ବିଶ୍ୱନାଥ ନାୟକ (ରାଜନେତା)
ଦେଖଣା
ବିଶ୍ୱନାଥ ନାୟକ | |
---|---|
ବିଧାୟକ: ୩ୟ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୬୧ – ୧୯୬୭ | |
ପର ଅଧିକାରୀ | ତାରିଣୀ ସର୍ଦ୍ଦାର |
ନିର୍ବାଚନ ମଣ୍ଡଳୀ | ମୋହନା |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | ୨୧ ଅଗଷ୍ଟ ୧୯୩୫ |
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ଭାରତୀୟ ଜାତୀୟ କଂଗ୍ରେସ |
ଜୀବନ ସାଥୀ | ପାର୍ବତୀ ନାୟକ |
ବାପା/ବୋଉ | ମୀନ ନାୟକ (ବାପା) |
ବୃତ୍ତି | ରାଜନୀତିଜ୍ଞ |
ବିଶ୍ୱନାଥ ନାୟକ (ଜନ୍ମ: ୨୧ ଅଗଷ୍ଟ ୧୯୩୫) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି । ୧୯୬୧ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ମୋହନା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୩ୟ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ଜନ୍ମ, ପରିବାର ଓ ଶିକ୍ଷା
[ସମ୍ପାଦନା]ବିଶ୍ୱନାଥ ନାୟକ ୧୯୩୫ ମସିହାର ଅଗଷ୍ଟ ୨୧ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ମୀନ ନାୟକ ଓ ପତ୍ନୀଙ୍କ ନାମ ପାର୍ବତୀ ନାୟକ ।[୧]
ରାଜନୈତିକ ଜୀବନ
[ସମ୍ପାଦନା]ବିଶ୍ୱନାଥ ନାୟକ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମୀ ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି ।[୧]
ଆଧାର
[ସମ୍ପାଦନା]- ↑ ୧.୦ ୧.୧ "Shri Biswanath Nayak". odishaassembly.nic.in. Odisha Assembly. Retrieved 11 July 2022.