Jump to content

ବୃନ୍ଦାବନ ଚନ୍ଦ୍ର ସିଂହ

ଉଇକିପିଡ଼ିଆ‌ରୁ
ବୃନ୍ଦାବନ ଚନ୍ଦ୍ର ସିଂହ
ବିଧାୟକ: ୩ୟ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୬୧  ୧୯୬୬
ପୂର୍ବ ଅଧିକାରୀକୃଷ୍ଣ ଚନ୍ଦ୍ର ସିଂହ ମାନ୍ଧାତା
ପର ଅଧିକାରୀଅଚ୍ୟୁତାନନ୍ଦ ମହାନ୍ତି
ନିର୍ବାଚନ ମଣ୍ଡଳୀନୟାଗଡ଼
ବ୍ୟକ୍ତିଗତ ସବିଶେଷ
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳଭାରତୀୟ ଜାତୀୟ କଂଗ୍ରେସ
ବୃତ୍ତିରାଜନୀତିଜ୍ଞ

ବୃନ୍ଦାବନ ଚନ୍ଦ୍ର ସିଂହ ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ବୃନ୍ଦାବନ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ । ୧୯୬୧ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ ନୟାଗଡ଼ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୩ୟ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[]

ରାଜନୈତିକ ଜୀବନ

[ସମ୍ପାଦନା]

ବୃନ୍ଦାବନ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କାର୍ମକର୍ତ୍ତା ଭାବରେ ସକ୍ରିୟ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ ।[]

ମୃତ୍ୟୁ

[ସମ୍ପାଦନା]

ବୃନ୍ଦାବନ ୧୯୬୬ ମସିହାରେ ମୃତ୍ୟୁବରଣ କରିଥିଲେ । ୨୧ ଫେବୃଆରୀ ୧୯୬୬ରେ ତାଙ୍କ ପାଇଁ ବିଧାନ ସଭାରେ ଶୋକ ପାଳନ କରାଯାଇଥିଲା ।[]

  1. 1 2 3 "Shri Brundaban Chandra Singh". odishaassembly.nic.in. Odisha Assembly. Retrieved 5 May 2020.