Jump to content

ବୃନ୍ଦାବନ ଦାସ (ରାଜନେତା)

ଉଇକିପିଡ଼ିଆ‌ରୁ
(ବୃନ୍ଦାବନ ଦାସ (ରାଜେନତା)ରୁ ଲେଉଟି ଆସିଛି)
ବୃନ୍ଦାବନ ଦାସ
ବିଧାୟକ: ସ୍ୱାଧୀନତା ପୂର୍ବର ୨ୟ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୪୬  ୧୯୫୨
ନିର୍ବାଚନ ମଣ୍ଡଳୀପଶ୍ଚିମ ଭଦ୍ରକ
ବିଧାୟକ: ୧ମ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୫୨  ୧୯୫୭
ପର ଅଧିକାରୀନନ୍ଦକିଶୋର ଜେନା, ନୀଳମଣି ରାଉତରାୟ
ନିର୍ବାଚନ ମଣ୍ଡଳୀଚାନ୍ଦବାଲି
ବ୍ୟକ୍ତିଗତ ସବିଶେଷ
ନାଗରିକତାଭାରତୀୟ
ଜାତୀୟତାବ୍ରିଟିଶ ଭାରତ
ଭାରତୀୟ ଅଧିରାଜ୍ୟ
ଭାରତୀୟ
ରାଜନୀତିକ ଦଳଭାରତୀୟ ଜାତୀୟ କଂଗ୍ରେସ
ବୃତ୍ତିରାଜନୀତିଜ୍ଞ

ବୃନ୍ଦାବନ ଦାସ ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ସ୍ୱାଧୀନତା ପୂର୍ବରୁ ଥରେ ଓ ପରେ ଥରେ କାର୍ଯ୍ୟ କରିଥିଲେ । ସ୍ୱାଧୀନତା ପୂର୍ବରୁ ହୋଇଥିବା ଦ୍ୱିତୀୟ ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ପଶ୍ଚିମ ଭଦ୍ରକ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ସ୍ୱାଧୀନତା ପୂର୍ବର ୨ୟ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[] ସ୍ୱାଧୀନତା ପରେ ୧୯୫୨ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଚାନ୍ଦବାଲି ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[]

ରାଜନୈତିକ ଜୀବନ

[ସମ୍ପାଦନା]

ବୃନ୍ଦାବନ ଦାସ କଂଗ୍ରେସ ଦଳର ପ୍ରାର୍ଥୀ ଭାବରେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ସ୍ୱାଧୀନତା ପୂର୍ବରୁ ଓ ପରେ ଥରେ ଲେଖାଏଁ କାର୍ଯ୍ୟ କରିଥିଲେ ।[]

  1. ଉଦ୍ଧବ ଚରଣ ନାୟକ (2013). "୨". ଓଡ଼ିଶା ରାଜନୀତିର ଇତିହାସ (୧୯୩୬-୨୦୧୩) (in ଓଡ଼ିଆ). ଭୁବନେଶ୍ୱର: ଆମ ଓଡ଼ିଶା. p. ୪୭. ISBN 978-81-89436-54-4. Retrieved 17 January 2024.{{cite book}}: CS1 maint: unrecognized language (link)
  2. 1 2 "Shri Brundabana Das". odishaassembly.nic.in. Odisha Assembly. Retrieved 17 January 2024.