Jump to content

ବିଶ୍ୱ ରଞ୍ଜନ ମଲ୍ଲିକ

ଉଇକିପିଡ଼ିଆ‌ରୁ
ବିଶ୍ୱ ରଞ୍ଜନ ମଲ୍ଲିକ
ବିଧାୟକ: ୧୭ଶ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୫ ଜୁନ ୨୦୨୪ – ଏବେଯାଏଁ
ପୂର୍ବ ଅଧିକାରୀସୁନନ୍ଦା ଦାସ
ନିର୍ବାଚନ ମଣ୍ଡଳୀବରୀ
ବ୍ୟକ୍ତିଗତ ସବିଶେଷ
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳବିଜୁ ଜନତା ଦଳ
ବୃତ୍ତିରାଜନୀତିଜ୍ଞ

ବିଶ୍ୱ ରଞ୍ଜନ ମଲ୍ଲିକ ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରୁଛନ୍ତି । ୨୦୨୪ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ ୧୭ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

ରାଜନୈତିକ ଜୀବନ[ସମ୍ପାଦନା]

ସୁଜାତା ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମୀ ଭାବରେ ସକ୍ରିୟ ଅଛନ୍ତି । ୨୦୨୪ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ, ସେ ବିଜୁ ଜନତା ଦଳର ପ୍ରାର୍ଥୀ ଭାବରେ ବରୀ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ, ସେ ସମୁଦାୟ ୧,୦୧,୯୬୬ ଖଣ୍ଡ ଭୋଟ୍ ପାଇଥିଲେ ଏବଂ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦୀ ଭାରତୀୟ ଜନତା ପାର୍ଟିର ପାର୍ଥୀ ଉମେଶ ଚନ୍ଦ୍ର ଜେନାଙ୍କୁ ୫୦,୫୦୧ ଖଣ୍ଡ ଭୋଟ୍‌ରେ ପରାସ୍ତ କରି ୧୭ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]

ଆଧାର[ସମ୍ପାଦନା]

  1. "General Election to Jajpur (Odisha)". Election Commission of India. Retrieved 11 June 2024.