ବୃନ୍ଦାବନ ମାଝି
ବୃନ୍ଦାବନ ମାଝି | |
---|---|
ବିଧାୟକ: ୧୩ଶ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୨୦୦୪ – ୨୦୦୯ | |
ନିର୍ବାଚନ ମଣ୍ଡଳୀ | ଲାଇକେରା |
ବିଧାୟକ: ୧୦ମ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୯୦ – ୧୯୯୫ | |
ପୂର୍ବ ଅଧିକାରୀ | ଜଗତେଶ୍ୱର ମିର୍ଦ୍ଧା |
ପର ଅଧିକାରୀ | ପାଣୁ ଚନ୍ଦ୍ର ନାଏକ |
ନିର୍ବାଚନ ମଣ୍ଡଳୀ | କୁଚିଣ୍ଡା |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | ୧୧ ମଇ ୧୯୫୮ |
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ଭାରତୀୟ ଜନତା ପାର୍ଟି |
ଅନ୍ୟାନ୍ୟ ରାଜନୀତିକ ସମ୍ବନ୍ଧ | ଜନତା ଦଳ, ବିଜୁ ଜନତା ଦଳ |
ଜୀବନ ସାଥୀ | ଜେମାଦେଇ ମାଝୀ |
ବାପା/ବୋଉ | ଦେହୁରୀ ମାଝି (ବାପା) |
ବୃତ୍ତି | ରାଜନୀତିଜ୍ଞ |
ବୃନ୍ଦାବନ ମାଝି (ଜନ୍ମ: ୧୧ ମଇ ୧୯୫୮) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରଜନୀତିରେ ଭାରତୀୟ ଜନତା ପାର୍ଟିର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଛନ୍ତି । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଦୁଇଥର କାର୍ଯ୍ୟ କରିଛନ୍ତି । ୧୯୯୦ ଓ ୨୦୦୪ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଲାଇକେରା ଓ କୁଚିଣ୍ଡା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧୦ମ ଓ ୧୩ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]
ଜନ୍ମ, ପରିବାର ଓ ଶିକ୍ଷା
[ସମ୍ପାଦନା]ବୃନ୍ଦାବନ ମାଝି ୧୯୫୮ ମସିହାର ମଇ ମାସ ୧୧ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ଦେହୁରୀ ମାଝି ଓ ପତ୍ନୀଙ୍କ ନାମ ଜେମାଦେଇ ମାଝୀ । ତାଙ୍କର ଶିକ୍ଷାଗତ ଯୋଗ୍ୟତା କଳାରେ ସ୍ନାତକୋତ୍ତର ।[୨]
ରାଜନୈତିକ ଜୀବନ
[ସମ୍ପାଦନା]ବୃନ୍ଦାବନ ଓଡ଼ିଶା ରାଜନୀତିରେ ଭାରତୀୟ ଜନତା ପାର୍ଟିର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଛନ୍ତି । ପୂର୍ବରୁ ସେ ଜନତା ଦଳର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ସେ ବିଜେପିରୁ ଇସ୍ତଫା ଦେଇ କିଛି ବର୍ଷ ବିଜୁ ଜନତା ଦଳରେ ଯୋଗ ଦେଇଥିଲେ ଏବଂ ୨୦୧୯ରେ ବିଜେଡିରୁ ଇସ୍ତଫା ଦେଇଥିଲେ ।[୩][୪] ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଦୁଇଥର କାର୍ଯ୍ୟ କରିଛନ୍ତି ।[୨]
ଆଧାର
[ସମ୍ପାଦନା]- ↑ "LIST OF MEMBERS OF ODISHA LEGISLATIVE ASSEMBLY (1951–2004)" (PDF). ODISHA REFERENCE ANNUAL: 458. 2011. Archived from the original (PDF) on 2 October 2020. Retrieved 29 August 2020.
- ↑ ୨.୦ ୨.୧ "Shri Brundaban Majhi". odishaassembly.nic.in. Odisha Assembly. Retrieved 1 October 2020.
- ↑ "ବିଜେଡି ଛାଡିଲେ ବୃନ୍ଦାବନ ।". Kanak News. kanaknews.com. 23 March 2019. Retrieved 1 October 2020.
- ↑ "ଶକ୍ତି ବଢାଉଛି ବିଜେପି : ପ୍ରକାଶ ମିଶ୍ର, ବୃନ୍ଦାବନ ମାଝୀ, ଦେବୀ ଚାନ୍ଦ ଧରିଲେ ପଦ୍ମ, ୨୯ରେ ଆସିବେ ମୋଦି, ୨୬ରେ ବିଜୟ ସଂକଳ୍ପ ସମାବେଶରେ ଯୋଗ ଦେବେ ୬ କେନ୍ଦ୍ରୀୟ ନେତା". Prameyanews7. 24 March 2019. Retrieved 1 October 2020.