ବ୍ରଜନାଥ ମିଶ୍ର
ଦେଖଣା
ବ୍ରଜନାଥ ମିଶ୍ର | |
---|---|
ବିଧାୟକ: ସ୍ୱାଧୀନତା ପୂର୍ବର ୧ମ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୩୭ – ୧୯୪୬ | |
ନିର୍ବାଚନ ମଣ୍ଡଳୀ | ଉତ୍ତର କେନ୍ଦ୍ରାପଡ଼ା (ଉପ) |
ବ୍ୟକ୍ତିଗତ ସବିଶେଷ | |
ନାଗରିକତା | ଭାରତୀୟ |
ଜାତୀୟତା | ବ୍ରିଟିଶ ଭାରତ ଭାରତୀୟ ଅଧିରାଜ୍ୟ ଭାରତୀୟ |
ରାଜନୀତିକ ଦଳ | କଂଗ୍ରେସ |
ବୃତ୍ତି | ରାଜନୀତିଜ୍ଞ |
ବ୍ରଜନାଥ ମିଶ୍ର ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ । ସ୍ୱାଧୀନତା ପୂର୍ବରୁ ଉତ୍ତର କେନ୍ଦ୍ରାପଡ଼ା ବିଧାନ ସଭା ନିର୍ବାଚନ ମଣ୍ଡଳୀରେ ହୋଇଥିବା ଉପ-ନିର୍ବାଚନରେ ସ୍ୱାଧୀନତା ପୂର୍ବର ୧ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧][୨]
ରାଜନୈତିକ ଜୀବନ
[ସମ୍ପାଦନା]ବ୍ରଜନାଥ ମିଶ୍ର କଂଗ୍ରେସର ପ୍ରାର୍ଥୀ ଭାବରେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ସ୍ୱାଧୀନତା ପୂର୍ବରୁ ଥରେ କାର୍ଯ୍ୟ କରିଥିଲେ ।[୧]
ଆଧାର
[ସମ୍ପାଦନା]- ↑ ୧.୦ ୧.୧ "Shri Braja Nath Mishra". odishaassembly.nic.in. Odisha Assembly. Retrieved 29 October 2023.
- ↑ ଉଦ୍ଧବ ଚରଣ ନାୟକ (2013). "୨". ଓଡ଼ିଶା ରାଜନୀତିର ଇତିହାସ (୧୯୩୬-୨୦୧୩) (in ଓଡ଼ିଆ). ଭୁବନେଶ୍ୱର: ଆମ ଓଡ଼ିଶା. p. ୨୬. ISBN 978-81-89436-54-4. Retrieved 7 November 2023.
{{cite book}}
: CS1 maint: unrecognized language (link)