ବୁଧନ ମୁର୍ମୁ

ଉଇକିପିଡ଼ିଆ‌ରୁ
ବୁଧନ ମୁର୍ମୁ
ବିଧାୟକ: ୧୬ଶ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୨୦୧୯ – ଏବେଯାଏଁ
ପୂର୍ବ ଅଧିକାରୀଭାଦବ ହାଁସଦା
ନିର୍ବାଚନ ମଣ୍ଡଳୀସାରସକଣା
ବ୍ୟକ୍ତିଗତ ସବିଶେଷ
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳଭାରତୀୟ ଜନତା ପାର୍ଟି
ବୃତ୍ତିରାଜନୀତିଜ୍ଞ

ବୁଧନ ମୁର୍ମୁ ଜଣେ ଓଡ଼ିଆ ରାଜନୀତିଜ୍ଞ । ବୁଧନ ଓଡ଼ିଶା ରାଜନୀତିରେ ଭାରତୀୟ ଜନତା ପାର୍ଟିର କର୍ମକର୍ତ୍ତା ଭାବରେ ସକ୍ରିୟ ଅଛନ୍ତି । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରୁଛନ୍ତି । ୨୦୧୯ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ ୧୬ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]

ରାଜନୈତିକ ଜୀବନ[ସମ୍ପାଦନା]

ରାମ ଓଡ଼ିଶା ରାଜନୀତିରେ ଭାରତୀୟ ଜନତା ପାର୍ଟିର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଛନ୍ତି । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରୁଛନ୍ତି ।[୧]

ଆଧାର[ସମ୍ପାଦନା]

  1. ୧.୦ ୧.୧ "Shri Budhan Murmu". odishaassembly.nic.in. Odisha Assembly. Retrieved 2 October 2019.