"ଗୁପ୍ତେଶ୍ୱର" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

ଉଇକିପିଡ଼ିଆ‌ରୁ
Content deleted Content added
ଟିକେ ତଥ୍ୟ
ଟିକେNo edit summary
୧ କ ଧାଡ଼ି: ୧ କ ଧାଡ଼ି:
[[File:Linga1.jpg|thumb|ଗୁମ୍ଫାରେ ଅବସ୍ଥିତ ଶିଳାଲିଙ୍ଗ]]

[[କୋରାପୁଟ ଜିଲ୍ଲା]]ର ବୈପାରିଗୁଡ଼ା ବ୍ଳକରେ ଗୁପ୍ତେଶ୍ୱର ଶୈବପୀଠ ଅବସ୍ଥିତ ୤ <ref>[http://www.shaivam.org/siddhanta/spor.htm shaivam.org: Odisha Temples]</ref>[[କୋରାପୁଟ]] ଠାରୁ ୭୪ କି.ମି ଦୁର ଏକ ପାହାଡ଼ର ଶୀର୍ଷ ଦେଶରେ ଏକ ଗୁମ୍ଫା ମଧ୍ୟରେ ଗୁଗୁପ୍ତେଶ୍ୱର ଲିଙ୍ଗ ଅବସ୍ଥିତ ୤ ପାହାଡ଼ର ପାଦଦେଶରେ ସାବେରୀ ନଦୀ ବହିଯାଉଛି ୤

[[ଛତିଶଗଡ଼]]ର ଲୋକମାନେ ଏହାଙ୍କୁ ଗୁପ୍ତକେଦାର ବା 'Hidden God' ବୋଲି କହିଥାନ୍ତି। ଗୁମ୍ଫା ଭିତରେ ୧୦ ଫୁଟ ଗୋଲେଇ ଓ ୩ ଫୁଟ ଉଚ୍ଚତାର ଶିବଲିଙ୍ଗ ରହିଛି।

ପୌରାଣିକ କଥା ଅନୁଯାୟୀ ଶ୍ରୀରାମଚନ୍ଦ୍ର ଭାଇ ଲକ୍ଷ୍ମଣ ଓ ପତ୍ନୀ ସୀତାଙ୍କ ସହିତ ବନବାସ କାଳରେ ଏହି ଗୁମ୍ଫାରେ [[ଶିବ]]ଲିଙ୍ଗ ସ୍ଥାପନ କରି ପୂଜାର୍ଚ୍ଚନା କରିଥିଲେ ୤ ପାହାଡ଼ଠାରୁ ସାମାନ୍ୟ ଦୁରରେ ରାମକୁଣ୍ଡ ଓ ସୀତାକୁଣ୍ଡ ରହିଛି ୤ ଏଠାରେ ରାମ ଓ ସୀତା ସ୍ନାନ କରୁଥିବା ଲୋକକଥାରୁ ଜଣାଯାଏ ୤

ଗୁପ୍ତେଶ୍ୱର ପୀଠର ଆଖପାଖ ଆଦିବାସୀପଲ୍ଲୀରେ ରହୁଥିବା ଦୁରୁଆ ସମ୍ପ୍ରଦାୟର ଲୋକମାନଙ୍କ ଦ୍ଵାରା ଗୁପ୍ତେଶ୍ୱରଙ୍କ ସେବାକାର୍ଯ୍ୟ ସମ୍ପନ୍ନ ହୋଇଥାଏ ୤

୨୩:୧୦, ୩ ଜୁନ ୨୦୧୨ ଅନୁସାରେ କରାଯାଇଥିବା ବଦଳ

ଫାଇଲ:Linga1.jpg
ଗୁମ୍ଫାରେ ଅବସ୍ଥିତ ଶିଳାଲିଙ୍ଗ

କୋରାପୁଟ ଜିଲ୍ଲାର ବୈପାରିଗୁଡ଼ା ବ୍ଳକରେ ଗୁପ୍ତେଶ୍ୱର ଶୈବପୀଠ ଅବସ୍ଥିତ ୤ [୧]କୋରାପୁଟ ଠାରୁ ୭୪ କି.ମି ଦୁର ଏକ ପାହାଡ଼ର ଶୀର୍ଷ ଦେଶରେ ଏକ ଗୁମ୍ଫା ମଧ୍ୟରେ ଗୁଗୁପ୍ତେଶ୍ୱର ଲିଙ୍ଗ ଅବସ୍ଥିତ ୤ ପାହାଡ଼ର ପାଦଦେଶରେ ସାବେରୀ ନଦୀ ବହିଯାଉଛି ୤

ଛତିଶଗଡ଼ର ଲୋକମାନେ ଏହାଙ୍କୁ ଗୁପ୍ତକେଦାର ବା 'Hidden God' ବୋଲି କହିଥାନ୍ତି। ଗୁମ୍ଫା ଭିତରେ ୧୦ ଫୁଟ ଗୋଲେଇ ଓ ୩ ଫୁଟ ଉଚ୍ଚତାର ଶିବଲିଙ୍ଗ ରହିଛି।

ପୌରାଣିକ କଥା ଅନୁଯାୟୀ ଶ୍ରୀରାମଚନ୍ଦ୍ର ଭାଇ ଲକ୍ଷ୍ମଣ ଓ ପତ୍ନୀ ସୀତାଙ୍କ ସହିତ ବନବାସ କାଳରେ ଏହି ଗୁମ୍ଫାରେ ଶିବଲିଙ୍ଗ ସ୍ଥାପନ କରି ପୂଜାର୍ଚ୍ଚନା କରିଥିଲେ ୤ ପାହାଡ଼ଠାରୁ ସାମାନ୍ୟ ଦୁରରେ ରାମକୁଣ୍ଡ ଓ ସୀତାକୁଣ୍ଡ ରହିଛି ୤ ଏଠାରେ ରାମ ଓ ସୀତା ସ୍ନାନ କରୁଥିବା ଲୋକକଥାରୁ ଜଣାଯାଏ ୤

ଆଧାର