ବୃନ୍ଦାବନ ଦାସ (ରାଜନେତା)

ଉଇକିପିଡ଼ିଆ‌ରୁ
ବୃନ୍ଦାବନ ଦାସ
ବିଧାୟକ: ସ୍ୱାଧୀନତା ପୂର୍ବର ୨ୟ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୪୬ – ୧୯୫୨
ନିର୍ବାଚନ ମଣ୍ଡଳୀପଶ୍ଚିମ ଭଦ୍ରକ
ବିଧାୟକ: ୧ମ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୫୨ – ୧୯୫୭
ପର ଅଧିକାରୀନନ୍ଦକିଶୋର ଜେନା, ନୀଳମଣି ରାଉତରାୟ
ନିର୍ବାଚନ ମଣ୍ଡଳୀଚାନ୍ଦବାଲି
ବ୍ୟକ୍ତିଗତ ସବିଶେଷ
ନାଗରିକତାଭାରତୀୟ
ଜାତୀୟତାବ୍ରିଟିଶ ଭାରତ
ଭାରତୀୟ ଅଧିରାଜ୍ୟ
ଭାରତୀୟ
ରାଜନୀତିକ ଦଳଭାରତୀୟ ଜାତୀୟ କଂଗ୍ରେସ
ବୃତ୍ତିରାଜନୀତିଜ୍ଞ

ବୃନ୍ଦାବନ ଦାସ ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ସ୍ୱାଧୀନତା ପୂର୍ବରୁ ଥରେ ଓ ପରେ ଥରେ କାର୍ଯ୍ୟ କରିଥିଲେ । ସ୍ୱାଧୀନତା ପୂର୍ବରୁ ହୋଇଥିବା ଦ୍ୱିତୀୟ ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ପଶ୍ଚିମ ଭଦ୍ରକ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ସ୍ୱାଧୀନତା ପୂର୍ବର ୨ୟ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧] ସ୍ୱାଧୀନତା ପରେ ୧୯୫୨ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଚାନ୍ଦବାଲି ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୨]

ରାଜନୈତିକ ଜୀବନ[ସମ୍ପାଦନା]

ବୃନ୍ଦାବନ ଦାସ କଂଗ୍ରେସ ଦଳର ପ୍ରାର୍ଥୀ ଭାବରେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ସ୍ୱାଧୀନତା ପୂର୍ବରୁ ଓ ପରେ ଥରେ ଲେଖାଏଁ କାର୍ଯ୍ୟ କରିଥିଲେ ।[୨]

ଆଧାର[ସମ୍ପାଦନା]

  1. ଉଦ୍ଧବ ଚରଣ ନାୟକ (2013). "୨". ଓଡ଼ିଶା ରାଜନୀତିର ଇତିହାସ (୧୯୩୬-୨୦୧୩) (in ଓଡ଼ିଆ). ଭୁବନେଶ୍ୱର: ଆମ ଓଡ଼ିଶା. p. ୪୭. ISBN 978-81-89436-54-4. Retrieved 17 January 2024.{{cite book}}: CS1 maint: unrecognized language (link)
  2. ୨.୦ ୨.୧ "Shri Brundabana Das". odishaassembly.nic.in. Odisha Assembly. Retrieved 17 January 2024.