"ଗୌରୀଶଙ୍କର ରାୟ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

ଉଇକିପିଡ଼ିଆ‌ରୁ
Content deleted Content added
ଟିକେNo edit summary
ଟିକେ ଲିଙ୍କ
୬ କ ଧାଡ଼ି: ୬ କ ଧାଡ଼ି:
| caption =
| caption =
| birth_date = ୧୩ ଜୁଲାଇ ୧୮୩୮<!--{{Birth date|||}}-->
| birth_date = ୧୩ ଜୁଲାଇ ୧୮୩୮<!--{{Birth date|||}}-->
| birth_place = ଦୀକ୍ଷିତପଡ଼ା, ଅସୁରେଶ୍ବର, [[କଟକ ଜିଲା|କଟକ]]
| birth_place = ଦୀକ୍ଷିତପଡ଼ା, ଅସୁରେଶ୍ଵର, [[କଟକ ଜିଲ୍ଲା|କଟକ]]
| death_date = ୫ ମାର୍ଚ୍ଚ ୧୯୧୭<!-- {{Death date and age|YYYY|MM|DD|YYYY|MM|DD}} (death date then birth date) -->
| death_date = ୫ ମାର୍ଚ୍ଚ ୧୯୧୭<!-- {{Death date and age|YYYY|MM|DD|YYYY|MM|DD}} (death date then birth date) -->
| death_place =
| death_place =
୨୦ କ ଧାଡ଼ି: ୨୦ କ ଧାଡ଼ି:


'''ଗୌରୀ ଶଙ୍କର ରାୟ''' ୧୮୩୮ ମସିହା ଜୁଲାଇ ୧୩ ତାରିଖ ଦିନ [[କଟକ ଜିଲା|କଟକ ଜିଲ୍ଲା]] ଅସୁରେଶ୍ୱର ଅନ୍ତର୍ଗତ ଦୀକ୍ଷିତପଡ଼ା ଗ୍ରାମରେ ଜନ୍ମ ଗ୍ରହଣ କରିଥିଲେ ୤
'''ଗୌରୀ ଶଙ୍କର ରାୟ''' ୧୮୩୮ ମସିହା ଜୁଲାଇ ୧୩ ତାରିଖ ଦିନ [[କଟକ ଜିଲା|କଟକ ଜିଲ୍ଲା]] ଅସୁରେଶ୍ୱର ଅନ୍ତର୍ଗତ ଦୀକ୍ଷିତପଡ଼ା ଗ୍ରାମରେ ଜନ୍ମ ଗ୍ରହଣ କରିଥିଲେ ୤
[[ଓଡ଼ିଶା]] ମୋଗଲ ଶାସନାଧୀନ ହେଲା ପରେ ବଙ୍ଗର ଶାସନ କର୍ତ୍ତା ତୋଡ଼ରମଲ୍ଲଙ୍କୁ [[ଓଡ଼ିଶା]]ର ରାଜସ୍ୱ-ବନ୍ଦୋବସ୍ତ କରିବାକୁ ପଠାଇଥିଲେ ୤ ତାଙ୍କ ସହିତ ସହିତ ଯେଉଁ ବଙ୍ଗୀୟ ରାଜ କର୍ମଚାରୀମାନେ [[ଓଡ଼ିଶା]] ଆସି, [[ଓଡ଼ିଶା]]ରେ ଘରଦ୍ବାର କରି ରହି ଯାଇଥିଲେ, ଗୌରୀ ଶଙ୍କରଙ୍କ ପୂର୍ବପୁରୁଷ ଥିଲେ ସେଇମାନଙ୍କ ମଧ୍ୟରୁ ଅନ୍ୟତମ ୤ ସେମାନଙ୍କ ପଦବୀ ଥିଲା ‘ବସୁ’, ଏମାନେ ଥିଲେ ରାଜବଂଶୀୟ କାୟସ୍ଥ ୤ ମୋଗଲ ଶାସକମାନଙ୍କୁ, ରାଜସ୍ୱ ବନ୍ଦୋବସ୍ତ କରିବାରେ ସହାୟତା କରିଥିବା ହେତୁ ଏମାନଙ୍କୁ ‘ରାୟ’ ଉପାଧି ମିଳିଥିଲା ୤ ଗୌରୀ ଶଙ୍କରଙ୍କ ପ୍ରପିତାମହ ମାଧବଚନ୍ଦ୍ର ‘ବସୁ’ ଉପାଧି ବର୍ଜନ କରି ‘ରାୟ’ ହୋଇଥିଲେ ୤
[[ଓଡ଼ିଶା]] ମୋଗଲ ଶାସନାଧୀନ ହେଲା ପରେ ବଙ୍ଗର ଶାସନ କର୍ତ୍ତା ତୋଡ଼ରମଲ୍ଲଙ୍କୁ [[ଓଡ଼ିଶା]]ର ରାଜସ୍ୱ-ବନ୍ଦୋବସ୍ତ କରିବାକୁ ପଠାଇଥିଲେ୤ ତାଙ୍କ ସହିତ ସହିତ ଯେଉଁ ବଙ୍ଗୀୟ ରାଜ କର୍ମଚାରୀମାନେ [[ଓଡ଼ିଶା]] ଆସି, [[ଓଡ଼ିଶା]]ରେ ଘରଦ୍ଵାର କରି ରହି ଯାଇଥିଲେ, ଗୌରୀ ଶଙ୍କରଙ୍କ ପୂର୍ବପୁରୁଷ ଥିଲେ ସେଇମାନଙ୍କ ମଧ୍ୟରୁ ଅନ୍ୟତମ ୤ ସେମାନଙ୍କ ପଦବୀ ଥିଲା ‘ବସୁ’, ଏମାନେ ଥିଲେ ରାଜବଂଶୀୟ କାୟସ୍ଥ ୤ ମୋଗଲ ଶାସକମାନଙ୍କୁ, ରାଜସ୍ୱ ବନ୍ଦୋବସ୍ତ କରିବାରେ ସହାୟତା କରିଥିବା ହେତୁ ଏମାନଙ୍କୁ ‘ରାୟ’ ଉପାଧି ମିଳିଥିଲା ୤ ଗୌରୀ ଶଙ୍କରଙ୍କ ପ୍ରପିତାମହ ମାଧବଚନ୍ଦ୍ର ‘ବସୁ’ ଉପାଧି ବର୍ଜନ କରି ‘ରାୟ’ ହୋଇଥିଲେ ୤


ଗ୍ରାମ ଚାଟଶାଳୀରେ ପ୍ରାଥମିକ [[ଓଡ଼ିଆ]] ଶିକ୍ଷା ସମାପ୍ତ ପରେ ଏଗାର ବର୍ଷ ବୟସରେ କଟକ ହାଇସ୍କ୍ମୁଲ ଏବଂ ପରେ ହୁଗୁଳି ଯାଇ ସେଠାରେ ଉଚ୍ଚ ଶିକ୍ଷା ଲାଭ କରିଥିଲେ ୤ ଶିକ୍ଷା ସମାପ୍ତ ପରେ ପ୍ରଥମେ ମାସିକ ୨୦ ଟଙ୍କା ବେତନରେ ବାଲେଶ୍ୱର ଜିଲ୍ଲା ସ୍କୂଲରେ ଶିକ୍ଷକତା ଏବଂ ପରେ କଟକ କମିଶନରଙ୍କ କାର୍ଯ୍ୟାଳୟରେ କିରାଣି ଭାବରେ କାର୍ଯ୍ୟ କରିଥିଲେ ୤ ଗୌରୀ ଶଙ୍କର ଓ ତାଙ୍କର ଘନିଷ୍ଠ ସହଯୋଗୀ ବିଚିତ୍ରାନନ୍ଦ ଦାସଙ୍କ ଉଦ୍ୟମରେ ୧୮୬୪ ମସିହାରେ ‘କଟକ ପ୍ରିଣ୍ଟିଂ କମ୍ପାନୀ’ ଗଢ଼ିଥିଲେ ୤ ଏହି କଟକ ପ୍ରିଣ୍ଟିଂ କମ୍ପାନୀ ଆନୁକୂଲ୍ୟରେ ୧୮୬୫ ମସିହା ଜୁଲାଇ ପହିଲା ଦିନ ମୁଦ୍ରଣ ଯନ୍ତ୍ର ସ୍ଥାପିତ ହୋଇଥିଲା ଏବଂ ଏହାର ମାସକ ପରେ ଏଠାରୁ ପ୍ରଥମ [[ଓଡ଼ିଆ]] ସମ୍ବାଦ ପତ୍ର ‘ଉତ୍କଳ ଦୀପିକା’ ପ୍ରକାଶିତ ହୋଇଥିଲା ୤ ଏହା ପ୍ରଥମେ ସାପ୍ତାହିକ ଆକାରରେ ପ୍ରକାଶିତ ହୋଇଥିଲେ ସୁଦ୍ଧା ପରେ ଏହା ଦୈନିକ ହୋଇଥିଲା ୤ ଗୌରୀ ଶଙ୍କର ଥିଲେ କଟକ ପ୍ରିଣ୍ଟିଂ କମ୍ପାନୀର ଆଜୀବନ ସଚିବ ଓ ‘ଉତ୍କଳ ଦୀପିକା’ ର ପ୍ରଥମ ସମ୍ପାଦକ ୤
ଗ୍ରାମ ଚାଟଶାଳୀରେ ପ୍ରାଥମିକ [[ଓଡ଼ିଆ]] ଶିକ୍ଷା ସମାପ୍ତ ପରେ ଏଗାର ବର୍ଷ ବୟସରେ କଟକ ହାଇସ୍କ୍ମୁଲ ଏବଂ ପରେ ହୁଗୁଳି ଯାଇ ସେଠାରେ ଉଚ୍ଚ ଶିକ୍ଷା ଲାଭ କରିଥିଲେ ୤ ଶିକ୍ଷା ସମାପ୍ତ ପରେ ପ୍ରଥମେ ମାସିକ ୨୦ ଟଙ୍କା ବେତନରେ ବାଲେଶ୍ୱର ଜିଲ୍ଲା ସ୍କୂଲରେ ଶିକ୍ଷକତା ଏବଂ ପରେ କଟକ କମିଶନରଙ୍କ କାର୍ଯ୍ୟାଳୟରେ କିରାଣି ଭାବରେ କାର୍ଯ୍ୟ କରିଥିଲେ୤ ଗୌରୀ ଶଙ୍କର ଓ ତାଙ୍କର ଘନିଷ୍ଠ ସହଯୋଗୀ ବିଚିତ୍ରାନନ୍ଦ ଦାସଙ୍କ ଉଦ୍ୟମରେ ୧୮୬୪ ମସିହାରେ ‘କଟକ ପ୍ରିଣ୍ଟିଂ କମ୍ପାନୀ’ ଗଢ଼ିଥିଲେ ୤ ଏହି କଟକ ପ୍ରିଣ୍ଟିଂ କମ୍ପାନୀ ଆନୁକୂଲ୍ୟରେ ୧୮୬୫ ମସିହା ଜୁଲାଇ ପହିଲା ଦିନ ମୁଦ୍ରଣ ଯନ୍ତ୍ର ସ୍ଥାପିତ ହୋଇଥିଲା ଏବଂ ଏହାର ମାସକ ପରେ ଏଠାରୁ ପ୍ରଥମ [[ଓଡ଼ିଆ]] ସମ୍ବାଦ ପତ୍ର ‘[[ଉତ୍କଳ ଦୀପିକା]]’ ପ୍ରକାଶିତ ହୋଇଥିଲା୤ ଏହା ପ୍ରଥମେ ସାପ୍ତାହିକ ଆକାରରେ ପ୍ରକାଶିତ ହୋଇଥିଲେ ସୁଦ୍ଧା ପରେ ଏହା ଦୈନିକ ହୋଇଥିଲା ୤ ଗୌରୀ ଶଙ୍କର ଥିଲେ କଟକ ପ୍ରିଣ୍ଟିଂ କମ୍ପାନୀର ଆଜୀବନ ସଚିବ ଓ ‘[[ଉତ୍କଳ ଦୀପିକା]]’ ର ପ୍ରଥମ ସମ୍ପାଦକ ୤


ଗୌରୀ ଶଙ୍କର ଥିଲେ ଉନବିଂଶ ଶତାବ୍ଦୀ [[ଓଡ଼ିଆ]] ନବଜାଗରଣର ଅନ୍ୟତମ ବିଶିଷ୍ଟ କର୍ଣ୍ଣଧାର ୤ ଗୌରୀ ଶଙ୍କର [[ଓଡ଼ିଶା]]ବାସୀ ବଙ୍ଗାଳୀ ହୋଇ ସୁଦ୍ଧା, ‘ଉତ୍କଳ ସାହିତ୍ୟ ସମାଜ’ର ସଭାପତି ଏବଂ ‘ଉତ୍କଳ ସଭା’ର ସମ୍ପାଦକ-ପରିଚାଳକ ଭାବରେ ସେ ନିଜ [[ଓଡ଼ିଆ]] ପ୍ରୀତି ଓ ସଙ୍ଗଠନ ଶକ୍ତିର ପରିଚୟ ଦେଇ ଯାଇଛନ୍ତି ୤ ତାଙ୍କର ବଳିଷ୍ଟ ସମ୍ପାଦନାରେ ଉତ୍କଳ ଦୀପିକା ଓଡ଼ିଆମାନଙ୍କ ସ୍ୱାର୍ଥରକ୍ଷା ପାଇଁ ସରକାରଙ୍କ ପାଖରେ ଦୃଢ଼ ଦାବି ଉପସ୍ଥାପିତ କରିବାରେ ଅଗ୍ରଣି ଭୂମିକା ଗ୍ରହଣ କରିଥିଲା ୤
ଗୌରୀ ଶଙ୍କର ଥିଲେ ଉନବିଂଶ ଶତାବ୍ଦୀ [[ଓଡ଼ିଆ]] ନବଜାଗରଣର ଅନ୍ୟତମ ବିଶିଷ୍ଟ କର୍ଣ୍ଣଧାର ୤ ଗୌରୀ ଶଙ୍କର [[ଓଡ଼ିଶା]]ବାସୀ ବଙ୍ଗାଳୀ ହୋଇ ସୁଦ୍ଧା, ‘ଉତ୍କଳ ସାହିତ୍ୟ ସମାଜ’ର ସଭାପତି ଏବଂ ‘ଉତ୍କଳ ସଭା’ର ସମ୍ପାଦକ-ପରିଚାଳକ ଭାବରେ ସେ ନିଜ [[ଓଡ଼ିଆ]] ପ୍ରୀତି ଓ ସଙ୍ଗଠନ ଶକ୍ତିର ପରିଚୟ ଦେଇ ଯାଇଛନ୍ତି ୤ ତାଙ୍କର ବଳିଷ୍ଟ ସମ୍ପାଦନାରେ [[ଉତ୍କଳ ଦୀପିକା]] [[ଓଡ଼ିଆ ଲୋକ|ଓଡ଼ିଆ]] ମାନଙ୍କ ସ୍ୱାର୍ଥରକ୍ଷା ପାଇଁ ସରକାରଙ୍କ ପାଖରେ ଦୃଢ଼ ଦାବି ଉପସ୍ଥାପିତ କରିବାରେ ଅଗ୍ରଣି ଭୂମିକା ଗ୍ରହଣ କରିଥିଲା ୤


କଟକ ଟାଉନ୍‌ ହଲ ତାଙ୍କରି ଅବଦାନ ୤ [[ଓଡ଼ିଶା|ସ୍ୱତନ୍ତ୍ର ଉତ୍କଳ ପ୍ରଦେଶ]] ଗଠନ ହେବା ପୂର୍ବରୁ ୧୯୧୭ ମସିହା ମାର୍ଚ୍ଚ ୫ ତାରିଖ ଦିନ ସେ ଇହଧାମ ତ୍ୟାଗ କରିଥିଲେ ୤
କଟକ ଟାଉନ୍‌ ହଲ ତାଙ୍କରି ଅବଦାନ ୤ [[ଓଡ଼ିଶା|ସ୍ୱତନ୍ତ୍ର ଉତ୍କଳ ପ୍ରଦେଶ]] ଗଠନ ହେବା ପୂର୍ବରୁ ୧୯୧୭ ମସିହା ମାର୍ଚ୍ଚ ୫ ତାରିଖ ଦିନ ସେ ଇହଧାମ ତ୍ୟାଗ କରିଥିଲେ ୤
୩୨ କ ଧାଡ଼ି: ୩୨ କ ଧାଡ଼ି:
==ବାହାର ଲିଙ୍କ==
==ବାହାର ଲିଙ୍କ==


[[ବିଭାଗ:ଓଡ଼ିଆ ଭାଷା]]
[[ଶ୍ରେଣୀ:ଓଡ଼ିଆ ଭାଷା]]
[[ବିଭାଗ:ଓଡ଼ିଆ ସାହିତ୍ୟ]]
[[ଶ୍ରେଣୀ:ଓଡ଼ିଆ ସାହିତ୍ୟ]]
[[ବିଭାଗ:କଟକ ଜିଲା ଲୋକ]]
[[ଶ୍ରେଣୀ:କଟକ ଜିଲା ଲୋକ]]
[[ବିଭାଗ:୧୮୩୮ ଜନ୍ମ]]
[[ଶ୍ରେଣୀ:୧୮୩୮ ଜନ୍ମ]]
[[ବିଭାଗ:୧୯୧୭ ମୃତ୍ୟୁ]]
[[ଶ୍ରେଣୀ:୧୯୧୭ ମୃତ୍ୟୁ]]

୨୩:୫୫, ୨୯ ଜୁନ ୨୦୧୨ ଅନୁସାରେ କରାଯାଇଥିବା ବଦଳ

ଗୌରୀ ଶଙ୍କର ରାୟ
ଜନ୍ମ୧୩ ଜୁଲାଇ ୧୮୩୮
ଦୀକ୍ଷିତପଡ଼ା, ଅସୁରେଶ୍ଵର, କଟକ
ମୃତ୍ୟୁ୫ ମାର୍ଚ୍ଚ ୧୯୧୭
ଜାତୀୟତାଭାରତୀୟ

ଗୌରୀ ଶଙ୍କର ରାୟ ୧୮୩୮ ମସିହା ଜୁଲାଇ ୧୩ ତାରିଖ ଦିନ କଟକ ଜିଲ୍ଲା ଅସୁରେଶ୍ୱର ଅନ୍ତର୍ଗତ ଦୀକ୍ଷିତପଡ଼ା ଗ୍ରାମରେ ଜନ୍ମ ଗ୍ରହଣ କରିଥିଲେ ୤ ଓଡ଼ିଶା ମୋଗଲ ଶାସନାଧୀନ ହେଲା ପରେ ବଙ୍ଗର ଶାସନ କର୍ତ୍ତା ତୋଡ଼ରମଲ୍ଲଙ୍କୁ ଓଡ଼ିଶାର ରାଜସ୍ୱ-ବନ୍ଦୋବସ୍ତ କରିବାକୁ ପଠାଇଥିଲେ୤ ତାଙ୍କ ସହିତ ସହିତ ଯେଉଁ ବଙ୍ଗୀୟ ରାଜ କର୍ମଚାରୀମାନେ ଓଡ଼ିଶା ଆସି, ଓଡ଼ିଶାରେ ଘରଦ୍ଵାର କରି ରହି ଯାଇଥିଲେ, ଗୌରୀ ଶଙ୍କରଙ୍କ ପୂର୍ବପୁରୁଷ ଥିଲେ ସେଇମାନଙ୍କ ମଧ୍ୟରୁ ଅନ୍ୟତମ ୤ ସେମାନଙ୍କ ପଦବୀ ଥିଲା ‘ବସୁ’, ଏମାନେ ଥିଲେ ରାଜବଂଶୀୟ କାୟସ୍ଥ ୤ ମୋଗଲ ଶାସକମାନଙ୍କୁ, ରାଜସ୍ୱ ବନ୍ଦୋବସ୍ତ କରିବାରେ ସହାୟତା କରିଥିବା ହେତୁ ଏମାନଙ୍କୁ ‘ରାୟ’ ଉପାଧି ମିଳିଥିଲା ୤ ଗୌରୀ ଶଙ୍କରଙ୍କ ପ୍ରପିତାମହ ମାଧବଚନ୍ଦ୍ର ‘ବସୁ’ ଉପାଧି ବର୍ଜନ କରି ‘ରାୟ’ ହୋଇଥିଲେ ୤

ଗ୍ରାମ ଚାଟଶାଳୀରେ ପ୍ରାଥମିକ ଓଡ଼ିଆ ଶିକ୍ଷା ସମାପ୍ତ ପରେ ଏଗାର ବର୍ଷ ବୟସରେ କଟକ ହାଇସ୍କ୍ମୁଲ ଏବଂ ପରେ ହୁଗୁଳି ଯାଇ ସେଠାରେ ଉଚ୍ଚ ଶିକ୍ଷା ଲାଭ କରିଥିଲେ ୤ ଶିକ୍ଷା ସମାପ୍ତ ପରେ ପ୍ରଥମେ ମାସିକ ୨୦ ଟଙ୍କା ବେତନରେ ବାଲେଶ୍ୱର ଜିଲ୍ଲା ସ୍କୂଲରେ ଶିକ୍ଷକତା ଏବଂ ପରେ କଟକ କମିଶନରଙ୍କ କାର୍ଯ୍ୟାଳୟରେ କିରାଣି ଭାବରେ କାର୍ଯ୍ୟ କରିଥିଲେ୤ ଗୌରୀ ଶଙ୍କର ଓ ତାଙ୍କର ଘନିଷ୍ଠ ସହଯୋଗୀ ବିଚିତ୍ରାନନ୍ଦ ଦାସଙ୍କ ଉଦ୍ୟମରେ ୧୮୬୪ ମସିହାରେ ‘କଟକ ପ୍ରିଣ୍ଟିଂ କମ୍ପାନୀ’ ଗଢ଼ିଥିଲେ ୤ ଏହି କଟକ ପ୍ରିଣ୍ଟିଂ କମ୍ପାନୀ ଆନୁକୂଲ୍ୟରେ ୧୮୬୫ ମସିହା ଜୁଲାଇ ପହିଲା ଦିନ ମୁଦ୍ରଣ ଯନ୍ତ୍ର ସ୍ଥାପିତ ହୋଇଥିଲା ଏବଂ ଏହାର ମାସକ ପରେ ଏଠାରୁ ପ୍ରଥମ ଓଡ଼ିଆ ସମ୍ବାଦ ପତ୍ର ‘ଉତ୍କଳ ଦୀପିକା’ ପ୍ରକାଶିତ ହୋଇଥିଲା୤ ଏହା ପ୍ରଥମେ ସାପ୍ତାହିକ ଆକାରରେ ପ୍ରକାଶିତ ହୋଇଥିଲେ ସୁଦ୍ଧା ପରେ ଏହା ଦୈନିକ ହୋଇଥିଲା ୤ ଗୌରୀ ଶଙ୍କର ଥିଲେ କଟକ ପ୍ରିଣ୍ଟିଂ କମ୍ପାନୀର ଆଜୀବନ ସଚିବ ଓ ‘ଉତ୍କଳ ଦୀପିକା’ ର ପ୍ରଥମ ସମ୍ପାଦକ ୤

ଗୌରୀ ଶଙ୍କର ଥିଲେ ଉନବିଂଶ ଶତାବ୍ଦୀ ଓଡ଼ିଆ ନବଜାଗରଣର ଅନ୍ୟତମ ବିଶିଷ୍ଟ କର୍ଣ୍ଣଧାର ୤ ଗୌରୀ ଶଙ୍କର ଓଡ଼ିଶାବାସୀ ବଙ୍ଗାଳୀ ହୋଇ ସୁଦ୍ଧା, ‘ଉତ୍କଳ ସାହିତ୍ୟ ସମାଜ’ର ସଭାପତି ଏବଂ ‘ଉତ୍କଳ ସଭା’ର ସମ୍ପାଦକ-ପରିଚାଳକ ଭାବରେ ସେ ନିଜ ଓଡ଼ିଆ ପ୍ରୀତି ଓ ସଙ୍ଗଠନ ଶକ୍ତିର ପରିଚୟ ଦେଇ ଯାଇଛନ୍ତି ୤ ତାଙ୍କର ବଳିଷ୍ଟ ସମ୍ପାଦନାରେ ଉତ୍କଳ ଦୀପିକା ଓଡ଼ିଆ ମାନଙ୍କ ସ୍ୱାର୍ଥରକ୍ଷା ପାଇଁ ସରକାରଙ୍କ ପାଖରେ ଦୃଢ଼ ଦାବି ଉପସ୍ଥାପିତ କରିବାରେ ଅଗ୍ରଣି ଭୂମିକା ଗ୍ରହଣ କରିଥିଲା ୤

କଟକ ଟାଉନ୍‌ ହଲ ତାଙ୍କରି ଅବଦାନ ୤ ସ୍ୱତନ୍ତ୍ର ଉତ୍କଳ ପ୍ରଦେଶ ଗଠନ ହେବା ପୂର୍ବରୁ ୧୯୧୭ ମସିହା ମାର୍ଚ୍ଚ ୫ ତାରିଖ ଦିନ ସେ ଇହଧାମ ତ୍ୟାଗ କରିଥିଲେ ୤

ଆଧାର

ବାହାର ଲିଙ୍କ