ବିଶ୍ୱନାଥ ପଣ୍ଡିତ
Appearance
ବିଶ୍ୱନାଥ ପଣ୍ଡିତ | |
---|---|
ବିଧାୟକ: ୭ମ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୭୭ – ୧୯୮୦ | |
ପୂର୍ବ ଅଧିକାରୀ | ଶ୍ରୀକାନ୍ତ ପଣ୍ଡା |
ପର ଅଧିକାରୀ | ଶ୍ରୀକାନ୍ତ ପଣ୍ଡା |
ନିର୍ବାଚନ ମଣ୍ଡଳୀ | କଟକ ସିଟି |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | ୩ ଜାନୁଆରୀ ୧୯୧୯ |
ମୃତ୍ୟୁ | ୮ ମଇ ୨୦୦୨ | (ବୟସ ୮୩)
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ଜନତା ପାର୍ଟି |
ବାପା/ବୋଉ | ରାମନାଥ ପଣ୍ଡିତ (ବାପା) |
ବୃତ୍ତି | ରାଜନୀତିଜ୍ଞ |
ବିଶ୍ୱନାଥ ପଣ୍ଡିତ (୩ ଜାନୁଆରୀ ୧୯୧୯ - ୧୯ ମଇ ୨୦୦୨) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ରାଜନୀତିର ଜନତା ପାର୍ଟିର କର୍ମକର୍ତ୍ତା ଭାବରେ ସକ୍ରିୟ ଥିଲେ । ବିଶ୍ୱନାଥ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ । ୧୯୭୭ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ କଟକ ସିଟି ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୭ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]
ଜନ୍ମ, ପରିବାର ଓ ଶିକ୍ଷା
[ସମ୍ପାଦନା]ବିଶ୍ୱନାଥ ପଣ୍ଡିତ ୧୯୧୯ ମସିହାର ଜାନୁଆରୀ ମାସ ୩ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ରାମନାଥ ପଣ୍ଡିତ ।[୧] ବିଶ୍ୱନାଥଙ୍କର ଶିକ୍ଷାଗତ ଯୋଗ୍ୟତା କଳାରେ ସ୍ନାତକ ।[୧]
ରାଜନୈତିକ ଜୀବନ
[ସମ୍ପାଦନା]ବିଶ୍ୱନାଥ ପଣ୍ଡିତ ଓଡ଼ିଶା ରାଜନୀତିରେ ଜନତା ପାର୍ଟିର କର୍ମକର୍ତ୍ତା ଭାବରେ ସକ୍ରିୟ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ ।[୧]
ମୃତ୍ୟୁ
[ସମ୍ପାଦନା]ବିଶ୍ୱନାଥ ପଣ୍ଡିତ ୨୦୦୨ ମସିହାର ମଇ ମାସ ୧୮ ତାରିଖରେ ମୃତ୍ୟୁବରଣ କରିଥିଲେ ।[୧] ମୃତ୍ୟୁବେଳକୁ ତାଙ୍କୁ ୮୩ ବର୍ଷ ବୟସ ହୋଇଥିଲା ।