ବେଣୁଧର ସେଠୀ

ଉଇକିପିଡ଼ିଆ‌ରୁ
ବେଣୁଧର ସେଠୀ
ବିଧାୟକ: ୧୦ମ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୯୦ – ୧୯୯୫
ପୂର୍ବ ଅଧିକାରୀରବୀନ୍ଦ୍ର କୁମାର ସେଠୀ
ପର ଅଧିକାରୀରବୀନ୍ଦ୍ର କୁମାର ସେଠୀ
ନିର୍ବାଚନ ମଣ୍ଡଳୀନିମାପଡ଼ା
ବ୍ୟକ୍ତିଗତ ସବିଶେଷ
ଜନ୍ମ (1943-08-12) ୧୨ ଅଗଷ୍ଟ ୧୯୪୩ (ବୟସ ୮୦)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳଜନତା ଦଳ
ଜୀବନ ସାଥୀସରସ୍ୱତୀ ସେଠୀ
ବାପା/ବୋଉଉଦୟନାଥ ସେଠୀ (ବାପା)
ବୃତ୍ତିରାଜନୀତିଜ୍ଞ

ବେଣୁଧର ସେଠୀ (ଜନ୍ମ: ୧୨ ଅଗଷ୍ଟ ୧୯୪୩) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି । ୧୯୯୦ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ନିମାପଡ଼ା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୦ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

ଜନ୍ମ, ପରିବାର ଓ ଶିକ୍ଷା[ସମ୍ପାଦନା]

ବେଣୁଧର ସେଠୀ ୧୯୪୩ ମସିହାର ଅଗଷ୍ଟ ୧୨ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ଉଦୟନାଥ ସେଠୀ ଓ ପତ୍ନୀଙ୍କ ନାମ ସରସ୍ୱତୀ ସେଠୀ ।[୧]

ରାଜନୈତିକ ଜୀବନ[ସମ୍ପାଦନା]

ବେଣୁଧର ଓଡ଼ିଶା ରାଜନୀତିରେ ଜନତା ଦଳର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାର ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି ।[୧]

ଆଧାର[ସମ୍ପାଦନା]

  1. ୧.୦ ୧.୧ "Shri Benudhar Sethi". odishaassembly.nic.in. Odisha Assembly. Retrieved 25 March 2021.