpg | caption ..." ନାଆଁରେ ପୃଷ୍ଠାଟିଏ ତିଆରିକଲେ
 
No edit summary
୨୩ କ ଧାଡ଼ି: ୨୩ କ ଧାଡ଼ି:
==ତିଆରି ପ୍ରଣାଳୀ==
==ତିଆରି ପ୍ରଣାଳୀ==
ପାଣି ଫୁଟାଯାଇ ସେଥିରେ ଧିରେ ଧିରେ [[ଚାଉଳ]] ଚୁନା ଓ [[ଗୁଡ଼]] ଗୋଳାଯାଇ ବହଳିଆ ଜନ୍ତଣି ତିଆରି କରାଯାଏ । ସେଥିରେ [[କାଜୁ]], [[କିସମିସ]] ଓ ଘିଆ ଆଦି ଗୋଳାଯାଇ ଏକ ବଡ଼ କଡ଼ାଇରେ [[କଦଳୀ]] ପତ୍ରରେ ଅଜାଡ଼ି ଦିଆଯାଏ । ଏହା ଉପରେ ପୁଣି ପତ୍ର ଘୋଡ଼ାଇ ତାହାକୁ ଜଳନ୍ତା ଅଙ୍ଗାରରେ ଢାଙ୍କି ଦିଆଯାଏ । ଏହି କଡ଼ାଇକୁ ଅଳ୍ପ ନିଆଁ ଥିବା ଚୁଲିରେ ଅଧଘଣ୍ଟାରୁ ଘଣ୍ଟାଏ ଯାଏଁ ରଖାଯାଇଥାଏ । ଏହା ପରେ ଅଙ୍ଗାର ଓ ପତ୍ର ସବୁକୁ ବାହାର କରି ଧୋଇ, କାଟି ଏହାକୁ ଖିଆଯାଇଥାଏ ।<ref>[http://oriyanari.com/id2.html PODA PITHA]</ref>

[[File:PODAPITHA.JPG|thumb|Add caption here]]

==ଇତିହାସ==
==ଇତିହାସ==

୨୩:୩୦, ୩୦ ମଇ ୨୦୧୨ ଅନୁସାରେ କରାଯାଇଥିବା ବଦଳ

ପୋଡ଼ ପିଠା
ପୋଡ଼ ପିଠା
ଆରମ୍ଭ
ଅଲଗା ନାଆଁପୋଡ଼
ମୂଳ ଜାଗା ଭାରତ
ଅଞ୍ଚଳଓଡ଼ିଶା
ଖାଇବାର ସବିଶେଷ
ଖାଇବାର ମେଳଣଖାଲି ବା କ୍ଷୀର ସହିତ, ଭୋଗ ଭାବରେ
ବାଢ଼ିବାର ତାତିଗରମ, ଥଣ୍ଡା
ମୂଳ ଉପାଦାନଚାଉଳ, ଗୁଡ଼, ଘିଅ, କାଜୁ, କିସମିସ

ପୋଡ଼ ପିଠା ବା ପୋଡ଼ାପିଠା ଏକ ଓଡ଼ିଆ ପିଠା ଯାହା ଚାଉଳ ଚୁନା ଓ ଗୁଡ଼/ଚିନିରୁ ତିଆରି ହୋଇଥାଏ । ଏହା ପ୍ରତ୍ୟେକ ଓଡ଼ିଆ ଘରେ ରଜ ଓ ନାନାଦି ପର୍ବପର୍ବାଣୀରେ ତିଆରି କରାଯାଇଥାଏ । ଏହା ଜଗନ୍ନାଥଙ୍କ ଛପନ ଭୋଗରେ ମଧ୍ୟ ଠାକୁରଙ୍କୁ ଅର୍ପଣ କରାଯାଇଥାଏ ।

ଉପାଦାନ

ତିଆରି ପ୍ରଣାଳୀ

ପାଣି ଫୁଟାଯାଇ ସେଥିରେ ଧିରେ ଧିରେ ଚାଉଳ ଚୁନା ଓ ଗୁଡ଼ ଗୋଳାଯାଇ ବହଳିଆ ଜନ୍ତଣି ତିଆରି କରାଯାଏ । ସେଥିରେ କାଜୁ, କିସମିସ ଓ ଘିଆ ଆଦି ଗୋଳାଯାଇ ଏକ ବଡ଼ କଡ଼ାଇରେ କଦଳୀ ପତ୍ରରେ ଅଜାଡ଼ି ଦିଆଯାଏ । ଏହା ଉପରେ ପୁଣି ପତ୍ର ଘୋଡ଼ାଇ ତାହାକୁ ଜଳନ୍ତା ଅଙ୍ଗାରରେ ଢାଙ୍କି ଦିଆଯାଏ । ଏହି କଡ଼ାଇକୁ ଅଳ୍ପ ନିଆଁ ଥିବା ଚୁଲିରେ ଅଧଘଣ୍ଟାରୁ ଘଣ୍ଟାଏ ଯାଏଁ ରଖାଯାଇଥାଏ । ଏହା ପରେ ଅଙ୍ଗାର ଓ ପତ୍ର ସବୁକୁ ବାହାର କରି ଧୋଇ, କାଟି ଏହାକୁ ଖିଆଯାଇଥାଏ ।[୧]

Add caption here

ଇତିହାସ

ଆହୁରି ଦେଖନ୍ତୁ

ଆଧାର

ବାହାର ଲିଙ୍କ